Latest Odisha News

BREAKING NEWS

Browsing Category

ପୁରୀ

Puri

ବାଲୁକା କଳାରେ ଖେଳାଳିଙ୍କୁ ଶୁଭେଚ୍ଛା

ପୁରୀ: ବାଲୁକା କଳାରେ ଖେଳାଳିଙ୍କୁ ଶୁଭେଚ୍ଛା । ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଜାଭଲିନ ଥ୍ରୋ ଖେଳାଳି ନିରଜ ଚୋପ୍ରାଙ୍କୁ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି | ସେ ତାଙ୍କ ବାଲୁକା କଳା ମାଧ୍ୟମରେ ଆଶା ବ୍ୟକ୍ତ କରିଛନ୍ତି ଖେଳାଳି ନିରଜ ଚୋପ୍ରା ଅଲିମ୍ପିକ୍ ରେ…

ଶ୍ରୀଜିଉଙ୍କ ଦର୍ଶନ ଲାଗି ନୂଆ ଗାଇଡ଼୍‌ଲାଇନ୍‌ ଜାରି

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ ଲାଗି ଜାରି ହେଲା ନୂଆ ଏସ୍‌ଓପି । ତେବେ ଏହି ଏସ୍‌ଓପି କେବଳ ପୁରୀବାସୀଙ୍କ ଲାଗି ହୋଇଛି। ପୁରୀ ପୌରଞ୍ଚଳର ୩୨ ୱାର୍ଡ଼ରେ ବଂଟନ ହେବ ଟୋକନ୍‌। ଟୋକନ୍ ସହ ଆଧାର କାର୍ଡ ଦେଖାଇ ଶ୍ରୀମନ୍ଦିର ମଧ୍ୟକୁ ପ୍ରବେଶ କରିପାରିବେ ଶ୍ରଦ୍ଧାଳୁ। ପୂର୍ବଭଳି କିଓସ୍କ…

ପୁରୀରେ ଆରମ୍ଭ ହେଲା ରଥ ଭଙ୍ଗା କାମ

ପୁରୀ: ପୁରୀରେ ଆରମ୍ଭ ହେଲା ରଥ ଭଙ୍ଗା କାମ । ୧୦ ଜଣ ଭୋଇ ସେବାୟତଙ୍କ ସହାୟତାରେ ରଥ ଭଙ୍ଗା କାମ ଆରମ୍ଭ ହୋଇଛି । ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ଭଙ୍ଗା କାର୍ଯ୍ୟ ଆରମ୍ଭ କରାଯାଇଛି । ପର୍ଯ୍ୟାୟ କ୍ରମେ ନନ୍ଦିଘୋଷ ଓ ତାଳଧ୍ବଜ ରଥ ଭଙ୍ଗାଯିବ । ଆସନ୍ତା ୧୬ ତାରିଖରେ ଶ୍ରୀମନ୍ଦିର…

ବାଲୁକା କଳାରେ ପି ଭି ସିନ୍ଧୁଙ୍କୁ ଶୁଭେଚ୍ଛା

ପୁରୀ : ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ବାଲୁକା କଳା ମାଧ୍ୟମରେ ପି. ଭି. ସିନ୍ଧୁ ଙ୍କୁ ଶୁଭେଚ୍ଛାର ବାର୍ତ୍ତା ଦେଇଛନ୍ତି | ପି. ଭି. ସିନ୍ଧୁ  ମହିଳା ସିଙ୍ଗଲ ବ୍ୟାଡମିଣ୍ଟନରେ ଭାରତକୁ ୨ଥର ଅଲିମ୍ପିକ୍ସରେ ମେଡାଲ ଜିତିବାରେ ସକ୍ଷମ ହୋଇପାରିଛନ୍ତି | ତାଙ୍କୁ ସ୍ୱାଗତ ଜଣାଇ…

ଆରମ୍ଭ ହେବ ଶ୍ରୀମନ୍ଦିର ଐତିହ୍ୟ କରିଡରର କାର୍ଯ୍ୟ

ପୁରୀ : ଐତିହ୍ୟ କରିଡର ପରିକଳ୍ପନାକୁ ପୂର୍ଣ୍ଣାଙ୍ଗ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଓ ବି ସି ସିକୁ ଦାୟିତ୍ୱ ଦିଆଯାଇଛି । ଯେଉଁ ଅନୁସାରେ କରିଡର ଭିତରେ ଥିବା ସମସ୍ତ ମଠକୁ କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ପୁନଃ ସ୍ଥାପନ କରାଯିବ । ପ୍ରଥମେ ଲଙ୍ଗୁଳି ମଠ, ବଡ ଛତା ମଠ ଓ ଛାଉଣୀ ମଠକୁ…

ସହରରେ ବିଶୁଦ୍ଧ ଜଳ ଯୋଗାଣ

ପୁରୀ : ପୁରୀରେ ଶୁଭାରମ୍ଭ ହୋଇଥିଲା ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ଯୋଜନା। ମୁଖ୍ୟମନ୍ତ୍ରୀ ବିଧିବଦ୍ଧ ଭାବେ ଏହାକୁ ଲୋକାର୍ପଣ କରିଥିଲେ। ଆଜି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ପୁରୀ ଗସ୍ତରେ ଆସି ଜଳର ମାନ ପରଖିବା ସହ ସମିକ୍ଷା କରିଛନ୍ତି। ପ୍ରଥମ ସହର ଭାବେ ପୁରୀରେ ଆରମ୍ଭ ହୋଇଥିବା ଏହି…

କ୍ରୀଡାବିତଙ୍କ ପାଇଁ ସାଇକେଲ ଶୋଭାଯାତ୍ରା

ପୁରୀ : ଅଲିମ୍ପିକ୍ସରେ ଭାଗ ନେଉଥିବା କ୍ରୀଡାବିତ୍ ଙ୍କୁ ଉତ୍ସାହିତ କରିବା ପାଇଁ ଉର୍ଜାବାନ ଓଡିଶା ତରଫରୁ ସାଇକେଲ ଶୋଭାଯାତ୍ରା l ଟୋକିଓ ଠାରେ ଅନୁଷ୍ଠିତ ଅଲିମ୍ପିକ୍ସରେ ଭାଗନେଉଥିବା ଭାରତୀୟ କ୍ରୀଡାବିତଙ୍କୁ ଉତ୍ସାହିତ କରିବା ପାଇଁ ଆଜି "ଉର୍ଜାବାନ ଓଡିଶା" ତରଫରୁ ଶ୍ରୀମନ୍ଦିରଠାରୁ…

ସିଂହଦ୍ୱାର ସମ୍ମୁଖରେ ଧାରଣାରେ ରାଣୀ

ପୁରୀ: ବଡ଼ ଦାଣ୍ଡରେ ଯାତ୍ରା ନାୟିକା ରାଣୀ ପଣ୍ଡା । ଓଡ଼ିଶୀ ନୃତ୍ୟାଙ୍ଗନା ବେଶରେ ସଜେଇ ହୋଇ ଧାରଣାରେ ବସିଛନ୍ତି ରାଣୀ । ପୂର୍ବରୁ ରାଜକନିକା ଅଞ୍ଚଳର ଜଣେ ଯୁବକ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଅପଶଦ୍ଦ ବ୍ୟବହାର କରିଥିଲେ । ଯାହାକୁ ନେଇ ରାଣୀ ନିଜେ ଥାନାରେ ଏତଲା ଦେଇଥିଲେ । ହେଲେ ଏଯାଏଁ…

ମଦର ପସରା ଖୋଲିବା ନିଷ୍ପତ୍ତିକୁ ବିରୋଧ

ପୁରୀ : ପୁରୀ କୋଣାର୍କ ମେରାଇନ୍ ଡ୍ରାଇଭ୍ ବେଳାଭୂମିରେ ହେବ ମଦ୍ୟପାନର ଅତ୍ୟାଧୁନିକ ଵ୍ୟଵସ୍ଥା । ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ନିଗମ ପକ୍ଷରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଅନଲାଇନ ଆବେଦନ ମଧ୍ୟ ଚାଲିଛି । ଆସନ୍ତାକାଲି ଏହି ଆବେଦନର ଶେଷ ତାରିଖ। ତେବେ ଶ୍ରୀକ୍ଷେତ୍ର ଭଳି ଆଧ୍ୟାତ୍ମିକ…

ବିଭିନ୍ନ ସମସ୍ୟା ନେଇ କୃଷକଙ୍କ ରାଲି

ପୁରୀ : ଧାନର ଅଭାବୀ ବିକ୍ରି, ଚାଷୀମାନଙ୍କୁ ଉଚିତ୍ ପ୍ରାପ୍ୟ ନ ମିଳିବା , ସହାୟତାରୁ ଲକ୍ଷାଧିକ ଚାଷୀ ବଞ୍ଚିତ ହେବା , ବର୍ଷା ଜଳ ନିଷ୍କାସନରେ ସମସ୍ୟା ନେଇ ରାଲି ।  ନୀଳାଚଳ କୃଷକ ସଂଘ ପକ୍ଷରୁ ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ । ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ…