Latest Odisha News
Browsing Category

ରାଉରକେଲା

Rourkela

ଓଡିଶାର କଶିକା ମିଶ୍ର ଜିତିଲେ ଆଇଜିୟୁ ଟାଇଟଲ

ଭୁବନେଶ୍ୱର: ଓଡିଶାର ଉଦୀୟମାନ ଗଲ୍ଫ ଖେଳାଳି କଶିକା ମିଶ୍ର ଇତିହାସ ରଚିଛନ୍ତି । ସେ ପ୍ରଥମ ଓଡିଆ ଭାବେ ଇଣ୍ଡିଆନ ଗଲ୍ଫ ୟୁନିୟନ ଚାମ୍ପିୟନଶିପରେ ଟାଇଟଲ ହାସଲ କରିଛନ୍ତି । ନଭେମ୍ବର ୧୮ରୁ ୨୧ ପର୍ଯ୍ୟନ୍ତ ଏହା ଜେପି ଗ୍ରୀନରେ ଖେଳାଯାଇଥିଲା । ୧୫ରୁ ୧୮ ବର୍ଷ କାଟାଗୋରୀ ଏବଂ ସିନିୟର ଆମେଚର…

ରାଉରକେଲାରେ ଲକ୍ଷାଧିକ ଟଙ୍କାର ବେଆଇନ ବାଣ ଜବତ

ରାଉରକେଲା: ରାଉରକେଲାରେ ବଡ ଧରଣର ଚୋରା ବାଣ ଜବତ ହୋଇଛି । ଡେଲି ମାର୍କେଟର ଦୁଇଟି ସ୍ଥାନରୁ ବାଣ ଜବତ କରାଯାଇଛି । ଘଟଣାସ୍ଥଳରେ ରାଉରକେଲା ପ୍ଲାଣ୍ଟ ସାଇଟ୍ ପୋଲିସ ଚଢାଉ କରି ଚୋରା ବାଣ ଜବତ କରିଛି। ଜବତ ବାଣର ମୂଲ୍ୟ ପ୍ରାୟ ୧୫ରୁ ୨୦ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି । ଦୁଇ ବ୍ୟବସାୟୀ…

ରାଉଲକେଲା ବିମାନବନ୍ଦରର ଅପାରଗତା, ଓହ୍ଲାଇ ପାରିଲେନି ରାଜ୍ୟପାଳ

ରାଉଲକେଲା: ବାତିଲ୍ ହେଲା ରାଜ୍ୟପାଳଙ୍କ ରାଉଲକେଲା ଗସ୍ତ । ରାଉଲକେଲା ବିମାନବନ୍ଦରର ଅପାରଗତା ଯୋଗୁଁ ରାଉଲକେଲା ମାଟିରେ ଓହ୍ଲାଇପାରିଲାନି ରାଜ୍ୟପାଳଙ୍କ ଏୟାରକ୍ରାଫ୍ଟ । ତେବେ ଗତ ରବିବାର ରାଜ୍ୟପାଳ ରଘୁବର ଦାସ କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀଙ୍କ ବିୟୋଗରେ…

ରାଉଲକେଲା ଷ୍ଟିଲ୍ ପ୍ଲାଣ୍ଟରେ ଗ୍ୟାସ ଲିକ୍: ୮ ଜଣ ଗୁରୁତର

ରାଉଲକେଲା: ରାଉଲକେଲା ଷ୍ଟିଲ୍ ପ୍ଲାଣ୍ଟରେ ଘଟିଛି ବଡ ଅଘଟଣ । ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍‌ ଲିକ୍‌ କାରଣରୁ ୮ ଜଣ ଶ୍ରମିକ ଗୁରୁତର ହୋଇଥିବା ସୂଚନା ମିଳିଛି । ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟରେ ୫ନଂ ବ୍ଲାଷ୍ଟ ଫର୍ଣ୍ଣେସରେ  ଶ୍ରମିକମାନେ କାମ କରୁଥିବା ସମୟରେ ଷ୍ଟିଲ୍‌ ପ୍ଲାଣ୍ଟର ୫ନଂ…

ସିଏଙ୍କ ଘରେ ଇଡି ରେଡ, ଏକାସାଙ୍ଗରେ ୫ଟି ସ୍ଥାନରେ ଚାଲିଛି ଚଢାଉ

ରାଉରକେଲା: ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଅଜୟ କଦମୱାଲାଙ୍କ ଘରେ ଇଡି ରେଡ୍ । ଅଜୟ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସହ ରାଉରକେଲା ସହରର ଜଣେ ବଡ ବ୍ୟବସାୟୀ । ରାଉରକେଲା କଚେରୀ ରୋଡ୍ ବିଶ୍ରା ଡାହାର ଛକରେ ଚଢାଉ କରିଛି ଇଡି । ତେବେ ବ୍ୟବସାୟୀଙ୍କ ଅଫିସ୍, ଘର, ଗୋଦାମ ସହ ମୋଟ ୫ଟି ସ୍ଥାନରେ…

