Latest Odisha News

BREAKING NEWS

Browsing Category

ରାଉରକେଲା

Rourkela

ରାଉରକେଲା ଷ୍ଟିଲ ପ୍ଲାଣ୍ଚରେ ଅଗ୍ନିକାଣ୍ଡ

ରାଉରକେଲା: ବିଳମ୍ବିତ ରାତିରେ ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଅଗ୍ନିକାଣ୍ଡ ହୋଇଛି । ଆରଏସପିର SMS-୨ରେ ସ୍ଲାଗ ବଏଲର ଫାଟି ନିଆଁ ଲାଗିଥିଲା । ଅଗ୍ନିକାଣ୍ଡରେ ସ୍ଲାଗ ବଏଲର କଣ୍ଟ୍ରୋଲ ରୁମ୍‌ର ଅନେକ ଯନ୍ତ୍ରପାତି, ବିଦ୍ୟୁତ୍ ସରଞ୍ଜାମ ପୋଡ଼ି ଯାଇଛି । ତେବେ ଏଥିରେ କୌଣସି କର୍ମଚାରୀଙ୍କର କିଛି…

କରୋନା କବଳରେ ରାଉରକେଲା NITର ୩ ଛାତ୍ର

ରାଉରକେଲା: ରାଉରକେଲା ସ୍ଥିତ ନ୍ୟାସନାଲ୍ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍ ଟେକ୍ନୋଲୋଜିର ୩ ଛାତ୍ର କରୋନା ଆକ୍ରାନ୍ତ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାପାଳ ଆଜି ଏହି ସୂଚନା ଦେଇଛନ୍ତି । କ୍ୟାମ୍ପସରେ ସଂକ୍ରମଣ ଯେପରି ନ ବ୍ୟାପିବ ସେନେଇ ପଦକ୍ଷେପ ନିଆଯାଇଥିବା କହିଛନ୍ତି ଜିଲ୍ଲପାଳ ନିଖିଲ ପବନ କଲ୍ୟାଣ…

ଇସ୍ପାତ ସ୍ନାତକୋତ୍ତର ପ୍ରତିଷ୍ଠାନ ଓ ଆଇଜିଏଚ୍‌ ସୁପର ସ୍ପେଶିଆଲିଟି ହସ୍ପିଟାଲର ଉଦଘାଟନ କଲେ ରାଷ୍ଟ୍ରପତି 

ରାଉରକେଲା: ରାଉରକେଲାର ସୁପରସ୍ପେସିଆଲଟି ହସ୍ପିଟାଲ ଉଦଘାଟିତ । ଇସ୍ପାତ ସ୍ନାତକୋତ୍ତର ପ୍ରତିଷ୍ଠାନ ଓ ଆଇଜିଏଚ୍‌ ସୁପର ସ୍ପେଶିଆଲିଟି ହସ୍ପିଟାଲ ଉଦ୍ଘାଟିତ ହୋଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ଅତ୍ୟାଧୁନିକ ହସ୍ପିଟାଲକୁ ଲୋକାର୍ପିତ କରିଛନ୍ତି l ଲୋକାର୍ପଣ ହେବା ପରେ ହସ୍ପିଟାଲ…

NIT ସମାବର୍ତ୍ତନ ଉତ୍ସବରେ ଛାତ୍ରଛାତ୍ରୀଙ୍କୁ ସଫଳତାର ମନ୍ତ୍ର ଦେଲେ ରାଷ୍ଟ୍ରପତି

ରାଉରକେଲା: ଏନଆଇଟିର ୧୮ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଛାତ୍ରଛାତ୍ରୀଙ୍କୁ ରାଷ୍ଟ୍ରପତି ପରାମର୍ଶ ଦେଇଛନ୍ତି, ଯାହା ନିଜକୁ ସନ୍ତୁଷ୍ଟ କରେ ତାହା କରିବା ପାଇଁ ବାଛନ୍ତୁ ଜ୍ଝ ଏମିତି କର ଯାହା ତୁମକୁ ନିଜ ଆକାଂକ୍ଷା ପୂରଣ ଦିଗର୍ ଅଧିକ ନିକଟତର କରିବ ।…

ପ୍ରଦୂଷଣର ମାତ୍ରା କମିବାରୁ ଇସ୍ପାତ ସହରରେ କୋହଳ ହେଲା କଟକଣା

ରାଉରକେଲା: ସହରରେ ପ୍ରଦୂଷଣ ମାତ୍ରା କମିବା ପରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସୁନ୍ଦରଗଡ ଜିଲ୍ଲା ପ୍ରଶାସନକୁ ରାଉରକେଲାରେ ଲଗାଯାଇଥିବା କଟକଣା କୋହଳ କରିଛି । ମାର୍ଚ୍ଚ ୮ତାରିଖରେ ବାୟୁ ଗୁଣବତ୍ତା ସୂଚକାଙ୍କ ୫୨୬ ଥିବା ବେଳେ ୨୪ ଘଣ୍ଟାରେ ଏହା ହ୍ରାସ ପାଇ ୩୪୨ରେ ପହଞ୍ଚିଛି ।…

