Latest Odisha News

BREAKING NEWS

Browsing Category

କଟକ

Cuttack

ଅଚିହ୍ନା ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଦିନ ଦ୍ଵିପହରେ ଯୁବତୀଙ୍କୁ ଛୁରାମାଡ଼

କଟକ: କଟକରେ ଚାଞ୍ଚଲ୍ୟ । ଦିନ ଦ୍ୱୀପହରରେ ପାର୍ଲର ଭିତରେ ପଶି ବିବାହିତା ମହିଳାଙ୍କୁ ଛୁରା ମାଡ଼। ଆହତ ମହିଳା ଜଣଙ୍କ ହେଇଛନ୍ତି ତେଲେଙ୍ଗା ବଜାର ଅଞ୍ଚଳରେ ସୁଚିତ୍ରା ଖଟୁଆ । ଦୁର୍ବୃତ୍ତ ଜଣକ ମୁଁହ ରେ ମାସ୍କ ପିନ୍ଧି ଥିବାରୁ ମହିଳା ଜଣକ ଦୁର୍ବୃତ୍ତଙ୍କୁ ଚିହ୍ନି ପାରି ନ ଥିଲେ । ତେବେ…

କାଲି ଗିରଫ , ଆଜି ଥାନାରୁ ଚମ୍ପଟ: ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ

ଆଠଗଡ଼ : କାଲି ଗିରଫ , ଆଜି ଥାନାରୁ ଚମ୍ପଟ । ଏମିତି କିଛି ଘଟଣା ଘଟିଛି ଆଠଗଡ ଥାନାରେ  । ଗତକାଲି ପୋଲିସ ଅଭିଯୁକ୍ତକୁ ରାତିରେ ଉଠାଇଆଣିଥିଲା  । ହେଲେ ଆଜି ଥାନାରୁ ଫେରାର ହୋଇଯାଇଛି  । କିଛି ଦିନ ତଳେ ବହୁ ଚର୍ଚ୍ଚିତ ମଣୋହି ପାଟଣା ଗାଁ  ବୋମା ମାଡ଼ ଘଟଣାରେ ଆସାମୀ ଫେରାର ରହିଥିଲା  ।…

କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୪୦ରୁ ଉର୍ଦ୍ଧ୍ବ କଣ୍ଟେନର

କଟକ:କଟକ ଜଗତପୁର ଅନ୍ତର୍ଗତ ନଜରପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ  । ଗାଁର ପିଡିଏସ୍‌ କିରାସିନି ପମ୍ପ ପଛପଟେ ମୁଖାର୍ଜୀ କ୍ୟାମ୍ପସ୍‌ ପଡ଼ିଆରେ ଏଲ୍‌ ଆଣ୍ଡ ଟି ଠିକାସଂସ୍ଥା ନିର୍ମାଣ କରିଥିବା ୪୦ଟି ଅସ୍ଥାୟୀ ଘରେ ନିଆଁ ଲାଗି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ୪୦ଟି କଣ୍ଟେନର୍‌ ଜଳିଯିବା ସହ…

ଭିଜିଲାନ୍ସ ଜାଲରେ ଅବକାରୀ ବାବୁ: ଜବତ ହେଲା ୨ଟି ବିଲ୍ଡିଂ , ୬ଟି ପ୍ଲଟ ଓ ନଗଦ ୧.୩୫ ଲକ୍ଷ ଟଙ୍କା

କଟକ: ଭିଜିଲାନ୍ସ ପଞ୍ଝାରେ ଏଏସଆଇ  । କଟକ ଭିଜିଲାନ୍ସ ଜାଲରେ ପଡିଛନ୍ତି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ସର୍କଲ ଅବକାରୀ ବିଭାଗ ଏଏସଆଇ ସୁଦୀପ୍ତ ଦାଶ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି  । ଚଢାଉ ବେଳେ ଦୁଇଟି ବିଲ୍ଡିଂ, ୬ଟି ପ୍ଲଟ୍, ୧.୩୫ ଲକ୍ଷ ଟଙ୍କା ,…

ଅବକାରୀ ଏଏସଆଇଙ୍କ ଘରେ ଭିଜିଲାନ୍ସ : ଏକକାଳୀନ ୪ଟି ସ୍ଥାନରେ ଚାଲିଛି ଚଢାଉ

କଟକ : ଭିଜିଲାନ୍ସ ପଞ୍ଝାରେ ଏଏସଆଇ  । କଟକ ଭିଜିଲାନ୍ସ ଜାଲରେ ପଡିଛନ୍ତି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ସର୍କଲ ଅବକାରୀ ବିଭାଗ ଏଏସଆଇ ସୁଦୀପ୍ତ ଦାଶ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରାଯାଉଛି । ନୟାଗଡ଼ ଘର ଓ ବାଲୁଗାଁର ଭଡା ଘରେ ଭିଜିଲାନ୍ସ ରେଡ୍ କରୁଛି  । ବାଲୁଗାଁ ସର୍କଲ…