ମୁଣ୍ଡ ନେଉଛି ଝାଡାବାନ୍ତି : ଦିନକୁ ଦିନ ବଢୁଛି ମୃତ୍ୟୁ ସଂଖ୍ୟା, ଆଜି ପୁଣି ଜଣଙ୍କ ମୃତ୍ୟୁ

ରାଉରକେଲା : ରାଉରକେଲା ସହରରେ ବ୍ୟାପୁଛି ଝାଡାବାନ୍ତି  । ଆଜି ଆଉ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି । ମୃତକ ଗାନ୍ଧିରୋଡ୍ ଅଞ୍ଚଳର ଅତୁଲ କିଷାନ ବୋଲି ଜଣାପଡ଼ିଛି।  ୩ ଦିନରେ ମୃତ୍ୟୁ ସଂଖ୍ୟା ୫ରେ ପହଞ୍ଚିଛି । ବର୍ତ୍ତମାନ ୧୧୬ ଜଣ ଆକ୍ରାନ୍ତ ଆଇଜିଏଚରେ ଚିକିତ୍ସିତ ହେଉଛନ୍ତି । କହିବାକୁ ଗଲେ…

ରାଉରକେଲାରେ ଡାଇରିଆ ଆତଙ୍କ, ଗଲାଣି ୪ ମୁଣ୍ଡ

ରାଉରକେଲା: ପୁଣି ମୁଣ୍ଡ ଟେକିଲାଣି ଡାଇରିଆ । ରାଉରକେଲାରେ ଆତଙ୍କ ଖେଳାଇଲାଣି ଝାଡାବାନ୍ତି । ଦୁଇ ଦିନରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦୨ ଜଣ ଆକ୍ରାନ୍ତ ଏବେ ରାଉରକେଲାର ଆଇଜିଏଚ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଅଛନ୍ତି ।…

ଦୀପ ନିଆଁରୁ ଦୁଇ ମହଲା କୋଠାରେ ଲାଗିଲା ନିଆଁ : ଜଳିଗଲା ଆସବାବପତ୍ର

ରାଉରକେଲା : ଦୀପ ନିଆଁରୁ ଲାଗିଲା ନିଆଁ  । ଆଉ ଚାହୁଁ ଚାହୁଁ ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି   । ଏମିତି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାଉରକେଲା କୋଏଲ ନଗର ଅଞ୍ଚଳରେ  । ଦୀପ ନିଆଁରୁ ଅଗ୍ନିକାଣ୍ଡ ଘଟି  ଦୁଇ ମହଲା କୋଠା ଜଳିଯାଇଛି  । ଏବଂ ସେଠାରେ ଥିବା ସମସ୍ତ  …

ଗୋଷ୍ଠୀ ବିବାଦକୁ ନେଇ ଫୁଟିଲା ଗୁଳି, ଜଣେ ଗୁରୁତର

ରାଉରକେଲା: ରାଉରକେଲାରେ ଗୁଳିକାଣ୍ଡ । ଗୋଷ୍ଠୀ ବିବାଦକୁ ନେଇ ଫୁଟିଲା ଗୁଳି । ଆଜି ସକାଳ ପ୍ରାୟ ୮ଟାରେ ବିଶ୍ରା ଆଇଟିଆଇ ବସ୍ତିରେ ଗୁଳିକାଣ୍ଡ ହୋଇଛି l ଦୁଇ ଅଜ୍ଞାତ ଯୁବକଙ୍କ ଗୁଳିମାଡ଼ରେ ପିକଅପ ଡ୍ରାଇଭର ମହମ୍ମଦ ରାଜା ଗୁରୁତର ହୋଇଛନ୍ତି l ରାଜାଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ…

ଟ୍ରେନ ରହଣି ଦାବି ନେଇ ବିଶ୍ରାମୁଣ୍ଡା ରେଲୱେ ଷ୍ଟେସନରେ ରେଳ ରୋକ ଅନ୍ଦୋଳନ

ରାଉରକେଲା: ସୁନ୍ଦରଗଡ ଜିଲ୍ଲା ରାଉରକେଲାର ବିଶ୍ରାମୁଣ୍ଡା ରେଲୱେ ଷ୍ଟେସନରେ ପାସେଞ୍ଜର ଟ୍ରେନ ରହଣି ଦାବିକୁ ନେଇ ଆନ୍ଦୋଳନ ଜୋରଦାର ଦେଖିବାକୁ ମିଳିଛି। ଏହି ଆନ୍ଦୋଳନ କରିଛି ବିଶ୍ରା ପବ୍ଲିକ ଆକ୍ସନ କମିଟି। ପାସେଞ୍ଜର ଟ୍ରେନ ଷ୍ଟେସନରେ ରହଣୀ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…