Latest Odisha News

BREAKING NEWS

Browsing Category

ରାଉରକେଲା

Rourkela

କୋଏଲ ନଦୀରେ ଭାସିଗଲେ ୬ ନାବାଳକ, ୩ ମୃତ 

ରାଉରକେଲା: କୋଏଲ ନଦୀ ବୈକୁଣ୍ଠ ଘାଟରେ ବଡ଼ ଅଘଟଣ । ଗାଧୋଉଥିବା ବେଳେ ସେକ୍ଟର-୨୦ ନିକଟରେ ୬ ଜଣ ନାବାଳକ ବୁଡ଼ି ଯାଇଛନ୍ତି । ସେମାନଙ୍କ ମଧ୍ୟରୁ ୩ ଜଣ ନାବାଳକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଅଗ୍ନିଶମ ବାହିନୀ ପକ୍ଷରୁ ୩ ଜଣଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାର ୩ ନାବାଳକଙ୍କୁ…

ଦାବି ସତ୍ବେ ରାଉରକେଲା ବିମାନଘାଟିରୁ ଦୈନିକ ଆରମ୍ଭ ହୋଇପାରିନାହିଁ ବିମାନ ସେବା

ରାଉରକେଲା: ପ୍ରତିଶ୍ରୁତି ପାଲଟୁଛି ପାଣିର ଗାର । ବାରମ୍ବାର ଦାବି ସତ୍ବେ ରାଉରକେଲା ବିମାନଘାଟିରୁ ଦୈନିକ ଆରମ୍ଭ ହୋଇପାରିନାହିଁ ବିମାନ ସେବା । ଗତ ତିନି ବର୍ଷ ହେଲା ଉଡାନ ଯୋଜନା ଆରମ୍ଭ ହେବ ବୋଲି ବାରମ୍ବାର ପ୍ରତିଶୃତି ଦିଆଯାଉଛି । ହେଲେ ଆଜି ପର୍ଯ୍ୟନ୍ତ ବିମାନ ଚଳାଚଳ ଆରମ୍ଭ…

ରାଉରକେଲାରୁ ସେକ୍ସ ରାକେଟ ଠାବ, ରାଣୀ ମହୁମାଛି ଗିରଫ

ରାଉରକେଲା: ସେକ୍ସ ରାକେଟ ଚାଲିଥିବା ବେଳେ ଚଢ଼ାଉ କଲା ପୋଲିସ। ରାଣୀ ମହୁମାଛି ସମେତ ୪ଜଣ ଗିରଫ। ରାଉରକେଲା ସେକ୍ଟର-୧୩ରେ ଚଢ଼ାଉ କରି ସେକ୍ସ ରାକେଟ ଠାବ କରିଛି ପୋଲିସ। A-୧୯୧ କ୍ୱାର୍ଟରରେ ଚଢ଼ାଉ କରି ଦୁଇ ମହିଳା ରାଣୀ ମହୁମାଛିଙ୍କୁ ଗିରଫ କରିଛି ସେକ୍ଟର-୧୫ ଥାନା ପୋଲିସ। ଗିରଫ ମହିଳା…

ଷ୍ଟିଲ ସିଟିର ତିନି ସରକାରୀ ଶିକ୍ଷକଙ୍କୁ କରୋନା

ରାଉରକେଲା: ସରକାରୀ ହାଇସ୍କୁଲର ୩ ଶିକ୍ଷକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ୨ ଦିନ ମଧ୍ୟରେ ୩ ଜଣ ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି । ସମସ୍ତ ଶିକ୍ଷକ ଗୋଟିଏ ସ୍କୁଲର ହୋଇଥିବା ଜଣାପଡିଛି । କରୋନା ମହାମାରୀ କାରଣରୁ ଗତ ନଅମାସ ଗହେଲା ସ୍କୁଲ ବନ୍ଦ ରହିଥିବା । ତେବେ…

ରାଉରକେଲା ଗ୍ୟାସ ଲିକ୍ ଡ୍ରାଜେଡି: ତଦନ୍ତ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ରାଉରକେଲା: ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ୍ ଲିକ୍ ଘଟଣାର ତଦନ୍ତ କରିବା ଉଚ୍ଚସ୍ତରୀୟ କମିଟି । ବୋକାରୋ ଷ୍ଟିଲପ୍ଲାଣ୍ଟ ଇଡି ଅତନୁ ଭୌମିକଙ୍କ ନେତୃତ୍ୱରେ ଟିମ୍ ଗଠନ କରିଛି ଷ୍ଟିଲ୍ ଅଥରିଟି ଅଫ ଇଣ୍ଡିଆ । ତଦନ୍ତକାରୀ ଟିମରେ କୋଲକାତା, ଭିଲାଇ, ଦୁର୍ଗାପୁର ଷ୍ଟିଲପ୍ଲାଣ୍ଟ ସିଜିଏମ୍…

