Latest Odisha News

BREAKING NEWS

Browsing Category

କଟକ

Cuttack

ପ୍ରଶାସନ-ପୂଜକ ଆଲୋଚନ ବିଫଳ : ଆଜି ବଡ ଓଷାରେ ଦ୍ବାର ଭାଙ୍ଗି ବାବା ଧବଳେଶ୍ବରଙ୍କ ବଡସିଂହାର ବେଶ ଦର୍ଶନ କଲେ ଭକ୍ତ

କଟକ : ଚାଲିଛି ମହାପଞ୍ଚୁକ ବ୍ରତ । ଏଥିଲାଗି ରାଜ୍ୟର ପ୍ରାୟ ସବୁ ଶୈବପୀଠ ଗୁଡିକ ଚଳଚଞ୍ଚଳ ହୋଇପଡିଛି । ସକାଳୁ ସକାଳୁ ସବୁ ଶିବ ମନ୍ଦିରରେ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ ପରିଲକ୍ଷିତ ହେଉଛି । ଆଜି ପଞ୍ଚୁକର ୩ୟ ଦିନରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ଆଠଗଡର ପ୍ରସିଦ୍ଧ ବାବା ଧବଳେଶ୍ବର…

ଘଣ୍ଟାଏ ମଧ୍ୟରେ ମନ୍ଦିର ଖୋଲ, ନଚେତ ଆଇନ ଅନୁଯାୟୀ ନିଆଯିବ କାର୍ଯ୍ୟାନୁଷ୍ଠାନ: ଉପଜିଲ୍ଲାପାଳ

ଆଠଗଡ: ଘଣ୍ଟାଏ ଭିତରେ ଧବଳେଶ୍ଵର ମନ୍ଦିର ଖୋଲିବାକୁ ନିର୍ଦ୍ଦେଶ ଦେଲେ ଆଠଗଡ ଉପଜିଲ୍ଲାପାଳ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଶାନ୍ତ କୁମାର ତରାଇ । ଘଣ୍ଟାଏ ଭିତରେ ମନ୍ଦିର ଦ୍ଵାର ନ ଖୋଲାଗଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏନେଇ ନିର୍ଦ୍ଦେଶ ଦେବା ସହ ମନ୍ଦିରରେ ନୋଟିସ୍…

ଧବଳେଶ୍ୱର ମନ୍ଦିରରେ ତାଲା, ଘଣ୍ଟା ଘଣ୍ଟା ଧରି ଛିଡା ହୋଇ ରହିଛନ୍ତି ଭକ୍ତ

ଆଠଗଡ: ବଡ଼ଓଷା ପୂର୍ବରୁ ଆଠଗଡ଼ ଧବଳେଶ୍ବର ମନ୍ଦିରରେ ପ୍ରଶାସନ ଓ ପୂଜକଙ୍କ ମଧ୍ୟରେ ଉପୁଜିଲା ବିବାଦ । ମନ୍ଦିରରେ ତାଲା ପକାଇ ଧାରଣାରେ ବସିଲେ ପୂଜକ । ସେପଟେ ଘଣ୍ଟା ଘଣ୍ଟା ଧରି ଲମ୍ବା ଲାଇନରେ ଛିଡା ହୋଇଛନ୍ତି ଭକ୍ତ । ସୂଚନା ଅନୁସାରେ, ପବିତ୍ର କାର୍ତ୍ତିକ ମାସରେ ବାବା ଧବଳେଶ୍ୱରଙ୍କ…

କଟକର ଐତିହାସିକ ବାଲିଯାତ୍ରାକୁ ମିଳିଲାନି ଜାତୀୟ ମାନ୍ୟତା

କଟକ: କାହିଁ କେଉଁ କାଳରୁ ବାଲିଯାତ୍ରାର ଗୌରବମୟ ଇତିହାସ ରହିଆସିଛି । ବର୍ଷ ବର୍ଷ ଧରି ଚାଲିଆସୁଥିବା ଐତିହାସିକ ବିଶ୍ୱ ପ୍ରସିଦ୍ଧ ବାଲିଯାତ୍ରାକୁ ମିଳିଲା ନାହିଁ ଜାତୀୟ ମାନ୍ୟତା । ଏନେଇ ଚିଠି ଲେଖି ସ୍ପଷ୍ଟ କରିଛି କେନ୍ଦ୍ର ସଂସ୍କୃତି ବିଭାଗ  । ଯାହା ପରେ କଟକ ମେୟର ସୁବାସ ସିଂ ସୂଚନା…

ପଞ୍ଚୁକର ପ୍ରଥମ ଦିନ: ଚନ୍ଦ୍ରମଉଳି ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର

ଆଠଗଡ: ଆଜି ହେଉଛି କାର୍ତ୍ତିକ ମାସର ପହିଲି ପଞ୍ଚୁକ । ପବିତ୍ର ବ୍ରତ ପାଳନ ପାଇଁ ଧବଳେଶ୍ଵର ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ପଞ୍ଚୁକର ପ୍ରଥମେ ଦିନରେ ଚନ୍ଦ୍ରମଉଳି ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର । କାର୍ତ୍ତିକ ମାସ ଧର୍ମର ମାସ ହୋଇଥିବାରୁ ଦେବ ଦେବ…

