Latest Odisha News

BREAKING NEWS

Browsing Category

ପୁରୀ

Puri

ନୀଳକନ୍ଦରରେ ନୀଳମଣିଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

ପୁରୀ: ଓଡ଼ିଶାର ଗସ୍ତରେ ଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ତାଙ୍କ ସହ ପତ୍ନି ସବିତା କୋବିନ୍ଦ ବି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । କଡ଼ା ସୁରକ୍ଷା ଭିତରେ ଆଜି ସକାଳୁ ପୁରୀରେ ପହଞ୍ଚିଥିଲେ ରାଷ୍ଟ୍ରପତି ।…

ଗୋବିନ୍ଦଙ୍କ ଦର୍ଶନ କଲେ ଗୋବିନ୍ଦା, ପୁରୀ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ବଲିଉଡ଼ ଷ୍ଟାର ଓ ତାଙ୍କ…

ପୁରୀ: ପୁରୀ ଶ୍ରୀମନ୍ଦିର ଆସି ମହାପ୍ରଭୂଙ୍କୁ ଦର୍ଶନ କରିଛନ୍ତି ବଲିଉଡ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ । ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଥିବା କହିଛନ୍ତି ଗୋବିନ୍ଦା । ମହାପ୍ରଭୁଙ୍କୁ ଅତି ନିକଟକୁ ଦେଖି ବିଭୋର ହୋଇଯାଇଥିଲେ ଗୋବିନ୍ଦା । ଜଗାର ଚକାଆଖି ଦେଖି ଭାବରେ ବୁଡିଗଲେ…

ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ, ମହାଲଢେଇ ପାଇଁ ବିଜ୍ଞପ୍ତି ପ୍ରକାଶ କଲେ ଭାରତୀୟ ନିର୍ବାଚନ କମିଶନ, ମେ ୨ରେ ଭୋଟ୍…

ପିପିଲି: ଏପ୍ରିଲ ୧୭ରେ ପିପିଲି ଫାଇଟ୍ । ପିପିଲି ମହାସମର ପାଇଁ ଦିନ ଧାର୍ଯ୍ୟ ହୋଇଛି । ପିପିଲି ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ଆସନ୍ତା ଏପ୍ରିଲ ୧୭ରେ ପିପିଲି ବିଧାନସଭା ଲାଗି ମତଦାନ ହେବ । ମାର୍ଚ୍ଚ ୨୩ରେ ନିର୍ବାଚନ ପାଇଁ ପ୍ରକାଶ ପାଇବ…

ଶ୍ରୀକ୍ଷେତ୍ର ସାହିତ୍ୟ ସଂସଦର ୧୩ତମ ରାଜ୍ୟସ୍ତରୀୟ କବି ଓ ଲେଖକ ସମ୍ମିଳନୀ ଆୟୋଜିତ

ପୁରୀ : ଶ୍ରୀକ୍ଷେତ୍ର ସାହିତ୍ୟ ସଂସଦ ପକ୍ଷରୁ ୧୩ତମ ରାଜ୍ୟ ସ୍ତରୀୟ କବି ଓ ଲେଖକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ କବୀ ପ୍ରତିମା ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ।ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ୬୦ଜଣ କବି…

ବାଲୁକା କଳା ଜରିଆରେ ଶିବରାତ୍ରୀର ଶୁଭେଚ୍ଛା ଜଣାଇଲେ ମାନସ ସାହୁ

ପୁରୀ: ବାଲୁକା କଳା ମାଧ୍ୟମରେ ମହାଶିବରାତ୍ରୀର ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ ସାହୁ । କୈଳାସ ପର୍ବତରେ ହର ହର ମହାଦେବ ଧ୍ୟାନ ମୁଦ୍ରାରେ ଥିବା ଦେଖିବାକୁ ମିଳିଛି । ନିକଟରେ ଏକ ଲିଙ୍ଗ ମଧ୍ୟ ରହିଛି । ଏଥିରେ ମହାଶିବରାତ୍ରୀର ଶୁଭେଚ୍ଛା ଲେଖାଯିବା ସହ ହେ ପ୍ରଭୁ…

କୋଭିଡ କଟକଣାରେ ପୁରୀ ଲୋକନାଥ ମନ୍ଦିରରେ ଜାଗର ଯାତ୍ରା

ପୁରୀ: କୋଭିଡ୍ କଟକଣାରେ ଏବର୍ଷ ପୁରୀର ଶ୍ରୀଲୋକନାଥଙ୍କ ଜାଗର ଯାତ୍ରା । ଭୋର ୪ଟାରୁ ଆରମ୍ଭ ହେବ ଦର୍ଶନ। ଏବର୍ଷ ଭିତର ଗମ୍ଭୀରାରେ ଦର୍ଶନ ମନା। ସୀମିତ ସଂଖ୍ୟକ ସେବାୟତଙ୍କୁ ନେଇ ଆସନ୍ତା ୯ ତାରିଖରେ ପଙ୍କୋଦ୍ଧାର ହେବ। ବର୍ଷକରେ ଗୋଟିଏ ଦିନ ପଙ୍କୋଦ୍ଧାର ଏକାଦଶୀରେ ଶ୍ରଦ୍ଧାଳୁ…

ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶ

ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ତିଥିରେ ଶ୍ରୀମନ୍ଦିରର ରତ୍ନ ସିଂହାସନାରୂଢ଼ ଶ୍ରୀଜିଉମାନେ ମନୋଜ୍ଞ ଗଜ ଉଦ୍ଧାରଣ ବେଶରେ ଶୋଭାୟମାନ ହୁଅନ୍ତି । ମନେପଡେ ଭକ୍ତ ସାଲବେଗଙ୍କ ସେହି ପ୍ରସିଦ୍ଧ ଭଜନରୁ - ''ହେ ନୀଳ ଶଇଳ-ପ୍ରବଳ-ମତ୍ତ ବାରଣ ମୋ ଆରତ-ନଳିନୀ ବନକୁ କର ଦଳନ ।। ଗଜରାଜ…

ଆଜି ପବିତ୍ର ମାଘ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ: ପବିତ୍ର ମାଘ ପୂର୍ଣ୍ଣିମା ଅବସରରେ ଆଜି ଶ୍ରୀଜୀଉ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ଏହି୍ ବେଶରେ ଆଜି ରତ୍ନ ସିଂହାସନରେ ଭକ୍ତଙ୍କୁ ଦର୍ଶନ ଦେବେ ତିନି ଠାକୁର । ଦ୍ୱିପହର ଧୂପ ସରିବା ପରେ ଏହି ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ଏହା ପରେ ସାହାଣ ମେଲା ଦର୍ଶନ ହେବ । ଗଜଉଦ୍ଧାରଣ…

ଏଣିକି ଗୁଣ୍ଡିଚା ମନ୍ଦିରରେ ହେବ ନିଶୁଳ୍କ ଦର୍ଶନ

ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଉ ଦେବାକୁ ପଡିବନି ପ୍ରବେଶ ଶୁଳ୍କ । ୨୦୨୧-୨୨ ଆର୍ଥିକ ବର୍ଷରୁ ଏହାକୁ ବନ୍ଦ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତି ନେଇଛି । କେବଳ ଗୁଣ୍ଡିଚା ମନ୍ଦିର ନୁହେଁ, ନରେନ୍ଦ୍ର ପୁଷ୍ମରଣୀ, ରୋହିଣୀ କୁଣ୍ଡ, ଶ୍ରୀମନ୍ଦିର ମହାଲକ୍ଷ୍ମୀ ଭଣ୍ଡାର ରୋଷ ଦର୍ଶନୀ…

ଶ୍ରୀମନ୍ଦିର ଭିତର ବେଢ଼ାର ଫଟୋ ପୁଣି ସୋସିଆଲ୍‌ ମିଡିଆରେ ଭାଇରାଲ୍

ପୁରୀ: ପୁଣି ଥରେ ଶ୍ରୀମନ୍ଦିର ଭିତର ଫଟୋ ସୋସିଆଲ୍‌ ମିଡିଆରେ ଭାଇରାଲ୍ ହୋଇଛି । ଇନ୍‌ଷ୍ଟାଗ୍ରାମ୍‌ରେ ଇଣ୍ଡିଆନ୍‌ ଟେମ୍ପୁଲସ ୟୁଜର ଆଇଡିରେ ଶ୍ରୀମନ୍ଦିର ଭିତର ଫଟୋ ଛଡ଼ାଯାଇଛି । ଦକ୍ଷିଣ ଦ୍ୱାର ଗୁମୁଟ ନିକଟ ସମ୍ପାତ୍ତି ମନ୍ଦିର ଆଗରେ ଉଠାଯାଇଛି ଏହି ଫଟୋ । ଗତ ଦୁଇ ତାରିଖରେ ଏହି ଫଟୋ…