Latest Odisha News

BREAKING NEWS

Browsing Category

କଟକ

Cuttack

ବର୍ଷା ଅନୁଭବ ମାମଲା: କାଉନସେଲିଂ ପାଇଁ କଟକ SDJM କୋର୍ଟରେ ହାଜର ହେଲେ ବର୍ଷା ଓ ଅନୁଭବ

କଟକ: ସାଂସଦ ଅନୁଭବ ଓ ପତ୍ନୀ ବର୍ଷା ଘରୋଇ ହିଂସା ମାମଲା ନେଇପାରେ ନୁଆମୋଡ । କଟକ SDJM କୋର୍ଟରେ ହାଜର ହୋଇଛନ୍ତି ଉଭୟ ବର୍ଷା ଓ ଅନୁଭବ । କୋର୍ଟରେ ଉଭୟଙ୍କୁ କାଉନସେଲିଂ କରାଯାଉଛି । ତେବେ ଆଜିର ଶୁଣାଣିରେ କଣ ଫଇସଲା ହେବ ତା’ ଉପରେ ଏବେ ସମସ୍ତଙ୍କ ନଜର । ସୂଚନାଯୋଗ୍ୟ ଯେ, ଗତ ୩ ବର୍ଷ…

ଆଠଗଡ ତିଗିରିଆରେ ଖୁଦୁରୁକୁଣୀ ଓଷାକୁ କେନ୍ଦ୍ର କରି ବୋମାମାଡ: ୩ ଗୁରୁତର

ଆଠଗଡ: କଟକ ଆଠଗଡ ତିଗିରିଆରେ ଅଭାବନୀୟ ଘଟଣା ଘଟିଛି  । ଖୁଦୁରୁକୁଣୀ ଓଷାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବୋମାମାଡ ହୋଇଛି  । ଫଳରେ ଏଥିରେ ୩ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଆହତଙ୍କୁ ତିଗିରିଆ ମେଡିକାଲରେ ଭର୍ତ୍ତି କରାଯାଇଛି ।  ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ କଟକ ବଡ…

ପାଣିଘେରରେ ମାଆ ଭଟ୍ଟାରିକା: ଗର୍ଭଗୃହରେ ୩ ଫୁଟର ବନ୍ୟା ଜଳ , ବିଗ୍ରହ ସ୍ଥାନାନ୍ତର

ଆଠଗଡ: ଗତ କିଛି ଦିନ ହେବ ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ସବୁଠି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି  । ଆଠଗଡ ବଡମ୍ବା ମାଆ ଭଟ୍ଟାରିକାଙ୍କ ମନ୍ଦିରରେ ବନ୍ୟା ଜଳ ପଶିଛି  ।  ମନ୍ଦିର ବେଢ଼ା ଦେଇ ମନ୍ଦିରରେ ପ୍ରବେଶ କରିଛି ବନ୍ୟା ପାଣି । ମହାନଦୀରେ ଜଳସ୍ତର ବଢିଥିବାବେଳେ ଚଳିତ ବର୍ଷ…

ପାର୍ବଣ ପୂର୍ବରୁ ଅଶାନ୍ତ କଟକ ସହର: ଦୁର୍ଦ୍ଦାନ୍ତ ଅପରାଧୀ ମନୋଜ ମହାରଣାକୁ ଏନକାଉଣ୍ଟର, ବନ୍ଧୁକ ଓ ଗୁଳି ଜବତ

କଟକ : ଆସୁଛି ପାର୍ବଣ ଋତୁ  । କିନ୍ତୁ ତାପୂର୍ବରୁ ଅଶାନ୍ତ ହୋଇପଡିଛି କଟକ ସହର  । ପୂଜା ପୂର୍ବରୁ କଟକରେ ଏନକାଉଣ୍ଟର ହୋଇଛି  । କନ୍ଦରପୁର ଥାନା ମତ୍ତଗଜପୁର ଅଂଚଳ ଡକାୟତି ଘଟଣାର ମୁଖ୍ୟ ଅଭିଯୁକ୍ତ ମନୋଜ ମହାରଣାକୁ ଉତ୍ତମାପୁର ଅଞ୍ଚଳରେ କମିଶନରେଟ୍ ପୋଲିସ ଏନକାଉଣ୍ଟର କରିଛି  ।  …

ଆଜି ଲୋକାର୍ପିତ ହେବ କଟକ ନେତାଜୀ ବସ୍ ଟର୍ମିନାଲ: ୧୦ଟି ପ୍ରକଳ୍ପର ହେବ ଉଦଘାଟନ

କଟକ : ବିକାଶରେ ଯୋଡ଼ି ହେବ ନୂଆ ଅଧ୍ୟାୟ । ଲୋକାର୍ପିତ ହେବାକୁ ଯାଉଛି ରାଜ୍ୟର ପ୍ରଥମ ଅତ୍ୟାଧୁନିକ ବସ ଟର୍ମିନାଲ । ଆଜି ଅପରାହ୍ନରେ ନେତାଜୀ ବସ୍ ଟର୍ମିନାଲକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଦଘାଟନୀ ଉତ୍ସବ ପାଇଁ ବସ ଟର୍ମିନାଲ ପରିସରରେ ପ୍ରସ୍ତୁତି ପ୍ରାୟ…

