Latest Odisha News

BREAKING NEWS

Browsing Category

କଟକ

Cuttack

ବାଲିଯାତ୍ରାରେ ନାବାଳକଙ୍କ ମୃତ୍ୟୁ ଘଟଣା: ପରିବାର ଲୋକଙ୍କୁ ମିଳିବ କ୍ଷତିପୂରଣ

କଟକ : ଐତିହାସିକ କଟକ ବାଲିଯାତ୍ରାରେ ଗତକାଲି ବିଦ୍ୟୁତ୍‌ ଆଘାତରେ ଜଣେ ଯୁକ୍ତ ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଗତସିଂହପୁର ଜୟବଡ଼ର ପ୍ରଭାକର ମନ୍ଥନଙ୍କ ପୁଅ ବିଶ୍ୱପ୍ରକାଶ ମନ୍ଥନ(୧୮)।  ରିଙ୍ଗ ରୋଡର ଦୁଇ ରାସ୍ତା ମଝିରେ ଥିବା ବାଡ଼ରେ ସଜାଯାଇଥିବା ଲିଚୁ ଲାଇଟ ତାର ସଂସ୍ପର୍ଶରେ…

ପରଲୋକରେ ବରିଷ୍ଠ ବିଜେପି ନେତା ସମୀର ଦେ

କଟକ : ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କ ପରଲୋକ । ୬୭ ବର୍ଷ ବୟସରେ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି । ସମୀର ଦେ’ଙ୍କ ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି ।  ଫୁସଫୁସ, କିଡ୍‌ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ଥିଲେ ବରିଷ୍ଠ ବିଜେପି ନେତା ସମୀର ଦେ’।…

କଟକ ବାଲିଯାତ୍ରା: ୧୦ଟା ପରିବର୍ତ୍ତେ ସାଢେ ୧୦ଟା ଯାଏଁ ଚାଲିବ ସାଂସ୍କୃତିକ କାର୍ଯ୍ୟକ୍ରମ

କଟକ : ବଢ଼ିଲା କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ। ବିବାଦ ପରେ ୩୦ ମିନିଟ ବୃଦ୍ଧି ହେଲ ସାଂସ୍କୃତିକ କାର୍ଯ୍ୟକ୍ରମ ଅବଧି।  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ପରେ ଆଉ ଅଧ ଘଣ୍ଟା ସମୟ ବୃଦ୍ଧି କରାଯାଇଛି। ଏଣିକି ରାତି ୧୦ଟା ପରିବର୍ତ୍ତେ ୧୦ଟା ୩୦ ଯାଏଁ…

ଆଜିଠୁ ଆରମ୍ଭ ଐତିହାସିକ ‘ବାଲିଯାତ୍ରା’: କୁହେ ଗୌରବମୟ ନୌବାଣିଜ୍ୟ ପରମ୍ପରାର ଇତିହାସ

କଟକ: ଆଜିଠୁ ଆରମ୍ଭ ହେବାକୁ ଯାଉଛି କଟକର ଐତିହାସିକ ବାଲିଯାତ୍ରା । କାହିଁ କେତେ କାଳରୁ ଏହା ଆମ ନୌବାଣିଜ୍ୟ ପରମ୍ପରାର ମୂକସାକ୍ଷୀ ପାଲଟିଛି । ଇତିହାସ କୁହେ, ୨୦୦୦ ହଜାର ବର୍ଷ ପୂର୍ବରୁ ଓଡିଆ ସାଧବ ପୁଅମାନେ ଜାଭା ସୁମାତ୍ରା ଭଳି ଦ୍ବୀପଗୁଡିକୁ ବାଣିଜ୍ୟ କାରବାର କରିବାକୁ ଆଜିର ଦିନରେ…

ବାଲିଯାତ୍ରା ଯିବାକୁ ଯୋଜନା କରୁଛନ୍ତି କି? ଜାଣନ୍ତୁ ଟ୍ରାଫିକ ବ୍ୟବସ୍ଥା

କଟକ: ଉଠିବ ପଡିବ କଟକ ସହର । ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଇଛି କଟକ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା । ସେଥିପାଇଁ ଶେଷ ହୋଇଛି ସମସ୍ତ ପ୍ରସ୍ତୁତି । ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ବାଲିଯାତ୍ରା ଡ୍ୟୁଟିରେ ତିନି ଶହରୁ ଉର୍ଦ୍ଧ୍ବ ଅଫିସରଙ୍କ ସହ ମୁତୟନ ହେବେ ୭୦ ପ୍ଲାଟୁନରୁ ଅଧିକ…

