Latest Odisha News
Browsing Category

କଟକ

Cuttack

[ଭିଡ଼ିଓ ] ଭିଜିଲାନ୍ସ ଜାଲରେ ନିମାପଡା ତହସିଲଦାର

ପୁରୀ : ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ । ପୁରୀ ନିମାପଡା ତହସିଲଦାର ରାମ ଚନ୍ଦ୍ର ଜେନା ଭିଜିଲାନ୍ସ ଜାଲରେ । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ତାଂକ ନିମାପଡା କାର୍ଯ୍ୟଳୟ ନିକଟ ବାସଭବନରେ ଉପରେ ଆଜି ଚଢ଼ାଉ କରାଯାଇଛି । ନିମାପଡ଼ା ତହସିଲଦାରଙ୍କ ପୁରୀ ସରକାରୀ…

[ଭିଡ଼ିଓ] ସବୁଜ ବାଣକୁ ଗ୍ରୀନ୍ ସିଗନାଲ

କଟକ : ଚଳିତ ବର୍ଷ ବାଣ ଫୁଟାଇବା ପାଇଁ ମିଳିଛି ଅନୁମତି । ଆଉ ଏହି ଅନୁମତି ଦେଇଛନ୍ତି ହାଇକୋର୍ଟ । କେବଳ ଗ୍ରୀନ୍ ବାଣ ଫୁଟାଇବା ପାଇଁ ହାଇକୋର୍ଟ ଦେଇଛନ୍ତି ସବୁଜ ସଙ୍କେତ । ଅଲ୍ ଓଡ଼ିଶା ଫାୟାର ୱାର୍କ୍ସ ଡିଲର୍ସ ଆସୋସିଏସନ୍ ପକ୍ଷରୁ କରାଯାଇଥିବା ଆବେଦନ ଉପରେ ଶୁଣାଣି କରି ରାୟ ଦେଇଛନ୍ତି…

ସବୁଜ ବାଣକୁ ମିଳିଲା ଗ୍ରୀନ୍ ସିଗନାଲ୍

କଟକ: ରାଜ୍ୟରେ ସବୁଜ ବାଣକୁ ଅନୁମତି। ଅନୁମତି ଦେଲେ ହାଇକୋର୍ଟ। ଅଲ୍ ଓଡ଼ିଶା ଫାୟାର ୱାର୍କ୍ସ ଡିଲର୍ସ ଆସୋସିଏସନ୍ ପକ୍ଷରୁ କରାଯାଇଥିବା ଆବେଦନ ଉପରେ ଶୁଣାଣି କରି ରାୟ ଦେଲେ ହାଇକୋର୍ଟ। ନିର୍ଦ୍ଦିଷ୍ଟ କିଛି ସର୍ତ୍ତ ଅନୁସାରେ ବିକ୍ରୀ ହୋଇ ପାରିବ ସବୁଜ ବାଣ।

ବିରୂପା ନଦୀକୁ ଡ଼େଇଁଲେ ଯୁବକ

କଟକ: ନଦୀକୁ ଡ଼େଇଁଲେ ଯୁବକ। କଟକ ଚୌଦାର ନିକଟରେ ଥିବା ବିରୂପା ନଦୀକୁ ଡ଼େଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଜଣେ ଯୁବକ। ବ୍ରିଜ ଉପରେ ସାଇକେଲ, ଚପଲ ରଖି ନଦୀ ଭିତରକୁ ଡ଼େଇଁ ପଡ଼ିଥିବା ଜଣାପଡ଼ିଛି। ଏଯାଏଁ ଯୁବକଙ୍କ ପରିଚୟ ମିଳିପାରିନାହିଁ। ତେବେ ଘଟଣାସ୍ଥଳରେ ଚୌଦାର ଅଗ୍ନିଶମ ବାହିନୀ…

[ଭିଡ଼ିଓ]କାଳୀ ପୂଜା ନେଇ ଚଳଚଞ୍ଚଳ ପୂଜା ମଣ୍ଡପ, ମୂର୍ତ୍ତିରେ ରଙ୍ଗ କାମ ଜାରି

କଟକ : ଆସୁଛନ୍ତି ଶକ୍ତି ପ୍ରଦାୟିନୀ ମାଆ କାଳୀ । ଏଥିପାଇଁ ଚଳଚଞ୍ଚଳ କଟକର ବିଭିନ୍ନ ପୂଜା ମଣ୍ଡପ । କାଳୀପୂଜାକୁ ଆଉ ମାତ୍ର ତିନି ଦିନ ଥିବାରୁ ମାଆଙ୍କ ମୂର୍ତ୍ତିରେ ଏବେ ରଙ୍ଗ କାମ ଜାରି ରହିଛି । ଆଉ ରଙ୍ଗ କାମକୁ ଜୋରସୋରରେ ଆଗେଇ ନେଉଛନ୍ତି ରଙ୍ଗ ଶିଳ୍ପୀ । ଶିଳ୍ପୀଙ୍କ ତୁଳୀରେ ମାଆ…