ଛାତ୍ରଙ୍କ ନାଁରେ ୩୮କୋଟି ଟଙ୍କାର ଜିଏସଟି ଠକେଇ ନେଇ ନୋଟିସ୍

ରାଉରକେଲା: ରାଉରକେଲାରେ ଜଣେ କଲେଜ ଛାତ୍ରଙ୍କ ନାଁରେ ଆସିଛି ଜିଏସଟି ଠକେଇ ଅଭିଯୋଗ । ଛାତ୍ର ଜଣଙ୍କ ହେଉଛନ୍ତି ରାଉରକେଲା ଜଗଦା ଅଞ୍ଚଳର ଘଟେଶ୍ବର ବାଗ । ଷ୍ଟାର ବିଲେଟ୍ ନାଁରେ କମ୍ପାନୀ ଖୋଲି ୩୮କୋଟି ଟଙ୍କାର ଜିଏସଟି ଠକେଇ କରିଥିବା ନେଇ ଘଟେଶ୍ବରଙ୍କ ନାଁରେ ଅଭିଯୋଗ ହୋଇଛି । ଜିଏସଟି…

ବାଇକକୁ ଧକ୍କା ଦେଲା ଟ୍ରେଲର, ଦୁଇ ବାଇକ୍ ଆରୋହୀ ମୃତ

ରାଉରକେଲା: ମୃତ୍ୟୁର ବାହନ ହୋଇ ଆସିଲା ଟ୍ରେଲର । ବାଇକକୁ ଧକ୍କା ଦେବାରୁ ଦୁଇ ଜଣଙ୍କର ଜୀବନ ଯାଇଛି । ରାଉରକେଲା ବ୍ରହ୍ମାଣୀ ବ୍ରିଜ ଉପରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଟ୍ରେଲର ଧକ୍କାରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳି ପାରିନାହିଁ । ଘଟଣାସ୍ଥଳରେ…

୧୧ ଦିନ ହେଲା ଆଇଜିଏଚ ଶବ ଗୃହରେ ପଡିଛି ମୃତଦେହ, କ୍ଷତିପୂରଣ ନ ମିଳିବା ଯାଏ ନେବାକୁ ନାରାଜ ପରିବାରଲୋକ

ରାଉରକେଲା:୧୧ଦିନ ହେଲା ରାଉରକେଲା ଆଇଜିଏଚ ଶବ ଗୃହରେ ପଡିରହିଛି ମୃତଦେହ । କ୍ଷତିପୂରଣ ନ ମିଳିବା ଯାଏ ମୃତଦେହ ନେବାକୁ ନାରାଜ ପରିବାର ଲୋକ । ସୂଚନାଅନୁସାରେ, ଗତ ୧୧ ତାରିଖ ରାତିରେ ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ନିୟୁ ପ୍ଲେଟ୍ ମିଲ୍ ବିଭାଗରେ କାମ କରୁଥିଲେ ରାଇସନ ମାରାଣ୍ଡି ।…

ରାଉରକେଲା ପାଇଁ ଖୁସି ଖବର, ଶ୍ରେଷ୍ଠ ୨୫ଟି ସହର ମଧ୍ୟରେ ସ୍ଥାନ ପାଇଲା ସ୍ମାର୍ଟ ସିଟି

ରାଉରକେଲା: ରାଉରକେଲା ସ୍ମାର୍ଟ ସିଟି ପାଇଁ ଖୁସି ଖବର । ଶ୍ରେଷ୍ଠ ୨୫ଟି ସହର ମଧ୍ୟରେ ସ୍ଥାନ ପାଇଛି ରାଉରକେଲା । ଗୃହ ଓ ନଗର ଉନ୍ନୟନ ମନ୍ତ୍ରଣାଳୟ, ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ନର୍ଚରିଂ ନେଇବରହୁଡ ଚ୍ୟାଲେଞ୍ଜରେ ବାଜିମାତ କରିଛି ରାଉରକେଲା ସ୍ମାର୍ଟ ସିଟି ।  ୫ ବର୍ଷ…

ରାଉରକେଲାରେ ଦେଶର ସର୍ବବୃହତ ହକି ଷ୍ଟାଡିୟମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ରାଉରକେଲା: ରାଉରକେଲାରେ ଦେଶର ସର୍ବବୃହତ ହକି ଷ୍ଟାଡିୟମ ପାଇଁ ପଡିଛି ନିଅ । ମୁଖ୍ୟମନ୍ତ୍ରୀ ଏହି ଷ୍ଟାଡିଅମର ଶୁଭ ପକାଇ ଏହାକୁ ମହାନ ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ନାଁରେ ନାମିତ କରିଛନ୍ତି । ଆଜି ରାଉରକେଲାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କରିବା ଉଦ୍ଦେଶ୍ୟରେ କହିଛନ୍ତି…