Latest Odisha News

BREAKING NEWS

Browsing Category

କଟକ

Cuttack

ବିକଶିତ ଭାରତ ପାଇଁ ବିଶ୍ଵବନ୍ଧୁ ହେବା ଜରୁରୀ: ଜୟଶଙ୍କର

କଟକ: ଦୁଇ ଦିନିଆ ଓଡିଶା ଗସ୍ତରେ ଅଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର । ଓଡିଶାରେ ଆଜି ତାଙ୍କର ଦ୍ଵିତୀୟ ଦିନ ଥିବାବେଳେ ସେ ଆଜି କଟକ ଗସ୍ତରେ ଅଛନ୍ତି । କଟକରେ ଆୟୋଜିତ ଏକ ବୁଦ୍ଧିଜୀବୀ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି ଏସ. ଜୟଶଙ୍କର । ଏହି ପରିପ୍ରେକ୍ଷୀରେ ଏସ. ଜୟଶଙ୍କର କହିଛନ୍ତି…

ବିଧାୟକ ପ୍ରାର୍ଥୀଙ୍କ ରାଲି ବେଳେ ମାଡିଗଲା ଟ୍ରକ୍, ୩ ଆହତ

ବଡମ୍ବା: ବିଧାୟକ ପ୍ରାର୍ଥୀଙ୍କ ରାଲି ବେଳେ ମାଡିଗଲା ଟ୍ରକ୍‌ । ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ, ବଡମ୍ବା ଟାଉନ ନିକଟରେ ମଙ୍ଗଳବାର ବିଜେଡି ବିଧାୟକ ଦେବୀ…

ନିର୍ଦ୍ଧିଷ୍ଟ କିଛି ଲୋକଙ୍କୁ ନେଇ ସରକାର ଚଳାଉଛନ୍ତି ନବୀନ: ରାହୁଲ

କଟକ: ଓଡ଼ିଶାରେ ରାହୁଲ ଗାନ୍ଧି । ଓଡ଼ିଶାରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁରରେ ପହଞ୍ଚି ମଧୁବାବୁଙ୍କ ଜନ୍ମଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ରାହୁଲ । ସେଠାରେ କିଛି ସମୟ ସ୍ମୃତିଚାରଣ କରିବା ପରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି…

ମହମ୍ମଦ ମୋକିମଙ୍କୁ ହାଇକୋର୍ଟ ଝଟକା, ରାୟ କାଏମ୍

କଟକ: ମହମ୍ମଦ ମୋକିମଙ୍କୁ ହାଇକୋର୍ଟଙ୍କ ବଡ ଝଟକା । ଓଏଚଆଡିସି ଋଣ ଦୁର୍ନୀତି ମାମଲାରେ ନିମ୍ନ ଅଦାଲତଙ୍କ ରାୟକୁ କାଏମ ରଖିଲେ ହାଇକୋର୍ଟ । ମହମ୍ମଦ ମୋକିମ୍‌ଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ । ମୋକିମ୍‌ଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଥିଲେ ନିମ୍ନ ଅଦାଲତ । ଏହି ରାୟକୁ କାଏମ ରଖିଲେ…

ନନ୍ଦନକାନନରୁ ଆସିଲା ଖୁସି ଖବର, ମା’ ହେଲା ଏସୀୟ ସିଂହୀ ରେବା

ବାରଙ୍ଗ; ନନ୍ଦନକାନନରୁ ଆସିଲା ଖୁସି ଖବର । ମା' ହେଲା ଏସୀୟ ସିଂହୀ ରେୱା । ସିଂହୀ ରେୱା ଗର୍ଭରୁ ୩ ଶାବକ ଜନ୍ମ ନେଇଛନ୍ତି। ଯାହାକୁ ନେଇ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖୁସିର ବାତାବରଣ ଖେଳିଯାଇଛି । ରେୱା ଦ୍ୱିତୀୟ ଥର ପାଇଁ ମା’ ହୋଇଛି । ରେୱା ପ୍ରଥମ ଥର ପାଇଁ ୨୦୨୩ ମସିହା …

