Latest Odisha News

BREAKING NEWS

Browsing Category

କଟକ

Cuttack

ମହାନଦୀରେ ୪ ଛାତ୍ରଙ୍କ ସଲିଳ ସମାଧି

କଟକ: କୋଳି ତୋଳିବାକୁ ଯାଇ ମହାନଦୀରେ ଭାସିଗଲେ ୪ ସ୍କୁଲ ଛାତ୍ର । ବହୁ ଖୋଜାକୋଜି ପରେ ଆଜି ସମସ୍ତଙ୍କର ମୃତଦେହ ଉଦ୍ଧାର ହୋଇଛି । କଟକ ଗାନ୍ଧିପଲ୍ଲୀ ବାଲିଗଡ଼ା ନିକଟରେ ଗତକାଲି ଏହି ଅଘଟଣ ଘଟିଥିଲା । ଗତକାଲି କହ୍ନେଇପୁର ଉଦିମୂଳ ଘାଟରୁ ଜଣେ ଛାତ୍ରର ମୃତଦେହ ଉଦ୍ଧାର ହୋଇଛି । ତାଙ୍କ ନାଁ…

କଟକରେ ଏସ୍.ଆର୍. ଆଲକୋଭେଦ୍ କମ୍ପାନୀ ଉପରେ CBI ଚଢ଼ାଉ

କଟକ: ବ୍ୟାଙ୍କରୁ ଋଣ ନେଇ ସୁଝୁ ନଥିବା ଅଭିଯୋଗରେ କଟକ ଜଗତପୁର ସ୍ଥିତ ଏସ୍. ଆର୍‌. ଆଲକୋଭେଦ୍ ପ୍ରା. ଲିଃ ସଂସ୍ଥା ଉପରେ ସିବିଆଇର ଚଢ଼ାଉ । ଠକେଇ ଅଭିଯୋଗରେ ଭୁବନେଶ୍ୱର ସିବିଆଇ ଟିମ୍ ରେଡ୍ କରିଛି । ଅଭିଯୋଗ ହୋଇଛି ସଂପୃକ୍ତ ସଂସ୍ଥା ଦୁଇଟି ବ୍ୟାଙ୍କରୁ ୨୦୧୩ରେ ୭୩ କୋଟି ଟଙ୍କା ଋଣ ନେଇ ଆଉ…

[ଭିଡିଓ] କଟକର କୁନି ପ୍ରତିଭା ଆସ୍ପୃହା ଆଚାର୍ଯ୍ୟ

କଟକ : ଇଚ୍ଛା ଶକ୍ତି ଥିଲେ ଅସମ୍ଭବ ବି ସମ୍ଭବ ହେବ ହୁଏ । କଟକର ରାଜେନ୍ଦ୍ର ନଗରର କୁନି ପ୍ରତିଭା ହେଉଛନ୍ତି ଆସ୍ପୃହା ଆଚାର୍ଯ୍ୟ । ବୟସରେ ବହୁତ ଛୋଟ ହୋଇଥିଲେ ବି ବିଭିନ୍ନ ଡାନ୍ସରେ ଅଭିନୟ ଓ ଆର୍ଟ କରି ସମସ୍ତଙ୍କ ମନକୁ ଜିଣି ପାରିଛନ୍ତି ସେ । କେତେବେଳେ ବିଭିନ୍ନ ଦେବାଦେବୀଙ୍କ ସଙ୍ଗୀତରେ…

ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ୪ଟି ବିଭାଗରେ ଆଉଟସୋର୍ସିଂରେ କାମ କରୁଥିବା ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବା ଲାଗି ରାଜ୍ୟ ସରକାରଙ୍କୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାରଙ୍କ ଲୋକାଲ ଫଣ୍ଡ…

[ଭିଡ଼ିଓ] ଦେଶ ଦେଶରେ ମଜବୁତ ହେବ ସମ୍ପର୍କ: ଯୁବ ଯାଦୁଗର ସାରାଂଶଙ୍କ ମ୍ୟାଜିକ୍

କଟକ : ଦେଶ ଦେଶ ମଧ୍ୟରେ ସମ୍ପର୍କର ସେତୁ ପାଲଟିବ ମ୍ୟାଜିକ୍ । ଏବେ ବି ଭାରତ ଓ ଇଣ୍ଡେ।ନେସିଆ ସମ୍ପର୍କ ମଜବୁତ ଥିବା ବେଳେ ଏହି ସମ୍ପର୍କକୁ ଆହୁରି ଯୋଡିବାକୁ ପ୍ରୟାସ ହୋଇଛି । ଆଉ ଏହି ପ୍ରୟାସ କରିଛନ୍ତି କଟକର ଜଣେ ଯୁବକ ସାରାଂଶ ଦାସ । ବିଭିନ୍ନ ଦେଶ ବୁଲି ବୁଲି ସାରାଂଶ  ଯାଦୁ ବିଦ୍ୟା…

