Latest Odisha News

BREAKING NEWS

Browsing Category

କଟକ

Cuttack

ମାଟ୍ରିକ ସମେଟିଭ୍-୧ ପରୀକ୍ଷା, ଆଜିଠୁ ପରୀକ୍ଷାର୍ଥୀଙ୍କୁ ମିଳିବ ଆଡ଼ମିଟ୍ କାର୍ଡ଼

କଟକ: ଆସନ୍ତା ୫ତାରିଖରୁ ଆରମ୍ଭ ହେବ ମାଟ୍ରିକ ସମେଟିଭ ଆସେସମେଣ୍ଟ-୧ ପରୀକ୍ଷା । ପରୀକ୍ଷା ପାଇଁ ଆଜିଠୁ ପରୀକ୍ଷାର୍ଥୀ ଆଡ଼ମିଟ୍ କାର୍ଡ଼ ପାଇପାରିବେ । ବୋର୍ଡ଼ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ବିଭିନ୍ନ ପରୀକ୍ଷା ସେଣ୍ଟରଗୁଡ଼ିକୁ ଆଡ଼ମିଟ୍ କାର୍ଡ଼ ପଠାଇ ଦିଆଯାଇଛି । ଏହାସହ ପରୀକ୍ଷାର୍ଥୀ ଚାହିଁଲେ…

ଉଜୁଡିଗଲା ସଂସାର, ମାଞ୍ଜା ସୂତା ନେଇଗଲା ଯୁବକଙ୍କ ଜୀବନ

କଟକ : ଖୁସିରେ ଯେମିତି ଲାଗିଗଲା କାହା ନଜର। କିଛି ଦିନର ସଂସାର ଗଢିଥିଲା। ହେଲେ ମାଞ୍ଜା ସୂତା ନେଇଗଲା ସ୍ୱାମୀର ଜୀବନ। କିଛି ସେକେଣ୍ଡରେ ଚୁର୍ ମାର ହୋଇଗଲା ସୁନାର ସଂସାର। ଆଜି କଟକରେ ଘଟିଛି ଏମିତି ଏକ ଦୁଃଖଦାୟକ ଘଟଣା। ଯେଉଁଠାରେ ଗୁଡ଼ି ଉଡ଼ା ପାଇଁ ବ୍ୟବହୃତ ମାଞ୍ଜା ସୂତା ଲାଗି…

ନକଲି ଜର୍ଦ୍ଦା କାରବାରର ପର୍ଦ୍ଦାଫାସ ,ଜଣେ ଗିରଫ

କଟକ : ପୁଣି ପୋଲିସ କବଜାରେ ନକଲି ଜର୍ଦ୍ଦା । କଟକ ଦାହପାଟଣାରେ ୨.୫୦ କ୍ୱିଣ୍ଟାଲ ନକଲି ଜର୍ଦ୍ଦା ଜବତ ହୋଇଛି ।ଏନେଇ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଅନ୍ୟପଟେ ଜବତ ହୋଇଥିବା ଜର୍ଦ୍ଦାର ଆନୁମାନିକ ମୂଲ୍ୟ ୮ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି । ଗିରଫ ହୋଇଥିବା ଅଭିଯୁକ୍ତ…

ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ସିଏମସିର ନୋଟିସ୍

କଟକ: ଗତକାଲି ରେଭେନ୍ସା ବିଶ୍ୱବିଦ୍ୟାଳୟରୁ କରୋନା କଟକଣା ଉଲ୍ଲଂଘନ କରି ନାଚ,ଗୀତ କରିଥିବା ଭିଡ଼ିଓ ଭାଇରାଲ ହୋଇଥିଲା । ଏନେଇ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି କଟକ ମହାନଗର ନିଗମ କର୍ତ୍ତୃପକ୍ଷ । ଏହା ମହାମାରୀ ଆଇନ୍ ଅନୁଯାୟୀ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ…

[ଭିଡିଓ] ବଡଦିନ ପାଇଁ ଚଳଚଞ୍ଚଳ କଟକର ବିଭିନ୍ନ ଚର୍ଚ୍ଚ

କଟକ : ଆସୁଛି ବଡ ଦିନ । ଆଉ ଦିନକ ପରେ ଧରାବତଣ କରିବେ ପ୍ରଭୁ ଯୀଶୁ ।ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ସିଲିଭର ସିଟି କଟକ ସହରରେ ଥିବା ଚର୍ଚ୍ଚ ଗୁଡକ । ସହରରେ ଥିବା ଚର୍ଚ୍ଚ ଗୁଡିକରେ ପ୍ରସ୍ତୁତି ଜୋରସୋରରେ କରାଯାଇଛି । ଚର୍ଚ୍ଚ ପରିସର ସଫାସୁତୁରା କରାଯିବା ସହ ଜାକଜମକରେ ସଜା ଯାଇଛି ।…

