Latest Odisha News

BREAKING NEWS

Browsing Category

ପୁରୀ

Puri

ଶେଷ ଦେବଦାସୀ ପରଶମଣିଙ୍କ ପରୋଲୋକ

ପୁରୀ: ଦେବଦାସୀ ପରଶମଣିଙ୍କର ପରୋଲୋକ ଘଟିଛି । ୯୪ ବର୍ଷ ବୟସରେ ଇହଧାମ ତ୍ୟାଗ କରିଛନ୍ତି । ଗତକାଲି ରାତିରେ ଶୋଇଥିବା ଅବସ୍ଥାରେ ତାଙ୍କର ଗଚ୍ଛକାଲି ନିକଟରେ ବାସସ୍ଥାନରେ ପରଲୋକ ଘଟିଛି । ଆଜି ତାଙ୍କର ଶେଷକୃତ୍ୟ ପୁରୀ ସ୍ବର୍ଗଦ୍ବାରରେ କରାଯାଇଥିଲା।  ତାଙ୍କୁ ମୁଖାଗ୍ନୀ ପ୍ରସନ୍ନ କୁମାର…

ଆଇସକ୍ରିମ କାଠିରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ

ପୁରୀ : ଆଇସିକ୍ରିମ କାଠିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଅବିକଳ ପ୍ରତିକୃତି । ପୁରୀର ବାସିନ୍ଦା ଯୁକ୍ତ ତିନିରେ ପଢ଼ୁଥିବା ଛାତ୍ରୀ ସୁସ୍ମିତା ମହାରଣା ଏହି ନିଆରା କଳାକୃତିଟି ତିଆରି କରିଛନ୍ତି। ଏଥି ପାଇଁ  ୭ ଦିନ ଲାଗି ଥିବା ବେଳେ ୨ ହଜାରରୁ ଅଧିକ ଆଇସି କ୍ରିମ କାଠି ଏହି…

ଶ୍ରୀଜିଉଙ୍କ ରାଜପ୍ରାସାଦ ବିଜେ ନୀତି

ପୁରୀ  : ଆଜି ଦ୍ୱାଦଶୀ ତିଥିରେ ଶ୍ରୀଜିଉ ମାନଙ୍କର ଅନୁଷ୍ଠିତ ହେବ ରାଜପ୍ରାସାଦ ବିଜେ ନୀତି | ସକାଳ ଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯିବ | ଗତକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଖଳି ଲାଗି ଓ…

ଜୀବନ ଜୀବିକା ଉଜୁଡିଲେ ଆନ୍ଦୋଳନ

ପୁରୀ: ପୁରୀର ସିପସରୁବାଲି ମୌଜା ଅଞ୍ଚଳରେ ପୁରୀ ପାଇଁ ବିମାନ ବନ୍ଦର ହେବ । ଏନେଇ ଏକ ପ୍ରକାର ସ୍ଥାନ ଚୂଡାନ୍ତ ହୋଇ ସାରିଛି । ତେବେ ଏହି ପ୍ରକଳ୍ପ ନେଇ ସ୍ଥାନୀୟ ଅଞ୍ଚଳର ବାସିନ୍ଦା ବିରୋଧ ଆରମ୍ଭ କଲେଣି । କାରଣ ସିପସରୁବାଲି ମୌଜା ଅଞ୍ଚଳରେ ଥିବା ଜଙ୍ଗଲକୁ ନେଇ ଆଖ ପାଖ ଅଂଚଳର…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଚକାବିଜେ ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଅନୁଷ୍ଠିତ ହେବ ଚକାବିଜେ ନୀତି । ସ୍ନାନ ପୂର୍ଣ୍ଣିମା ଦିନଠାରୁ ଅସୁସ୍ଥ ହୋଇପଡିଛନ୍ତି ଶ୍ରୀଜିଉ । ମହାପ୍ରଭୁଙ୍କୁ ସୁସ୍ଥ କରିବା ପାଇଁ ଅନବସରରେ ଚାଲିଛି ଗୁପ୍ତନୀତି । ଦଇତାପତି ସେବାୟତମାନେ ଶ୍ରୀଜୀଉଙ୍କୁ ସୁସ୍ଥ କରିବା ପାଇଁ ଲାଗିପଡିଛନ୍ତି ।…

ସେବାୟତଙ୍କୁ ସାନିଟାଇଜର ଓ ମାସ୍କ

ପୁରୀ  : କୋଭିଡ ସଂକ୍ରମଣରୁ ସେବାୟତ ମାନେ ସୁରକ୍ଷିତ ରହି ପାରିବେ । ସେ ନେଇ ଶ୍ରୀମନ୍ଦିର ପ୍ରଶାସନ ଉଦ୍ୟମ ଜାରି ରଖିଛି । ଆଗକୁ ରଥଯାତ୍ରା ଥିବା ବେଳେ ଏଥିରେ ସମ୍ପୃକ୍ତ ଥିବା ସେବାୟତଙ୍କୁ ଶ୍ରୀମନ୍ଦିର ପ୍ରଶାସନ ମାଗଣାରେ ସାନିଟାଇଜର ଓ N95 ମାସ୍କ ଯୋଗାଇ ଦେଇଚି । ପ୍ରଥମେ ଦଇତା ପତି…

ଜୋରସୋରରେ ଆଗେଇ ଚାଲିଛି ରଥ ଯାତ୍ରା କାମ

ପୁରୀ: ଶ୍ରୀଜିଉଙ୍କ ସୁନା ଅଳଙ୍କାରର ହେବ ମରାମତି । ଶ୍ରୀଅଙ୍ଗରେ ଲାଗିବାକୁ ଥିବା ବିଭିନ୍ନ ସୁନା ଅଳଙ୍କାରର ମରାମତି କରାଯିବ । ଏନେଇ ଏକ ଜୁଏଲର୍ସକୁ ଚିଠି କରିଛି ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀଜିଉ ଓ ବଡ଼ ଠାକୁର ବଳଭଦ୍ରଙ୍କ ସୁନା କୁଣ୍ଡଳ, ଶ୍ରୀଭୁଜ ଚାରୋଟିର ମରାମତି କରାଯିବ । ରଥଯାତ୍ରା…

ପଥରରେ ନନ୍ଦିଘୋଷ ରଥ

ପୁରୀ : ସାରା ବିଶ୍ୱରେ ଏବେ କୋଭିଡ ମହାମାରୀ ଆତଙ୍କ । ଏହି ପରିସ୍ଥିତିରେ ଚଳିତ ବର୍ଷ ବି ମହାପ୍ରଭୁଙ୍କ ରଥଯାତ୍ରା ବିନା ଭକ୍ତରେ ଅନୁଷ୍ଠିତ ହେବ । ତେବେ ମହାପ୍ରଭୁଙ୍କ ରଥଯାତ୍ରା ବିନା ଭକ୍ତରେ ହେବାକୁ ଥିବାରୁ ଏହି ସ୍ମୃତିରେ ପୁରୀର ଜଣେ ପଥର ଶିଳ୍ପୀ ନିର୍ମାଣ କରିଛନ୍ତି ମହାପ୍ରଭୁଙ୍କ…

ଆଜିଠୁ ଅଲାରନାଥ ଅଣସର ଦର୍ଶନ, କିନ୍ତୁ କରୋନା କଟକଣା ଯୋଗୁଁ ଦର୍ଶନରୁ ବଞ୍ଚିତ ହେଉଛନ୍ତି ଭକ୍ତ

ପୁରୀ: ଗତକାଲି ଶ୍ରୀମନ୍ଦିରରେ ଶ୍ରୀଜୀଉମାନେ ୧୦୮ ସୁବା ସିତ ଜଳରେ ସ୍ନା କରିବା ପରେ ଅଣସର ପିଣ୍ଡିକୁ ବିଜେ କରିଛନ୍ତି । ୧୫ ଦିନ ଜ୍ୱର ହେଉଥିବାରୁ ଅଣସର ଘରେ ମହାପ୍ରଭୁଙ୍କ ବିଭିନ୍ନ ଉପଚାର ହେବ । ବର୍ଷକର ଏହି ୧୫ ଦିନ ଭକ୍ତ ଶ୍ରୀଜିଉମାନଙ୍କ ଦର୍ଶନ କରିପାରନ୍ତି ନାହିଁ । ତେଣୁ ଏହି ସମୟରେ…

ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି, କଟକଣା ଭିତରେ ଚାଲିଛି ମହାପ୍ରଭୁଙ୍କ ସ୍ନାନଯାତ୍ରା

ପୁରୀ: ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରୁ ବାହାରି ସ୍ନାନ ବେଦୀକୁ ଆସିଛନ୍ତି ଚତୁର୍ଦ୍ଧା ମୂର୍ତ୍ତି । କରୋନା କଟକଣା ଯୋଗୁଁ ବିନା ଭକ୍ତରେ ଚାଲିଛି ସ୍ନାନ ଯାତ୍ରା । ରାତି ୨ଟାରେ ପୂଜାପଣ୍ଡା, ମୁଦିରସ୍ତ ଓ ପତି ମହାପାତ୍ର ତିନିବାଡରେ ମଙ୍ଗଳାର୍ପଣ କରିବା ପରେ…