Latest Odisha News

BREAKING NEWS

Browsing Category

କଟକ

Cuttack

ଜଗତସିଂହପୁର ମାଛଗାଁ କେନାଲରେ ଘାଇ: ଜଗତସିଂହପୁର-କଟକ ମୁଖ୍ୟ ରାସ୍ତାରେ ପାଣି

ପାରାଦୀପ: ଜଗତସିଂହପୁର ଜିଲ୍ଲାରେ ଦୁଇଟି ବଡ଼ ଘାଇ ହୋଇଥିବା ଯୋଗୁଁ ଜିଲ୍ଲାରେ ବିଭିନ୍ନ ଅଞ୍ଚଳରେ ପାଣି ପଶିଯାଇଛି। । ଫଳରେ ଜଗତସିଂହପୁର କଟକ ମୁଖ୍ୟ ରାସ୍ତାରେ ଅଣ୍ଟାଏ ଉଞ୍ଚରେ ପାଣି ଲହଡ଼ି ଭାଙ୍ଗୁଛି । ଏହାକୁ ନେଇ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ତରିକୁନ୍ଦ ବଜାରର ଅଧିକାଂଶ…

ରେଭେନ୍ସା ବିଶ୍ଵବିଦ୍ୟାଳୟରେ ରସାୟନ ବିଭାଗ ପୁରାତନ ଛାତ୍ରସଙ୍ଘର ବାର୍ଷିକ ଉତ୍ସବ

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ପୁରାତନ ଛାତ୍ର ସଙ୍ଘ ପକ୍ଷରୁ ୧୮ ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଏହି ଉତ୍ସବକୁ ପୁରାତନ ଛାତ୍ରସଙ୍ଘର ସଭାପତି ପ୍ରଭାତ କୁମାର ମିଶ୍ର ଉଦଘାଟନ କରିଥିଲେ। ଏହି ଅବସରରେ ଜୀବନବ୍ୟାପୀ ରସାୟନ ବିଜ୍ଞାନ କୃତି ପାଇଁ ଶ୍ରୀ…

ବାପାଙ୍କ ମୃତ୍ୟୁର ବର୍ଷକ ପରେ ଚାଲିଗଲେ ପୁଅ

କଟକ: କଥାରେ ଅଛି ମୃତ୍ୟୁ କେତେବେଳେ କଉଠି ବି ଆସେ କାହାକୁ ଜଣା ନଥାଏ । କିଏ ଜାଣିଥିଲା ଏତେ କମ୍ ବୟସରେ ସେ ଦୁନିଆ ଛାଡ଼ି ଚାଲି ଯିବେ । ଯେଉଁ ବୟସରେ ଭବିଷ୍ୟତ ଗଢିବାକୁ ସ୍ବପଦେଖିବା କଥା ସେ ଆଜି ଅଫେରା ରାଇଜରେ । ଆାମେ କହୁଛୁ ଓଡ଼ିଆ ଟେଲି ଜଗତର ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ସାନ…

ମହିଳାଙ୍କ ଜୀବନ ବଞ୍ଚାଇଲେ ଟ୍ରାଫିକ୍‌ ପୋଲିସ

କଟକ : କଥାରେ ଅଛି ରଖେ ହରି  ତ ମାରେ କିଏ ।   ଭଗବାନ ଯାହାକୁ ବଞ୍ଚାଇବାକୁ ଚାହିଁବେ ତାକୁ କିଏ ବା ମାରିବ । ଏଇ ଦେଖୁ ନାହାନ୍ତି ଠିକ୍ ସେହି ଭଳି ଏକ ଦୃଶ୍ୟ ସାମ୍ନାକୁ ଆସିଛି । ଏକ କେନେଷ୍ଟବଳ ଦେବଦୂତ ସାଜି ବଞ୍ଚାଇଲେ ମହିଳାଙ୍କ ଜୀବନ ।  ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

କଟକରେ ଦୁର୍ଗାପୂଜା ପାଇଁ କମିଶନରେଟ୍ ପୋଲିସର ପ୍ରସ୍ତୁତି

କଟକ : ଦୁର୍ଗାପୂଜାକୁ ନେଇ କମିଶନରେଟ୍‌ ପୋଲିସର ପ୍ରସ୍ତୁତି । କଟକ ସହରରେ ଶାନ୍ତି ଶୃଙ୍ଖଳାର ସହ ଦୁର୍ଗାପୂଜା କରିବା ପାଇଁ କମିଶନରେଟ୍‌ ପୋଲିସ ସହଯୋଗରେ କଡ଼ା ସୁରକ୍ଷାର ବ୍ୟବସ୍ଥା କରାଯାଇଛି  । ସେଥିପାଇଁ  ସହରକୁ ୫୫ ପ୍ଲାଟୁନ୍‌ ପୋଲିସ ଫୋର୍ସ ଜଗିବେ ବୋଲି କହିଛନ୍ତି କମିଶନରେଟ୍‌…

