Latest Odisha News
Browsing Category

ସମ୍ବଲପୁର

Sambalpur

ଭିଜିଲାନ୍ସ ପଞ୍ଝାରେ ଆରଆଇ, ୯ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ

ସମ୍ବଲପୁର : ଭିଜିଲାନ୍ସ ଜାଲରେ ଆରଆଇ । ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ସମ୍ବଲପୁର ଜମନକିରା ଆରଆଇ ମନୋଜ ମହାନନ୍ଦ । ସେ ଜମି ବିଭାଜନ କାମ ପାଇଁ ୯ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଭିଜିଲାନ୍ସ ବିଭାଗ ତାଙ୍କ ଠାରୁ ଲାଞ୍ଚ ଟଙ୍କା…

ରେଳ ଧାରଣାରୁ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ହୀରାକୁଦ ଷ୍ଟେସନ ନିକଟରେ ଅଘଟଣ । ଷ୍ଟେସନ ନିକଟ ଏ . କଟାପାଲି ଓଭରବ୍ରିଜ ତଳେ ରେଳ ଧାରଣାରୁ ଖଣ୍ଡ ବିଖଣ୍ଡିତ ଅବସ୍ଥାରେ ଯୁବକ ଯୁବତୀଙ୍କ ମୃତ ଦେହ ଉଦ୍ଧାର ହୋଇଛି । ଟ୍ରେନରେ କଟି ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା କରିଛନ୍ତି । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ…

ପ୍ରତିଶ୍ରୁତି ରଖିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ: ପୁଣି ଚାଲିଲା ସମ୍ବଲପୁର-ପୁରୀ ଇଣ୍ଟରସିଟି

ସମ୍ବଲପୁର: ଆଜିଠାରୁ ସମ୍ବଲପୁର-ପୁରୀ ଇଣ୍ଟରସିଟି ପୁନଃ ଚଳାଚଳ କରିଥିବା ଜଣାଯାଇଛି । ଏହା ୧୦ ତାରିଖ  ସକାଳ ୬ଟାରେ ସମ୍ବଲପୁର ଷ୍ଟେସନରୁ ଛାଡ଼ିଛି। କୋଭିଡ ପାଇଁ ଦୀର୍ଘ ଦିନରୁ ବନ୍ଦ ଥିଲା ସମ୍ବଲପୁର-ପୁରୀ ଇଣ୍ଟରସିଟିର ପୁନଃ ଚଳାଚଳ ଲାଗି ବେଶ୍ କିଛି ଦିନ ହେବ ଦାବି ହେଉଥିଲା। ଏହାଛଡ଼ା…

ବୁର୍ଲା ମେଡ଼ିକାଲରେ ଚିକିତ୍ସାଧୀନ ରୋଗୀଙ୍କ ସମ୍ପର୍କୀୟଙ୍କୁ ହତ୍ୟା

ସମ୍ୱଲପୁର: ରୋଗୀଙ୍କର ସମ୍ପର୍କୀୟଙ୍କୁ ହତ୍ୟା ଅଭିଯୋଗ । ସମ୍ୱଲପୁର ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ରୋଗୀଙ୍କ ସମ୍ପର୍କୀୟଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । କିଛି କାମରେ ହସ୍ପିଟାଲ ବାହାରକୁ ଯାଇଥିବାବେଳେ ଏହି ଘଟଣା ଘଟିଛି । ତେବେ ଲୁଟ୍ ଉଦ୍ଦେଶ୍ୟରେ କେହି ତାଙ୍କୁ ହତ୍ୟା…

ଦୁଇ ଦିନିଆ ଭାରତ ବନ୍ଦ ପାଇଁ ୨ ଦିନ ଘୁଞ୍ଚିଲା ସମସ୍ତ ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ଦୁଇ ଦିନିଆ ଭାରତ ବନ୍ଦ । କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ସଂଗଠନ ପକ୍ଷରୁ୧୨ ଦଫା ଦାବି ନେଇ ଆଜି ଓ ଆସନ୍ତାକାଲି ଦୁଇ ଦିନ ପାଇଁ ଭାରତ ବନ୍ଦ ଡାକରା ଦିଆଯାଇଛି । ଭାରତ ବନ୍ଦକୁ ଦୃଷ୍ଟିରେ ରଖି ବିଭିନ୍ନ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଦୁଇ ଦିନ ପାଇଁ ପରୀକ୍ଷାକୁ ଘୁଞ୍ଚାଇ…

