Latest Odisha News

BREAKING NEWS

Browsing Category

ପୁରୀ

Puri

ବାଲୁକା କଳାରେ ପି ଭି ସିନ୍ଧୁଙ୍କୁ ଶୁଭେଚ୍ଛା

ପୁରୀ : ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ବାଲୁକା କଳା ମାଧ୍ୟମରେ ପି. ଭି. ସିନ୍ଧୁ ଙ୍କୁ ଶୁଭେଚ୍ଛାର ବାର୍ତ୍ତା ଦେଇଛନ୍ତି | ପି. ଭି. ସିନ୍ଧୁ  ମହିଳା ସିଙ୍ଗଲ ବ୍ୟାଡମିଣ୍ଟନରେ ଭାରତକୁ ୨ଥର ଅଲିମ୍ପିକ୍ସରେ ମେଡାଲ ଜିତିବାରେ ସକ୍ଷମ ହୋଇପାରିଛନ୍ତି | ତାଙ୍କୁ ସ୍ୱାଗତ ଜଣାଇ…

ଆରମ୍ଭ ହେବ ଶ୍ରୀମନ୍ଦିର ଐତିହ୍ୟ କରିଡରର କାର୍ଯ୍ୟ

ପୁରୀ : ଐତିହ୍ୟ କରିଡର ପରିକଳ୍ପନାକୁ ପୂର୍ଣ୍ଣାଙ୍ଗ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଓ ବି ସି ସିକୁ ଦାୟିତ୍ୱ ଦିଆଯାଇଛି । ଯେଉଁ ଅନୁସାରେ କରିଡର ଭିତରେ ଥିବା ସମସ୍ତ ମଠକୁ କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ପୁନଃ ସ୍ଥାପନ କରାଯିବ । ପ୍ରଥମେ ଲଙ୍ଗୁଳି ମଠ, ବଡ ଛତା ମଠ ଓ ଛାଉଣୀ ମଠକୁ…

ସହରରେ ବିଶୁଦ୍ଧ ଜଳ ଯୋଗାଣ

ପୁରୀ : ପୁରୀରେ ଶୁଭାରମ୍ଭ ହୋଇଥିଲା ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ଯୋଜନା। ମୁଖ୍ୟମନ୍ତ୍ରୀ ବିଧିବଦ୍ଧ ଭାବେ ଏହାକୁ ଲୋକାର୍ପଣ କରିଥିଲେ। ଆଜି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ପୁରୀ ଗସ୍ତରେ ଆସି ଜଳର ମାନ ପରଖିବା ସହ ସମିକ୍ଷା କରିଛନ୍ତି। ପ୍ରଥମ ସହର ଭାବେ ପୁରୀରେ ଆରମ୍ଭ ହୋଇଥିବା ଏହି…

କ୍ରୀଡାବିତଙ୍କ ପାଇଁ ସାଇକେଲ ଶୋଭାଯାତ୍ରା

ପୁରୀ : ଅଲିମ୍ପିକ୍ସରେ ଭାଗ ନେଉଥିବା କ୍ରୀଡାବିତ୍ ଙ୍କୁ ଉତ୍ସାହିତ କରିବା ପାଇଁ ଉର୍ଜାବାନ ଓଡିଶା ତରଫରୁ ସାଇକେଲ ଶୋଭାଯାତ୍ରା l ଟୋକିଓ ଠାରେ ଅନୁଷ୍ଠିତ ଅଲିମ୍ପିକ୍ସରେ ଭାଗନେଉଥିବା ଭାରତୀୟ କ୍ରୀଡାବିତଙ୍କୁ ଉତ୍ସାହିତ କରିବା ପାଇଁ ଆଜି "ଉର୍ଜାବାନ ଓଡିଶା" ତରଫରୁ ଶ୍ରୀମନ୍ଦିରଠାରୁ…

ସିଂହଦ୍ୱାର ସମ୍ମୁଖରେ ଧାରଣାରେ ରାଣୀ

ପୁରୀ: ବଡ଼ ଦାଣ୍ଡରେ ଯାତ୍ରା ନାୟିକା ରାଣୀ ପଣ୍ଡା । ଓଡ଼ିଶୀ ନୃତ୍ୟାଙ୍ଗନା ବେଶରେ ସଜେଇ ହୋଇ ଧାରଣାରେ ବସିଛନ୍ତି ରାଣୀ । ପୂର୍ବରୁ ରାଜକନିକା ଅଞ୍ଚଳର ଜଣେ ଯୁବକ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଅପଶଦ୍ଦ ବ୍ୟବହାର କରିଥିଲେ । ଯାହାକୁ ନେଇ ରାଣୀ ନିଜେ ଥାନାରେ ଏତଲା ଦେଇଥିଲେ । ହେଲେ ଏଯାଏଁ…

