Latest Odisha News

BREAKING NEWS

Browsing Category

ପୁରୀ

Puri

ପୁରୀ ସ୍ୱର୍ଗଦ୍ୱାରରେ ଶବ ଦାହର ଡ୍ରାଏ ରନ ଆରମ୍ଭ

ପୁରୀ: ବଦଳୁଛି ପୁରୀ ସ୍ୱର୍ଗଦ୍ୱାରର ଚିତ୍ର। ସୁ-ବ୍ୟବସ୍ଥିତ ଢଙ୍ଗରେ ପୁରୁଣା ସ୍ୱର୍ଗଦ୍ୱାର ପାଇଛି ନୂଆରୂପ। ସୂଚନା ଅନୁଯାୟୀ ଆଜିଠାରୁ ପୁରୀ ସ୍ୱର୍ଗଦ୍ୱାରରେ ଆରମ୍ଭ ହୋଇଛି ଶବ ଦାହର ଡ୍ରାଏ ରନ। ଜିଲ୍ଲପାଳ ସମର୍ଥ ବର୍ମା ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଡ୍ରାଏ ରନ…

କରୋନା ମହାମାରୀ ପରିଚାଳନା ସମୀକ୍ଷା ବୈଠକ ଅନୁଷ୍ଠିତ, ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ନିମନ୍ତେ ପ୍ରସ୍ତୁତ ରହିବା…

ପୁରୀ: ପୁରୀ ଜିଲ୍ଲାରେ କୋଭିଡ-୧୯ ପରିଚାଳନା ଏବଂ ମୁକାବିଲା ପ୍ରସ୍ତୁତି ସଂପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଛି । ଉକ୍ତ ବୈଠକରେ ଜିଲ୍ଲାପାଳ ସମର୍ଥ ବର୍ମା ଜିଲ୍ଲାରେ…

ପୁରୀ ଶ୍ରୀମନ୍ଦିର ସହିତ ଜଡ଼ିତ ୫୦ ଜଣ କରୋନା ପଜିଟିଭ 

ପୁରୀ: ପୁରୀରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପୁରୀ ଶ୍ରମନ୍ଦିର ସହ ଜଡ଼ିତ ଏପର୍ଯ୍ୟନ୍ତ ମୋଟ ୫୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଏନେଇ ସୁଚନା ଦେଇଛନ୍ତି ।  ଚିହ୍ନଟ ସଂକ୍ରମିତ ୫୦ ଜଣଙ୍କ ମଧ୍ୟରୁ ୨୨ ଜଣ ହେଉଛନ୍ତି ସେବାୟତ ଓ ସେମାନଙ୍କ ପରିବାର ଲୋକ…

ଧରାପଡିଲା ମୋବାଇଲ ଲୁଟେରା ଗ୍ୟାଙ୍ଗ, ୧୧ ଗିରଫ

ପୁରୀ: ମୋବାଇଲ ଲୁଟେରା ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି ପୁରୀ ପୋଲିସ । ଏଥିରେ ୧୧ଜଣଙ୍କୁ ଗିରଫ କରାଯାଇଛି । ଏହାସହ ୨୩ଟି ଚୋରି ହୋଇଥିବା ମୋବାଇଲ ଜବତ କରାଯାଇଛି । ୧୦ ଦିନ ଭିତରେ ଦୁଇଟି ଗ୍ୟାଙ୍ଗକୁ ଧରିଛି ପୋଲିସ । ଦ୍ଵିତୀୟ ଗ୍ୟାଙ୍ଗକୁ ବ୍ରହ୍ମଗିରି ଅଞ୍ଚଳରୁ ଗିରଫ କରିଛି…

ପୁରୀ ସତ୍ୟବାଦୀ ପୋଲିସକୁ ସଫଳତା, ଧରାପଡିଲା ଡ଼କାୟତ ଗ୍ୟାଙ୍ଗ, ୪ ଗିରଫ 

ପୁରୀ: ଏକ ଡ଼କାୟତ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି ପୁରୀ ସତ୍ୟବାଦୀ ପୋଲିସ । ବିରଗୋବିନ୍ଦପୁର ଲୋକନାଥ ମନ୍ଦିର ନିକଟରେ ଥିବା ମଠ ପଡିଆରୁ ପୋଲିସ ୪ ଡକାୟତଙ୍କୁ ଗିରଫ କରିଛି ।  ସୂଚନା ଅନୁସାରେ, କିଛି ଯୁବକ ପୁରୀ ଭୁବନେଶ୍ୱର ଜାତୀୟ ରାଜପଥରେ ଯାଉଥିବା ଲୋକଙ୍କ ଠାରୁ ଡକାୟତି ଯୋଜନା…