ଆଜି କାର୍ତ୍ତିକ ମାସର ଶେଷ ସୋମବାର : ସକାଳୁ ସକାଳୁ ବାବା ଧବଳେଶ୍ବରଙ୍କ ପୀଠରେ ପ୍ରବଳ ଭିଡ

ଆଠଗଡ : ଚାଲିଛି ଧର୍ମମାସ କାର୍ତ୍ତିକ  । ଆଜି ହେଉଛି କାର୍ତ୍ତିକ ମାସର ଶେଷ ସୋମବାର। ଏଥିଲାଗି ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ବିଭିନ୍ନ ଶୈବପୀଠ  । ଆଜି ସକାଳୁ ସକାଳୁ କଟକ ଜିଲ୍ଲା ଆଠଗଡର  ପ୍ରସିଦ୍ଧ ବାବା ଧବଳେଶ୍ବରଙ୍କ ପୀଠରେ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ ଦେଖିବାକୁ ମିଳିଛି  ।…

କଟକ ମେୟର ଏବଂ କମିଶନରଙ୍କ ଆଲୋଚନା ପରେ ଆନ୍ଦୋଳନରୁ ହଟିଲେ ବିରୋଧୀ କର୍ପୋରେଟର

କଟକ : ଆଲୋଚନା ପରେ ଆନ୍ଦୋଳନରୁ ହଟିଲେ ବିରୋଧୀ କର୍ପୋରେଟର  । ଆଜି ସକାଳେ  ସିଏମସି କାର୍ଯ୍ୟାଳୟରେ ମେୟର ଓ କମିଶନରଙ୍କ ଆସି ଆଲୋଚନା କରିବା ପରେ କର୍ପୋରେଟର ମାନେ ଧାରଣା ପ୍ରତ୍ୟାହୃତ କରିଛନ୍ତି । କିଛି ଦିନ ହେବ ମହାନଗର ନିଗମରେ ଦୁର୍ନୀତି ହେଉଥିବା ଅଭିଯୋଗ ହୋଇଆସୁଛି । …

ଦୀର୍ଘ ୧୩ ବର୍ଷର ଅପେକ୍ଷାର ହେବ ଅନ୍ତ, ଆଜି ଉଦଘାଟନ ହେବ ନନ୍ଦନକାନନ ରୋପ-ୱେ

ଭୁବନେଶ୍ଵର: ସବୁ ଅପେକ୍ଷାର ହେବ ଅନ୍ତ । ଦୀର୍ଘ ୧୩ ବର୍ଷ ପରେ ଉଦଘାଟନ ହେବ ନନ୍ଦନକାନନ ରୋପ-ୱେ । ଆଜି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଏହାକୁ ଉଦ୍‌‌ଘାଟନ କରିବେ । ଆସନ୍ତାକାଲିଠୁ ପୁଣି ଥରେ ରୋପ-ୱେର ମଜା ଉଠାଇବେ ପର୍ଯ୍ୟଟକ । ରୋପ-ୱେ ଦ୍ୱାରା…

୫ଦିନ ହେବ ନିଖୋଜ ଥିଲେ , ଆଜି ନଦୀପଠାରୁ ମିଳିଲା ଛାତ୍ରଙ୍କ ମୃତଦେହ

କଟକ : ଦୀର୍ଘ ୫ଦିନ ହେବ ନିଖୋଜ ଥିଲେ  । ଆଉ ଆଜି ଛାତ୍ରଙ୍କର ମୃତଦେହ ମିଳିଲା  । ଏମିତି କିଛି ଘଟଣା ଘଟିଛି କଟକରେ । ଗୋପାଳପୁର ନିକଟ କାଠଯୋଡି ପୋଲ ତଳୁ ମିଳିଛି ମୃତଦେହ  । ମୃତ ଛାତ୍ର ଜଣକ କଲ୍ୟାଣ ନଗର ଅଞ୍ଚଳର ସଂଗ୍ରାମ ଜେନାଙ୍କ ପୁଅ ସାହିଲ ଜେନା ବୋଲି ଜଣାପଡିଛି । ସୂଚନା…

ପୁଅକୁ ବଞ୍ଚାଇବାକୁ ଯାଇ ନଦୀରେ ବୁଡିଗଲା ବାପା

କଟକ : ଦୀପାବଳିରେ ଅଘଟଣ । ପୁଅକୁ ବଞ୍ଚାଇବାକୁ ଯାଇ ବୁଡିଗଲେ ବାପା  । ଏଭଳି କିଛି ଅଭାବନୀୟ ଘଟଣା ଘଟିଛି  କଟକ ଜିଲ୍ଲା ନରାଜର କୈବର୍ତ୍ତ ସାହି ଘାଟରେ ।  ସୂଚନା ଅନୁଯାୟୀ ଆଜି ସକାଳୁ ସରୋଜ ସାହୁ ନାମକ ଜଣେ ବ୍ୟକ୍ତି ପୁଅକୁ ନେଇ ନଦୀ ଘାଟକୁ ଗାଧୋଇବାକୁ ଯାଇଥିଲେ ।  ହେଲେ ଅସାବଧାନତା…