Latest Odisha News
Browsing Category

ରାଉରକେଲା

Rourkela

ରାଉରକେଲାରେ କଡ଼ାକଡ଼ି ହେଲା କରୋନା କଟକଣା; ମାସ୍କ ପିନ୍ଧିବା ନେଇ ଗୁରୁତ୍ୱ

ରାଉରକେଲା: ରାଉରକେଲା ପ୍ରଶାସନ ପକ୍ଷରୁ ଆଜି ସହରରେ କରୋନା କଟକଣାକୁ ଅଧିକ କଡାକଡି କରିବା ଲାଗି ପଦକ୍ଷେପ ନିଆଯାଇଛି । ଶନିବାର ସକାଳୁ ରାଉରକେଲା ମହାନଗର ନିଗମ କମିଶନର ଦିବ୍ୟଜ୍ୟୋତି ପରିଡା, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ଆଵୋଲି ସୁନିଲ ନରବଣେ, ଆରଏମସି ଉପାୟୁକ୍ତ ସୁଧାଂଶୁ ଭୋଇ,…

ରାଉରକେଲା ଦିଲସାନ ଖାନ ହତ୍ୟାକାଣ୍ଡ ମାମଲାରେ ୯ ଗିରଫ

ରାଉରକେଲା: ଜୁନ ୭ ତାରିଖରେ ରାଉରକେଲା ରେଲୱେ କଲୋନୀରେ ହୋଇଥିବା ଦିଲସାନ ହତ୍ୟାକାଣ୍ଡ ମାମଲାରେ ଆଜି ପୋଲିସ ୯ ଜଣଙ୍କୁ ଗିରଫ କରିଛି । ଏ ମାମଲାରେ ସମ୍ପୃକ୍ତ ଥିବା ଅନ୍ୟ ତିନି ଜଣଙ୍କୁ ଗିରଫ କରିବା ପାଇଁ ପୋଲିସ ଉଦ୍ୟମ ଚଳାଇଛି । ରାଉରକେଲା ଏସପି ଶିବ ସୁବ୍ରମଣ୍ୟମ ଏକ ସାମ୍ବାଦିକ…

ରାଉରକେଲାରେ ଚିହ୍ନଟ ହେଲେ ଆଉ ଜଣେ କରୋନା ପଜିଟିଭ୍: ଆକ୍ରାନ୍ତଙ୍କ ସଂଖ୍ୟା ୧୭୪କୁ ବୃଦ୍ଧି

ଭୁବନେଶ୍ୱର: ରାଉରକେଲାରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୪କୁ ବୃଦ୍ଧି ପାଇଛି । ଏହି ଆକ୍ରାନ୍ତ ଜଣକ କୋଲକାତା ଫେରନ୍ତା ଏବଂ ତାଙ୍କୁ ୪୯ ବର୍ଷ । ସେ କୋଲକାତାରୁ ଫେରିବା ପରେ କ୍ୱାରେଣ୍ଟାଇନରେ ରହିଥିବା ନେଇ ଆଜି ସନ୍ଧ୍ୟାରେ…

ଲକ୍‌-ଡାଉନ୍ ଅପରାଧ; ମଦ ଚୋରି ଅଭିଯୋଗରେ ୩ ଗିରଫ !

ରାଉରକେଲା: ବୁଧବାର ପ୍ଲାଣ୍ଟ ସାଇଟ୍ ପୋଲିସ ମଦ ଦୋକାନ ଭାଙ୍ଗି ଚୋରି କରିବା ଅଭିଯୋଗରେ ସେକ୍ଟର-୨୧ ଅଂଚଳରୁ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କଠାରୁ ୪ କାର୍ଟୁନ ମଦ ଓ ଚୋରିରେ ବ୍ୟବହାର ହୋଇଥିବା ଅଟୋରିକ୍ସାକୁ ପୋଲିସ ଜବତ କରିଛି । ସୋମବାର ରାତିରେ ୩ ଅଭିଯୁକ୍ତ…

ରାଉରକେଲାରେ ସେଲ୍ ପକ୍ଷରୁ କୋଭିଡ୍‌-୧୯ ଟେଷ୍ଟିଂ ଲ୍ୟାବ ଆରମ୍ଭ !

