Latest Odisha News
Browsing Category

ପୁରୀ

Puri

କେବେ ଓ କାହିଁକି ମହାପ୍ରଭୁ ସୁନାବେଶରେ ଦିଅନ୍ତି ଦର୍ଶନ !

ପୁରୀ: ପରମାତ୍ମା ସେ ପରମବ୍ରହ୍ମ ସେ, ସେ ଅନାଦି ସେ ଅନ୍ତ । ଶ୍ରୀଜଗନ୍ନାଥ ହିଁ ଆରମ୍ଭ ସେହି ଶେଷ । ସେ କୃପାମୟ ସେ ଲୀଳାମୟ ମହାପ୍ରଭୁ ଅନ୍ତର୍ଯ୍ୟାମୀ । ଜୀବର ପରମ ଗତିର ଅନ୍ତିମସ୍ଥଳୀ ସେହି ପରମାତ୍ମା ଦାରୁବ୍ରହ୍ମ ରୂପୀ ଶ୍ରୀଜଗନ୍ନାଥ । ଜୀବାତ୍ମାର ପରମ ଉଦ୍ଦେଶ୍ୟ ପରମାତ୍ମାରେ ଲୀନ ହେବା…

କ୍ୟାମେରା ଲେନ୍ସରେ ମହାପ୍ରଭୁଙ୍କ ‘ବାହୁଡ଼ା ଯାତ୍ରା’…

ପୁରୀ: ଭାଇ ଭଉଣୀଙ୍କୁ ନେଇ ରତ୍ନବେଦୀରୁ ଜନ୍ମବେଦୀ ବୁଲିଯାଇଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ । ଶରଧାବାଲିରେ ଥିବା ଶ୍ରୀଗୁଣ୍ଡିଚା ମନ୍ଦିର ଜନ୍ମବେଦୀରୁ ଆଜି ଶ୍ରୀମନ୍ଦିରକୁ ବାହୁଡ଼ା ଯାତ୍ରାରେ ବାହୁଡ଼ିଛନ୍ତି । ଅଧିକ ପଢନ୍ତୁ: ମାଉସୀ ମା’ ଅଟକାଇଲେ ରଥ; ମହାପ୍ରଭୁ ଖାଇଲେ ପୋଡ଼ପିଠା…

ମାଉସୀ ମା’ ଅଟକାଇଲେ ରଥ; ମହାପ୍ରଭୁ ଖାଇଲେ ପୋଡ଼ପିଠା

ପୁରୀ: ଶ୍ରୀକ୍ଷେତ୍ରର ଶ୍ରୀଗୁଣ୍ଡିଚାରୁ ଶ୍ରୀମନ୍ଦିର ଯାଏଁ ରଥାରୂଢ ଶ୍ରୀଜଗନ୍ନାଥ ମହାପ୍ରଭୁ କରିଚାଲିଛନ୍ତି ତାଙ୍କର ଅପୂର୍ବ ମାନବୀୟ ଲୀଳା । ପବିତ୍ର ରଥଯାତ୍ରା ଉତ୍ସବରେ ଆଜି ହେଉଛି ବାହୁଡ଼ା ଯାତ୍ରା ଉତ୍ସବ । ଶ୍ରୀଜୀଉମାନେ ଆଜି ଶ୍ରୀଗୁଣ୍ଡିଚା ମନ୍ଦିରର ଜନ୍ମବେଦୀ ଛାଡ଼ି ବାହୁଡୁଛନ୍ତି…

ବାହୁଡ଼ା ଯାତ୍ରା: ଶ୍ରୀମନ୍ଦିର ଅଭିମୁଖେ ତିନିରଥ…

ପୁରୀ: ଶ୍ରୀମନ୍ଦିରକୁ ବାହୁଡୁଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ବଡ଼ଠାକୁର ଶ୍ରୀବଳଭଦ୍ର ଓ ସୁନା ଭଉଣୀ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଆଜି ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିଛନ୍ତି । ତିନୋଟି ରଥ ନନ୍ଦିଘୋଷ, ତାଳଧ୍ୱଜ ଏବଂ ଦେବୀ ଦଳନ ରଥ ବଡ଼ଦାଣ୍ଡ…

ବିନା ଭକ୍ତରେ ବାହୁଡ଼ିବେ ଶ୍ରୀଜଗନ୍ନାଥ; ସଟଡ଼ାଉନରେ ପ୍ରଶାସନର ଜୋରଦାର ପ୍ରସ୍ତୁତି

ପୁରୀ: ଯାତ୍ରା ସାରି ବାହୁଡ଼ିବେ ଶ୍ରୀଜଗନ୍ନାଥ । ବିନା ଭକ୍ତରେ ରଥ ଟଣାଯିବ । ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।  ଶୃଙ୍ଖଳା ରକ୍ଷା ପାଇଁ ଆଜି ରାତି ୧୦ଟାରୁ ୨ତାରିଖ ରାତି ୧୦ଟା ପର୍ଯ୍ୟନ୍ତ ପୂରା ସଟଡାଉନ୍ ରହିବ ପୁରୀ । ସେହିପରି ବାହୁଡା଼ ଯାତ୍ରା ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ…