ସିଏମସି କମିଶନରଙ୍କୁ ବାଥରୁମ କବାଟ ଦେଲେ କଟକ କଂଗ୍ରେସ ନେତା

କଟକ : ସରକାରଙ୍କ ବିଫଳତାକୁ ନେଇ ବିରୋଧି ବିଭିନ୍ନ ପ୍ରକାରର ପ୍ରତିବାଦ କରୁଥିବାର ଦେଖିବାକୁ ମିଳେ । ହେଲେ କଟକ ସହରରେ କିଛି ଭିନ୍ନ ଘଟଣା ଦେଖିବାକୁ ମିଳିଛି  । କଟକ ମହାନଗର ନିଗମର କାର୍ଯ୍ୟାଳୟରେ ଦେଖିବାକୁ ମିଳିଛି କିଛି ଭିନ୍ନ ଧରଣର ଓ ନିଆରା  ଘଟଣା । ସିଏମସି କମିଶନରଙ୍କୁ ବାଥରୁମ…

ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ନିଷ୍କ୍ରିୟ ରହିଛନ୍ତି – କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ

କଟକ : ଓଡିଶା ଗ୍ରସ୍ତରେ ଆସିଛନ୍ତି  କେନ୍ଦ୍ର ଗୃହ ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ ।  ଦୁଇ ଦିନିଆ କଟକ ଗସ୍ତରେ ଆସିଥିବା ମନ୍ତ୍ରୀ ନିତ୍ୟାନନ୍ଦ ଆଜି କଟକ  ଜିଲ୍ଲାରେ  ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ମୋଦି ସରକାରଙ୍କ ଉପଲବ୍ଧି ବିଷୟରେ ସୂଚନା ଦେବା ସହ ଓଡ଼ିଶାକୁ ଆସିଥିବା…

ସିଡିଏ ଅଞ୍ଚଳର ବୁଦ୍ଧିଜୀବୀଙ୍କ ସହ ମେୟର ଓ କମିଶନରଙ୍କ ଆଲୋଚନା

କଟକ: କଟକ ମହାନଗର ନିଗମ ସମ୍ଳିଳନୀ କକ୍ଷରେ ସିଡିଏ ଅଞ୍ଚଳର ବୁଦ୍ଧିଜୀବୀଙ୍କ ସହ ମେୟର ସୁବାଷ ସିଂହ ଓ କମିଶନର ନିଖିଳ ପବନ କଲ୍ୟାଣ ସିଡିଏ ଅଞ୍ଚଳରସମସ୍ୟା ସମ୍ପର୍କିତ ଆଲୋଚନା କରିଥିଲେ  । ଆଜି ପ୍ରଥମଥର ପାଇଁ ମେୟର ସୁବାସ ସିଂହ ଓ କମିଶନର ନିଖିଲ ପବନ କଲ୍ୟାଣଙ୍କ ଆହ୍ବାନ କ୍ରମେ ସିଡିଏ…

ନିର୍ମାଣ କାର୍ଯ୍ୟର ତଦାରଖ କରିଛନ୍ତି କଟକ ମେୟର ଓ କମିଶନର

କଟକ: ଆଜି ଅପରାହ୍ନରେ ଓଡ଼ିଶାର ସର୍ବ ବୃହତମ ଶିଶୁ ଚିକତ୍ସା କେନ୍ଦ୍ର ଶିଶୁ ଭବନର ନିର୍ମାଣ କାର୍ଯ୍ୟ ତଦାରଖ କଲେ ମେୟର ସୁବାସ  ସିଂହ  ଏବଂ କଟକ ମହାନଗର ନିଗମ କମିଶନର ନିଖିଳ ପବନ କଲ୍ୟାଣ  । ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ଉଦ୍ୟମରେ ୧୧୬ କୋଟି ଟଙ୍କା ବିନିମୟରେ ବ୍ରିଜ ଏବଂ ରୂଫ …

[ଦେଖନ୍ତୁ ଭିଡିଓ] ନାଗୁଣୀର ମାତୃ ସ୍ନେହ: ଛୁଆଙ୍କୁ ସୁରକ୍ଷିତ ରଖି ଭୋକରେ ଜୀବନ ହାରିଲା

କଟକ : ଟାଙ୍କି ଭିତରୁ ଉଦ୍ଧାର ହେଲା ନାଗ ସାପ ଛୁଆ ।  କଟକ ଜିଲ୍ଲା ବାଙ୍କୀ  ଦୋଳଣାପୁରର ଲକ୍ଷ୍ମୀଧର ପରିଡାଙ୍କ ଘରେ ଟାଙ୍କି ମରାମତି କରାଯିବା ବେଳେ କିଛି ନାଗ ସାପ ଛୁଆ ଓ ଅଣ୍ଡା ଉଦ୍ଧାର ହୋଇଛି । ତାସହିତ ସେଠାରେ ଏକ ବଡ଼ ନାଗ ସାପ ମରିପଡ଼ିଥିବା ଦେଖିବାକୁ ମିଳିଥିଲା । ତେବେ ଘଟଣା ନେଇ …