ଚିକିତ୍ସାଧୀନ ଅବସ୍ଥାରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ

କଟକ: ଚିକିତ୍ସାଧୀନ ଅବସ୍ଥାରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ । ଜେଲ୍ ରେ ଫାଶୀ ଲଗାଇ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ କଟକର ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ଆଜି ପ୍ରାଣ ହରାଇଛନ୍ତି କଏଦି ଜଣଙ୍କ ।…

ଲାଞ୍ଚ ନେଇ ଧରାପଡ଼ିଥିଲେ ସରକାରୀ ବାବୁ, ଜେଲଦଣ୍ଡ ଶୁଣାଇଲେ ଭିଜିଲାନ୍ସ କୋର୍ଟ

କଟକ: ଲାଞ୍ଚ ନେବା ମାମଲାରେ ସରକାରୀ ବାବୁଙ୍କୁ ଦଣ୍ଡାଦେଶ ଶୁଣାଇଲେ କଟକ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ । ୮ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଗିରଫ ହୋଇଥିଲେ କୁଜଙ୍ଗ ତହସିଲର ଆରଆଇ ସୁବାସ ଚନ୍ଦ୍ର ଦାସ । ଘରବାରି ପଟ୍ଟା କରାଇଦେବା ନାମରେ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ବିଶ୍ଵପ୍ରସିଦ୍ଧ କଟକର ରୂପା ତାରକସି କାମକୁ ମିଳିଲା ଜିଆଇ ମାନ୍ୟତା

କଟକ: କଟକବାସୀଙ୍କ ପାଇଁ ଖୁସି ଖବର । ବିଶ୍ଵପ୍ରସିଦ୍ଧ କଟକର ରୂପା ତାରକସି କାମକୁ ମିଳିଲା ଜିଆଇ ମାନ୍ୟତା । ଚେନ୍ନାଇ ଭିତ୍ତିକ ଜିଓଗ୍ରାଫିକାଲ ଇଣ୍ଡିକେସନ ରେଜିଷ୍ଟ୍ରିରୁ ଏହି ସୂଚନା ମିଳିଛି । ଏହାକୁ ମିଶାଇ ବର୍ତ୍ତମାନ ଓଡିଶାର ଜିଆଇ ତାଲିକା ୨୬କୁ ବୃଦ୍ଧି ପାଇଛି । ୨୦୨୧ ମସିହା…

ଲାଂଚ ନେଇ ଧରାପଡ଼ିଲେ ଏଏସଆଇ

କଟକ: ଲାଂଚ ନେବା ପଡ଼ିଲା ମହଙ୍ଗା । ଭିଜିଲାନ୍ସ ହାତରେ ଧରାପଡ଼ିଲେ କଟକ  ଭଦ୍ରେଶ୍ବର ଥାନା ଏଏସଆଇ ଆଲୋକ ଷଡ଼ଙ୍ଗୀ । ଥାନା ପରିସରରେ ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ । ଏକ ମାମଲାର ଦଫା କୋହଳ ପାଇଁ  ଏଏସଆଇ ଆଲୋକ ଲାଞ୍ଚ ଲାଂଚ ନେଉଥିବା ବେଳେ ଭିଜିଲାନ୍ସ…

ମାହାଙ୍ଗା: ନେତା, କର୍ମୀ ଏବେ କଂଗ୍ରେସ ମୁହାଁ, ଅସନ୍ତୁଷ୍ଟ ବିଜେଡି-ବିଜେପି ନେତା!

ମାହାଙ୍ଗା: ଆସନ୍ତା ନିର୍ବାଚନ ପାଇଁ ରାଜନୀତି ବେଶ୍ ସରଗରମ୍ । ଭୋଟରଙ୍କୁ ମନାଇବାକୁ ପ୍ରସ୍ତୁତ ହୋଇଗଲେଣି ନେତା । କିଏ ପଦ୍ମ ଛାଡ଼ି ହାତ ଧରୁଛି, ଆଉ କିଏ ହାତ ଛାଡ଼ି ପଦ୍ମ ଆଉ ଶଙ୍ଖକୁ ବାଛି ନେଉଛନ୍ତି । ସବୁବେଳେ ରାଜନୀତିକୁ ନେଇ ଚର୍ଚ୍ଚାରେ ରହିଛି ମାହାଙ୍ଗା । ଏବେ ମାହାଙ୍ଗା…