ସ୍ମାର୍ଟ ହେବ ଛତ୍ର ବଜାର

କଟକ: ସ୍ମାର୍ଟ ହାଟ ପାଇଁ ସିଲଭର ସିଟି କଟକରେ ଚାଲିଛି ଯୋଜନା । କଟକର ପରିଚୟ ଛତ୍ରବଜାର ପରିବା ମାର୍କେଟ ସ୍ମାର୍ଟ ହେବାକୁ ଯାଉଛି । ଦୀର୍ଘ ବର୍ଷର ପୁରୁଣା, ପୁତି ଗନ୍ଧମୟ ଓ ଅଳିଆ ଆବର୍ଜନାରେ ଭର୍ତ୍ତି ହେଉଥିବା ଛତ୍ରବଜାରର ସ୍ୱରୂପ ବଦଳିବାକୁ ଯାଉଛି । ମାଲଗୋଦାମ ପାଖରେ ତିଆରି ହେବାକୁ…

[ଭିଡ଼ିଓ] ବାଲିଯାତ୍ରା ଆୟୋଜନ କରିବାକୁ ଅନୁରୋଧ

କଟକ : କରୋନା ଯୋଗୁ ଫିକା ପଡିଛି ସମସ୍ତ ପର୍ବ ପର୍ବାଣୀ । ଦୁର୍ଗ। ପୂଜାରୁ ନେଇ ଲକ୍ଷ୍ମୀ ପୂଜା ଯାଏଁ ସବୁଠି କଟକଣା । ଏବେ ବାଲିଯାତ୍ରା ବନ୍ଦ କରାଯିବାକୁ ଶୁଣିବାକୁ ମିଳିଥିବା ବେଳେ ସରକାରଙ୍କୁ ଅନୁରୋଧ କରିଛନ୍ତି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ । ଗତବର୍ଷ ବାଲିଯାତ୍ରା ଆୟୋଜନ ସମ୍ପୁର୍ଣ୍ଣ…

[ଭିଡ଼ିଓ ]ୟୁନିଫର୍ମ ଯୋଗାଣରେ ବିଳମ୍ବ ନେଇ ବଢୁଛି ଅଶାନ୍ତି

କଟକ : ସରକାରୀ ଆଇଟିଆଇ ଗୁଡିକରେ ପାଠ୍ୟକ୍ରମ କରୁଥିବା ଛାତ୍ରଛାତ୍ରୀମାନଙ୍କୁ ୟୁନିଫର୍ମ ଯୋଗାଇ ଦେବାକୁ ଘୋଷଣା କରିଛନ୍ତି ସରକାର । ଅକ୍ଟୋବର ୨୫ ତାରିଖ ସୁଦ୍ଧା କଟକ ଖପୁରିଆ ସ୍ଥିତ ଆଇଟିଆଇ ଛାତ୍ରଛାତ୍ରୀମାନଙ୍କୁ ୟୁନିଫର୍ମ ଗଚ୍ଛିତ ରଖିବା ପାଇଁ ବିଭାଗ ପକ୍ଷରୁ ଆଇଟିଆଇ କର୍ତ୍ତୃପକ୍ଷଙ୍କୁ…

ମହାନଦୀକୁ ଡ଼େଇଁଲେ ଯୁବକ

କଟକ: ମହାନଦୀକୁ ଡ଼େଇଁଲେ ଯୁବକ। କଟକ ମୁଣ୍ଡଳୀ ବ୍ରିଜ ଉପରେ ସ୍କୁଟି ଓ ମୋବାଇଲ ରଖି ମହାନଦୀକୁ ଡ଼େଇଁଲେ ଯୁବକ। ମହାନଦୀକୁ ଡ଼େଇଁଥିବା ଯୁବକଙ୍କ ଘର ଭୁବନେଶ୍ୱର ବୋଲି ଜଣାପଡ଼ିଛି। ଏଯାଏଁ ତାଙ୍କ ପତ୍ତା ମିଳିନି। ଆଜି ଅପରାହ୍ନ ୩ଟା ସମୟରେ ହଠାତ୍ ଜଣେ ଯୁବକ ବ୍ରିଜ୍ ଉପରେ ସ୍କୁଟି, ହେଲମେଟ ଓ…

ଗ୍ୟାସ୍ ସିଲିଣ୍ଡରରେ ଫସିଲା ନାଗ, ଫଣା ଟେକି ଗର୍ଜନ କରୁଥିଲା

କଟକ: ରୋଷେଇ ଘରେ ଗ୍ୟାସ ସିଲିଣ୍ଡରରେ ଚାପି ହୋଇ ଫସିଲା ସାପ । ବାହାରିବାକୁ ଚେଷ୍ଟା କରିଥିଲେ ବି ମୁକୁଳି ପାରିଲା ନାହିଁ । ସାପର ଲାଞ୍ଚ ସିଲିଣ୍ଡର ତଳେ ଚାପି ହୋଇଥିଲା । ଏଭଳି ଘଟଣା ଦେଖିବାକୁ ମିଳିଥିଲା କଟକ ଜିଲ୍ଲା ବାଙ୍କୀ ଢ଼ଅଂସର ପଞ୍ଚାୟତର ରତ୍ନାକର ସାହୁଙ୍କ ଘରେ । ଗତକାଲି ରାତି…