Latest Odisha News

BREAKING NEWS

Browsing Category

କଟକ

Cuttack

ବାଙ୍କୀ କଚେରି ପଡ଼ିଆରେ ହାଇଡ୍ରାମା, ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଉନ୍ମତ୍ତ କାଣ୍ଡ

ବାଙ୍କୀ: ଖଣ୍ଡା ବୁଲାଇ ପୋଲିସକୁ ଆକ୍ରମଣ । ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଉନ୍ମତ୍ତକାଣ୍ଡ। ହାତରେ ଖଣ୍ଡା, ହାତୁଡି ଧରି ରାସ୍ତାରେ ବୁଲୁଛନ୍ତି । ଲୋକଙ୍କୁ ଭୟଭୀତ କରୁଛନ୍ତି । କଟକ ଜିଲ୍ଲା ବାଙ୍କୀ ବଜାରରେ ଆତଙ୍କରାଜ ଚଳାଇଛନ୍ତି ଅବସରପ୍ରାପ୍ତ ସେନା କର୍ମଚାରୀ । ତାଙ୍କ ନାଁ ସରୋଜ ଦାସ…

ରୋଗୀଙ୍କ ଜୀବନ ସହ ଖେଳ: A ପଜିଟିଭ ପ୍ୟାକେଟରେ ମିଳିଲା B ପଜିଟିଭ ରକ୍ତ, ଅବସ୍ଥା ଗୁରୁତର

କଟକ: ରୋଗୀଙ୍କ ଜୀବନ ସହ ଖେଳ । ରକ୍ତ ପ୍ୟାକେଟ ବାହାରେ ଲେଖାହୋଇଛି ‘ଏ’ ପିଜିଟିଭ୍  । କିନ୍ତୁ ଭିତରେ ‘ବି’ ପିଜିଟିଭ୍ ଥିବା ରକ୍ତ ରୋଗୀଙ୍କୁ ଦିଆଯାଇଥିବା ଅଭିଯୋଗ ହୋଇଛି । ଏପରି ଭିନ୍ନ ଗ୍ରୁପର ରକ୍ତ ନେଇ ଜଣେ ରୋଗୀ ଗୁରୁତର ହୋଇପଡ଼ିଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଘଟିଛି କଟକର ଏକ…

ସୁଟିଂ ବେଳେ ଅଘଟଣ: ପାଣିର ପ୍ରଖର ସ୍ରୋତରେ ଭାସିଗଲେ ଶ୍ରେୟାନ ଓ ଭୂମିକା

କଟକ: ଷ୍ଟଣ୍ଟ ସୁଟିଂ ବେଳେ ଅଘଟଣ। ଯବାନ ପରିବାରର ସଂଘର୍ଷ କାହାଣୀ ଉପରେ ଆଧାରିତ ଫିଲ୍ମ ଅପରେସନର ସୁଟିଂ ବେଳେ ଘଟିଛି ଏକ ବଡ ଅଘଟଣ ।  କାଠଯୋଡ଼ି ନଦୀରେ ଓଡ଼ିଆ ସିନେମା ସୁଟିଂ ବେଳେ ବଡ଼ ବିପଦରୁ ବର୍ତ୍ତି ଗଲେ ନାୟକ ଶ୍ରେୟାନ ଓ ନାୟିକା ଭୁମିକା। ନରାଜ ପାଖାପାଖି ଏକ ବ୍ରିଜ ଉପରେ ନଦୀକୁ…

ଆଇଜ୍ବାଲ ଚିଡ଼ିଆଖାନାରୁ ନନ୍ଦନକାନନ ଆସିବେ ନୂଆ ଅତିଥି

ବାରଙ୍ଗ: ନନ୍ଦନକାନନରୁ ଆସିଲା ଆଉ ଏକ ଖୁସି ଖବର । ପ୍ରାଣୀ ଉଦ୍ୟାନକୁ ଆସିବେ ନୂଆ ଅତିଥି । ହୁଲକ୍ ଗିବନ୍ ଓ ପିଗ ଟେଲ ମକ୍କା ସହ ହିମାଳୟାନ ବିୟର ନନ୍ଦନକାନନ ଆସିବା ନେଇ ସୂଚନା ମିଳିଛି । ଏଥିପାଇଁ ମିଜୋରାମ ଅଭିମୁଖେ ବାହାରିଛନ୍ତି ୬ ଜଣିଆ ଟିମ୍ । ସୂଚନା ଅନୁଯାୟୀ, ଭୁବନେଶ୍ବର…

ସ୍କାନର ମାଧ୍ୟମରେ ଭଉଣୀ ପଠେଇବ ଭାଇକୁ ମେସେଜ, ବଜାରରେ ମିଳୁଛି ମାତ୍ର ୧୦୦ ଟଙ୍କାରେ AI ରାକ୍ଷୀ

