Latest Odisha News

BREAKING NEWS

Browsing Category

କଟକ

Cuttack

୫ଦିନ ହେବ ନିଖୋଜ ଥିଲେ , ଆଜି ନଦୀପଠାରୁ ମିଳିଲା ଛାତ୍ରଙ୍କ ମୃତଦେହ

କଟକ : ଦୀର୍ଘ ୫ଦିନ ହେବ ନିଖୋଜ ଥିଲେ  । ଆଉ ଆଜି ଛାତ୍ରଙ୍କର ମୃତଦେହ ମିଳିଲା  । ଏମିତି କିଛି ଘଟଣା ଘଟିଛି କଟକରେ । ଗୋପାଳପୁର ନିକଟ କାଠଯୋଡି ପୋଲ ତଳୁ ମିଳିଛି ମୃତଦେହ  । ମୃତ ଛାତ୍ର ଜଣକ କଲ୍ୟାଣ ନଗର ଅଞ୍ଚଳର ସଂଗ୍ରାମ ଜେନାଙ୍କ ପୁଅ ସାହିଲ ଜେନା ବୋଲି ଜଣାପଡିଛି । ସୂଚନା…

ପୁଅକୁ ବଞ୍ଚାଇବାକୁ ଯାଇ ନଦୀରେ ବୁଡିଗଲା ବାପା

କଟକ : ଦୀପାବଳିରେ ଅଘଟଣ । ପୁଅକୁ ବଞ୍ଚାଇବାକୁ ଯାଇ ବୁଡିଗଲେ ବାପା  । ଏଭଳି କିଛି ଅଭାବନୀୟ ଘଟଣା ଘଟିଛି  କଟକ ଜିଲ୍ଲା ନରାଜର କୈବର୍ତ୍ତ ସାହି ଘାଟରେ ।  ସୂଚନା ଅନୁଯାୟୀ ଆଜି ସକାଳୁ ସରୋଜ ସାହୁ ନାମକ ଜଣେ ବ୍ୟକ୍ତି ପୁଅକୁ ନେଇ ନଦୀ ଘାଟକୁ ଗାଧୋଇବାକୁ ଯାଇଥିଲେ ।  ହେଲେ ଅସାବଧାନତା…

ଆସନ୍ତା ୨୭ତାରିଖରୁ ଐତିହାସିକ ବାଲିଯାତ୍ରା, ସଜେଇ ହେଲାଣି ପଡିଆ : ଆଜିଠୁ ପ୍ଲଟ୍ ନିଲାମ ପ୍ରକ୍ରିୟା

କଟକ : ଆସନ୍ତା ନଭେମ୍ବର ୨୭ ତାରିଖରେ ରହିଛି କାର୍ତ୍ତିକ ପୂର୍ଣ୍ଣିମା  । ଆଉ ସେହିଦିନ ଠାରୁ ଆରମ୍ଭ ହେବାକୁ ଯାଉଛି କଟକ ର ଐତିହାସିକ ବାଲିଯାତ୍ରା  । ଏଥିଲାଗି ପୁରା ସଜେଇ ହେବାକୁ ଲାଗିଛି ବାଲିଯାତ୍ରା ପଡିଆ  । ପ୍ରଶାସନ ବି ତାର ପ୍ରସ୍ତୁତି ଆରମ୍ଭ କରିଦେଇଛି । ଚଳିତବର୍ଷ ବାଲିଯାତ୍ରା…

ଜଗମୋହନ ମରାମତି ମାମଲା: ASIର ସତ୍ୟପାଠ ଅଗ୍ରାହ୍ୟ

କଟକ: ଶ୍ରୀମନ୍ଦିର ଜଗମୋହନ ମରାମତି ମାମଲା । ଏଏସଆଇ ତଥ୍ୟକୁ ନେଇ ଅସନ୍ତୋଷ ପ୍ରକାଶ କଲେ ହାଇକୋର୍ଟ । ସତ୍ୟପାଠ ଅସମ୍ପୂର୍ଣ୍ଣ ଦର୍ଶାଇ ଅଗ୍ରାହ୍ୟ କଲେ ହାଇକୋର୍ଟ । ସତ୍ୟପାଠ ଅଗ୍ରାହ୍ୟ ପରେ ଫେରାଇନେଲେ ASI କର୍ତ୍ତୃପକ୍ଷ । ସେହିପରି ବିସ୍ତୃତ ଭାବେ ସାନି ସତ୍ୟପାଠ ଦେବାକୁ ନିର୍ଦ୍ଦେଶ ଦେଲେ…

ଆଜି କାର୍ତ୍ତିକ ମାସର ଦ୍ବିତୀୟ ସୋମବାର : ବାବା ଧବଳେଶ୍ବରଙ୍କ ପୀଠରେ ପ୍ରବଳ ଭିଡ

ଆଠଗଡ : ଚାଲିଛି ଧର୍ମମାସ କାର୍ତ୍ତିକ  । ଆଜି ହେଉଛି କାର୍ତ୍ତିକ ମାସର ଦ୍ବିତୀୟ ସୋମବାର। ଏଥିଲାଗି ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ବିଭିନ୍ନ ଶୈବପୀଠ  ।  ସକାଳୁ ସକାଳୁ କଟକ ଜିଲ୍ଲା ଆଠଗଡର  ପ୍ରସିଦ୍ଧ ବାବା ଧବଳେଶ୍ବରଙ୍କ ପୀଠରେ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ ଦେଖିବାକୁ ମିଳିଛି  ।…

