Latest Odisha News

BREAKING NEWS

Browsing Category

ପୁରୀ

Puri

ପୁରୀର ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର

ପୁରୀ: ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ପୁରୀ ଶାଖା ଏବଂ ଏହାର କର୍ମଚାରୀ ସଂଘ ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ରକ୍ତଦାନ ଶିବିର ପୁରୀ ସିଟି ରୋଡ଼ରେ ଥିବା ବ୍ୟାଙ୍କର ଅବକାଶ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ରକ୍ତଦାନ ଶିବିରକୁ ଭାରତୀୟ ଷ୍ଟେଟବ୍ୟାଙ୍କର ଉପ…

ଆଜ୍ଞାମାଳ ପାଇବା ପରେ ରଥଖଳାରେ ସମ୍ପନ୍ନ ହେଲା ଚକଡେ଼ରା ନୀତି

ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ପାରମ୍ପରିକ ଭାବେ ପାଳିତ ହେଉଛି ଭଉଁରୀ ନୀତି । ଆଜିର ଦିନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଜ୍ଞାମାଳ ରଥଖଳାକୁ ଆସିବା ପରେ ତିନିରଥର ଚକ ପୂଜା କରାଯାଇ ବିଜେ କରାଯାଇଥାଏ । ଲକ୍ଡ଼ାଉନର ସମସ୍ତ କଟକଣାକୁ ପାଳନ କରାଯାଇ ଏହି ଭଉଁରୀ ନୀତି ପାଳନ କରାଯାଇଛି ।…

ପୁରୀକୁ ଫେରିଲା କରୋନା ଆତଙ୍କ; ବ୍ୟାପକ ପଦକ୍ଷେପ ଗ୍ରହଣ କଲେ ପ୍ରଶାସନ

ପୁରୀ: ଏବେ ପୁରୀ ସହରରେ ପୁଣି ଦେଖାଦେଇଛି କରୋନା ଆତଙ୍କ । ପୁରୀ ଜିଲ୍ଲାରେ ଦୀର୍ଘ ୩୭ ଦିନ ପରେ ପୁଣି ଥରେ ଫେରିଛି କରୋନା । ପୁରୀସହରରୁ ରବିବାର ସନ୍ଧ୍ୟାରେ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା  ଗ୍ରହଣ କରାଯାଇଛି । ମିଳିଥିବା…

ବଡ଼ଦାଣ୍ଡରେ ଚଳଚଞ୍ଚଳ ରଥଖଳା; ଦ୍ରୁତଗତିରେ ଚାଲିଛି ରଥନିର୍ମାଣ…

ଭୁବନେଶ୍ୱର: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପର୍ବର ପ୍ରାରମ୍ଭିକ ପର୍ବ ବଡ଼ଦାଣ୍ଡର ରଥଖଳାରୁ ଆରମ୍ଭ ହୋଇଛି । ପବିତ୍ର ଅକ୍ଷୟ ତୃତୀୟାରେ ରଥଖଳାରେ ରଥକାଠ ଅନୁକୂଳ ହୋଇ ତିନିରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବାର ବିଧି ରହିଥିଲେ ମଧ୍ୟ ସରକାରଙ୍କ ଲକ୍‌ଡ଼ାଉନ୍ ନିୟମକୁ ପାଳନ କରାଯାଇ ବିଳମ୍ବରେ…

ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା: ରଥ ନିର୍ମାଣର ଚମତ୍କାରିତା…

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରାରେ ନିୟୋଜିତ ହେଉଥିବା ତିନିରଥର ପାରମ୍ପରିକ ନିର୍ମାଣ ଶୈଳୀ ପ୍ରକୃତରେ ଓଡ଼ିଆ କାରିଗରଙ୍କ ଉକ୍ରୃଷ୍ଟ ନିର୍ମାଣ ପ୍ରତିଭାର ନିର୍ଭୁଲ ସ୍ୱାକ୍ଷର । ବଡ଼ଭାଇ ବଡ଼ଠାକୁର ଶ୍ରୀବଳଭଦ୍ର ମହାପ୍ରଭୁ ତାଳଧ୍ୱଜ ରଥରେ, ସାନଭାଇ…

ରଥ ନିର୍ମାଣ ପାଇଁ ଆନୁଷ୍ଠାନିକ ଅନୁମତି ପତ୍ର ପ୍ରଦାନ କଲେ ରାଜ୍ୟ ସରକାର

ଭୁବନେଶ୍ୱର : ରଥ ନିର୍ମାଣ ନେଇ ଗୁରୁବାର କେନ୍ଦ୍ର ଗୃହମନ୍ତ୍ରଣାଳୟ ପକ୍ଷରୁ ସର୍ତ୍ତମୂଳକ ସବୁଜ ସଙ୍କେତ ମିଳିବା ପରେ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ଆନୁଷ୍ଠାନିକ ଅନୁମତି ପତ୍ର ପ୍ରଦାନ କରାଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରଥଖଳାରେ ରଥ ନିର୍ମାଣ କାମ…

ମହାପ୍ରଭୁଙ୍କ ରଥ ନିର୍ମାଣ ନେଇ କେନ୍ଦ୍ରର ସବୁଜ ସଙ୍କେତ

ଭୁବନେଶ୍ୱର : ରଥଖଳାରେ ନିର୍ମାଣ ହୋଇପାରିବ ଶ୍ରୀ ଜିଉଙ୍କ ରଥ । ରଥ ନିର୍ମାଣକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ସର୍ତ୍ତମୂଳକ ଅନୁମତି ମିଳିଛି । ଏ ନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଆସିଛି । ତେବେ ରଥଯାତ୍ରା ହେବ କି ନାହିଁ ସେ ସମ୍ପର୍କରେ ରାଜ୍ୟ ସରକାର…

ଜାଣନ୍ତୁ, ଶ୍ରୀମନ୍ଦିରରେ କିପରି ପାଳିତ ହୁଏ ନୃସିଂହଙ୍କ ଜନ୍ମନୀତି

ଆଜି ବୈଶାଖ ଶୁକ୍ଳ ଚତୁର୍ଦ୍ଦଶୀ । ଆଜିର ପବିତ୍ର ଦିନରେ ଶ୍ରୀମନ୍ଦିରରେ ପାଳିତ ହେଉଛି ନୃସିଂହ ଦେବଙ୍କ ଜନ୍ମନୀତି । ପାରମ୍ପରିକ ଭାବେ ଶ୍ରୀମନ୍ଦିରରେ ଏହି ତିଥିଟିକୁ ପାଳନ କରାଯାଇଥାଏ । ସ୍କନ୍ଦ ପୁରାଣ ଅନୁଯାୟୀ ପୁରୁଷୋତ୍ତମ କ୍ଷେତ୍ରରେ ଜଗନ୍ନାଥ ନୃସିଂହ ରୂପରେ ରାଜା…

ରଥଯାତ୍ରା: ପୁରୀରେ ପହଞ୍ଚିଲା ୧୦ମ ପର୍ଯ୍ୟାୟ ରଥକାଠ

ପୁରୀ: କରୋନା ମହାମାରୀ ଯୋଗୁଁ ଚଳିତ ବର୍ଷ ରଥଯାତ୍ରା ଅନୁଷ୍ଠିତ ହେବାନେଇ ଅନିଶ୍ଚିତତା ଜାରି ରହିଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଲାଗି ତିନିରଥ ନିର୍ମାଣ ଲାଗି ରଥ କାଠ ମଧ୍ୟ ପର୍ଯ୍ୟାୟ କ୍ରମେ ପୁରୀରେ ପହଞ୍ଚିବାରେ ଲାଗିଛି । ରବିବାର ଦିନ ୧୦ମ ପର୍ଯ୍ୟାୟରେ…

ଶ୍ରୀଜଗନ୍ନାଥଙ୍କ ଚନ୍ଦନଯାତ୍ରା; ଜାଣନ୍ତୁ କିପରି ପାଳିତ ହୁଏ..

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦ୍ବାଦଶ ଯାତ୍ରା ମଧ୍ୟରେ ଦୋଳ, ଚନ୍ଦନ ଓ ରଥଯାତ୍ରା ଅନ୍ୟତମ । ଦୋଳରେ ଗୋବିନ୍ଦ, ଚନ୍ଦନରେ ମଧୁସୂଦନ ଓ ରଥରେ ବାମନ ରୂପେ ପ୍ରଭୁ ଭକ୍ତଙ୍କ ଦୁଃଖ ହରଣ କରନ୍ତି । ଆସନ୍ତୁ ଆମେ ଜାଣିବା ଚନ୍ଦନ ଯାତ୍ରା ବିଷୟରେ। ଦୋଳେ ଚ ଦୋଳ ଗୋବିନ୍ଦ ଚାପେ ଚ ମଧୁସୂଦନ ରଥେତୁ…