Latest Odisha News

BREAKING NEWS

Browsing Category

କଟକ

Cuttack

କଟକ କନିକା ହତ୍ୟା ଘଟଣା: ଗିରଫ ହେଲା ମାତୃହନ୍ତା ପୁଅ

କଟକ: ସମ୍ପତ୍ତି ପାଇଁ ସଇତାନ ସାଜିଥିବା ମାତୃହନ୍ତା ପୁଅକୁ କଟକ କମିସନରେଟ ପୁଲିସ ଗିରଫ କରିଛି । ପୁଲିସ ଅଭିଯୁକ୍ତ ପୁଅ ଗୋପାଳ ଭଞ୍ଜଦେଓକୁ ଗିରଫ ସହ ତା’ ନିକଟରୁ କଟୁରୀ ଜବତ କରିଛି। ଟଙ୍କାପଇସା ଜମିବାଡ଼ି ସମ୍ପତ୍ତି ଲୋଭରେ ନିଜ ପ୍ରକୃତ ସମ୍ପତ୍ତିକୁ ପୁଅ ଧ୍ବଂସ କଲା। ଜମିବାଡ଼ି…

[ଭିଡ଼ିଓ] ମହାନଦୀର ବିସ୍ତୀର୍ଣ୍ଣ ଜଳରାଶିରେ ଦେଶବାସୀଙ୍କ ପାଇଁ ବାର୍ତ୍ତା

କଟକ : ସାଧାରଣତନ୍ତ୍ର ଦିବସରେ ଏଭଳି ନିଜେ ଗୀତ ଲେଖି ସଂଯୋଜନା କରିବା ସହିତ ନିଜେ ରେକଡ଼ିଂ କରିଛନ୍ତି ସବିର୍ ବକ୍ସ୍ । ଦେଶାତ୍ମବୋଧକ ଗୀତ ବୋଟ୍ ସହାୟତାରେ କରାଯାଇଥିବା ବେଳେ ମହାନଦୀର ଜଳ ଭିତରେ କରାଯାଇଥିଲା ଏଭଳି କାର୍ଯ୍ୟକ୍ରମ । ଗୀତ ସମୟରେ କ୍ୟାମେରା ଖଞ୍ଜା ଯାଇ ସୁଟିଂ କରାଯାଇଥିଲା ।…

[ଭିଡ଼ିଓ] କନିକା ରାଜପରିବାରରେ ବୀଭତ୍ସ ହତ୍ୟା, ମା’କୁ ହତ୍ୟା କଲା ପୁଅ

କଟକ: କନିକା ରାଜପରିବାରରେ ବୀଭତ୍ସ ହତ୍ୟାକଣ୍ଡ । କଟକ କନିକା ଛକସ୍ଥିତ ଶ୍ରୀବିହାର କଲୋନିରେ ରହୁଥିବା ରାଜପରିବାରରେ ମାଆକୁ ହତ୍ୟା କରିଛି ପୁଅ । କନିକା ରାଜାଙ୍କ ନାତୁଣୀ ବୋହୂ ପରେଶ କୁମାରୀ ଭଞ୍ଜଦେଓଙ୍କୁ ହତ୍ୟା କରିଛି ତାଙ୍କ ପୁଅ ଗୋପାଳ ଭଞ୍ଜଦେଓ । ୭୫ ବର୍ଷୀୟା ମାଆଙ୍କୁ କଟୁରୀରେ…

[ଭିଡ଼ିଓ] BWF ଓ୍ୱାଲର୍ଡ ଟୁର୍ ବ୍ୟାଡମିଣ୍ଟନ ‘ଓଡିଶା ଓପନ’-୨୦୨୨ ଆରମ୍ଭ

କଟକ: ଆରମ୍ଭ ହୋଇଛି ବିଡବ୍ଲୁଏଫ ୱାର୍ଲଡ ଟୁର ସୁପର ହଣ୍ଡରେଡ୍ ୱାର୍ଲଡ ରାଙ୍କିଙ୍ଗ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଓଡିଶା ଓପନ ୨୦୨୨। କଟକ ଜବାହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଆରମ୍ଭ ହୋଇଛି ଟୁର୍ଣ୍ଣାମେଣ୍ଟ । ପ୍ରଥମଥର ଲାଗି ଓଡିଶାରେ ଏଭଳି ଏକ ବିଶ୍ଵସ୍ତରୀୟ ବ୍ୟାଡମିଣ୍ଟନ…

ତପସ୍ୱିନୀଙ୍କୁ ନୋଟିସ୍ କଲେ ହାଇକୋର୍ଟ

କଟକ: ହାଇକୋର୍ଟରେ ପହଞ୍ଚିଲା ଡାକ୍ତର ସୁମିତ ଓ ତପସ୍ୱିନୀଙ୍କ ପାରିବାରିକ ବିବାଦ । ସୁମିତଙ୍କ ଘରକୁ କିଛି ମହିଳା ଧସେଇ ପଶିବା ଘଟଣାରେ ପୋଲିସର ନିଷ୍କ୍ରିୟତା ନେଇ ଶୁଣାଣି ହୋଇଛି । ପିଟିସନରେ ତପସ୍ୱିନୀ ଓ ତାଙ୍କ ବାପା ପକ୍ଷଭୁକ୍ତ ହୋଇନଥିବା ଦର୍ଶାଇଛନ୍ତି କୋର୍ଟ । ଆଉ ଏଥିପାଇଁ ଉଭୟ…

