Latest Odisha News

BREAKING NEWS

Browsing Category

କଟକ

Cuttack

କୋଭିଡ଼କୁ ଦୃଷ୍ଟିରେ ରଖି ଚଳିତ ବର୍ଷ ବି ବନ୍ଦ ରହିବ ଐତିହାସିକ ବାଲିଯାତ୍ରା

କଟକ: ପୁଣି ଖାଲି ପଡ଼ିବ ବାଲିଯାତ୍ରା ପଡ଼ିଆ। ସନ୍ଧ୍ୟା ହେଲେ ଜମିବନି ଲୋକଙ୍କ ଭିଡ଼। ଚଳିତ ବର୍ଷ କଟକର ଐତିହାସିକ ବାଲିଯାତ୍ରା ହେବନାହିଁ। କୋଭିଡ଼କୁ ଦୃଷ୍ଟିରେ ରଖି ବାଲିଯାତ୍ରା ବନ୍ଦ ରଖିବାକୁ ନିଷ୍ପତି ନେଇଛନ୍ତି ଜିଲ୍ଲା ପ୍ରଶାସନ। ବାଲିଯାତ୍ରା ବନ୍ଦ ନେଇ କଟକ ଜିଲ୍ଲାପାଳ ଭବାନୀ ଶଙ୍କର…

ପ୍ରଫେସର ଗଣେଶ୍ୱର ମିଶ୍ରଙ୍କ ତୈଳଚିତ୍ର ଉନ୍ମୋଚିତ

କଟକ: ସୁନାମଧନ୍ୟ ଲେଖକ ପ୍ରଫେସର ଗଣେଶ୍ୱର ମିଶ୍ରଙ୍କ ତୈଳଚିତ୍ର କଟକ ବାଣୀପୀଠ ଶ୍ରୀରାମଚନ୍ଦ୍ର ଭବନଠାରେ ଉନ୍ମୋଚିତ ହୋଇଯାଇଛି । ଓଡ଼ିଶାର ସର୍ବ ପୁରାତନ ସାହିତ୍ୟ ଅନୁଷ୍ଠାନ ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ଶ୍ରୀ ରାମଚନ୍ଦ୍ରଭବନରେ ରବିବାର ସନ୍ଧ୍ୟାରେ ଏହି କାର୍ଯ୍ୟ‌କ୍ରମ ଅନୁଷ୍ଠିତ…

DRDO ଗୁପ୍ତତଥ୍ୟ ଚୋରି ମାମଲାରେ ମୁମ୍ବାଇ ଲିଙ୍କ୍

ଭୁବନେଶ୍ୱର: ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରୁ ଗୁପ୍ତ ତଥ୍ୟ ଲିକ୍ ଘଟଣା  ।  ଏବେ ମୁମ୍ବାଇ ଲିଙ୍କ୍ ସମାନକୁ ଆସିଛି । ୫ ଜଣ ଗିରଫ ହେବା ଘଟଣାରେ ସାମ୍ନାକୁ ଆସିଛି ନୂଆ ତଥ୍ୟ । ଏହି ଘଟଣାରେ ଆଉ ଜଣେ ମହିଳାଙ୍କ ସମ୍ପୃକ୍ତି ଥିବା ନେଇ ସୂଚନା ମିଳିଥିବା କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ…

ଗାଁ ମାଟିରେ ପହଁଞ୍ଚିଲା ଭାରତୀୟ ସେନାର ବିଜୟ ଜ୍ୟୋତି

କଟକ : ଗାଁ ମାଟିରେ ପହଁଞ୍ଚିଲା ସେନାର ବିଜୟ ଜ୍ୟୋତି । କଟକ ଜିଲ୍ଲା ବଡମ୍ବା ବ୍ଲକ  ସଙ୍ଖାମେରୀ ଗାଁ ପଞ୍ଚାୟତର କନ୍ତପଡ଼ା ଗାଁରେ ଭାରତୀୟ ସେନାର ବିଜୟ ଜ୍ୟୋତି ପହଁଞ୍ଚିଛି। ୧୯୭୧ ମସିହା ପାକିସ୍ତାନ ବିରୁଦ୍ଧରେ ବିଜୟ ହାସଲ କରିଥିଲା ଭାରତ ।ବିଜୟର ୫୦ ବର୍ଷ ପୁର୍ତ୍ତି ଅବସରରେ ଏହି ମାସ…