ପୋଡ଼ିଗଲା ପାଦ, ଛିଣ୍ଡିଗଲା କାନ୍ଧ; ବିସ୍ମୟ ଠାକୁରଙ୍କ ରଥ ଟାଣିନେଲେ ସେବକ…

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ରାତିରେ (ରଥଯାତ୍ରା ପୂର୍ବଦିନ) ଆଖିକୁ ମୋର ନିଦ ନାହିଁ, ତମକୁ ବି ନିଦ ନାହିଁ, ତମେ  ଜନ୍ମବେଦିକୁ ଯାତ୍ରା କରିବ ଆଉ ତୁମ ଭକ୍ତକୁ   ନିଦ ନାହିଁ, ମୁଁ ତୁମକୁ ଦେଖିବି, ନା ...…

ହେରାପଞ୍ଚମୀ: ଜାଣନ୍ତୁ, ଏପରି ନାମକରଣ ପଛରେ କ’ଣ ରହିଛି ରହସ୍ୟ !

ଭୁବନେଶ୍ୱର/ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ମହୋତ୍ସବର ଏକ ମହତ୍ୱପୂର୍ଣ୍ଣ ପ୍ରସଙ୍ଗ । । ଆଜି ହେଉଛି ଆଷାଢ ଶୁକ୍ଳ ପକ୍ଷ ସପ୍ତମୀ ତିଥି । ସାଧାରଣତଃ ଅନେକ ଭାବିଥାଇ ପାରନ୍ତି ଯେ, ‘ହେରାପଞ୍ଚମୀ’ ନାମକରଣ ହୋଇଥିବା ଯୋଗୁଁ ଏହି ଉତ୍ସବ ବୋଧହୁଏ ପଞ୍ଚମୀ…

ଘୋଷ ଯାତ୍ରା ପରମ୍ପରାରୁ ସୃଷ୍ଟି ହେଉ ନୂତନ ପରମ୍ପରା

ଏଥର ଘୋଷ ଯାତ୍ରା ଭକ୍ତ ଶୂନ୍ୟ ବଡ଼ ଦାଣ୍ଡ ସେବାୟତ ଶୂନ୍ୟ ରଥ ପରମ୍ପରା ଭିତରେ ଘୋଷ ଯାତ୍ରା ହେଲେ ଏହି କଥା କେହି କହିଲେନି, ବୋଧେ ମହାପ୍ରଭୁଙ୍କ ଇଚ୍ଛା ମୋ ଦ୍ୱାରା ପରି ପ୍ରକାଶ ହଉ। ହୁଁ ଅଳିଆ, ଆବର୍ଜନା, ପାଣି ପାଉଚ, ମୂତ୍ର, ହଜି ଯାଇଥିବା ଚପଲ ଅବା ଜୋତା ବିହୀନ ରଥଯାତ୍ରାର…

ରତ୍ନବେଦୀରୁ ଜନ୍ମବେଦୀ: ସାଂସାରିକ ତତ୍ତ୍ୱରେ ମହାପ୍ରଭୁ ଶ୍ରୀଜଗନ୍ନାଥ

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ଭାରତୀୟ ସଂସ୍କୃତିରେ ଜଗନ୍ନାଥ ତତ୍ତ୍ୱ ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାୟ । କେବଳ ଓଡ଼ିଶା କିମ୍ବା ଭାରତ ନୁହେଁ ବରଂ ସାରା ବିଶ୍ୱରେ କୋଟି କୋଟି ଶ୍ରଦ୍ଧାଳୁଙ୍କ ଦୃଢ ବିଶ୍ୱାସର ଆସ୍ଥାଭାଜନ ହୋଇପାରିଛନ୍ତି…

ଆଡପ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତି

ପୁରୀ: ଆଡପ ମଣ୍ଡପକୁ ବିଜେ କରିଛନ୍ତି ଶ୍ରୀଜୀଉ । ରଥ ଉପରେ ନୀତିକାନ୍ତି ଶେଷ ହେବା ପରେ ସେବାୟତମାନେ ଗୋଟି ପହଣ୍ଡିରେ ଜନ୍ମବେଦୀକୁ ନେଇ ଯାଇଛନ୍ତି । ପରମ୍ପରା ଅନୁଯାୟୀ, ଅପରାହ୍ନ ୫ଟା ୩୫ରେ ପୁଷ୍ପାଂଜଳି ପରେ ପ୍ରଥମେ ରାମକୃଷ୍ଣ ଓ ମଦନମୋହନଙ୍କୁ ଗୋଟି ପହଣ୍ଡିରେ ମନ୍ଦିର ଭିତରକୁ…