Latest Odisha News

BREAKING NEWS

Browsing Category

ପୁରୀ

Puri

ପୁରୀ ଶ୍ରୀମନ୍ଦିର ଚାରିପାଖରେ ଲାଗିଲା ୪ଟି ଷ୍ଟାଣ୍ଡିଂ ସାନିଟାଇଜର୍ ମେସିନ୍‌

ପୁରୀ: 'ରୋଟାରୀ କ୍ଲବ ଅଫ୍ ଶ୍ରୀଜଗନ୍ନାଥଧାମ' ତରଫରୁ ଆଜି ଶ୍ରୀଜଗନ୍ନାଥ ମନ୍ଦିର ଚାରି ଦ୍ବାରରେ ୪ ଗୋଟି ଷ୍ଟାଣ୍ଡିଙ୍ଗ ସାନିଟାଇଜର ଯନ୍ତ୍ର ଯୋଗାଇ ଦିଆଯାଇଛି। ମନ୍ଦିର ଭିତରକୁ ଯିବାବେଳେ ବିନା ସ୍ପର୍ଶ ରେ ହାତରେ ସାନିଟାଇଜର ଲଗାଇବାର ସୁବିଧା କରାଯାଇଅଛି। ଅଧିକ ପଢନ୍ତୁ: …

ସ୍ନାନଯାତ୍ରା: ୧୦ଟି ନିଯୋଗ କରିବେ ନୀତି, ଟେଷ୍ଟ୍ ଲାଗି ୭୫ ସେବକଙ୍କଠୁଁ ସ୍ୱାବ୍ ସଂଗ୍ରହ

ପୁରୀ: ମହାମାରୀ କରୋନା ଜିନିତ କଟକଣା ପାଇଁ ଚଳିତ ବର୍ଷ ମହାପ୍ରଭୁଙ୍କ ସ୍ନାନଯାତ୍ରା କମ ସଂଖ୍ୟକ ଦଇତାପତିଙ୍କ ସମେତ ଅନ୍ୟ ୧୦ ଟି ନିଯୋଗର କିଛି ନିର୍ଦ୍ଦିଷ୍ଟ ସେବକ ମାନେ ନୀତି ସମ୍ପନ୍ନ କରିବା ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି। ଅଧିକ ପଢନ୍ତୁ: ପୁଣି ଝଲସିବ…

କରୋନା ମହାମାରୀ ଓ ଶ୍ରୀଜୀଉଙ୍କ ରଥଯାତ୍ରା…

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ସମଗ୍ର ବିଶ୍ୱର ଧର୍ମୀୟ ମର୍ତ୍ତ୍ୟ ବୈକୁଣ୍ଠ ଶ୍ରୀକ୍ଷେତ୍ରରେ ଲାଗି ରହିଛି ବାର ମାସରେ ତେର ଯାତ୍ରା । ବର୍ଷ ତମାମ ବଡ ଦେଉଳ ଭିତରେ ଏବଂ ବାହାରେ ଲାଗି ରହିଥାଏ ଦ୍ୱାଦଶ ଲୀଳା,…

ରଥଖଳାରେ ରଥଯାତ୍ରା ପ୍ରସ୍ତୁତି: ଚୂଡ଼ାନ୍ତ ପର୍ଯ୍ୟାୟରେ ତିନିରଥର ‘ଗୁଜ ଖୋଦେଇ’ କାର୍ଯ୍ୟ

ପୁରୀ: ପୁରୀର ବଡ଼ଦାଣ୍ଡ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଯେତେ ଯେତେ ଅଗ୍ରସର ହେଉଛି ସେତିକି ମାତ୍ରାରେ ରଥଯାତ୍ରା ଅନୁଷ୍ଠିତ ହେବାର ସମ୍ଭାବନା ସେତିକି ମାତ୍ରାରେ ସୃଷ୍ଟି ହେଉଛି । ମହାପ୍ରଭୁଙ୍କ ଅଗଣିତ ଭକ୍ତଙ୍କ ଭାବନାରେ ରଥଯାତ୍ରା ହେବାର ସକାରତ୍ମକ ଭାବନା ମଧ୍ୟ ବୃଦ୍ଧି ପାଇ ଚାଲିଛି ।…

ମହାପ୍ରଭୁଙ୍କ ରଥଯାତ୍ରା ପ୍ରସ୍ତୁତି: ଆରମ୍ଭ ହେଲା ରଥଚକର ‘ଦଣ୍ଡା’ ନିର୍ମାଣ କାର୍ଯ୍ୟ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଉପଲକ୍ଷେ ପୁରୀ ବଡ଼ଦାଣ୍ଡରେ ଦ୍ରୁତଗତିରେ ଚାଲିଛି ତିନିରଥର ନିର୍ମାଣ କାର୍ଯ୍ୟ । ଖୁସିର କଥା ହେଉଛି ଯେ, ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଲାଗି ନିର୍ମିତ ହେଉଥିବା ସମସ୍ତ ରଥର ସମସ୍ତ ଚକ ଗୁଡ଼ିକର ନିର୍ମାଣ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ…

