Latest Odisha News

BREAKING NEWS

Browsing Category

କଟକ

Cuttack

ଗିରଫ ହେଲେ ଏଏସପି ତ୍ରିନାଥ ମିଶ୍ର, ପତ୍ନୀଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ୱର: ବନ୍ଧା ହେଲେ ପୋଲିସ କମ୍ୟୁନିକେସନର ଅତିରିକ୍ତ ଏସପି ତ୍ରିନାଥ ମିଶ୍ର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଏହା ସହିତ ତାଙ୍କ ପତ୍ନୀଙ୍କ ନାଁରେ ମଧ୍ୟ ମାମଲା ରୁଜୁ କରିଛି ଭିଜିଲାନ୍ସ । ଭିଜିଲାନ୍ସ ସୂଚନା ଅନୁସାରେ, ତ୍ରିନାଥ…

ଭିଜିଲାନ୍ସ ଜାଲରେ ଆଉ ଜଣେ ବଡ଼ ମାଛ, ଅତିରିକ୍ତ ଏସପିଙ୍କ ଘରେ ରେଡ୍

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆଉ ଜଣେ ବଡ଼ ମାଛ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ଏସପିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ପୋଲିସ କମ୍ୟୁନିକେସନ୍ ବିଭାଗର ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କ ଘର ସମେତ ୧୧ଟି ସ୍ଥାନରେ ଏକକାଳୀନ ରେଡ୍ ଚାଲିଛି । କଟକ, କୋରାପୁଟ, ଯାଜପୁର ଓ…

୪୦ ଫୁଟ ମୋବାଇଲ୍ ଟାଓ୍ୱାର ଉପରେ ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଯୁବକ

ବାଙ୍କି(କଟକ): ୪୦ ଫୁଟ୍ ଉଚ୍ଚର ମୋବାଇଲ୍ ଟାଓ୍ୱାର ଉପରେ ଚଢ଼ିଗଲେ ଯୁବକ । ଉପରୁ ଆତ୍ମହତ୍ୟା ଧମକ ଦେଉଛନ୍ତି । ଏଭଳି ଏକ ଘଟଣା କଟକ ଜିଲ୍ଲା ବାଙ୍କି ଅଞ୍ଚଳରୁ ସାମନାକୁ ଆସିଛି । ମୋବାଇଲ୍ ଟାଓ୍ୱାର ଉପରେ ଚଢ଼ିଥିବା ଯୁବକଙ୍କ ନାଁ ମଳୟ ଗୋଚ୍ଛି । ତାଙ୍କ ଘର ରାମଚନ୍ଦ୍ରପୁର ଅନ୍ତର୍ଗତ…

ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୩୩କୁ ବୃଦ୍ଧି

କଟକ: ଓଡିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୩୩ କୁ ବୃଦ୍ଧି ପାଇଛି । ପୂର୍ବରୁ ହାଇକୋର୍ଟରେ ମୁଖ୍ୟ ବିଚାରପତିଙ୍କୁ ମିଶାଇ ଅନୁମୋଦିତ ବିଚାରପତିଙ୍କ ସଂଖ୍ୟା ୨୭ ଥିଲା । ଆଉ ୬ ଜଣ ବିଚାରପତିଙ୍କ ସଂଖ୍ୟା ବୃଦ୍ଧି କରାଯିବା ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ଆଇନ ବିଭାଗ ଓ…

ବର୍ଷା-ଅନୁଭବ ବିବାଦ: ବର୍ଷାଙ୍କ ସ୍ପାଉସ୍ କାର୍ଡ ପ୍ରତ୍ୟାହାର ସଂପର୍କରେ ହାଇକୋର୍ଟଙ୍କ ରହିତାଦେଶ

କଟକ: ପୁଣି ତେଜିଲା ବର୍ଷା-ଅନୁଭବ ବିବାଦ । ସାଂସଦ ଅନୁଭବ ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ ମାମଲା ଥମିବାର ନାଁ ଧରୁନାହିଁ । ବର୍ଷାଙ୍କ ସ୍ପାଉସ୍ କାର୍ଡ ପ୍ରତ୍ୟାହାର ସମ୍ପର୍କରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ୩ ଜଣଙ୍କୁ ଜବାବ ରଖିବାକୁ ହାଇକୋର୍ଟ ନୋଟିସ୍ ଦେଇଛନ୍ତି…