ଜାତୀୟ ଯୋଗାସନ ପ୍ରତିଯୋଗିତା: ଭାଗ ନେବେ ମୟୂରଭଞ୍ଜର ୧୧ ଛାତ୍ରଛାତ୍ରୀ

କଟକ: ଓଡିଶା ଯୋଗ ଆସୋସିଏସନ ପକ୍ଷରୁ କଟକ ଠାରେ ଦୁଇ ଦିନିଆ ୨୯ ତମ ରାଜ୍ୟସ୍ତରୀୟ ଯୋଗାସନ ସ୍ପୋଟ୍ସ ଚମ୍ପିଆନସିପ ୨୦୨୩-୨୦୨୪ ଅନୁଷ୍ଠିତ ହୋଇଯାଇଛି । ୨ଦିନ ଧରି ଚାଲିଥିବା ଏହି ରାଜ୍ୟ ସ୍ତରୀୟ ଯୋଗାସନ ପ୍ରତିଯୋଗିତାରେ ୧୭ ରୁ ଅଧିକ ଜିଲ୍ଲାର ୮ ବର୍ଷରୁ ୩୫ ବର୍ଷ ମଧ୍ୟରେ ମୋଟ ୩୬୭ ଜଣ…

ବେଆଇନ ଲିଙ୍ଗ ନିରୂପଣ: କଟକ ବାଦାମବାଡି ଅଞ୍ଚଳରେ ସ୍ବାସ୍ଥ୍ୟ ବିଭାଗର ଚଢାଉ

କଟକ:  ବେଆଇନ ଲିଙ୍ଗ ନିରୂପଣ ସନ୍ଦେହରେ ସ୍ବାସ୍ଥ୍ୟ ବିଭାଗର ଚଢ଼ାଉ । କହିବାକୁ ଗଲେ କଟକରେ ଏଇ କିଛି ନୂଆ ଘଟଣା ନୁହେଁ  । ପୂର୍ବରୁ ମଧ୍ୟ କଟକର ଅନେକ କ୍ଲିନିକରେ ଚଢାଉ କରାଯାଇ ବେଆଇନ ଲିଙ୍ଗ ନିରୂପଣ କରାଯାଉଥିବା ଘଟଣା ସାମ୍ନାକୁ ଆସିଛି । ତେବେ ଅନେକ କ୍ଲିନିକ ଉପରେ ପୂର୍ବରୁ ମଧ୍ୟ…

ଅଚିହ୍ନା ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଦିନ ଦ୍ଵିପହରେ ଯୁବତୀଙ୍କୁ ଛୁରାମାଡ଼

କଟକ: କଟକରେ ଚାଞ୍ଚଲ୍ୟ । ଦିନ ଦ୍ୱୀପହରରେ ପାର୍ଲର ଭିତରେ ପଶି ବିବାହିତା ମହିଳାଙ୍କୁ ଛୁରା ମାଡ଼। ଆହତ ମହିଳା ଜଣଙ୍କ ହେଇଛନ୍ତି ତେଲେଙ୍ଗା ବଜାର ଅଞ୍ଚଳରେ ସୁଚିତ୍ରା ଖଟୁଆ । ଦୁର୍ବୃତ୍ତ ଜଣକ ମୁଁହ ରେ ମାସ୍କ ପିନ୍ଧି ଥିବାରୁ ମହିଳା ଜଣକ ଦୁର୍ବୃତ୍ତଙ୍କୁ ଚିହ୍ନି ପାରି ନ ଥିଲେ । ତେବେ…

କାଲି ଗିରଫ , ଆଜି ଥାନାରୁ ଚମ୍ପଟ: ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ

ଆଠଗଡ଼ : କାଲି ଗିରଫ , ଆଜି ଥାନାରୁ ଚମ୍ପଟ । ଏମିତି କିଛି ଘଟଣା ଘଟିଛି ଆଠଗଡ ଥାନାରେ  । ଗତକାଲି ପୋଲିସ ଅଭିଯୁକ୍ତକୁ ରାତିରେ ଉଠାଇଆଣିଥିଲା  । ହେଲେ ଆଜି ଥାନାରୁ ଫେରାର ହୋଇଯାଇଛି  । କିଛି ଦିନ ତଳେ ବହୁ ଚର୍ଚ୍ଚିତ ମଣୋହି ପାଟଣା ଗାଁ  ବୋମା ମାଡ଼ ଘଟଣାରେ ଆସାମୀ ଫେରାର ରହିଥିଲା  ।…

କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୪୦ରୁ ଉର୍ଦ୍ଧ୍ବ କଣ୍ଟେନର

କଟକ:କଟକ ଜଗତପୁର ଅନ୍ତର୍ଗତ ନଜରପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ  । ଗାଁର ପିଡିଏସ୍‌ କିରାସିନି ପମ୍ପ ପଛପଟେ ମୁଖାର୍ଜୀ କ୍ୟାମ୍ପସ୍‌ ପଡ଼ିଆରେ ଏଲ୍‌ ଆଣ୍ଡ ଟି ଠିକାସଂସ୍ଥା ନିର୍ମାଣ କରିଥିବା ୪୦ଟି ଅସ୍ଥାୟୀ ଘରେ ନିଆଁ ଲାଗି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ୪୦ଟି କଣ୍ଟେନର୍‌ ଜଳିଯିବା ସହ…