Latest Odisha News

BREAKING NEWS

Browsing Category

ପୁରୀ

Puri

ବାଇକ ଚଳାଇ ଫସିଲ‌େ ନାବାଳକ, ଭରିବ‌େ ୩୭ ହଜାର ଫାଇନ୍

ପୁରୀ: ପୁରୀ ଚନ୍ଦନପୁର ଥାନା ଅଞ୍ଚଳର ଜଣେ ନାବାଳକ ବାଇକ ଚଳାଇ ଫସିଛନ୍ତି। ନାବାଳକ ଜଣକ ବାଇକ ଚଳାଇ ଯାଉଥିବା ବେଳେ ପୁରୀ ଡାକ୍ତରଖାନା ଛକ ଟ୍ରାଫିକ ପୋଷ୍ଟ ଠାରେ ଧରାପଡିଥିଲେ। ପରେ ଟ୍ରାଫିକ ପୋଲିସ ଆରଟିଓଙ୍କୁ ଜଣାଇଥିଲେ। ଘଟଣାସ୍ଥଳରେ ଆରଟିଓ ବିଭାଗର ଟ୍ରାଫିକ ଏଏସଆଇ ସୁଶାନ୍ତ କୁମାର…

ପୂର୍ବତନ ରାଜସ୍ୱ ନିରୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ପୁରୀ: ଭିଜିଲାନ୍ସ ଜାଲରେ ପୂର୍ବତନ ରାଜସ୍ୱ ନିରୀକ୍ଷକ(RI) । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀ ତହସିଲର ପୂର୍ବତନ ଆରଆଇ ବସନ୍ତ ମହାନ୍ତିଙ୍କ ଘରେ ଚଢାଉ । ପୁରୀ ଅଫିସ୍ ସମେତ ଏକକାଳୀନ ୬ଟି ସ୍ଥାନରେ ରେଡ୍ ଚଳାଇଛି ଭିଜିଲାନ୍ସ ଟିମ୍ । ପୁରୀ ଫ୍ରେଣ୍ଡସ୍ କ୍ଲବ ଗଳିରେ ଥିବା ୨ଟି…

ବନ୍ଧାହେଲେ ଠକ ସାମ୍ବାଦିକ

ପୁରୀ: ୱେବ ଚ୍ୟାନେଲ ଖୋଲି ଜଣେ ସାମ୍ବାଦିକ ଲୋକଙ୍କୁ ବ୍ଲାକମେଲ କରୁଥିବାର ଅଭିଯୋଗ । ଏପରି ଠକ ସାମ୍ବାଦିକକୁ ଖଣ୍ଡଗିରି ପୋଲିସ ଆଜି ପୁରୀରୁ ଗିରଫ କରିଛି । ତା ନାଁ ସୌମ୍ୟରଂଜନ ସାମନ୍ତରାୟ । ସେ ଦୁର୍ନୀତି ଲାଇଭ ନାମରେ ଏକ ୱେବ ଚ୍ୟାନେଲ କରି ଲୋକଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟିଥିବା…

ସେବାୟତଙ୍କୁ କୋଭିଡ୍ ଟିକା ଦେବାକୁ ସ୍ୱାସ୍ଥ୍ୟ ବିଭାଗକୁ ଅନୁରୋଧ

ପୁରୀ: ଶ୍ରୀମନ୍ଦିର ସେବାୟତଙ୍କୁ କୋଭିଡ୍ ଟିକା ଦିଆଯିବା ନେଇ ସ୍ୱାସ୍ଥ୍ୟ ବିଭାଗ ନିକଟରେ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ ରଖିଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏ ନେଇ ମୁଖ୍ୟ ସାସନ ସଚିବଙ୍କୁ ଏକ ଚିଠି ଲେଖି ଜଣାଇଛନ୍ତି । ଆଜିଠୁ ଶ୍ରୀମନ୍ଦିରରେ କୋଭିଡ ନେଗେଟିଭ୍ ରିପୋର୍ଟ ବିନା ଦର୍ଶନ…

ଆସନ୍ତାକାଲି ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ବନ୍ଦ

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି । ଏଥିପାଇଁ ବନ୍ଦ ରହିବ ଶ୍ରୀମନ୍ଦିର । ଅପରାହଣ ୪ ଟାରୁ ସନ୍ଧ୍ୟା ୮ ଟା ପର୍ଯ୍ୟନ୍ତ ମନ୍ଦିର ବନ୍ଦ ରହିବ ବୋଲି ଜଣାପଡିଛି । ଦତ ମହାପାତ୍ର ସେବକ ଏହି ନୀତି ସମ୍ପାଦନ କରିବେ ।  ମହାପ୍ରଭୂଙ୍କ ଶ୍ରୀମୁଖ ଶୃଙ୍ଗାର ଦ୍ବିତୀୟ…