ପୁଣି ଜନ୍ମ ନେଲେ ଯୋଡ଼ା ଶିଶୁକନ୍ୟା

ସମ୍ବଲପୁର: ପୁଣି ଜନ୍ମ ନେଲେ ଯୋଡ଼ା ଶିଶୁ । ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜନ୍ମ ନେଇଛନ୍ତି ଯୋଡା ଶିଶୁକନ୍ୟା । ରେଙ୍ଗାଲି ଅଞ୍ଚଳର ଦମ୍ପତ୍ତିଙ୍କର ଏଭଳି ଯୋଡା ଶିଶୁ ଜନ୍ମ ହୋଇଛନ୍ତି । ଯୋଡ଼ା ଶିଶୁକନ୍ୟା ଜନ୍ମରୁ ଆରମ୍ଭ ହୋଇଛି ଯନ୍ତ୍ରଣା । ସମ୍ବଲପୁର ଜିଲ୍ଲାରେ ଏହା ପ୍ରଥମ…

ଶିଶୁକନ୍ୟାକୁ ହତ୍ୟା ପରେ କଟାମୁଣ୍ଡ ଧରି ଗାଁରେ ବୁଲିଲା ଯୁବକ

ସମ୍ବଲପୁର  : ଶିଶୁକନ୍ୟାକୁ ହତ୍ୟା ପରେ କଟାମୁଣ୍ଡ ଧରି ଗାଁରେ ବୁଲିଲା ଯୁବକ। ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଜମନକିରା ଥାନା ଅନ୍ତର୍ଗତ କସଡ଼ା ଗାଁରେ ଯୁବକଙ୍କ ଏଭଳି ଉନ୍ମତ୍ତ କାଣ୍ଡ ଦେଖିବାକୁ ମିଳିଛି । ୮ ବର୍ଷର ଶିଶୁକନ୍ୟାକୁ ଗଳାକାଟି ନୃଶଂସ ଭାବେ ହତ୍ୟା କରିଥିଲା ଯୁବକ । ଏହା ପରେ…

ସମଲେଶ୍ବରୀ ମନ୍ଦିର ବିକାଶ କାମର ସମୀକ୍ଷା: ସମ୍ବଲପୁରରେ 5-T ସଚିବ ଓ ମୁଖ୍ୟ ଶାସନ ସଚିବ

ସମ୍ବଲପୁର: ସମଲେଶ୍ବରୀ ମନ୍ଦିର ବିକାଶ କାମର ସମୀକ୍ଷା  । ମନ୍ଦିର ବିକାଶ କାମର ସମୀକ୍ଷା ଲାଗି ସମ୍ବଲପୁରରେ ୫ଟି ସଚିବ ଭି.କେ ପାଣ୍ଡିଆନ୍ ଓ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପ୍ରମୁଖ ପହଞ୍ଚିଛନ୍ତି । ଏଦୁଇ ବରିଷ୍ଠ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ…

ହୋଲିରେ ଅଘଟଣ : ଖର୍ଲା ନଦୀରେ ବୁଡିଗଲେ ୨ଜଣ ଶ୍ରମିକ ,ଜଣଙ୍କ ମୃତଦେହ ଉଦ୍ଧାର

ସମ୍ବଲପୁର : ହୋଲିରେ ବଡ ଧରଣର ଅଘଟଣ । କୁଚିଣ୍ଡା ଖର୍ଲା ନଦୀରେ ଗାଧୋଇଲା ବେଳେ ବୁଡି ଗଲେ ଦୁଇ ଜଣ ସାଙ୍ଗ । ହୋଲି ଖେଳ ସାରି ନଦୀକୁ ଗାଧୋଇବାକୁ ଯାଇଥିଲେ ।ହେଲେ ହଠାତ୍ ଗୋଡ ଖସିଯିବାରୁ ଦୁଇଜଣ ବୁଡି ଯାଇଛନ୍ତି ।  ପରେ ଘଟଣା ସ୍ଥଳରୁ ଜଣଙ୍କ ମୃତ ଦେହ ଉଦ୍ଧାର କରାଯାଇଛି ।ଅନ୍ୟ ଜଣେ ଏବେ…

ଦୁର୍ଘଟଣା ପରେ ଲଙ୍କାକାଣ୍ଡ

ସମ୍ୱଲପୁର: ସମ୍ବଲପୁର ଜିଲ୍ଲା ଜାତୀୟ ରାଜପଥର ୫୩ରେ ସର୍ଲାପାଲି ଛକ ନିକଟରେ ଦୁର୍ଘଟଣା । ମର୍ଣ୍ଣିଂୱାକରେ ଯିବା ବେଳେ ବରିଷ୍ଠ ଆଇନଜିବୀଙ୍କ ଉପରେ ଅଙ୍ଗୁର ବୋଝେଇ ଟ୍ରକ୍‌ ମାଡ଼ି ଗଲା । ମୃତକଙ୍କ ନାଁ ଉମେଶ ଚନ୍ଦ୍ର ପ୍ରଧାନ ଓ ଘର ସାକ୍ଷୀପଡ଼ାରେ । ଦୁର୍ଘଟଣା ପରେ ଟ୍ରକ୍ ଛାଡ଼ି ଡ୍ରାଇଭର…