Latest Odisha News

BREAKING NEWS

Browsing Category

କଟକ

Cuttack

ଶକ୍ତିପୀଠର କାହାଣୀ: ନରମୁଣ୍ଡମାଳ ଧାରିଣୀ ଅଷ୍ଟଭୁଜା ମା’ ଚର୍ଚ୍ଚିକା

ଭୁବନେଶ୍ଵର: ଶକ୍ତି ପୂଜାର ପରମ୍ପରା ଆମ ଦେଶରେ ଯୁଗଯୁଗ ଧରି ଚଳିଆସୁଅଛି । ଏହାର କାଳ ନିର୍ଣ୍ଣୟ କରିବା କଦାପି ସହଜସାଧ୍ୟ ନୁହେଁ । କିନ୍ତୁ ଦୁର୍ଗା ପୂଜାର ପରମ୍ପରା ସବୁଠାରୁ ଭିନ୍ନ । ମା'ଙ୍କ ଆଗମନରେ ଉତ୍ସବମୁଖର ହୋଇଉଠିଛି ପୁରପଲ୍ଲୀ । ପୀଠରେ ଚାଲିଛି ମାଆଙ୍କ ଷୋଡଶ ପୂଜା । ଚଳଚଞ୍ଚଳ…

ଟ୍ୟୁସନରୁ ଫେରୁଥିବାବେଳେ ଧକ୍କା ଦେଲା ଟ୍ରକ୍: ଦୁଇ ଛାତ୍ର ମୃତ, ଜଣେ ଗୁରୁତର

ବାଙ୍କୀ: ଟ୍ୟୁସନରୁ ଫେରୁଥିବାବେଳେ ବାଇକ୍ କୁ ପିଟିଦେଲା ଟ୍ରକ୍  । ଫଳରେ ଦୁଇ ଛାତ୍ରଙ୍କର ମୃତ୍ୟୁ ଘଟିଛି । ଏମିତି ଅଭାବନୀୟ ଘଟଣା ଘଟିଛି ବାଙ୍କୀ ରଣଶଙ୍ଖ ନିକଟରେ  । ୩ ଜଣ ଛାତ୍ର ଏକ ବାଇକରେ ଟ୍ୟୁସନରୁ ଫେରୁଥିବାବେଳେ ଟ୍ରକ ଧକ୍କା ଦେଇଛି  । ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ…

ମନେ ପଡନ୍ତି ଅକ୍ଷୟ: ଆଜି ଖୋକା ଭାଇଙ୍କ ଜନ୍ମ ଜୟନ୍ତୀ, ଅଭୂଲା ମନଛୁଆଁ ସଙ୍ଗୀତକୁ ଆଜି ବି ଝୁରୁଛନ୍ତି ଦର୍ଶକ

କଟକ: ଓଡିଆ ସଙ୍ଗୀତ ଜଗତର ବେତାଜ ବାଦଶାହ । ଓଡିଆ ଆଧୁନିକ ସୁଗମ ସଙ୍ଗୀତର କିମ୍ବଦନ୍ତୀ ପୁରୁଷ ସେ  । ହଁ ଆଜ୍ଞା ଆମେ କହୁଛୁ ସଙ୍ଗୀତ ଜଗତର ମୁକୁଟ ବିହୀନ ସମ୍ରାଟ ଅକ୍ଷୟ ମହାନ୍ତିଙ୍କ କଥା । ଖୋକା ଭାଇ ନାମରେ ସେ ସମସ୍ତଙ୍କ ନିକଟରେ ଜଣାଶୁଣା  । ଆଜି ହେଉଛି ତାଙ୍କର ଜନ୍ମ ଜୟନ୍ତୀ  । ୧୯୩୬…

ବିଶ୍ବନାଥ ପଣ୍ଡିତଙ୍କ ସ୍ମୃତିରେ କଟକ ବାଦାମବାଡିରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ

କଟକ: ବିଶିଷ୍ଠ ସ୍ବାଧୀନତା ସଂଗ୍ରାମୀ ବିଶ୍ବନାଥ ପଣ୍ଡିତଙ୍କ ସ୍ମୃତିରେ କଟକ ବାଦାମବାଡ଼ିର ପୁରୀ -ଅନୁଗୁଳ ବସଷ୍ଟାଣ୍ଡରେ ହେବ ଅତ୍ୟାଧୁନିକ ପାଠାଗାର ଓ ପଠନାଗାର। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୩୦କୋଟି  ୫୮ ଲକ୍ଷ ୩୧,୧୦୦ ଟଙ୍କା ଖର୍ଚ୍ଚ…

ବଢିଲା ବିଜୟ ଶଙ୍କର ଦାସଙ୍କ ଅଡୁଆ; ସବ୍ ରେଜିଷ୍ଟ୍ରୀ ଅଫିସରେ ପ୍ରେମିକା ସୋମାଲିକା

କଟକ: ବଢିବାରେ ଲାଗିଛି ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କରଙ୍କ ଅଡ଼ୁଆ । ବିଧାୟକ ବିଜୟ ଶଙ୍କରଙ୍କ ପ୍ରେମିକା ସୋମାଲିକା ଆଜି କଟକ ସବରେଜିଷ୍ଟ୍ରୀ ଅଫିସରେ ପହଞ୍ଚିଛନ୍ତି । ବିଜୟଙ୍କ ବିବାହ ଆବେଦନ ସମ୍ପର୍କରେ କମ୍ପ୍ଲେନ କରିବାକୁ ସେ କଟକ ସବରେଜିଷ୍ଟ୍ରୀ ଅଫିସରେ ପହଞ୍ଚିଥିବା ସୂଚନା ମିଳିଛି ।…

ଆଜି ମୂଳାଷ୍ଟମୀ: ଆଜିଠୁ ରାଜ୍ୟର ବିଭିନ୍ନ ଶକ୍ତିପୀଠରେ ଆରମ୍ଭ ହୋଇଛି ଷୋଡଶ ପୂଜା

କଟକ : ଆଜି ହେଉଛି ମୂଳାଷ୍ଟମୀ । ଆଜିଠାରୁ ରାଜ୍ୟର ବିଭିନ୍ନ ଶକ୍ତିପୀଠରେ ଆରମ୍ଭ ହୋଇଛି ଷୋଡଶ ପୂଜା। ସକାଳୁ ସକାଳୁ ଶକ୍ତିପୀଠ ଗୁଡିକରେ ପୂଚାର୍ଚ୍ଚନା ଚାଲିଛି । ମୂଳାଷ୍ଟମୀରୁ ମହାଅଷ୍ଟମୀ ପର୍ଯ୍ୟନ୍ତ ମା’ଙ୍କୁ ୧୬ଟି ବେଶରେ ସଜ୍ଜିତ କରାଯିବ  । ଏହି ସମୟରେ ମାଙ୍କୁ ଦର୍ଶନ କଲେ କୋଟି…

ବ୍ରିଜରେ ଅଧା ଝୁଲି ରହିଥିବା ବସ୍ ଉଦ୍ଧାର: ଅଳ୍ପକେ ବଞ୍ଚିଲା ଯାତ୍ରୀଙ୍କ ଜୀବନ

ବାଙ୍କୀ:  ବ୍ରିଜରେ ଅଧା ଝୁଲି ରହିଥିବା ବସ୍ ଉଦ୍ଧାର ହୋଇଛି  । ସ୍ଥାନୀୟ ଲୋକ , ଅଗ୍ନିଶମ ଏବଂ ପୋଲିସ କର୍ମଚାରୀଙ୍କ ଉଦ୍ୟମରେ ବସଟିକୁ ଉଠାଯାଇଛି । ଏକ ହାଇଓ୍ବା ଏବଂ କ୍ରେନ ସାହାର୍ଯ୍ୟରେ ବସଟିକୁ ଉଠାଯାଇଛି ।  ସୂଚନା ମୂତାବକ ଆଜି ସକାଳେ ବାଙ୍କୀ ଜାତମୁଣ୍ଡିଆ ପୋଲ ଉପରେ ଭୟଙ୍କର…

ବାଙ୍କୀ ଜାତମୁଣ୍ଡିଆ ମହାନଦୀ ବ୍ରିଜରେ ଲଟକିଛି ବସ୍, ସମସ୍ତ ଯାତ୍ରୀ ସୁରକ୍ଷିତ

କଟକ: ବାଙ୍କୀ ମହାନଦୀ ବ୍ରିଜରେ ଲଟକିଛି ଯାତ୍ରୀବାହୀ ବସ୍ । ଜାତମୁଣ୍ଡିଆ-ସୁବର୍ଣ୍ଣପୁର ବ୍ରିଜରେ ବସଟି ଲଟକି ରହିଛି । ବସଟି ଅନୁଗୁଳରୁ ଭୁବନେଶ୍ବର ଆସୁଥିବାବେଳେ ଏହି ଦୁର୍ଘଟଣା ଘଟିଛି । ବସରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି । ସୂଚନା ମୂତାବକ କଟକ ଜିଲ୍ଲା ବାଙ୍କୀର…

ଆଜି ବିଶ୍ଵ ପେନସନ ଦିବସ: ସାମାଜିକ ସୁରକ୍ଷା ଯୋଗାଇ ଦେବାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିକଟରେ ଦାବି

କଟକ: ଆଜି ବିଶ୍ୱ ପେନସନର ଦିବସ । ଏହି ଅବସରରେ କଟକ ସହରର ଖ୍ୟାତନାମା ବୟୋଜେଷ୍ଠ ଶ୍ରମିକ ନେତା ଗଜେନ୍ଦ୍ରନାଥ ମହାନ୍ତିଙ୍କ ସଭାପତିତ୍ୱରେ କଟକ ରେଳ ଷ୍ଟେସନ ଠାରେ କେନ୍ଦ୍ର, ରାଜ୍ୟ,ରାଷ୍ଟ୍ରାୟତ ସଂସ୍ଥା, ବ୍ୟାଙ୍କ, ବିମା, ସାଧାରଣ ବିମା,ଔଷଧ ଶିଳ୍ପ ଓ ଇ.ପି.ଏଫ. ପେନସନର ମାନଙ୍କର ଏକ ମିଳିତ…

ଓଡ଼ିଶା ହାଇକୋର୍ଟକୁ ମିଳିବ ନୁଆ ମୁଖ୍ୟ ବିଚାରପତି, ଏହି ତାରିଖରେ କରିବେ ଶପଥ ପାଠ

କଟକ: ଓଡ଼ିଶା ହାଇକୋର୍ଟକୁ ମିଳିବ ନୁଆ ମୁଖ୍ୟ ବିଚାରପତି । ନୁଆ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିବେ ଜଷ୍ଟିସ ଡକ୍ଟର ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ । ଆସନ୍ତା ଅକ୍ଟୋବାର ୪ ତାରିଖରେ ସେ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିବେ । ଏନେଇ ବିଜ୍ଞପ୍ତି ପ୍ରକାଶ କରିଛି…