Latest Odisha News

BREAKING NEWS

Browsing Category

କଟକ

Cuttack

ଜମି ପଞ୍ଜୀକରଣ ପାଇଁ ଆରମ୍ଭ ହେଲା ସ୍ମାର୍ଟ ସର୍ଭିଲାନ୍ସ ସିଷ୍ଟମ, ସାବାଡ ହେବେ ଦଲାଲ

କଟକ: ଏବେ ଜମି ପଞ୍ଜୀକରଣ ହେବ ସହଜ। ସରକାର ଏଥିପାଇଁ ହୋଇଛନ୍ତି ତତ୍ପର। ଜମିଜମା ପଞ୍ଜିକରଣ ପ୍ରକ୍ରିୟାକୁ ସରଳ କରିବା ଲାଗି ଆଜି ଠାରୁ ଆରମ୍ଭ ହେଲା ସ୍ମାର୍ଟ ସର୍ଭିଲାନ୍ସ ସିଷ୍ଟମ। କଟକ ସ୍ଥିତ ରାଜସ୍ଵ ପରିଷଦ ବିଲଡିଂରେ ଥିବା ମହାନିବନ୍ଧକ କାର୍ଯ୍ୟାଳୟରେ ଏହି ବ୍ୟବସ୍ଥାକୁ ଉଦଘାଟନ…

ଦିନିକିଆ କ୍ରିକେଟ ମ୍ୟାଚ: କମିଲା ବାରବାଟୀ ଟିକେଟ ଦର

କଟକ : କମିଲା ବାରବାଟୀ ଟିକେଟ ଦର। ପୂର୍ବ ନିର୍ଦ୍ଧାରିତ ଟିକେଟ ଦରକୁ ନେଇ ରାଜ୍ୟବ୍ୟାପୀ କ୍ରିକେଟ୍ ପ୍ରେମୀଙ୍କ ମଧ୍ୟରେ ପ୍ରକାଶ ପାଇଥିଲା ଅସନ୍ତୋଷ। ଶେଷରେ ହ୍ରାସ ପାଇଲା ବାରବାଟୀ ଟିକେଟ ଦର। ଫେବ୍ରୁଆରୀ ୯ରେ ବାରବାଟୀରେ ଖେଳାଯିବାକୁ ଥିବା ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍ ପାଇଁ ଟିକେଟ…

ଆଉ ଦିନେ ବଢିଲା କଟକ ବାଲିଯାତ୍ରା

ଭୁବନେଶ୍ବର: ଆଉ ଦିନେ ବଢିଲା କଟକ ବାଲିଯାତ୍ରା ଅବଧି। ୨୨ତାରିଖ ପରିବର୍ତ୍ତେ ୨୩ତାରିଖ ପର୍ଯ୍ୟନ୍ତ ଚାଲିବ ବାଲିଯାତ୍ରା। ସାଧାରଣ ଲୋକଙ୍କ ଆଗ୍ରହ ଓ ଉତ୍ସାହକୁ ଦୃଷ୍ଟିରେ ରଖି ଐତିହାସିକ କଟକ ବାଲିଯାତ୍ରାର ଅବଧିକୁ ଦିନେ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏନେଇ ମୁଖ୍ୟମନ୍ତ୍ରୀଙ୍କ…

ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ବିୟୋଗରେ ଶୋକ ପ୍ରକାଶ କଲା ବିଜେଡି

ଭୁବନେଶ୍ୱର: ଆଜି ଅପରାହ୍ନରେ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ଦେହାନ୍ତ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ କିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ଯୁ ହୋଇଛି। ଏହି ପରିପ୍ରେକ୍ଷୀରେ ବିଜେଡି ପକ୍ଷରୁ ଶୋକ ବ୍ୟକ୍ତ କରାଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ…

