Latest Odisha News

BREAKING NEWS

Browsing Category

ପୁରୀ

Puri

ସିଂହଦ୍ୱାର ଚକଡ଼ାକୁ ଗଡ଼ିଲା ତିନିରଥ

ପୁରୀ: ଜୟ ଜଗନ୍ନାଥ, ଜୟ ଜଗନ୍ନାଥ ଧ୍ୱନୀରେ ବଡ଼ଦାଣ୍ଡ ପ୍ରକମ୍ପିତ ହେଲା । ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ । ରଥଯାତ୍ରା ଅନୁଷ୍ଠିତ ହେବାନେଇ ସୁପ୍ରିମକୋର୍ଟ ଅନୁମତି ପ୍ରଦାନ କରିବା ପରେ ଆଜି ରଥଖଳାରୁ ସିଂହଦ୍ୱାର ଚକଡ଼ାକୁ…

ରଥଯାତ୍ରା ନୀତିକାନ୍ତି ପାଇଁ ସମୟ ନିର୍ଘଣ୍ଟ : ସକାଳ ୭ଟା ରେ ପହଣ୍ଡି, ଦିନ ୧୨ଟାରେ ରଥଟଣା

ପୁରୀ : ଆସନ୍ତାକାଲି ହେବାରୁ ଥିବା ଘୋଷଯାତ୍ରା ପାଇଁ ନୀତିକାନ୍ତି ତାଲିକା ପ୍ରକାଶ ପାଇଛି । ଭୋର ତିନିଟାରେ ହେବ ମଙ୍ଗଳ ଆଳତୀ, ୩ୟା ୧୫ରେ ମଇଲମ, ୩ଟା ୩୦ରେ ତଡପଲାଗି ଅନୁ ହେବ । ସାଢେ ଚାରିଟାରେ ଅବକାଶ ନୀତି ଓ ୪ଟା ୪୫ରେ ସୂର୍ଯ୍ୟ ପୂଜା ହେବ । ୫ଟା ୩୦ରୁ ୬ଟା ୪୫ ମଧ୍ୟରେ ଗୋପାଳ…

ପୁରୀ ରଥଯାତ୍ରା ଅନୁମତି ମିଳିବା ପରେ ସବୁ ମହଲରୁ ସ୍ୱାଗତ

ପୁରୀ: ଆସନ୍ତାକାଲି ପୁରୀ ବଡ଼ଦାଣ୍ଡରେ ଗଡ଼ିବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ସମେତ ତିନିରଥ । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାରମ୍ପରିକ ରୀତିନୀତି ଅନୁଯାୟୀ ଅନୁଷ୍ଠିତ ହେବ । ଅଗଣିତ ହିନ୍ଦୁ ସମାଜ, ସାଢେ ଚାରି କୋଟି ଓଡ଼ିଆ ତଥା ବିଶ୍ୱବ୍ୟାପୀ ରହିଥିବା କୋଟି କୋଟି…

ତିନିରଥରେ ବିଜେହେଲା ମହାପ୍ରଭୁଙ୍କ ଆଜ୍ଞାମାଳ; ରଥରେ ବାଜିଲା କାହାଳୀ…

ପୁରୀ: ଆସନ୍ତାକାଲି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । କେବଳ ଓଡ଼ିଶା କି ଭାରତ ନୁହେଁ ବରଂ ବିଶ୍ୱରେ ଥିବା ମହାପ୍ରଭୁଙ୍କର କୋଟି କୋଟି ଶ୍ରଦ୍ଧାଳୁଙ୍କ ମନରେ ରଥଯାତ୍ରା ଲାଗି ଭରି ରହିଛି ଅହେତୁକ ଉତ୍କଣ୍ଠା । ସିଂହଦ୍ୱାର ସମ୍ମୁଖସ୍ଥ ବଡ଼ଦାଣ୍ଡରେ ମହାପ୍ରଭୁ…

ପୁରୀରେ ରଥଯାତ୍ରା ହେବାନେଇ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ପୁରୀ ବିଧାୟକ

ପୁରୀ: ଜୁନ୍ ୨୩ ତାରିଖରେ ପବିତ୍ର ରଥଯାତ୍ରା । ପୁରୀରେ ଏହି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାନେଇ ସୁପ୍ରିମକୋର୍ଟ ଆସନ୍ତାକାଲି ତାଙ୍କର ଶୁଣାଣି ପ୍ରକାଶ କରିବେ । ପୁରୀରେ ଭକ୍ତଶୂନ୍ୟ ରଥଯାତ୍ରା ଅନୁଷ୍ଠିତ ହେବାନେଇ ଆବେଦନ କରିବାକୁ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଓଡ଼ିଶାର…

ରଥଯାତ୍ରା ଲାଗି ସୁପ୍ରିମକୋର୍ଟରେ ପିଟିସନ୍ ଦାଏର୍ କଲେ ସମ୍ବିତ ପାତ୍ର

ପୁରୀ: ପୁରୀରେ ରଥଯାତ୍ରା ଅନୁଷ୍ଠିତ ହେବାଲାଗି ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ରବିବାର ଦିନ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଏର୍ କରିଛନ୍ତି । ଏସମ୍ପର୍କରେ ଶ୍ରୀ ପାତ୍ର ଟ୍ୱିଟ୍ କରି ଲେଖିଛନ୍ତି, “ଆଜି ମୁଁ ସୁପ୍ରିମକୋର୍ଟରେ ପୁରୀ ରଥଯାତ୍ରା ଅନୁଷ୍ଠିତ ହେବାନେଇ…

ରଥଯାତ୍ରା ହେବାନେଇ ନୂଆ ଆଶା ସଞ୍ଚାର; ସୋମବାର ସୁପ୍ରିମକୋର୍ଟରେ ଶୁଣାଣି

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୁରୀରେ ଅନୁଷ୍ଠିତ ହେବା ଲାଗି ନୂଆ ଆଶା ସଞ୍ଚାର ହୋଇଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରାର ଯଥାର୍ଥତାକୁ ଭିତ୍ତି କରି ତଥା ଏହାର ପୁନର୍ବିଚାର କରିବା ଲାଗି ସୁପ୍ରିମକୋର୍ଟରେ ଅନେକ ପିଟିସନ୍ ଇତିମଧ୍ୟରେ ଦାଏର ହୋଇସାରିଛି । ଆସନ୍ତାକାଲି…

ରଥଯାତ୍ରା ହେବା ନେଇ ସୁପ୍ରିମକୋର୍ଟ ସଠିକ୍ ନିର୍ଣ୍ଣୟ ସହ ମାର୍ଗ ପ୍ରସ୍ତୁତ କରନ୍ତୁ: ପୁରୀ ଶଙ୍କରାଚାର୍ଯ୍ୟ

ପୁରୀ: ରଥଯାତ୍ରା ବନ୍ଦ କରିବା ନେଇ ସୁପ୍ରିମକୋର୍ଟ ତାଙ୍କର ଶୁଣାଣି ପ୍ରଦାନ କରିଛନ୍ତି । ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ଜଗତଗୁରୁ ନିଶ୍ଚଳାନନ୍ଦ ସରସ୍ୱତୀ ଏସମ୍ପର୍କରେ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ସୁପ୍ରିମକୋର୍ଟ କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏହି ବିଶ୍ୱ…

ସୁପ୍ରିମକୋର୍ଟରେ ପିଟିସନର ସୋମବାର ଶୁଣାଣିକୁ ଅପେକ୍ଷା, ନ ହେଲେ ହେବ ବିକଳ୍ପ ଚିନ୍ତା: ଗଜପତି

ପୁରୀ : ରଥଯାତ୍ରା ହେବ ନାହିଁ ବୋଲି ସୁପ୍ରିମକୋର୍ଟ ଦେଇଥିବା ନିର୍ଦ୍ଦେଶ ପରେ ଭାଙ୍ଗିପଡିଥିଲେ ଶ୍ରଦ୍ଧାଳୁ ଓ ଜଗନ୍ନାଥ ପ୍ରେମୀ । କିନ୍ତୁ ଗତକାଲି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ଏ ନେଇ କିଛିଟା ଆଶା ଦେଖାଦେଇଛି । ବୈଠକ ପରେ ଗଜପତି ଦିବ୍ୟସିଂହ ଦେବ କହିଛନ୍ତି ଯେ, ସୋମବାର ଦିନ…

ଚକ୍ରରାଜ ସୁଦର୍ଶନ: ଜାଣନ୍ତୁ, ଏହି ମହାଶକ୍ତିଙ୍କ ପଛରେ କ’ଣ ରହିଛି ରହସ୍ୟ !

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଦିବ୍ୟ ଆୟୁଧ ଚକ୍ରରାଜ ସୁଦର୍ଶନ, 'ସୁ' ଓ ଦର୍ଶନ ଦୁଇଟି ଶଦ୍ଦର ଆଧାରରେ ସୃଷ୍ଟି ସୁଦର୍ଶନ । ବାମନ ପୂରାଣ କୁହେ, ବିଶ୍ୱକର୍ମା ସବୁ ଦେବତାଙ୍କ…