କାର୍ତ୍ତିକ ପୂର୍ଣ୍ଣିମାରେ ବାବା ଧବଳେଶ୍ୱରଙ୍କ ଆଜି ଯୋଗୀ ବେଶ

ଆଠଗଡ଼: ଆଜି କାର୍ତ୍ତିକ ପୂର୍ଣ୍ଣିମା । ଯୋଗୀ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ହେଲେ ଏହି ବେଶକୁ ଦର୍ଶନ କରିପାରିବେନି ଭକ୍ତ । କାର୍ତ୍ତିକ ପୂର୍ଣ୍ଣିମାରେ ଧବଳେଶ୍ୱର ପୀଠରେ ୧୪୪ଧାରା ଲାଗୁ କରାଯାଇଛି । ରାଜ୍ୟ ସରକାରଙ୍କ କୋଭିଡ଼ କଟକଣା ପାଇଁ ଦର୍ଶନ ମନା ରହିଛି । ଆଜିର ଦିନରେ…

ପୋଲିସ ପଞ୍ଝାରେ ନକଲି ଡାକ୍ତର ,ବ୍ୟାଙ୍କରୁ ଋଣ ନେଇ ଧରାପଡିଲେ

କଟକ : ପୋଲିସ ହାତରେ ଧରାପଡିଲା ହାଇ ପ୍ରୋଫାଇଲ ଠକ । କଟକ ବାଦାମବାଡି ଅଞ୍ଚଳରୁ ଏହି ଠକକୁ ଗିରଫ କରିଛି ପୋଲିସ । ନିଜକୁ ଡାକ୍ତର କହି ଏହି ଠକ ଜଣକ ବିଭିନ୍ନ ବ୍ୟାଙ୍କରୁ କାର ଲୋନ ନେଇଥିଲେ ବୋଲି ଜଣାପଡିଛି । ଗିରଫ ହୋଇଥିବା ଅଭିଯୁକ୍ତ କଟକ ଗୋପାଳପୁର ଅଞ୍ଚଳର ସିଦ୍ଧାନ୍ତ ସାର୍ଥକ ।…

ମମିତା ହତ୍ୟା ମାମଲା: ତଦନ୍ତର ଷ୍ଟାଟସ ରିପୋର୍ଟ ମାଗିଲେ ହାଇକୋର୍ଟ

କଟକ: ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ସରକାରଙ୍କୁ ତଦନ୍ତର ଷ୍ଟାଟସ ରିପୋର୍ଟ ମାଗିଲେ ହାଇକୋର୍ଟ । ତଦନ୍ତ କେତେଦୂର ଆଗେଇଛି ସେ ନେଇ ରିପୋର୍ଟ ମାଗିଛନ୍ତି କୋର୍ଟ । ଆସନ୍ତା ୩ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ ହୋଇଛି । ଜଷ୍ଟିସ ବିଶ୍ୱଜିତ…

ବାବା ଧବଳେଶ୍ୱରଙ୍କୁ ଲାଗି ହେଲା ଗଜଭୋଗ

ଆଠଗଡ଼: କଟକ ଜିଲ୍ଲା ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠରେ ପାଳିତ ହୋଇଛି ବଡ଼ଓଷା । ବାବା ଧବଳେଶ୍ୱରଙ୍କୁ ଲାଗି ହେଲା ଗଜଭୋଗ । ରାତି ୩ଟାରେ ଗଜଭୋଗ ଉଠିଥିଲା । ଏଥିପାଇଁ ରାତି ଗୋଟାଏରୁ ଆରମ୍ଭ ହୋଇଥିଲା ନୀତିକାନ୍ତି । ମଙ୍ଗଳଆଳତୀ ପରେ ମହାନଦୀରୁ ୧୦୮ ସୁବାସିତ ଜଳରେ…

ବୃଦ୍ଧାଙ୍କ ମହନୀୟତା : ରିକ୍ସାବାଲା ନାଁରେ କୋଟିଏ ଟଙ୍କାର ସମ୍ପତ୍ତି

କଟକ : ବୃଦ୍ଧାଙ୍କ ମହନୀୟତା । ରିକ୍ସାବାଲାକୁ ଦାନ କରିଦେଲେ କୋଟିଏ ଟଙ୍କାର ସମ୍ପତ୍ତି । ସ୍ୱାମୀ ଓ ଝିଅଙ୍କର ମୃତ୍ୟୁ ପରେ ଏକାକୀ ରହୁଥିବା ବୃଦ୍ଧା ନିଜର କୋଟି କୋଟି ଟଙ୍କାର ସଂପତ୍ତି ରିକ୍ସା ଚାଳକଙ୍କୁ ଦାନ କରିଦେଇଛନ୍ତି । ସୂତାହାଟରେ ରହୁଥିବା ୬୩ ବର୍ଷୀୟ ମିନତୀ ପଟ୍ଟନାୟକ ନିଜର ୩…