ଶ୍ରୀ ମନ୍ଦିରକୁ ୧ କୋଟି ଟଙ୍କା ଦାନ କଲା MGM ମିନେରାଲ୍ସ

ପୁରୀ: ପୁରୀ ଶ୍ରୀମନ୍ଦିର ପରିକ୍ରମା ଯୋଜନାର ବିକାଶ ପାଇଁ ୧ କୋଟି ଟଙ୍କା ଦାନ କରିଛି MGM ମିନେରାଲ୍ସ ଲିମିଟେଡ୍ । କମ୍ପାନୀ ଚେୟାରମ୍ୟାନ ତଥା ପରିଚାଳନା ନିର୍ଦ୍ଦେଶକ ପଙ୍କଜ ଲୋଚନ୍ ମହାନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କୁ ଭେଟି ୧ କୋଟି ଟଙ୍କାର ଚେକ୍ ପ୍ରଦାନ…

ପୁରୀରୁ ୨.୩୬ଲକ୍ଷ ଟଙ୍କାର କୋରେକ୍ସ ଜବତ, ୧୨ ଗିରଫ

ପୁରୀ: ପୁରୀର ବିଭିନ୍ନ ସ୍ଥାନରେ ପୋଲିସ ଆଜି ଚଢଉ କରି ୨୧୪୯ ବୋତଲ କୋରେକ୍ସ ଜବତ କରିଛି । ଏହାର ଆନୁମାନିକ ମୂଲ୍ୟ ୨ ଲକ୍ଷ ୩୬ ହଜାର ୩୯୦ ଟଙ୍କା ହେବ ବୋଲି ଜଣାପଡିଛି । ଏଥି ସହ ଏହି ଘଟଣାରେ ପୋଲିସ ୧୨ ଜଣଙ୍କୁ ଗିରଫ କରିଛି । ମିଳିଥିବା ସୂଚନା ଅନୁଯାୟୀ, ପୋଲିସ ବାସେଳୀ ସାହିରୁ…

ନୀଳକନ୍ଦରରେ ନୀଳମଣିଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

ପୁରୀ: ଓଡ଼ିଶାର ଗସ୍ତରେ ଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ତାଙ୍କ ସହ ପତ୍ନି ସବିତା କୋବିନ୍ଦ ବି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । କଡ଼ା ସୁରକ୍ଷା ଭିତରେ ଆଜି ସକାଳୁ ପୁରୀରେ ପହଞ୍ଚିଥିଲେ ରାଷ୍ଟ୍ରପତି ।…

ଗୋବିନ୍ଦଙ୍କ ଦର୍ଶନ କଲେ ଗୋବିନ୍ଦା, ପୁରୀ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ବଲିଉଡ଼ ଷ୍ଟାର ଓ ତାଙ୍କ…

ପୁରୀ: ପୁରୀ ଶ୍ରୀମନ୍ଦିର ଆସି ମହାପ୍ରଭୂଙ୍କୁ ଦର୍ଶନ କରିଛନ୍ତି ବଲିଉଡ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ । ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଥିବା କହିଛନ୍ତି ଗୋବିନ୍ଦା । ମହାପ୍ରଭୁଙ୍କୁ ଅତି ନିକଟକୁ ଦେଖି ବିଭୋର ହୋଇଯାଇଥିଲେ ଗୋବିନ୍ଦା । ଜଗାର ଚକାଆଖି ଦେଖି ଭାବରେ ବୁଡିଗଲେ…

ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ, ମହାଲଢେଇ ପାଇଁ ବିଜ୍ଞପ୍ତି ପ୍ରକାଶ କଲେ ଭାରତୀୟ ନିର୍ବାଚନ କମିଶନ, ମେ ୨ରେ ଭୋଟ୍…

ପିପିଲି: ଏପ୍ରିଲ ୧୭ରେ ପିପିଲି ଫାଇଟ୍ । ପିପିଲି ମହାସମର ପାଇଁ ଦିନ ଧାର୍ଯ୍ୟ ହୋଇଛି । ପିପିଲି ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ଆସନ୍ତା ଏପ୍ରିଲ ୧୭ରେ ପିପିଲି ବିଧାନସଭା ଲାଗି ମତଦାନ ହେବ । ମାର୍ଚ୍ଚ ୨୩ରେ ନିର୍ବାଚନ ପାଇଁ ପ୍ରକାଶ ପାଇବ…