ବାଲିଯାତ୍ରା ପାଇଁ ଆରମ୍ଭ ହେଲା ପ୍ଲଟ ପଞ୍ଜିକରଣ

କଟକ: ଆସନ୍ତା ନଭେମ୍ବର ୨୭ ରୁ ଡିସେମ୍ବର ୪ ତାରିଖ ଯାଏଁ ଚାଲିବ କଟକର ଐତିହାସିକ ବାଲିଯାତ୍ରା। ଏଥିପାଇଁ ଆଜିଠାରୁ ଆରମ୍ଭ ହୋଇଛି ପ୍ଲଟ ପଞ୍ଜିକରଣ। ସୂଚନା ଅନୁସାରେ ଜଣେ ବ୍ୟବସାୟୀ ବା ଅନୁଷ୍ଠାନ ୩ଟି ପ୍ଲଟ ପାଇଁ ଆବେଦନ କରିପାରିବେ। ପଞ୍ଜିକରଣ ପାଇଁ ଡିଡି ଜରିଆରେ ୫ ହଜାର ଟଙ୍କା ଦେବେ…

ଭିଜିଲାନ୍ସ ପଞ୍ଝାରେ ଆସିଷ୍ଟାଣ୍ଡ ଇଞ୍ଜିନିୟର : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୮ଟି ସ୍ଥାନରେ…

କଟକ : ଭିଜିଲାନ୍ସରେ ଜାଲରେ ଆସିଷ୍ଟାଣ୍ଡ ଇଞ୍ଜିନିୟର । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଜିଲ୍ଲା ସାଲେପୁର RW ସଵ ଡିଭିଜନ ସହକାରୀ ଯନ୍ତ୍ରୀ ଅର୍ଜ୍ଜୁନ କୁମାର ସାହୁଙ୍କ ଘରେ ଚଢାଉ କରାଯାଉଛି । ଏକକାଳୀନ ୮ଟି ସ୍ଥାନରେ ଚଢାଉ ଚାଲିଛି । ଖୋର୍ଦ୍ଧା , କଟକ , କେନ୍ଦ୍ରାପଡା ଓ…

ମାହାଙ୍ଗା ଡବଲ ମର୍ଡର ଘଟଣା: ପ୍ରତାପ ଜେନାଙ୍କୁ ସାମୟିକ ଆଶ୍ବସ୍ତି

କଟକ: ମାହାଙ୍ଗା ଡବଲ ମର୍ଡର ଘଟଣା। ବିଧାୟକ ପ୍ରତାପ ଜେନାଙ୍କୁ ସାମୟିକ ଆଶ୍ବସ୍ତି । କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଉପରେ ହାଇକୋର୍ଟ ରୋକ୍‌ ଲଗାଇଥିବା ବେଳେ ଆସନ୍ତା ଡିସେମ୍ବର ୧୯ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାଯାଇଛି । ସୂଚନା ଅନୁସାରେ, ୨୦୨୧ ମସିହାରେ ମାହାଙ୍ଗା…

ମହଙ୍ଗା ପଡିଲା ଚଢା ଦରରେ ମଦ ବିକ୍ରି: ଦୋକାନୀଙ୍କୁ ୨୦ ଲକ୍ଷର ଫାଇନ୍

ବାରଙ୍ଗ: ମହଙ୍ଗା ପଡିଲା ଚଢା ଦରରେ ମଦ ବିକ୍ରି । ଏବେ ଗ୍ରାହକଙ୍କ ପାଇଁ ତଣ୍ତ ଗଣିବେ ମଦ ଦୋକାନୀ । ୧୦ଟଙ୍କା ବଢେଇକି ନେଉଥିଲେ ଏବେ ୨୦ଲକ୍ଷ ଫାଇନ୍ ଦେବେ । ଏଭଳି ଏକ ଘଟଣା ଘଟିଛି ବାରଙ୍ଗ ଥାନା ଗୋଡିସାହି ଫାଣ୍ଡି ନିକଟସ୍ତ ରାମଦାସପୁରରେ ଥିବା ଏକ ମଦ କାଉଣ୍ଟରରେ। ସୂଚନା ଅନୁସାରେ,…

ଅପରେଶନ ହ୍ଵାଇଟ ସ୍ପାଇଡର, ପୁଣି ଜବତ ହେଲା ୧କୋଟିରୁ ଅଧିକ ମୁଲ୍ୟର ବ୍ରାଉନସୁଗାର

କଟକ: ଦିନକୁ ଦିନ ରାଜ୍ୟରେ ଅବାଧ ବ୍ରାଉନ ସୁଗାର ବ୍ୟବସାୟ ବଢ଼ିଚାଲିଛି। ପୋଲିସ ଓ ଅବକାରୀ ବିଭାଗ ପ୍ରତିଦିନ ଜିଲ୍ଲାର କେଉଁଠୁ ନା କେଉଁଠୁ ଅଳ୍ପ ବହୁତ ବ୍ରାଉନ ସୁଗାର ଜବତ କରୁଥିବା ବେଳେ ଆଜି ଏସଟିଏଫକୁ ମିଳିଛି ବଡ ସଫଳତା । କୋଟିଏରୁ ଊର୍ଦ୍ଧ୍ଵ ଟଙ୍କାର ବ୍ରାଉନ ସୁଗାର ଜବତ କରିବା ସହ…