Latest Odisha News

BREAKING NEWS

Browsing Category

ସମ୍ବଲପୁର

Sambalpur

ହୀରାକୁଦ ଅଞ୍ଚଳରେ ବ୍ୟାପିଛି ଝାଡାବାନ୍ତି, ଜଣେ ମୃତ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ହୀରାକୁଦ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି । ଝାଡ଼ାବାନ୍ତିରେ ଆକ୍ରାନ୍ତରେ ଏଯାବତ୍ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୭ଜଣ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ଜଣଙ୍କ ସ୍ଥିତି ଗୁରୁତର ରହିଛି । ସେମାନଙ୍କୁ ବୁର୍ଲା ଭିମସାରକୁ ସ୍ଥାନାନ୍ତରିତ…

ଭିମସାରରେ ଉତ୍ତେଜନା, ଡାକ୍ତରୀ ଛାତ୍ର ଓ ସୁରକ୍ଷାକର୍ମୀ ପିଟାପିଟି

ସମ୍ବଲପୁର: ପୁଣି ବିବାଦରେ ସମ୍ବଲପୁର ବୁର୍ଲା ଭୀମସାର ମେଡିକାଲ କଲେଜ । ବୁର୍ଲା ଭୀମସାରରେ ଡାକ୍ତରୀ ଛାତ୍ର ଓ ସୁରକ୍ଷା କର୍ମୀଙ୍କ ମଧ୍ୟରେ ତୁମୁଳକାଣ୍ଡ। ଏଥିରେ ଜଣେ ପିଜି ଛାତ୍ର ଆହତ ହୋଇଥିବା ବେଳେ ଜଣେ ସିକ୍ୟୁରିଟି ଗାର୍ଡ ମଧ୍ୟ ଆହତ ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ ଏକ ବେସରକାରୀ…

ସମ୍ବଲପୁର କୁଚିଣ୍ଡାରେ ଅଜଣା ଗାଡି ଧକ୍କାରେ ଦୁଇ ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକ

ସମ୍ବଲପୁର: ସମ୍ବଲପୁର କୁଚିଣ୍ଡା ଥାନା ପାରୁଆଭାଡି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଆଜି ସକାଳେ ଅଜଣା ଗାଡି ଧକ୍କାରେ ଦୁଇ ଜଣ ଙ୍କର ମୃତ୍ୟୁ ଘଟିଛି  । ମୃତକ ପାରୁଆଭାଡି ଗାଁର ମୁକ୍ତେଶ୍ବର ଧାନ  ଏବଂ ପଣ୍ଡରୀକଟା ଗାଁର ଦଧି ଦର୍କା ବୋଲି ଜଣାପଡିଛି । ସୂଚନା ମୂତାବକ ଏମାନେ ଦୁଇ ଜଣ ଆଜି…

କମୁଛି ହୀରାକୁଦର ଜଳସ୍ତର: ବନ୍ଦ ହେଲା ୧୦ଟି ଗେଟ୍

ସମ୍ବଲପୁର: ଉପରମୁଣ୍ଡରେ କମିଛି ବର୍ଷା । ମହାନଦୀରେ ଖସୁଛି ଜଳସ୍ତର । ହୀରାକୁଦକୁ କମିଛି ଜଳ ପ୍ରବେଶ । ବନ୍ଦ ହେଲା ଜଳଭଣ୍ଡାରର ୧୦ଟି ଗେଟ୍ । ପୂର୍ବରୁ ୨୦ଟି ସୁଇସ୍ ଗେଟ୍ ଦେଇ ହୀରାକୁଦରୁ ବନ୍ୟା ପାଣି ନିଷ୍କାସିତ ହେଉଥିଲା । ଏବେ ମାତ୍ର ୧୦ଟି ଗେଟ୍ ଖୋଲା ରହିଛି । ଡ୍ୟାମ୍ ବାମପଟର ୭ଟି ଓ…

କମୁଛି ହୀରାକୁଦ ଜଳସ୍ତର: ଟଳିଲା ବନ୍ୟା ବିପଦ

ସମ୍ବଲପୁର ; କମୁଛି ହୀରାକୁଦ ଜଳସ୍ତର । ହୀରାକୁଦ ଜଳଭଣ୍ଡାରରେ ବର୍ତ୍ତମାନ ୨୦ଟି ଗେଟ ଖୋଲା ରହିଛି । ବର୍ତ୍ତମାନ ହୀରାକୁଦ ଜଳସ୍ତର ୬୨୦ ଫୁଟ ତଳକୁ ଖସିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୧ଲକ୍ଷ ୭୫ହଜାର କ୍ୟସେକ ଜଳ ପ୍ରବେଶ କରୁଥିବା ବେଳେ ୩ଲକ୍ଷ ୫୦ହଜାର ଜଳ ନିଷ୍କାସିତ ହେଉଛି ।…