ପୁରୀରୁ ଯୋଧପୁର ଏବଂ ଆଜମେରକୁ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର: ପୁରୀ-ଯୋଧପୁର ଏବଂ ପୁରୀ- ଆଜମେର ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଲାଇବାକୁ ରେଳବାଇ ନିଷ୍ପତ୍ତି ନେଇଛି । ଆସନ୍ତା ୨୦ ତାରିଖଠାରୁ ପ୍ରତି ବୁଧବାର ଅପରାହ୍ନ ୪ଘ.୦୫ମିନିଟରେ ପୁରୀ-ଯୋଧପୁର-ପୁରୀ’ ସ୍ୱତନ୍ତ୍ର ଟ୍ରେନ ଯୋଧପୁର ଅଭିମୁଖେ ଯିବ । ୨୩ ତାରିଖରୁ ପ୍ରତି ଶନିବାର ଯୋଧପୁରରୁ…

ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ନବାଙ୍କ ବେଶ

ପୁରୀ: ମକର ସଂକ୍ରାନ୍ତି ପୂର୍ବଦିନ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କର ନବାଙ୍ଗ ବେଶ ସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସନ୍ଧ୍ୟା ଆଳତୀ ବେଶରେ ମାଳଚୂଆ ଖୁଣ୍ଟିଆ ଓ ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥାନ୍ତି । ଏହି ଦିନ ବଡ ସିଂହାର ବେଶରେ ସୋଲ ଓ…

ଶ୍ରୀଜିଉଙ୍କୁ ସ୍ୱର୍ଣ୍ଣ ଅଳଙ୍କାର ଦାନ କଲେ ଶ୍ରଦ୍ଧାଳୁ, ଜାଣନ୍ତୁ

ପୁରୀ: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରକୁ ୩ ସେଟ୍ ସ୍ୱର୍ଣ୍ଣ ସୂର୍ଯ୍ୟ-ଚନ୍ଦ୍ର ଦାନ କରିଛନ୍ତି ଜଣେ ଶ୍ରଦ୍ଧାଳୁ । ସମ୍ପୃକ୍ତ ଦାତାଙ୍କ ନାମ ପଦ୍ମ ଚରଣ ପାତ୍ର ହୋଇଥିବା ବେଳେ ସେ ଭୁବନେଶ୍ୱରର ବାସିନ୍ଦା । ରବିବାର ଦିନ ଶ୍ରୀମନ୍ଦିର ମୁଖ୍ୟ କାର୍ଯ୍ୟାଳୟ ଠାରେ ମୁଖ୍ୟ ପ୍ରଶାସକଙ୍କ…

ଶ୍ରୀମନ୍ଦିରରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

ପୁରୀ : ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ.ମୁରଲୀଧର ଆଜି ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଶ୍ରୀମନ୍ଦିରରେ ପ୍ରବେଶ କରିବା ବେଳେ ସେ କୋଭିଡ ରିପୋର୍ଟ ଦେଖାଇବା ପରେ ଦର୍ଶନ କରିଥିଲେ । ଜଷ୍ଟିସ ଏସ. ମୁରଲୀଧର ଗତ ୪ ତାରିଖରେ ଓଡ଼ିଶା ହାଇକୋର୍ଟର…

ବାଧ୍ୟତାମୂଳକ କୋଭିଡ ରିପୋର୍ଟ ଯୋଗୁଁ କମ ଭକ୍ତ କରୁଛନ୍ତି ଜଗା ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ପାଇଁ ଗତ ତିନି ତାରିଖରୁ ଶ୍ରୀମନ୍ଦିର ଖୋଲିଛି। ତେବେ ଶ୍ରଦ୍ଧାଳୁଙ୍କ ପାଇଁ କୋଭିଡ୍ ନେଗେଟିଭ୍ ରିପୋର୍ଟ ଦେଖାଇ ଭିତରକୁ ଯିବା ବାଧ୍ୟତାମୂଳକ ଥିବାରୁ ବହୁ ସଂଖ୍ୟାରେ ଭକ୍ତ ଫେରିଯାଉଛନ୍ତି । ଗତକାଲି ମାତ୍ର ଦେଢ ହଜାର ଭକ୍ତ ଦର୍ଶନ…