କାଉନସେଲିଂରେ ବିଳମ୍ବ ହେବାରୁ SCB ମେଡିକାଲରେ ପିଜି ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ

କଟକ : ଏସିବି ମେଡିକାଲର ଛାତ୍ରଛାତ୍ରୀ ଆନ୍ଦୋଳନ ଜାରି ରହିଛି । ନିଟ ପିଜି କାଉନସେଲିଂରେ ବିଳମ୍ବକୁ ନେଇ ପିଜି ଛାତ୍ରଛାତ୍ରୀ ମାନେ ପ୍ରତିବାଦ କରିଛନ୍ତି । ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଯୋଗୁଁ ଏସିବିରେ ଏମରଜେନ୍ସି ଓ ଆଉଟଡୋର ରୋଗୀ ସେବା ବାଧାପ୍ରାପ୍ତ ହୋଇଛି । ପ୍ରାୟ ୪୩୨ ଜଣ ପିଜି…

[ଭିଡ଼ିଓ] ଓଡ଼ିଶାର ଦୀର୍ଘତମ ‘ଟି-ସେତୁ’ ଲୋକାର୍ପଣ, ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା

କଟକ: ବହୁ ପ୍ରତୀକ୍ଷାର ଘଟିଲା ଅନ୍ତ। ଶେଷରେ ଉଦଘାଟିତ ହେଲା ବହୁ ପ୍ରତୀକ୍ଷିତ ‘ଟି-ସେତୁ’ । ମହାନଦୀ ଉପରେ ଓଡ଼ିଶାର ଦୀର୍ଘତମ ସେତୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଲୋକାର୍ପଣ । ୧୧୧କୋଟି ବ୍ୟୟରେ ନିର୍ମିତ ବହୁ ପ୍ରତିକ୍ଷିତ ବିକାଶର ସେତୁ ‘ଟି-ସେତୁ’  । ଏହି ହାଇଲେଭଲ ସେତୁ…

ମହାନଦୀରେ ଦୀର୍ଘତମ ଟି-ସେତୁ ଲୋକାର୍ପିତ, ୪୫ କିମି ଦୂରତ୍ୱ କମିବ

କଟକ: ମହାନଦୀ ଉପରେ ବହୁ ପ୍ରତିକ୍ଷୀତ ଟି-ସେତୁ ଲୋକାର୍ପିତ ହୋଇଛି । ଏହି ଦୀର୍ଘତମ ସେତୁର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ଜିଲ୍ଲା ଗୋପୀନାଥପୁର-ସିଂହନାଥ ପୀଠ-ବୈଦେଶ୍ୱରକୁ ସଂଯୋଗ କରୁଛି ସେତୁ । ନିର୍ମାଣ କାମରେ ଖର୍ଚ୍ଚ ହୋଇଛି ୧୧୧ କୋଟି ଟଙ୍କା । ଏହି…

ମଦାନଦୀ ଉପରେ ଦୀର୍ଘତମ ବ୍ରିଜ୍ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

କଟକ: ମହାନଦୀରେ ଆଜି ଲୋକାର୍ପିତ ହେବାକୁ ଯାଉଛି ବହୁ ପ୍ରତିକ୍ଷିତ ବାଙ୍କୀ-ବୈଦେଶ୍ୱରଠାରୁ ବଡମ୍ବା ଗୋପିନାଥପୁରକୁ ସଂଯୋଗ ହୋଇଥିବା ଟି-ସେତୁ । ମହାନଦୀ ଉପରେ ଦୀର୍ଘତମ ସେତୁର ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ । ୩.୪ କୋଲିମିଟର ଏହି ସେତୁ ଦ୍ୱାରା…

ଆର୍ଥିକ ଦୁର୍ବଳ ଶ୍ରେଣୀ ଲୋକମାନଙ୍କୁ ସୁଲଭ ମୂଲ୍ୟରେ ମିଳିବ ଘର

କଟକ : ଆର୍ଥିକ ଦୁର୍ବଳ ଶ୍ରେଣୀ ଲୋକମାନଙ୍କୁ ସୁଲଭ ମୂଲ୍ୟରେ ମିଳିବ ବାସଗୃହ । ଏହି ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ଗୃହ ନିର୍ମାଣ ବିଭାଗ ବା ହାଉସିଂ ବୋର୍ଡ ପକ୍ଷରୁ କଟକ ନୂଆ ବଜାର ବିଦ୍ୟାଧର ପୁରଠାରେ ଏହି ଯୋଜନା ଉଦଘାଟିତ ହୋଇଯାଇଛି । ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା…