Latest Odisha News

BREAKING NEWS

Browsing Category

ପୁରୀ

Puri

ଡକାୟତି ଉଦ୍ୟମ ବିଫଳ, ୬ ଗିରଫ

ପୁରୀ : ଡକାୟତି ଉଦ୍ୟମ ବିଫଳ | ତାଳବଣିଆ ଥାନା ପୋଲିସ ଡକାୟତି ଯୋଜନା କରୁଥିବା ଏକ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି ।  ପାଟ୍ରୋଲିଂ ସମୟରେ ଖବର ପାଇ ହୁଲୁହୁଲିଆପୋଲ ନିକଟରୁ ଏକ ୬ ଜଣିଆ ଡ଼କାୟତଙ୍କୁ ଗିରଫ କରାଯାଇଛି । ସେମାନେ ହେଲେ ପୁରୀ ମିଶ୍ର ସାହି ଅଧୀନସ୍ଥ ଜଗନ୍ନାଥ ବସ୍ତି ଅଞ୍ଚଳର…

ଦେବସ୍ନାନ ପୁର୍ଣ୍ଣିମା ଉପଲକ୍ଷେ ବାଲୁକା ଆନିମେସନ

ପୁରୀ : ଦେବସ୍ନାନ ପୁର୍ଣ୍ଣିମା ଉପଲକ୍ଷେ ବାଲୁକା ଆନିମେସନ । ବାଲୁକା ଆନିମେସନରେ ପ୍ରଭୁ ଜଗନ୍ନାଥ, ବଳଭଦ୍ର ଏବଂ ଭଗିନୀ ସୁଭଦ୍ରାଙ୍କର ପହଣ୍ଡି ବିଜେ ଠାରୁ ଆରମ୍ଭ କରି ସ୍ନାନ ବେଦୀ ରେ ସ୍ନାନ କରିବାର ଦୃଶ୍ୟ । ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ବାଲୁକା ଆନିମେସନ ମାଧ୍ୟମରେ…

ତିଆରି ଚାଲିଛି ତିନି ଦିଅଁଙ୍କ ପାଟ ବସ୍ତ୍ର

ରାଉତପଡ଼ା : କରୋନା କଟକଣା ଭିତରେ ବି ଚାଲିଛି ରଥଯାତ୍ରା ପ୍ରସ୍ତୁତି । ଗୋଟିଏ ପଟେ ରଥ ନିର୍ମାଣ ଚାଲିଥିବା ବେଳେ ଅନ୍ୟ ପଟେ ଚାଲିଛି ତିନି ଦିଅଁଙ୍କର ପାଟ ବସ୍ତ୍ର ତିଆରି । ଆଉ ଖାସ୍ କରି ଏହି ପାଟ ବସ୍ତ୍ର ତିଆରି କରୁଛନ୍ତୀ ଖୋର୍ଦ୍ଧା ରାଉତପଡ଼ା ଗାଁର ବୁଣାକାର ମାନେ । ଛୋଟର ବଡ଼ ସଭିଏଁ…

ଦେବସ୍ନାନ ପୂର୍ଣ୍ଣିମା ଶୃଙ୍ଖଳିତ କରିବାକୁ ବୈଠକ

ପୁରୀ : ଦେବସ୍ନାନ ପୂର୍ଣ୍ଣିମା କିଭଳି ଶାନ୍ତି ଶୃଙ୍ଖଳାରେ ଅୟୋଜନ କରାଯିବ ସେ ନେଇ ହୋଇଛି ଆଲୋଚନା । ପୁରୀ ଏସପି କେ ବିଶାଳ ସିଂ ଆଜି ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଏକ ବୈଠକରେ ଆଲୋଚନା କରିଛନ୍ତି। ସେହିପରି କିଭଳି ସୁରକ୍ଷା ବ୍ୟବସ୍ଥା ରହିବ , କେଉଁ ଅଫିସର କେଉଁଠି ଡ୍ୟୁଟିରେ ରହିବେ,…

ଅନ୍ତର୍ଜାତୀୟ ଯୋଗ ଦିବସ

ଭୁବନେଶ୍ୱର: ଆଜି ହେଉଛି ବିଶ୍ୱ ଯୋଗ ଦିବସ । ସାରା ବିଶ୍ୱ ଏହି ଯୋଗ ଦିବସ ପାଳିବା ସହିତ ବିଭିନ୍ନ ସ୍ଥାନରେ କରାଯାଉଛି ଯୋଗାଭ୍ୟାସ । ଶାରିରୀକ ଓ ମାନସିକ ସ୍ତରରେ ସୁସ୍ଥତା ପାଇଁ ନିୟମିତ ଯୋଗ କରିବା ଜରୁରୀ ହୋଇଛି । ପୁରୀରେ ବାଲୁକା କଳା ମାଧ୍ୟମରେ ଯୋଗ ନେଇ ଲୋକଙ୍କୁ ସଚେତନତା ଦିଆଯାଇଥିବା…

ଦେବସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ନୀତି ନିର୍ଘଣ୍ଟ ଚୂଡ଼ାନ୍ତ

ପୁରୀ : ଦେବସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ନେଇ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ଆସନ୍ତା ଦେବସ୍ନାନ ପୂର୍ଣ୍ଣିମାରେ କଣ ସବୁ ନୀତି ରହିବା ଓ ରଥଯାତ୍ରା ପାଇଁ କଣ ସବୁ ନୀତି ରହିବ ଏ ନେଇ ସମସ୍ତ ନୀତିନିର୍ଘଣ୍ଟ ସ୍ଥିର କରାଯାଇଛି । ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ…

ଲୁଟେରା ଗ୍ୟାଙ୍ଗ ଗିରଫ

ପୁରୀ : ପୁରୀ ପୋଲିସକୁ ସଫଳତା । ମୋବାଇଲ ଲୁଟ କରୁଥିବା ଏକ ମୋବାଇଲ ଲୁଟେରା ଗ୍ୟାଙ୍ଗକୁ ଗିରଫ କରିଛି ପୋଲିସ । ଟାଉନଥାନା ଓ ସମୁଦ୍ରକୂଳ ଥାନା ପୋଲିସର ମିଳିତ ଟିମ ୪ଟି ମୋବାଇଲ ଓ ଦୁଇଟି ବାଇକ ଜବତ କରିଛି  । ଗିରଫ ଅଭିଯୁକ୍ତ ହେଲେ ଦୋଳମଣ୍ଡପ ସାହିର ଆଶୀର୍ବାଦ ଦାଶ, ବଡୁମହାପାତ୍ର ଯାଗାର…

ପୁରୀରେ ବିମାନ ବନ୍ଦର ନେଇ ସର୍ଭେ

ପୁରୀ: ଏୟାର ପୋର୍ଟ ଅଥରିଟି ଅଫ ଇଣ୍ତିଆର ବୈଷୟିକ ଟିମ । ପୁରୀରେ ବିମାନବନ୍ଦର ନେଇ ଟିମର ସର୍ଭେ ଆରମ୍ଭ କରିଛନ୍ତି । ଦିଲ୍ଲୀର ୪ ଜଣ ଓ ଭୁବନେଶ୍ବରର୨ ଜଣ ବିମାନ ବନ୍ଦର ବିଶେଷଜ୍ଞ ପହଞ୍ଚି ସର୍ଭେ କରିଛନ୍ତି । ପୁରୀ ସଦର ସିପସରୁବାଲି ମୌଜାର ଗିରଳ ଓ ସିପସରୁବାଲି ଅଞ୍ଚଳ ଜାଗା ବୁଲି…

ଆଗେଇ ଚାଲିଛି ତିନି ରଥ କାମ

ପୁରୀ : ରଥ ନିର୍ମାଣ ବେଶ ଆଗୁଆ ଚାଲିଛି । ୯ ଦିନ ପୂର୍ବରୁ ଉଠିଛି ତିନି ରଥର ଚାରିନାହାକା ।  ଗତକାଲି ରଥର ଦଣ୍ଡା ଉପରେ କଣ୍ଟା ବାଡ଼ିଆ ପରେ ଗରଗରା ଓ ପୋଲ ଗୟଳ ପଡିଥିଲା । ଜକଯନ୍ତ୍ର ଓ ଗୁଜ ସ୍ଥାପନ ସରି ଆଜି ଭୋଇ ସେବକ ମହାରଣାଙ୍କ ନିର୍ଦେଶରେ ତିନିରଥର ଚାରି ନାହାକା ଉଠାଇଛନ୍ତି ।…

ଦାଦା ବଟି ଅଭିଯୋଗରେ ୪ ଗିରଫ

ପୁରୀ: ପୁରୀ ସହରରେ ଦାଦା ବଟି ଅଭିଯୋଗ । ଏହି ଘଟଣା ନେଇ ୪ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁରୀ ଟାଉନ ଥାନା ପୋଲିସ । ଗିରଫ ଅଭିଯୁକ୍ତ ହେଲେ ପୁରୀ ସହରର ରବି ନାରାୟଣ ଆପଟ , କାନୁ ମହାପାତ୍ର , ଚୈତନ୍ୟ ପୃଷ୍ଟି , ସତ୍ୟ ରଂଜନ ପଣ୍ଡା । ଅଭିଯୁକ୍ତ…