ଭୁବନେଶ୍ୱର: ଷ୍ଟିଲ୍ ଅଥରଟି ଅଫ୍ ଇଣ୍ଡିଆ ଉଦ୍ୟମରେ ଇସ୍ପାତ ଜେନେରାଲ ହସ୍ପିଟାଲରେ (IGH) କୋଭିଡ୍‌-୧୯ ଟେଷ୍ଟିଂ ଲ୍ୟାବ ପ୍ରତିଷ୍ଠା କରାଯାଇଛି । ଏହି ଲ୍ୟାବ୍ କରୋନା ମହାମାରୀ ବିରୋଧୀ ଲଢେଇରେ ଓଡିଶାକୁ ମଜବୁତ କରିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । The new…

ଖୁବ୍ ଶୀଘ୍ର ବୁର୍ଲା ଭିମସାର ଓ ରାଉରକେଲା ଆଇଜିଏଚ୍‌ରେ ଆରମ୍ଭ ହେବ କୋଭିଡ୧୯ ନମୁନା ପରୀକ୍ଷା

ଭୁବନେଶ୍ୱର : କୋଭିଡ୧୯ ନମୁନା ପରୀକ୍ଷଣ ପାଇଁ ବୁର୍ଲା ଭିମ୍‌ସାର ଓ ରାଉରକେଲା ଆଇଜିଏଚ୍‌କୁ ମିଳିଲା ଅନୁମତି । ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି । ରାଜ୍ୟ ସରକାର ପକ୍ଷରୁ କିଣାଯାଇଥିବା ଟେଷ୍ଟିଂ କିଟ୍ ରାଜ୍ୟରେ ଅଧିକରୁ ଅଧିକ ନମୁନା…

କରୋନା ଭୟ: ୨ଟି ବିଦେଶୀ ବିମାନ ଲ୍ୟାଣ୍ଡ୍ କରିବା ପରେ ଆତଙ୍କିତ ହେଲେ ରାଉରକେଲାବାସୀ !

ରାଉରକେଲା: ଦେଶରେ ବର୍ତ୍ତମାନ ଦ୍ରୁତଗତିରେ କରୋନା ଭୂତାଣୁ ସଂକ୍ରମିତ ହୋଇଚାଲିଥିବା ବେଳେ କଡ଼ାକଡ଼ି ପାଳନ କରାଯାଉଛି ୨୧ ଦିନର ଲକ୍‌ଡ଼ାଉନ୍ । ଏବେ ଓଡ଼ିଶାରେ ୪ଟି କରୋନା କେସ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସମସ୍ତ ବ୍ୟକ୍ତି ବିଦେଶରୁ ଓଡ଼ିଶାକୁ ଫେରିଥିବା ସୂଚନା ମିଳିଛି । ତେବେ…

ଓଡିଶାରେ ଲକ୍‌ଡାଉନ ବେଳେ କଣ ସବୁ ଉପରେ ରହିବ କଟକଣା ଜାଣନ୍ତୁ

ଭୁବନେଶ୍ୱର: କରୋନା ଭୂତାଣୁ ସଂକ୍ରମଣର ସମ୍ଭାବ୍ୟ ବିପଦକୁୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ସକାଳ ୭ଟା ଠାରୁ ଆସନ୍ତା ୨୯ ତାରିଖ ରାତି ୯ ଟା ଯାଏଁ ରାଜ୍ୟର ୫ଟି ଜିଲ୍ଲା ଓ ଆଠଟି ପ୍ରମୁଖ ସହରରେ ସମ୍ପୂର୍ଣ୍ଣ ବନ୍ଦ ବା ଲକ୍‌ଡାଉନ ଘୋଷଣା କରିଛନ୍ତି । ତେବେ ଏହି ଆଠ…

ରାଉରକେଲା ଏନଆଇଟି ଛାତ୍ର ପ୍ରସ୍ତୁତ କଲେ ଘାତକ କରୋନା ଭାଇରସର ମୋବାଇଲ୍ ଆପ୍ !

ରାଉରକେଲା: ସମଗ୍ର ବିଶ୍ୱରେ ଏବେ କରୋନା ଭୂତାଣୁ ଆତଙ୍କ ସୃଷ୍ଟି କରିଥିବା ବେଳେ ରାଉରକେଲା ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (ଏନଆଇଟି)ର ଜଣେ ଛାତ୍ର ଏହି ଘାତକ ଜୀବାଣୁ ନିରାକରଣ ଲାଗି ଏକ ମୋବାଇଲ୍ ଆପ୍ ପ୍ରସ୍ତତ କରିଛନ୍ତି । ଏନେଇ ଗଣମାଧ୍ୟମକୁ ସୂଚନା ପ୍ରଦାନ କରି ପିଏଚଡ଼ି…

କରୋନା ଆତଙ୍କ: ଛାତ୍ରଛାତ୍ରୀଙ୍କୁ କ୍ୟାମ୍ପସ ଛାଡ଼ିବାକୁ ‘ରାଉରକେଲା ଏନଆଇଟି’ର ନିର୍ଦ୍ଦେଶ

ରାଉରକେଲା: କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଉରକେଲାସ୍ଥିତ ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (ଏନଆଇଟି) ପକ୍ଷରୁ ଶନିବାର ଦିନ ଅନୁଷ୍ଠାନକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି । ଏକ ବିଜ୍ଞପ୍ତି ମାଧ୍ୟମରେ ପଡ଼ୋଶୀ ରାଜ୍ୟର ତଥା ବିଦେଶାଗତ…