RSP ଗ୍ୟାସ ଲିକ୍ ଟ୍ରାଜେଡୀ: ଆଉ ଜଣେ ଅଫିସର ନିଲମ୍ବିତ

ରାଉରକେଲା: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଗ୍ୟାସ ଲିକ ଘଟଣାରେ କାର୍ଯ୍ୟାନୁଷ୍ଠାନ । ସେଫ୍ଟି ବିଭାଗର ଆସିଷ୍ଟାଣ୍ଟ ମ୍ୟାନେଜର ସ୍ମୃତିରଞ୍ଜନ ସାହୁ ନିଲମ୍ବିତ ହୋଇଛନ୍ତି । ତାଙ୍କୁ ଚାକିରିରୁ ନିଲମ୍ବନ କଲେ ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ ସିଇଓ । ଗ୍ୟାସ୍ ଲିକ୍ ଘଟଣାରେ ଏଯାଏ ତିନି ଜଣଙ୍କୁ…

ଆରଏସପି ଗ୍ୟାସ ଲିକ୍ ଘଟଣା: ୨ ଡିଜିଏମ ନିଲମ୍ବିତ

ରାଉରକେଲା: ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ ଲିକ୍ ଯୋଗୁଁ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୨ ଡିଜିଏମଙ୍କୁ ନିଲମ୍ବିତ କରାଯାଇଛି । । କାର୍ଯ୍ୟରେ ଅବହେଲା ପାଇଁ ଏମାନଙ୍କୁ ନିଲମ୍ବିତ କରାଯାଇଛି । ନିଲମ୍ବିତ ଦୁଇ ଅଧିକାରୀ ହେଲେ ଇଏମ୍‌ଡି ବିଭାଗର ଗୋପବନ୍ଧୁ ବାରିକ ଓ ସିସିଡି ମେକାନିକାଲର…

RSP ଗ୍ୟାସ୍ ଲିକ୍ ଟ୍ରାଜେଡି: ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି, ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ

ରାଉରକେଲା: ରାଉରକେଲା ଇସ୍ପାତ କାରଖାନାରେ ଗ୍ୟାସ୍ ଲିକ୍‌ ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି । ଚିକିତ୍ସାଧୀନ ଅବସ୍ଥାରେ ଆଉ ଦୁଇ ଜଣ ଠିକା କର୍ମଚାରୀଙ୍କ ମୃତ୍ୟୁ ହୋଇଛି । ପୂର୍ବରୁ ଦୁଇ ଜଣ ପ୍ରାଣ ହରାଇଥିଲେ । ଗ୍ୟାସ ଲିକ୍ ଯୋଗୁ ୧୦ ଜଣ ଠିକା କର୍ମଚାରୀ ଅସୁସ୍ଥ ହୋଇଥିଲେ ।…

ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ ଲିକ୍‍, ୨ କର୍ମଚାରୀ ମୃତ

ରାଉରକେଲା: ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ ଲିକ୍‍ । କୋଲ କେମିକାଲ ଡିପାର୍ଟମେଣ୍ଟରେ ଗ୍ୟାସ ଲିକ ହୋଇଥିବା ସୂଚନା ମିଳିଛି । ଏଥିରେ  ୨ କର୍ମଚାରୀ ମୃତ୍ୟୁବରଣ କରିଛନ୍ତି । ଆଇଜିଏଚ୍ ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କର ମୃତ୍ୟୁ ହୋଇଛି । ଆଉ ୨ ଜଣଙ୍କ ଅବସ୍ଥା ଗୁରୁତର…

ରାଉରକେଲା ମିନି ବସ୍ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି

ରାଉରକେଲା: ଡିଭାଇଡରରେ ପିଟି ହୋଇ ମିନି ବସ୍ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି ପାଇଛି । ଆଉ ଦୁଇ ଜଣ ଆହତ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । ପୂର୍ବରୁ ଜଣଙ୍କର ମୃତ୍ୟୁ ହୋଇଥିଲା । ଦୁର୍ଘଟଣାରେ ଆହତ ହୋଇଛନ୍ତି ୬ ଜଣ । ଆହତମାନଙ୍କର ରାଉରକେଲା ଆର୍‌ଜିଏଚ୍‌ରେ ଚିକିତ୍ସା…