ଓଡ଼ିଶା ହାଇକୋର୍ଟରେ ବିଚାରପତିଭାବେ ଶପଥ ନେଲେ ଜଷ୍ଟିସ୍ ଆଦିତ୍ୟ କୁମାର ମହାପାତ୍ର

କଟକ: ଓଡ଼ିଶା ହାଇକୋର୍ଟର ବିଚାପତିଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ୍ ଆଦିତ୍ୟ କୁମାର ମହାପାତ୍ର। ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍.ମୁରଲୀଧର ତାଙ୍କୁ ଶପଥ ପାଠ କରାଇଥିଲେ । ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଶପଥ ପାଠ କରାଇଛନ୍ତି। ଏଥିରେ ହାଇକୋର୍ଟର ସମସ୍ତ…

ମୋଟରସାଇକେଲ ରଖିବାକୁ ନେଇ ଗଣ୍ଡଗୋଳ,ଜଣେ ମୃତ ୩ ଗୁରୁତର

କଟକ : ମୋଟର ସାଇକେଲ ରଖିବାକୁ ନେଇ ତୁମୁଳକାଣ୍ଡ । ଦୁଇ ପରିବାର ମଧ୍ୟରେ ଗଣ୍ଡୋଗୋଳ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ବଡମ୍ବା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରାଯାଇଛି। କଟକ ବଡମ୍ବା ଥାନା ମୁଗଗହିର ଗାଁରେ ଏପରି ଅଭାବନୀୟ ଘଟଣା ଘଟିଛି ।…

ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ହେଲେ ଆଦିତ୍ୟ କୁମାର ମହାପାତ୍ର

କଟକ: ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ହେଲେ ଆଦିତ୍ୟ କୁମାର ମହାପାତ୍ର। ଏନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଭ କରିବା ପରେ ଏନେଇ ବିଜ୍ଞପ୍ତି ପ୍ରକାଶିତ ହୋଇଛି। ଆଦିତ୍ୟ ମହାପାତ୍ର ଓଡ଼ିଶା ହାଇକୋର୍ଟରେ ଦୀର୍ଘଦିନ…

ବାଣ ଭିଡ଼ୁଥିବାବେଳେ ବିସ୍ଫୋରଣ, ୩ଗୁରୁତର

କଟକ: କଟକ ଆଠଗଡ଼ ତିଗିରିଆ ଅଞ୍ଚଳରେ ଘଟିଛି ଦୁଃଖଦ ଘଟଣା। ବାଣ ଭିଡ଼ୁଥିବାବେଳେ ଘଟିଲା ବିସ୍ଫୋରଣ। ଏଥିରେ ୩ଜଣ ଗୁରୁତର ହୋଇଛନ୍ତି। ଦୀପାବଳି ପୂର୍ବରୁ ଘଟିଛି ବଡ଼ ଧରଣର ଅଘଟଣ। ସୂଚନା ଅନୁସାରେ, କଟକ ଜିଲ୍ଲା ତିଗିରିଆ ବାଣେଶ୍ୱରପଡ଼ା ଗାଁର ଧୀର ସ୍ୱାଇଁ ନାମକ ଜଣେ ବ୍ୟକ୍ତି ନିଜ ଘରେ ବାଣ…

କଟକରୁ ପୁଣି ଜବତ ହେଲା ୫ ଲକ୍ଷ ଟଙ୍କାରୁ ଅଧିକ ବେଆଇନ ବାଣ

କଟକ:  କଟକରୁ ପୁଣି ଜବତ ହେଲା ବେଆଇନ ବାଣ । ସ୍ଥାନୀୟ ଗୋପାଳ ସାହିରେ ଚଢ଼ାଉ କରି ବିଡ଼ାନାସି ପୋଲିସ ବିପୁଳ ପରିମାଣର ବାଣ ଜବତ କରାଯାଇଛି । ଜବତ ହୋଇଥିବା ବାଣର ଅନୁମାନିକ ମୂଲ୍ୟ ୫ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ । ଏହି ବାଣ ରଖିବା ଅଭିଯୋଗ ରେ ଜଣେ ଯୁବକଙ୍କୁ ପୋଲିସ ଅଟକ ରଖିଛି ।…

ଧବଳେଶ୍ୱର ପୀଠରେ ଲାଗିଲା ୧୪୪ ଧାରା

ଆଠଗଡ଼: ପୁଣି ଲାଗିଲା ୧୪୪ ଧାରା । କଟକ ଜିଲ୍ଲାରେ ଥିବା ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱର ପୀଠରେ ଲାଗିଛି ୧୪୪ ଧାରା । ଦୀପାବଳିରେ ଭିଡ଼କୁ ଦୃଷ୍ଟିରେ ରଖି ଏହି କଟକଣା ଜାରି କରାଯାଇଛି । ଦୀପାବଳି ଅବସରରେ ଭିଡ଼କୁ ଦୃଷ୍ଟିରେ ରଖି ଆଠଗଡ଼ ପ୍ରଶାସନ କଟକଣା ଜାରି କରିଛନ୍ତି । କୋଭିଡ଼…