Latest Odisha News

BREAKING NEWS

Browsing Category

ସମ୍ବଲପୁର

Sambalpur

୨୪୦୦ ବୋତଲ କଫ୍ ସିରଫ୍ ଜବତ, ୧୨ ଗିରଫ

ସମ୍ବଲପୁର: ଜବତ ହୋଇଛି ବିପୁଳ ପରିମାଣର କଫ୍‌ ସିରପ୍‌। ସମ୍ବଲପୁରରେ ପୁଣି ଥରେ ବିପୁଳ ପରିମାଣର ନିଷିଦ୍ଧ କଫ୍‌ସିରପ ଜବତ ହୋଇଛି। ହିରାକୁଦ ଥାନା ପୋଲିସ ଦ୍ୱାରା ବୁଧବାର ୨୪୦୦ ନିଷିଦ୍ଧ କଫ୍‌ ସିରପ୍‌ ଜବତ ହୋଇଛି। ଏହାସହ ସମ୍ପୃକ୍ତ ୧୨ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ବୁଧବାର…

ନୂଆଁଖାଇ: ମା’ ସମଲେଶ୍ୱରୀ ଓ ପାଟଣେଶ୍ୱରୀଙ୍କ ନିକଟରେ ଲାଗି ହେଲା ନବାନ୍ନ

ସମ୍ବଲପୁର: ଆଜି ପଶ୍ଚିମ ଓଡିଶା ଗଣପର୍ବ ନୂଆଁଖାଇ । ଉତ୍ସବମୁଖର ପୁର ପଲ୍ଲୀ । ଏହି ଅବସରରେ ଆଜି ଅମୃତ ବେଳାରେ ଇଷ୍ଟ ଦେବୀ ମା' ସମଲେଇଙ୍କ ଠାରେ ଲାଗି ହୋଇଛି ନବାନ୍ନ । ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ନିକଟରେ ସକାଳ ୯.୧୨ ରୁ…

ହୀରାକୁଦ ଖୋଲିଲା ଆଉ ୪ ଗେଟ୍

ସମ୍ବଲପୁର: ଆଉ ୪ଟି ଗେଟ୍ ଖୋଲିଲା ହୀରାକୁଦ । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଆହୁରି ୪ଟି ଗେଟ୍ ଖୋଲିଛନ୍ତି କର୍ତ୍ତୃପକ୍ଷ । ବର୍ତ୍ତମାନ ମୋଟ ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ କରୁଛି ହୀରାକୁଦ ।

‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ସମ୍ବଲପୁରୀ ଶାଢୀ, କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ 

ନୂଆଦିଲ୍ଲୀ: ଆଜି ୧୧୨ତମ  'ମନ୍ କି ବାତ୍' କାର୍ଯ୍ୟକ୍ରମରେ ସାରା ଦେଶ ବାସୀଙ୍କୁ ଉଦ୍ବୋଧନ ଦେଇଛନ୍ତି ମୋଦି । ଏବେ ଅଲିମ୍ପିକ ଚାଲିଥିବାରୁ ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସାରା ଦୁନିଆରେ ପ୍ୟାରିସ୍‌ ଅଲିମ୍ପିକ୍‌କୁ ନେଇ ଚର୍ଚ୍ଚା ବୋଲି କହିଛନ୍ତି । ଦେଶବାସୀଙ୍କୁ…

ସମ୍ବଲପୁରରେ ରେଳ ଫ୍ଲାଏଓଭର ପ୍ରକଳ୍ପ ପାଇଁ ୨୮୮.୬୧ କୋଟି ଟଙ୍କା ଅନୁମୋଦନ

ସମ୍ବଲପୁର: ସମ୍ବଲପୁର ଷ୍ଟେସନରୁ ସମ୍ବଲପୁର ସିଟି ଷ୍ଟେସନକୁ ରେଳ ଚଳାଚଳ କ୍ଷେତ୍ରରେ ପ୍ରତିବନ୍ଧକ ଦୂର କରିବା ଉଦେଶ୍ୟରେ 8.10 କିଲୋମିଟର ଦୂରତା ବିଶିଷ୍ଟ ଏକ ରେଳ ଫ୍ଲାଏଓଭର ନିର୍ମାଣ ପାଇଁ ରେଳ ମନ୍ତ୍ରଣାଳୟ ୨୮୮.୬୧ କୋଟି ଟଙ୍କା ମଞ୍ଜୁର କରିଛି। ସୁଗମ ଟ୍ରେନ ଚଳାଚଳ ହେବ- ରେଳ…

ଚଳିତବର୍ଷ ମହରମରେ ହେବନାହିଁ ଶୋଭାଯାତ୍ରା, ସମ୍ୱଲପୁରରେ ଲାଗିଲା କଟକଣା

ସମ୍ବଲପୁର: ଚଳିତବର୍ଷ ମହରମରେ ହେବନାହିଁ ଶୋଭାଯାତ୍ରା। ଧାର୍ମିକ ଶୋଭାଯାତ୍ରା ପାଇଁ ସମ୍ୱଲପୁରରେ ଲାଗିଲା କଟକଣା। ନିଜ ନିଜ ସାହି ବା ପଡା ଭିତରେ ସ୍ଥାନୀୟ ଲୋକେ ପାଳିବେ ପର୍ବ। ଉତରାଞ୍ଚଳ ଆଇଜିଙ୍କ ମହରମ କମିଟି, ହିନ୍ଦୁ ପକ୍ଷ , ମୁସଲିମ ପକ୍ଷଙ୍କୁ ନେଇ ବୈଠକ ପରେ ନିଆଯାଇଛି ନିଷ୍ପତ୍ତି।…

ସମ୍ବଲପୁରରୁ ହଟିଲା ଧାର୍ମିକ ଶୋଭାଯାତ୍ରା କଟକଣା, ଗତବର୍ଷ ହନୁମାନ ଜୟନ୍ତିରେ ଲାଗିଥିଲା

ସମ୍ବଲପୁର: ସମ୍ବଲପୁରରୁ ହଟିଲା ଧାର୍ମିକ ଶୋଭାଯାତ୍ରା କଟକଣା। ଏକ ବର୍ଷ ପାଇଁ ଧାର୍ମିକ ଶୋଭାଯାତ୍ରା ଉପରେ ଲାଗିଥିବା କଟକଣାକୁ ହଟାଇଛି ସମ୍ବଲପୁର ଜିଲ୍ଲା ପ୍ରଶାସନ । ଆଗକୁ ଆସୁଥିବା ମହରମ୍ ପର୍ବକୁ ଦୃଷ୍ଟିରେ ରଖି କଟକଣା ହଟାଇଛି ପ୍ରଶାସନ । ଗତ ବର୍ଷ ହନୁମାନ ଜୟନ୍ତୀ ପାଳନ ବେଳେ…

ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ସ୍ଥାୟୀ ପଟ୍ଟା

ସମ୍ବଲପୁର: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ସ୍ଥାୟୀ ପଟ୍ଟା। ଡିସି ପଟ୍ଟା ପାଇଥିବା ହୀରାକୁଦ ବିସ୍ଥାପିତ ବୁଡ଼ି ଅଞ୍ଚଳବାସୀଙ୍କୁ ମିଳିବ ସ୍ଥାୟୀ ପଟ୍ଟା। ଏନେଇ ସୂଚନା ଦେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ଡିସେମ୍ବର ସୁଦ୍ଧା…

୨୪ ନିର୍ବାଚନରେ ପାଣ୍ଡିଆନ ହେବେ ମୁଖ୍ୟମନ୍ତ୍ରୀ; ଗିରିରାଜ ସିଂ

ସମ୍ବଲପୁର:  ନିର୍ବାଚନୀ ମହାସମରରେ ପୂରା ଆକ୍ସନ ମୋଡରେ ବିଜେପି ନେତା । ଜଣଙ୍କ ପରେ ଜଣେ କେନ୍ଦ୍ରୀୟ ବିଜେପି ନେତା ଓଡିଶା ଆସି ନବୀନ ସରକାରଙ୍କୁ କରିଛନ୍ତି ନିଶାନା । ଏଥର ଡବଲ ଇଞ୍ଜିନ ସରକାର ନାରାରେ ବିଜେଡି ସରକାର ହଟିବ ବୋଲି ଦୃଢୋକ୍ତି କରୁଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀଙ୍କ…

ହୀରାକୁଦ ଅଞ୍ଚଳରେ କାୟା ବିସ୍ତାର କରୁଛି ଝାଡାବାନ୍ତି, କାରଣ ଖୋଜିବାକୁ ପହଞ୍ଚିଲେ ଡାକ୍ତରୀ ଦଳ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ହୀରାକୁଦ ଅଞ୍ଚଳରେ କାୟା ବିସ୍ତାର କରୁଛି ଝାଡାବାନ୍ତି । ବର୍ତ୍ତମାନ ସୁଦ୍ଧା ୧୩୧ ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ୨ଜଣଙ୍କ ଜୀବନ ଯାଇଛି । କିଛି ଆକ୍ରାନ୍ତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମନାଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର…