Latest Odisha News

BREAKING NEWS

Browsing Category

କଟକ

Cuttack

ବଡମ୍ବା-ନରସିଂହପୁରରେ ବିଜେପିର ୮ ଘଣ୍ଟିଆ ବନ୍ଦ ଡାକରା

ନରସିଂହପୁର : ବନ୍ଦ ଡାକରା ଦେଲା ବିଜେପି । ବଡମ୍ବା ନରସିଂହପୁରରେ ବିଭିନ୍ନ ସ୍ଥାନରେ ବିଜେପି ୮ ଘଣ୍ଟିଆ ବନ୍ଦ ଡାକରା ଦେଇଛି।ବଡମ୍ବା ନିର୍ବାଚନ ମଣ୍ଡଳିର ପୂର୍ବତନ  ବିଜେପି ବିଧାୟକ ପ୍ରାର୍ଥୀ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଜୟ କୁମାର ଦଳ ବେହେରାଙ୍କୁ ନରସିଂହପୁର ପୋଲିସ ଗିରଫ କରି…

ମାଛ ଜାଲରୁ ଉଦ୍ଧାର ହେଲା ୫ଫୁଟର ନାଗ

କଟକ: ଜାଲରୁ ଉଦ୍ଧାର ହେଲା ୫ଫୁଟର ନାଗ ସାପ। ମଙ୍ଗଳବାର ସନ୍ଧ୍ୟାରେ କଟକ ଜିଲ୍ଲାର ବେତଖୋଲି ଗାଁରୁ ଏହି ସାପ ଉଦ୍ଧାର ହୋଇଛି। ଗାଁର ପ୍ରଶାନ୍ତ ନାୟକ ନିଜ ବଗିଚାରେ ଘେରା ଯାଇଥିବା ମାଛ ଜାଲରେ ଏକ ୫ଫୁଟ ଲମ୍ବର ବଡ଼ ନାଗ ସାପ ଫସିଥିବା ଦେଖିବାକୁ ପାଇଥିଲେ। ଏହାକୁ ଦେଖି ପରିବାର ଲୋକ ଭୟଭୀତ…

ଦୁର୍ଘଟଣା ରୋକିବା ପାଇଁ ପ୍ରଶିକ୍ଷଣ ପାଇବେ ରାସ୍ତାକଡ଼ ଦୋକାନୀ

କଟକ: ଦିନକୁ ଦିନ ଦୁର୍ଘଟଣା ବଢ଼ୁଛି। ଦୁର୍ଘଟଣାର ଶିକାର ହୋଇ ଅନେକ ଲୋକ ଆହତ ହେଉଛନ୍ତି। ଅନେକ ଜୀବନ ମଧ୍ୟ ଯାଉଛି। ତେଣୁ ଏହାକୁ ରୋକିବାକୁ ସରକାରୀ ସ୍ତରରେ ବିଭିନ୍ନ ପଦକ୍ଷେପମାନ ନିଆଯାଇଛି। ହେଲେ ଏଥର ସାମିଲ ହେବାକୁ ଯାଉଛନ୍ତି ରାଜପଥ କଡ଼ରେ ଥିବା ପେଟ୍ରୋଲ ପମ୍ପ, ଉଠା ଦୋକାନୀ, ଟାୟାର…

ହାଇକୋର୍ଟରେ ୨୦୦୬ ଓଏଏସ୍ ନିଯୁକ୍ତି ମାମଲା: ୩୭୮ ଓଏଏସ୍ ଅଧିକାରୀ ଆଶ୍ୱସ୍ତି

କଟକ: ହାଇକୋର୍ଟରେ ଓଏଏସ୍ ନିଯୁକ୍ତି ବିବାଦ ମାମଲା। ଆଶ୍ୱସ୍ତି ପାଇଛନ୍ତି ରାଜ୍ୟର ୩୭୮ ଓଏଏସ୍ ଅଧିକାରୀ। ସେମାନଙ୍କ ନିଯୁକ୍ତିକୁ ବୈଧ ଘୋଷଣା କରିଛନ୍ତି ହାଇକୋର୍ଟ। ୨୦୦୬ ମସିହାରେ ୩୭୮ଜଣ ଓଏଏସ୍ ଭାବେ ନିଯୁକ୍ତି ପାଇଥିଲେ। ସେମାନଙ୍କ ନିଯୁକ୍ତିକୁ ଚ୍ୟାଲେଞ୍ଜ କରିଥିଲେ ଚୂଡ଼ାନ୍ତ…

ପୁଲିସ ପଞ୍ଝାରେ ଗ୍ୟାଙ୍ଗଷ୍ଟର ପ୍ରେମିକା

କଟକ: ପୁଲିସ ପଂଝାରେ ଗ୍ୟାଙ୍ଗଷ୍ଟର ସକିଲର ପ୍ରେମିକା ମାନସୀ ନାୟକ ଓରଫ ବେବି । ବଟି ଆଦାୟ ଅଭିଯୋଗରେ ଗିରଫ ହୋଇଛନ୍ତି ବେବି । ଗତ ସପ୍ତାହେ ପୂର୍ବରୁ କଟକ ଶିଶୁଭବନ ଛକରେ କିଛି ଦୁର୍ବୃତ୍ତ, ବେବିର ସହାୟତାରେ ଜଣେ ବିଲଡରଙ୍କୁ ଦାଦବଟି ମାଗିଥିବା ଅଭିଯୋଗ ହୋଇଥିଲା । ବେବି ନାଁରେ କଟକରେ…

ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର, ଧବଳେଶ୍ୱର ପୀଠ ଖାଁ ଖାଁ

ଆଠଗଡ଼: ଆଜି ହେଉଛି କାର୍ତ୍ତିକ ମାସର ପ୍ରଥମ ସୋମବାର। ଆଜିର ଦିନରେ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥାଏ। ଏହି ଦିନ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିଥାଏ। ମହାଦେବଙ୍କ ପାଖରେ ମାନସିକ କଲେ ମନସ୍କାମନା ପୂରଣ ହୋଇଥାଏ ବୋଲି ବିଶ୍ୱାସ ରହିଛି। ହେଲେ ଚଳିତବର୍ଷ…

ଆଇସକ୍ରିମ କାଠିରେ ବିଶ୍ୱକପ୍ ଟ୍ରଫି, ଅଭିନବ ଢ଼ଙ୍ଗରେ ଶୁଭେଚ୍ଛା ଜଣାଇଲେ ଚିତ୍ରକର ମନୋଜ

କଟକ: ଆଇସକ୍ରିମ କାଠିରେ ବିଶ୍ୱକପ୍ ଟ୍ରଫି। ଅଭିନବ ଢ଼ଙ୍ଗରେ ବିଶ୍ୱକପ୍ ଟ୍ରଫି ପ୍ରସ୍ତୁତ କରି ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ କଟକର ଚିତ୍ରକର ମନୋଜ ସାହୁ। ଭାରତ ଓ ପାକିସ୍ଥାନ ମଧ୍ୟରେ ହେବାକୁ ଥିବା ମୁକାବିଲାକୁ ସମସ୍ତେ ଉତ୍କଣ୍ଠାର ସହ ଚାହିଁ ବସିଛନ୍ତି। ଭିନ୍ନ ଭିନ୍ନ ଢ଼ଙ୍ଗରେ ମଧ୍ୟ…

ଆମେଚର୍ ଟେନିକୋଏଟ୍ ଆସୋସିଏସନର ୩୩ତମ ବାର୍ଷିକ ସମ୍ମିଳନୀ

କଟକ: ଗ୍ରାମାଞ୍ଚଳରେ ଟେନିକୋଏଟ୍ କ୍ରୀଡ଼ାର ପ୍ରଚାର ପ୍ରସାର କରାଯିବ। ଆଗକୁ ହେବାକୁ ଥିବା ରାଜ୍ୟ ଟେନିକୋଏଟ୍ ପ୍ରତିଯୋଗିତା ପାଇଁ ବିଭିନ୍ନ ଖସଡ଼ାମାନ ପ୍ରସ୍ତୁତ କରାଯାଇଛି। ଏନେଇ ଆମେଚର୍ ଟେନିକୋଏଟ୍ ଆସୋସିଏସନ ୩୩ତମ ବାର୍ଷିକ ସମ୍ମିଳନୀରେ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ଅଲମ୍ପିକ୍…

କାଳୀପୂଜା ନେଇ କମିଶନରେଟ୍ ପୋଲିସର ପ୍ରସ୍ତୁତି ବୈଠକ

କଟକ: କାଳୀପୂଜାକୁ ଶାନ୍ତିଶୃଙ୍ଖଳାଭାବେ କରିବା ପାଇଁ ଓସିଏ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଆୟୋଜିତ ହୋଇଥିଲା। ବୈଠକରେ ଟୁଇନ ସିଟି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ଡ଼ିସିପି ପ୍ରତୀକ ସିଂ, ବିଭିନ୍ନ ଜୋନର ଏସିପି, ଥାନା ଅଧିକାରୀ, ମହାନଗର ଶାନ୍ତି କମିଟି ଓ ପୂର୍ବାଞ୍ଚଳ…

ଆଇପିଏଲ ବିଡିଂ ରେ ସାମିଲ୍ ହେବ ବାରବାଟୀ ଷ୍ଟାଡିୟମ !

କଟକ : ଆଇପିଏଲ ବିଡିଂ ରେ ସାମିଲ୍ ହେବ କଟକ ବାରବାଟୀ ଷ୍ଟାଡିୟମ। ଆଉ ଚଳିତ ମାସ ୨୫ ତାରିଖରେ ନୂଆ ଟିମ୍ ପାଇଁ ବିଡିଂ ପ୍ରକ୍ରିୟା କରାଯିବ । ଏଥିପାଇଁ ଆଗ୍ରହ ଦେଖାଇଛି ଜିନ୍ଦଲ୍ ଷ୍ଟିଲ୍ ପ୍ରାଇଭେଟ୍ ଲିମିଟେଡ୍ । ଆଇପିଏଲ ୨୦୨୨ ଵିଡିଙ୍ଗରେ କଟକ ସାମିଲ ହୋଇଛି । ପାଖାପାଖି ୨୦ଟି କମ୍ପାନୀ…