ପଶ୍ଚିମ ଓଡ଼ିଶା ପାଳୁଛି ସମ୍ବଲପୁରୀ ଦିନ୍

ସମ୍ବଲପୁର: ଆଜି ପଶ୍ଚିମ ଓଡ଼ିଶା ପାଳୁଛି ସମ୍ବଲପୁରୀ ଦିନ୍ । ଭାଷା ସାହିତ୍ୟର ପୁରୋଧା ସତ୍ୟନାରାୟଣ ବହିଦାରଙ୍କ ଜନ୍ମଦିନକୁ ସମ୍ବଲପୁରୀ ଦିନ ଭାବରେ ପାଳନ କରୁଛନ୍ତି ପଶ୍ଚିମ ଓଡ଼ିଶାବାସୀ । ସମ୍ବଲପୁରୀ ପୋଷାକ ସହ ଜମୁଛି ନାଚ ଗୀତର ଆସର । ଆଜି ଦିନରେ ସମ୍ବଲପୁରୀ ଖାଇବା ସାଙ୍ଗକୁ ନୃତ୍ୟ…

ଲଗାଣ ବର୍ଷା କାରଣରୁ ବଢୁଛି ହୀରାକୁଦ ଜଳସ୍ତର: ଖୋଲିଲା ଆଉ ୪ଟି ଗେଟ

ସମ୍ବଲପୁର: ଲଗାଣ ବର୍ଷା କାରଣରୁ ବଢୁଛି ହୀରାକୁଦ ଜଳସ୍ତର । ଗତକାଲି ୮ଟି ଗେଟ ଖୋଲିଥିବାବେଳେ ଆଜି ଆଉ ଚାରୋଟି ଗେଟ ଖୋଲାଯାଇଛି ।  ଫଳରେ ଏବେ  ମୋଟ ୧୨ଟି ଗେଟ ଦେଇ ହୀରାକୁଦରୁ ବନ୍ୟାଜଳ ନିଷ୍କାସନ ହେଉଛି । ଉପରମୁଣ୍ଡରେ ବର୍ଷା ଲାଗି ରହିଛି । ମହାନଦୀ ଜଳସ୍ତର ବୃଦ୍ଧି ପାଇବା ସହ…

ହୀରାକୁଦ ଛାଡ଼ିଲା ପ୍ରଥମ ବନ୍ୟାଜଳ: ୫ ଟି ଗେଟ୍ ଦେଇ ହେବ ଜଳ ନିଷ୍କାସନ

ସମ୍ବଲପୁର: ରାଜ୍ୟରେ ଅଧିକାଂଶ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଲାଗି ରହିଥିବା ବେଳେ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାମଧ୍ୟରେ ଆଜି ଖୋଲା ଯାଇଛି ହୀରାକୁଦ ଗେଟ । ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପାରମ୍ପାରିକ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇ ହୀରାକୁଦ…

୫ ମହାନଗରର ବସ୍ତି ବାସିନ୍ଦାଙ୍କୁ ମିଳିବ ଜମି ପଟ୍ଟା, ଡ୍ରୋନ୍‌ ସର୍ଭେକୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ରାଜ୍ୟର ୫ଟି ମହାନଗର ନିଗମର ବସ୍ତି ବାସନ୍ଦାଙ୍କୁ ମିଳିବ ଜମି ପଟ୍ଟା। ଏହି କ୍ରମରେ ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳର ବସ୍ତି ବାସିନ୍ଦାଙ୍କୁ ‘ଜାଗା ମିଶନ୍‌’ ଜରିଆରେ ଜମିପଟ୍ଟା ପ୍ରଦାନ କରାଯିବ। ପ୍ରଥମେ ଡ୍ରୋନ୍‌ ସର୍ଭେ କାର୍ଯ୍ୟ ହେବ। ଗୁରୁବାର ଏହି କାର୍ଯ୍ୟକୁ ୫ଟି…

ଆଜି ଖୋଲିବ ହୀରାକୁଦ ଗେଟ୍ । ଦିନ ୧୧ଟାରେ ପର୍ଯ୍ୟାୟକ୍ରମେ ୫ଟି ଗେଟ୍ ଖୋଲିବ

ସମ୍ବଲପୁର :  ଆଜି ଖୋଲିବ ହୀରାକୁଦ ଗେଟ୍ । ଦିନ ୧୧ଟାରେ ପର୍ଯ୍ୟାୟକ୍ରମେ ୫ଟି ଗେଟ୍ ଖୋଲିବ । ପ୍ରଥମେ ୭ନଂ ଗେଟ୍ ଖୋଲାଯିବ । ମହାନଦୀ ତଟବର୍ତ୍ତୀ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ୨୦୨୧ ମସିହା ଜୁଲାଇ ୧୧ ତାରିଖ ଦିନ ଗତ ବର୍ଷର ପ୍ରଥମ ବନ୍ୟାଜଳ…