ଛାତି ଥରାଇ ଦେବ କଟକ ଲଜ୍ଜା କାହାଣୀ: ପ୍ରତିଶୋଧ ନେବା ପାଇଁ ପିଶାଚ ସାଜିଥିଲା ପିତୁ

କଟକ: ଓଡିଶାରେ ପୁଣି ଆଉ ଏକ ଛାତି ଥରାଇ ଦେଲା ଭଳି ଗଣଦୁଷ୍କର୍ମ ଘଟଣା । ତାହା ପୁଣି ଚଳଚଞ୍ଚଳ ସହର କଟକରୁ । ନାବାଳକ କାଫେ ମାଲିକ ଆଉ ପୁରୁଷ ବନ୍ଧୁ ମାନେ ମିଶି କରିଚାଲିଥିଲେ ଦୁଷ୍କର୍ମ । ହେଲେ କାହାକୁ ଟେର୍ ହିଁ ନଥିଲା । ପ୍ରେମର ବିରହ ନିଆଁରେ ପ୍ରତିଶୋଧ ପରାୟଣ ହୋଇ ସାଙ୍ଘାତିକ…

କଟକରେ ଲଜ୍ଜା: ଡିସିପି କହିଲେ ବ୍ଲାକମେଲକୁ ଭୟ କରନାହିଁ, ପୋଲିସଙ୍କୁ ଜଣାଅ..

କଟକ: କଟକରେ ଲଜ୍ଜା । ବ୍ଲାକମେଲ କରି ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହେବା ପରେ ଏହାକୁ ନେଇ ତତ୍ପରତା ଦେଖାଇଛି କଟକ ବାରବାଟି ପୋଲିସ୍ । ସଙ୍ଗେ ସଙ୍ଗେ ଏହି ଘଟଣାରେ ସଂପୃକ୍ତ ଥିବା ଅଭିଯୁକ୍ତମାନଙ୍କୁ ଗିରଫ କରିଛି ପୋଲିସ୍ । ଏହାକୁ ନେଇ ପ୍ରେସମିଟ୍ କରି ଅଧିକ…

ଭୁଶୁଡିଲା ସୁଉଚ୍ଚ ତୋରଣ: ଚାପି ହୋଇଗଲା ବାଇକ୍, କାର୍

କଟକ: ଭୁଶୁଡିଲା ଦୁର୍ଗା ପୂଜା ବେଳେ ହୋଇଥିବା ସୁଉଚ୍ଚ ତୋରଣ । କଟକ ଖାନନଗର ଦୁର୍ଗା ପୂଜା କମିଟି ପକ୍ଷରୁ ନେତାଜୀ ବସ୍ ଟର୍ମିନାଲ ନିକଟରେ ନିର୍ମାଣ ହୋଇଥିବା ତୋରଣ ଭୁଶୁଡି ପଡିଛି । ଫଳରେ ଗୋଟିଏ କାର୍ ଓ ତିନୋଟି ବାଇକ୍ ଚାପି ହୋଇଥିବା ସୂଚନା ମିଳିଛି । ତେବେ ଚଳିତ ବର୍ଷ…

ଶରୀରରୁ ଅଲଗା ହୋଇଯାଇଥିଲା ହାତ: ଯୋଡିଦେଲେ ଡାକ୍ତର

କଟକ: ପୁଣି ଡାକ୍ତରୀ ଚିକିତ୍ସାରେ ଆଉ ଏକ ବଡ ସଫଳତା ହାସଲ କରିଛି ସିଲଭର ସିଟି କଟକ । ଶରୀରରୁ ଅଲଗା ହୋଇଯାଇଥିବା ହାତ ପାପୁଲିକୁ ପୁଣି ସଫଳାତାର ସହ ଯୋଡିଛନ୍ତି ଡାକ୍ତରମାନେ । ଦୀର୍ଘ ୭ ଘଣ୍ଟାର ଅସ୍ତ୍ରୋପଚାର ପରେ ଏବେ ସଫଳତାର ସହ କଟା ହାତକୁ ଯୋଡିଛନ୍ତି କଟକର ଏକ ଘରୋଇ…

ଆରମ୍ଭ ପୂର୍ବରୁ ବିବାଦ: ଚେତାବନୀ ଦେଲାଣି ବାଲିଯାତ୍ରା ମିଳିତ ମଞ୍ଚ

କଟକ: ଆଉ ମାତ୍ର ଦିନ କେଇଟା। ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା। ବାଲିଯାତ୍ରା ଆରମ୍ଭ ପୂର୍ବରୁ ହିଁ ମୁଣ୍ଡ ଟେକିଲାନି ବିବାଦ। ବିଭିନ୍ନ ଦାବି ରଖି ପ୍ରଶାସନଙ୍କୁ ଚେତାବନୀ ଦେଲାଣି ବାଲିଯାତ୍ରା ମିଳିତ ମଞ୍ଚ। ଏନେଇ ସାମ୍ବାଦିକ ସମ୍ମିଳନୀ କରି ଚେତାଇ ଦେଇଛି ବାଲିଯାତ୍ରା ମିଳିତ…