ଶ୍ରୀମନ୍ଦିର ‘ଗରାବଡୁ’ ସେବକଙ୍କ ଲାଗି କରୋନା ସଚେତନତା ଶିବିର ଅନୁଷ୍ଠିତ

ପୁରୀ:  ପୁରୀ ନୀଳାଦ୍ରୀ ଭକ୍ତ ନିବାସ ସମ୍ମିଳନୀ କକ୍ଷରେ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୁରୀ ସ୍ୱାସ୍ଥ୍ୟ ବିଭାଗଙ୍କ ସହଯୋଗରେ କରୋନା ଭୂତାଣୁ ସମ୍ପର୍କରେ ‘ଗରାବଡୁ’ ସେବକମାନଙ୍କ ନିମନ୍ତେ ସଚେତନତା ଶିବିର ଶ୍ରୀମନ୍ଦିର ପ୍ରଶାସକ, ଉନ୍ନୟନ ଅଜୟ କୁମାର ଜେନାଙ୍କ…

ଜୋର୍‌ଦାର୍ ଚାଲିଛି ରଥ ନିର୍ମାଣ; ଅସ୍ଥାୟୀ ଶାଳରେ ତିଆରି ହେଲା ଅଗପାତେଳୀ, ଗରଗରା କଣ୍ଟା

ପୁରୀ: ଲକ୍‌ଡାଉନ୍ କଟକଣାକୁ ମାନି ରଥଖଳାରେ ସମସ୍ତ କାରିଗର ସେବକମାନେ ନିର୍ମାଣ କରି ଚାଲିଛନ୍ତି ତିନିରଥ । ଶନିବାର ସନ୍ଧ୍ୟା ସୁଦ୍ଧା ତାଳଧ୍ୱଜ ରଥର ୧୧ଟି ଚକ ଶେଷ ହୋଇ ଅନ୍ୟ ଦୁଇଟି ଚକ ମଧ୍ୟରୁ ଗୋଟିକରେ ପଇ ପିନ୍ଧା କାର୍ଯ୍ୟ ଚାଲିଥିବା ବେଳେ ଅନ୍ୟ ଚକଟିର ତୁମ୍ବରେ ଅର ସଂଯୋଗ ସରିଛି ।…

ପୁରୀର ସାତ ଲହଡ଼ି ମଠ କଥା…

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ଅତିବଡୀ ଜଗନ୍ନାଥ ଦାସଙ୍କର ତିରୋଭାବ ପୀଠ ଭାବେ ସାତ ଲହଡି ମଠ ଶ୍ରୀକ୍ଷେତ୍ର ତଥା ସମଗ୍ର ଓଡିଶାରେ ସୁପରିଚିତ । ଉତ୍କଳର ଗଜପତି ପ୍ରତାପରୁଦ୍ର ଦେବ ଅତିବଡୀଙ୍କୁ ବହୁତ ସମ୍ମାନ…

ରଥଯାତ୍ରା ପ୍ରସ୍ତୁତି: ରଥଖଳାରେ ସରିଲା ୨୪ଟି ଚକ ନିର୍ମାଣ କାର୍ଯ୍ୟ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଲାଗି ଦ୍ରୁତ ଗତିରେ ଚାଲିଛି ତିନିରଥର ନିର୍ମାଣ କାର୍ଯ୍ୟ । ସୋମବାର ସନ୍ଧ୍ୟା ସୁଦ୍ଧା ସମସ୍ତ ୪୨ଟି ତୁମ୍ବ ବିନ୍ଧ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ଶେଷ ହୋଇଛି । ରଥଖଳାରେ ସମସ୍ତ କାରିଗର ସେବକମାନଙ୍କ ଦ୍ୱାରା ଆଜି ସୁଦ୍ଧା…

ରଥଯାତ୍ରା: ପ୍ରଚଣ୍ଡ ଖରା ସତ୍ତ୍ୱେ ଦ୍ରୁତଗତିରେ ଚାଲିଛି ତିନିରଥର ନିର୍ମାଣ କାର୍ଯ୍ୟ…

ପୁରୀ: ପ୍ରଚଣ୍ଡ ଖରାରେ ଅସହ୍ୟ ଗରମକୁ ଖାତିର୍ ନ’କରି ରଥଖଳାରେ କାରିଗରମାନେ ନିର୍ମାଣ କରି ଚାଲିଛନ୍ତି ତିନିରଥର ନିର୍ମାଣ କାର୍ଯ୍ୟ । ସରକାରଙ୍କ ଲକ୍‌ଡାଉନ କଟକଣାକୁ ପାଳନ କରିବା ସହିତ ସାମାଜିକ ଦୂରତା ରକ୍ଷା କରି ବଡ଼ଦାଣ୍ଡର ରଥଖଳାରେ ଦ୍ରୁତ ଗତିରେ ଚାଲିଛି ରଥ ନିର୍ମାଣ । ପାରମ୍ପରିକ…