[ଦେଖନ୍ତୁ ଭିଡିଓ] ରଣଜୀ ଟ୍ରଫି ପାଇଁ ଓସିଏର ୨୦ ଜଣିଆ ଟିମ୍ ଘୋଷଣା

କଟକ: ଆଗାମୀ ରଣଜୀ ଟ୍ରଫି ପାଇଁ ଓସିଏ ପକ୍ଷରୁ ୨୦ ଜଣିଆ ଓଡ଼ିଶା ଟିମ୍ ଘୋଷଣା କରାଯାଇଛି । ଶୁଭ୍ରାଂଶୁ ସେନାପତି ଦଳର ଅଧିନାୟକ ଥିବା ବେଳେ ୫ ଜଣ ନୂଆ ମୁହଁ ଦଳରେ ସ୍ଥାନ ପାଇଛନ୍ତି । ପୂର୍ବରୁ ହଂକଂ ଜାତୀୟ ଦଳରୁ ଖେଳିଥିବା ଅଭିଜ୍ଞ ଅଂଶୁମାନ ରଥ, ପୂର୍ବତନ ଆଇପିଏଲ ଖେଳାଳି ଅଭିଷେକ ରାଉତ…

[ଭିଡ଼ିଓ] ଆସନ୍ତା ଜୁନରେ ବାରବାଟୀରେ T-20 ମ୍ୟାଚ୍‌

କଟକ: ଆସନ୍ତା ଜୁନରେ ବାରବାଟୀରେ ଖେଳାଯିବ ଟି-ଟ୍ୱେଣ୍ଟି ମ୍ୟାଚ। ବାରବାଟୀରେ ଦକ୍ଷିଣ ଆଫ୍ରିକାକୁ ଭେଟିବ ଟିମ୍ ଇଣ୍ଡିଆ। ଟି-ଟ୍ବେଣ୍ଟି ମ୍ୟାଚ୍‌ ନେଇ OCA ସମ୍ପାଦକ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି । ଏନେଇ BCCI ସଭାପତି ସୌରଭ ଗାଙ୍ଗୁଲୀଙ୍କ ସହ ଆଲୋଚନା ମଧ୍ୟ ହୋଇଛି । ଫେବ୍ରୁଆରୀ ୧୫ରେ…

ହାଇକୋର୍ଟରେ ଆଗୁଆ ଜାମିନ ଲୋଡ଼ିଲେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ

କଟକ: ସରକାରୀ କର୍ମଚାରୀଙ୍କୁ ମାଡ଼ ମାରିବା ଅଭିଯୋଗ ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ୍ ଆବେଦନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ । ସରକାରୀ ଅଧିକାରୀଙ୍କୁ ଦଳୀୟ କାର୍ଯ୍ୟାଳୟରେ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା । ଏହି ମାମଲାରେ ଆଗୁଆ ଜାମିନ ଲୋଡ଼ି ହାଇକୋର୍ଟଙ୍କ ଦ୍ୱାରସ୍ଥ…

[ଭିଡ଼ିଓ] ରାଧାକୃଷ୍ଣ ମନ୍ଦିରରୁ ମୁକୁଳିଲା ବନ୍ଦୀ ମୟୂର

କଟକ: ମୁକୁଳିଲା ବନ୍ଦୀ ମୟୂର । ଏକ ରାଧାକୃଷ୍ଣ ମନ୍ଦିରରୁ ଦୀର୍ଘ ଦିନ ଧରି ବନ୍ଦୀ ହୋଇ ରହିଥିବା ମୟୂର ଏବେ ବନ୍ଦୀରୁ ମୁକୁଳିଛି । କଟକ ପିଠାପୁର ଅଞ୍ଚଳରେ ଥିବା ରାଧାକୃଷ୍ଣ ମନ୍ଦିରରେ ବଡ଼ ପଞ୍ଜୁରୀରେ ବନ୍ଦୀ କରି ରଖାଯାଇଥିଲା । ଖବର ପାଇ ଡିଏଫଓଙ୍କ ସମେତ ରେଞ୍ଜ ଅଫିସର ଓ ଫରେଷ୍ଟ ଗାର୍ଡ…

ଖୋଲୁଛି କଟକ କନିକା ରାଜା ଘରର ଗୁମର

କଟକ: ଖୋଲୁଛି କଟକ କନିକା ରାଜଘରର ଗୁମର । ରାଜା ସ୍ୱର୍ଗତ ରାଜେନ୍ଦ୍ର ନାରାୟଣ ଭଞ୍ଜଦେଓଙ୍କ ରାଜକନିକାରେ ଥିବା ସମ୍ପତିରୁ ମିଳିଥିବା ଭାଗକୁ ବିକ୍ରି କରିଦେବା ଯୋଜନାରେ ଥିଲେ ନାତୁଣୀ ବୋହୂ ପରେଶକୁମାରୀ ଦେବୀ । ପାଖାପାଖି ୪ କୋଟି ଟଙ୍କାର ସମ୍ପତି ବିକ୍ରି କରିବାକୁ ନିଷ୍ପତି ନେଇଥିଲେ ।…