କଟକରେ ଫାୟାରିଂ: ବନ୍ଧୁକ ମୁନରେ ବ୍ୟବସାୟୀଙ୍କଠାରୁ ଲୁଟିନେଲେ ଟଙ୍କା ଓ ସୁନାଗହଣା

କଟକ : କଟକ କନ୍ଦରପୁର ନିକଟ ମତ୍ତଗଜପୁର ଠାରେ ଅଘଟଣ  । ଡକାୟତି ପାଇଁ ଗୁଳିମାଡ ହୋଇଛି  । ଫାଙ୍କା ଗୁଳି ଚାଳନା କରି ଦୁର୍ବୃତ୍ତମାନେ ଜଣେ ସୁନା ବ୍ୟବସାୟୀଙ୍କଠାରୁ ପ୍ରାୟ ୫ ଲକ୍ଷ ଟଙ୍କାର ସୁନା ଗହଣା ଓ ୨୫ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି  । ବ୍ୟବସାୟୀ ଜଣକ ବିକାଶ ପାତ୍ର…

କଟକ ସେଣ୍ଟ୍ରାଲ ରେଡକ୍ରସ ରକ୍ତ ଭଣ୍ଡାରରେ ରକ୍ତ ଅନିୟମିତତା ଘଟଣା: ୪ ଟେକ୍ନିସିଆନ ନିଲମ୍ବିତ

କଟକ: କଟକ ସେଣ୍ଟ୍ରାଲ ରେଡକ୍ରସ ରକ୍ତ ଭଣ୍ଡାରରେ ରକ୍ତ ଅନିୟମିତତା ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯାଇଛି  । ଏହି ଘଟଣାର ତଦନ୍ତ ଦାୟିତ୍ବରେ ଥିବା  ୪ଜଣ ଟେକ୍ନିସିଆନକୁ ନିଲମ୍ବିତ କରିଛନ୍ତି ରେଡକ୍ରସ ରକ୍ତ ଭଣ୍ଡାର ନିର୍ଦ୍ଦେଶକ  । ଏହି ୪ ଜଣ ବ୍ୟକ୍ତି ରାଇକଲ ଥୋମାସ, ରଞ୍ଜନ ଦାସ,…

ବାଙ୍କୀ ଗୟଳବାଙ୍କରେ ଦୁର୍ଘଟଣା, ବଡ ଭାଇର ଜୀବନ ବଞ୍ଚାଇବାକୁ ଯାଇ ଜୀବନ ଦେଲା ସାନ ଭାଇ

ବାଙ୍କୀ: ଭାଇକୁ ବଞ୍ଚାଇବାକୁ ଯାଇ ଭାଇ ମୃତ। ଅଧାରେ ରହିଗଲା ଭୋଜି ଖିଆ। ମହାନଦୀର ଦେବୀଦ୍ବାର ଘାଟରେ ଘଟିଛି ଏହି ଦୁଃଖଦ ଘଟଣା। ନଦୀରେ ବୁଡି ଯାଉଥିବା ବଡ ଭାଇକୁ ବଞ୍ଚାଇବାକୁ ଯାଇ ଜୀବନ ଦେଲା ସାନ ଭାଇ । ମୃତ ଯୁବକ ଜଣଙ୍କ ହେଉଛନ୍ତି ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଆକାଶ ରାଉତରାୟ । …

କଟକ ଚୌଦ୍ବାରରେ ମମର୍ନ୍ତୁଦ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

ଚୌଦ୍ବାର : ୧୬ ନମ୍ବର ଜାତୀୟ ରାଜପଥ ମଙ୍ଗୁଳି ଛକ ପେଟ୍ରୋଲ ପମ୍ପ ନିକଟରେ ଅଭାବନୀୟ ଘଟଣା ଘଟିଛି  । ଟ୍ରକ ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ଏବଂ ଦୁଇ ଜଣ ଗୁରୁତର ହୋଇଛନ୍ତି  । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ମୂତାବକ ଏକ ଟ୍ରକ…

ବିଶୃଙ୍ଖଳିତ ଆଚରଣ ପାଇଁ ୬ ଅନ୍ତେବାସୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ: ରେଭେନ୍ସା ଇଷ୍ଟ ହଷ୍ଟେଲ ଆଗରେ ବିକ୍ଷୋଭ

କଟକ : ରେଭେନ୍ସା ବିଶ୍ୱବିଦ୍ୟାଳୟ ଇଷ୍ଟ ହଷ୍ଟେଲରେ ୬ ଜଣ ଅନ୍ତେବାସୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି  । ଯାହାକୁ ବିରୋଧ କରି ଇଷ୍ଟ ହଷ୍ଟେଲ ଗେଟ ଆଗରେ ଅନ୍ତେବାସୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଛି  ।  କ୍ୟାମ୍ପସରେ ବିଶୃଙ୍ଖଳା ପାଇଁ ବିଶ୍ୱବିଦ୍ୟାଳୟ…