ମଦର ପସରା ଖୋଲିବା ନିଷ୍ପତ୍ତିକୁ ବିରୋଧ

ପୁରୀ : ପୁରୀ କୋଣାର୍କ ମେରାଇନ୍ ଡ୍ରାଇଭ୍ ବେଳାଭୂମିରେ ହେବ ମଦ୍ୟପାନର ଅତ୍ୟାଧୁନିକ ଵ୍ୟଵସ୍ଥା । ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ନିଗମ ପକ୍ଷରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଅନଲାଇନ ଆବେଦନ ମଧ୍ୟ ଚାଲିଛି । ଆସନ୍ତାକାଲି ଏହି ଆବେଦନର ଶେଷ ତାରିଖ। ତେବେ ଶ୍ରୀକ୍ଷେତ୍ର ଭଳି ଆଧ୍ୟାତ୍ମିକ…

ବିଭିନ୍ନ ସମସ୍ୟା ନେଇ କୃଷକଙ୍କ ରାଲି

ପୁରୀ : ଧାନର ଅଭାବୀ ବିକ୍ରି, ଚାଷୀମାନଙ୍କୁ ଉଚିତ୍ ପ୍ରାପ୍ୟ ନ ମିଳିବା , ସହାୟତାରୁ ଲକ୍ଷାଧିକ ଚାଷୀ ବଞ୍ଚିତ ହେବା , ବର୍ଷା ଜଳ ନିଷ୍କାସନରେ ସମସ୍ୟା ନେଇ ରାଲି ।  ନୀଳାଚଳ କୃଷକ ସଂଘ ପକ୍ଷରୁ ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ । ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ…

ପୁରୀ ଅଠରନଳାରେ ଘନ ଘନ ବୋମାମାଡ଼

ପୁରୀ: ରଥଯାତ୍ରା ସରିବା ପରେ ପୁଣି ଅଶାନ୍ତ ହୋଇ ପଡିଛି ପୁରୀ ସହର । ତିନି ଦିନ ତଳେ ଏକ ହତ୍ୟାକାଣ୍ଡ ଘଟିଥିବା ବେଳେ ଗତକାଲି ରାତିରେ ଅଠର ନଳାରେ ଘନ ଘନ ବୋମାମାଡ଼ ହୋଇଛି । ଏକ ଦୋକାନ ଉପରେ ୫ଟି ବୋମାମାଡ଼ କରିଛନ୍ତି କିଛି ଦୁର୍ବୁତ୍ତ । ତେବେ ଏଥିରେ କାହାର କିଛି କ୍ଷତି ହୋଇ ନାହିଁ ।…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି

ପୁରୀ: ଆଜି ଅପରାହ୍ନରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କପ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଦାରୁଦିଅଁଙ୍କ ଏହି ସେବା ସମ୍ପାଦନ କରିବେ । ଦ୍ଵିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଅପରାହ୍ନରେ ଦତ୍ତମହାପାତ୍ର ସେବକ ମହାପ୍ରଭୁଙ୍କର…

‘ୱାର୍ଲଡ ହେପାଟାଇଟସ୍ ଡେ’ରେ ବାଲୁକା କଳା

ପୁରୀ: ପୁରୀ ବେଳାଭୂମିରେ ବାଲୁକା କଳା । ‘ୱାର୍ଲଡ ହେପାଟାଇଟସ୍ ଡେ’ଉପଲକ୍ଷେ ଏହି ବାଲୁକା କଳା ନିର୍ମାଣ କରାଯାଇଛି । ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଏହି ବାଲୁକା କଳା ନିର୍ମାଣ କରିଛନ୍ତି । ଯାହା ପାଇଁ ତାଙ୍କୁ ଦୀର୍ଘ ୭ଘଣ୍ଟା ସମୟ ଲାଗିଥିଲା । ‘ହେପା ଟାଇଟସ୍ କ୍ୟାନ୍…