ଆମ୍ବ ଟାକୁଆ ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି

ଭୁବନେଶ୍ବର: କନ୍ଧମାଳ ଜିଲ୍ଲା ମାଣ୍ଡିପଙ୍କା ଆମ୍ବ ଟାକୁଆ ଜାଉ ଖାଇବା ଘଟଣାରେ ପୁଣି ଜଣଙ୍କ ଜୀବନ ଯାଇଛି। ମୃତ୍ୟୁ ସଂଖ୍ୟା ୩ ରେ ପହଞ୍ଚିଛି। କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ମହିଳାଙ୍କର ଆଜି ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାଁ ଜିତା ମାଝୀ। ମୃତକ ଜିତାଙ୍କୁ ମିଶାଇ ଆମ୍ବ…

ସମୀର ଦେଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକ: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

କଟକ : ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେ’ଙ୍କ ଦେହାନ୍ତକୁ ନେଇ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ଏବଂ ରାଜନେତା ପର୍ଯ୍ୟନ୍ତ ସମସ୍ତେ ଶୋକ ବ୍ୟକ୍ତ କରିଛନ୍ତି । ଏହି ପରିପ୍ରେକ୍ଷିରେ ରାଷ୍ଟ୍ରପତି ଦ୍ରୌପଦୀ…

ମାଟ୍ରିକ ପରୀକ୍ଷା ପାଇଁ ବଢିଲା ଫର୍ମ ପୂରଣ ଅବଧି

କଟକ : ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଅବଧିକୁ ବୃଦ୍ଧି କରିଛି ମାଧ୍ୟମିକ ଶିକ୍ଷା ପରିଷଦ। ଆଜି ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୮ ଅର୍ଥାତ୍ ଆଜି ଫର୍ମ ପୂରଣର ଶେଷ ତାରିଖ ଥିବାବେଳେ ନଭେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍ ଫର୍ମ ପୂରଣ ଅବଧିକୁ ବଢ଼ାଇଛି ବୋର୍ଡ। ସେହିପରି…

ବାଲିଯାତ୍ରାରେ ନାବାଳକଙ୍କ ମୃତ୍ୟୁ ଘଟଣା: ପରିବାର ଲୋକଙ୍କୁ ମିଳିବ କ୍ଷତିପୂରଣ

କଟକ : ଐତିହାସିକ କଟକ ବାଲିଯାତ୍ରାରେ ଗତକାଲି ବିଦ୍ୟୁତ୍‌ ଆଘାତରେ ଜଣେ ଯୁକ୍ତ ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଗତସିଂହପୁର ଜୟବଡ଼ର ପ୍ରଭାକର ମନ୍ଥନଙ୍କ ପୁଅ ବିଶ୍ୱପ୍ରକାଶ ମନ୍ଥନ(୧୮)।  ରିଙ୍ଗ ରୋଡର ଦୁଇ ରାସ୍ତା ମଝିରେ ଥିବା ବାଡ଼ରେ ସଜାଯାଇଥିବା ଲିଚୁ ଲାଇଟ ତାର ସଂସ୍ପର୍ଶରେ…

ପରଲୋକରେ ବରିଷ୍ଠ ବିଜେପି ନେତା ସମୀର ଦେ

କଟକ : ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କ ପରଲୋକ । ୬୭ ବର୍ଷ ବୟସରେ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି । ସମୀର ଦେ’ଙ୍କ ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି ।  ଫୁସଫୁସ, କିଡ୍‌ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ଥିଲେ ବରିଷ୍ଠ ବିଜେପି ନେତା ସମୀର ଦେ’।…

କଟକ ବାଲିଯାତ୍ରା: ୧୦ଟା ପରିବର୍ତ୍ତେ ସାଢେ ୧୦ଟା ଯାଏଁ ଚାଲିବ ସାଂସ୍କୃତିକ କାର୍ଯ୍ୟକ୍ରମ

କଟକ : ବଢ଼ିଲା କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ। ବିବାଦ ପରେ ୩୦ ମିନିଟ ବୃଦ୍ଧି ହେଲ ସାଂସ୍କୃତିକ କାର୍ଯ୍ୟକ୍ରମ ଅବଧି।  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ପରେ ଆଉ ଅଧ ଘଣ୍ଟା ସମୟ ବୃଦ୍ଧି କରାଯାଇଛି। ଏଣିକି ରାତି ୧୦ଟା ପରିବର୍ତ୍ତେ ୧୦ଟା ୩୦ ଯାଏଁ…