କଟକ: ଭାଇ ଭଉଣୀ ମଧ୍ୟରେ ରହିଥିବା ସଂପର୍କ ତଥା ପ୍ରେମର ଡ଼ୋରୀକୁ ବାନ୍ଧିବାର ପରମ୍ପରାକୁ ରାକ୍ଷୀ କୁହାଯାଇଥାଏ । ପୁରାତନ କାଳରୁ ହିଁ ଭାରତୀୟ ସଂସ୍କୃତିରେ ଏହାକୁ ପାଳନ କରାଯାଉଛି । ଏହାର ଅନେକ ପୁରାଣ ଓ ଇତିହାସ ରହିଛି । ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତଃ ଏକ ହିନ୍ଦୁ…

ମହମ୍ମଦ ମୋକିମଙ୍କୁ ସାମୟିକ ଆଶ୍ୱସ୍ତି : ସଭ୍ୟପଦ ରଦ୍ଦ ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ

କଟକ: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ସାମୟିକ ଆଶ୍ୱସ୍ତି ମିଳିଛି । ସଭ୍ୟପଦ ରଦ୍ଦ ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ । ଦାୟର ଜନସ୍ୱାର୍ଥ ମାମଲାକୁ ଅଗ୍ରାହ୍ୟ କରିଛନ୍ତି  ।  ଏ ନେଇ ଜନସ୍ବାର୍ଥ ମାମଲା  ଦାୟର କରିଥିଲେ ଡାକ୍ତର ରବିରଞ୍ଜନ ସାହୁ ।…

ମାହାଙ୍ଗା ମିଷ୍ଟ୍ରି : ବ୍ୟାପକ ହେବ ତଦନ୍ତ- ଏସପି

କଟକ: ବହୁ ଚର୍ଚ୍ଚିତ ମାହାଙ୍ଗା ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କଟକ ଗ୍ରାମାଞ୍ଚଳ ଏସପି  । ତଦନ୍ତ ବ୍ୟାପକ ହେବ ବୋଲି କହିଛନ୍ତି ଏସପି ମିହିର ପଣ୍ଡା । ବିଭିନ୍ନ ଦିଗକୁ ନେଇ ତଦନ୍ତ ହେବ  । ଏବଂ ତଦନ୍ତର କୌଣସି ବି ଦିଗକୁ ଛଡାଯିବନି । ଘଟଣାରେ ଯିଏ ବି ସମ୍ପୃକ୍ତ…

ମାହାଙ୍ଗା ମିଷ୍ଟ୍ରି: ଖେଳ ସାରଙ୍କୁ ଜେରା, ମାମଲା ରୁଜ୍ଜୁ କଲେ ରାଜ୍ୟ ମହିଳା କମିଶନ

କଟକ: ମାହାଙ୍ଗା ନାବାଳିକାର ସନ୍ଦେହଜନକ ମୃତ୍ୟୁ ଘଟଣା । ଗୋକନ ସ୍କୁଲ କ୍ରୀଡା ଶିକ୍ଷକଙ୍କୁ ଅଧିକ ପଚରାଉଚରା କରିଛନ୍ତି ତଦନ୍ତ ଅଧିକାରୀ । ଜଗସିଂହପୁର ଥାନା ଛେଳିଆଗଡ ଘରେ ଶିକ୍ଷକଙ୍କୁ ପଚରାଉଚରା କରାଯାଇଛି । କେବଳ ଖେଳ ଶିକ୍ଷକ ନୁହଁନ୍ତି , ତାଙ୍କ ମାଆଙ୍କୁ ବି ପୋଲିସ ପଚରାଉଚରା ଜାରି…

ତ୍ରୁଟିପୂର୍ଣ୍ଣ ମାର୍କସିଟ୍ ମାମଲା : ସିବିଆଇ ତଦନ୍ତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ଜେଇଇ ପରିଚାଳନା ବିଭ୍ରାଟ ମାମଲା  । ମାର୍କ ସିଟ୍ ଘୋଟାଲାର ତଦନ୍ତ କରିବ ସିବିଆଇ  । ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ। ୪ ମାସ ଭିତରେ ତଦନ୍ତ ସାରି ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଓଡିଆ ଛାତ୍ର ଅଂଶୁମାନ କାନୁନଗୋଙ୍କ ପକ୍ଷରୁ ଏ ନେଇ ଏକ ମାମଲା ଦାଖଲ…

ଆଜି ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଆଜି ଶପଥ ନେବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇବେ। ହାଇକୋର୍ଟର ପୁରୁଣା କୋଠା ସମ୍ମିଳନୀ କକ୍ଷରେ ସକାଳ ୧୦ଟାରେ ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହେବ । ସୂଚନା ମୁତାବକ, ଓଡ଼ିଶା…