ଆଜିଠୁ ଆରମ୍ଭ ଓଡ଼ିଶା ଓପନ, ଭାଗ ନେବେ ୩୦୦ ଖେଳାଳି

କଟକ: ଆଜିଠୁ କମ୍ପିବ କଟକ ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମ । ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମ ଖେଳାଯିବ ବିଡବ୍ଲ୍ୟୁଏଫ୍ ଓଡ଼ିଶା ଓପନ୍ ବ୍ୟାଡମିଣ୍ଟନ୍ ଟୁର୍ଣ୍ଣାମେଣ୍ଟ । ଏହି ପ୍ରତିଯୋଗିତାରେ ସାରା ବିଶ୍ୱର ୩୦୦ରୁ ଅଧିକ ବଛାବଛା ଖେଳାଳିଙ୍କ ସହ ୧୦୦ରୁ ଅଧିକ ଅଫିସିଆଲ୍ସ ଭାଗ ନେବେ…

[ଭିଡିଓ] ଚର୍ଚ୍ଚାରେ କଟକ ପୁଅ, ସ୍କ୍ରାପ୍ ମ୍ୟାଟେରିଆଲରୁ ନିର୍ମାଣ କଲେ ସ୍ପୋର୍ଟସ୍ କାର୍

କଟକ: ଚର୍ଚ୍ଚାରେ କଟକ ପୁଅ ସୁଶାନ୍ତ ରାଉତ । ଜଣେ ବାଣିଜ୍ୟ ବିଭାଗର ଛାତ୍ର ହୋଇଥିଲେ ହେଁ ନିଶା ତାଙ୍କର କାର ନିର୍ମାଣ କରିବା । ହେଲେ କୌଣସି କମ୍ପାନୀ କିମ୍ବା ଗ୍ୟାରେଜ ସହ ସେ ଜଡିତ ନୁହେଁ । ବରଂ ସ୍କ୍ରାପ୍ ମ୍ୟାଟେରିଆଲରୁ ସେ ଏକ ସ୍ପୋର୍ଟସ୍ କାର୍ ପ୍ରସ୍ତୁତ କରି ଚର୍ଚ୍ଚା ସାଉଣ୍ଟିଛନ୍ତି…

[ଭିଡ଼ିଓ] ନିଆରା ଚିତ୍ରକଳାରେ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ସ୍ୱାଧୀନତା ଆନ୍ଦୋଳନର କର୍ଣ୍ଣଧାର ଥିଲେ ସେ । ଦେଶର ସୁଯୋଗ୍ୟ ସନ୍ତାନ ନେତାଜୀ ସୁଭାଷ ଚନ୍ଦ୍ର ବୋଷ। ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ । ଭାରତର ସ୍ୱାଧୀନତା ସଂଗ୍ରାମର ଅନିର୍ବାଣ ଦୀପଶିଖା , ତେଜମୟ ବ୍ୟକ୍ତିତ୍ୱ ଓ ଉତ୍ସର୍ଗର ମୂର୍ତ୍ତିମନ୍ତ ପ୍ରତୀକ ଥିଲେ…

ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ, ୧୫ଜଣ ଶିଳ୍ପୀଙ୍କ ଦ୍ୱାରା ଭାସ୍କର୍ଯ୍ୟ କଳା ପ୍ରଦର୍ଶନୀ

କଟକ: ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ । ଚଳଚଞ୍ଚଳ ହୋଇପଡ଼ିଛି କଟକ ଓଡ଼ିଆ ବଜାରସ୍ଥିତ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ । ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ନେତାଜୀଙ୍କ ସ୍ମୃତି ଉଦ୍ଦେଶ୍ୟରେ କାର୍ଯ୍ୟକ୍ରମ ରଖାଯାଇଛି । କରୋନା ପାଇଁ ଫିକା ପଡ଼ିଥିଲେ ମଧ୍ୟ ନିଆରା ଢ଼ଙ୍ଗରେ…

ବାରବାଟୀରେ ହେବନି ଭାରତ- ୱେଷ୍ଟଇଣ୍ଡିଜ ଟି-ଟ୍ୱେଣ୍ଟି ମ୍ୟାଚ୍

ନୂଆଦିଲ୍ଲୀ: ବାରବାଟୀରେ ହେବନି ଭାରତ- ୱେଷ୍ଟଇଣ୍ଡିଜ ଟି-ଟ୍ୱେଣ୍ଟି ମ୍ୟାଚ । ଭାରତ- ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ହେବାକୁ ଥିବା ଟି-୨୦ ସିରିଜ୍‌ ଆୟୋଜନରୁ ବାଦ ପଡ଼ିଛି କଟକର ବାଟବାଟୀ ଷ୍ଟାଡିୟମ। ଦେଶରେ କରୋନାର ତୃତୀୟ ଲହର ଦ୍ରୁତଗତିରେ ବଢ଼ୁଛି। ଏହାକୁ ଦୃଷ୍ଟିରେ ରଖି ଆଜି ବିସିସିଆଇ…