Latest Odisha News

BREAKING NEWS

Browsing Category

କଟକ

Cuttack

ବିଜୟା ଦଶମୀରେ ଫିକା ପଡିଛି ପାର୍ବଣ

ଭୁବନେଶ୍ୱର: ଆଜି ବିଜୟ ଦଶମୀ । ଅସତ୍ୟ ଉପରେ ସତ୍ୟର ବିଜୟ, ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ ଦିନ । ହେଲେ ଦଶହରା ଫିକା ପଡ଼ିଛି ଶ୍ରଦ୍ଧାଳୁୂ ବିନା । ମହାମାରୀ କରୋନା କଟକଣା ପାଇଁ ଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପାର୍ବଣର ମାହୋଲ ‌ସାରା ରାଜ୍ୟରେ ଦେଖିବାକୁ ମିଳୁନାହିଁ। ମହାମାରୀ ନେଇ…

[ ଭିଡ଼ିଓ] ମା’ ଦୁର୍ଗାଙ୍କ ମହାସପ୍ତମୀ ପୂଜା

କଟକ: ଧରାପୃଷ୍ଠକୁ ଅବତରଣ କରିଛନ୍ତି ଜଗତଜନନୀ ମାଆ ଦୁର୍ଗା । ଏଥିପାଇଁ ଚଳଚଞ୍ଚଳ ହୋଇପଡିଛି ସିଲଭର୍ ସିଟି କଟକ । ଆଜି ମାଆଙ୍କ ମହାସପ୍ତମୀ ପୂଜା କରାଯାଇଛି । ସହରର ପ୍ରତ୍ୟକଟି ମଣ୍ଡପରେ ମାଆଙ୍କୁ ସ୍ୱତନ୍ତ୍ର ରୀତିନୀତିରେ ପୂଜାର୍ଚ୍ଚନା କରାଯାଇଛି । ଗତକାଲି ବିଲ୍ୱବରଣ ହେବା ପରେ ମହାନଦୀରୁ…

କଟକ ମହାନଦୀ ବିହାରରେ ଉଦଘାଟିତ ହେଲା ରୁଚି-ଫ୍ରୋଜିଟର ଫୁଡ଼୍ ଆଉଟଲେଟ୍

କଟକ: କଟକ ମହାନଦୀ ବିହାର ଜଷ୍ଟିସ୍ ଛକ ନିକଟରେ ଉଦଘାଟିତ ହେଲା ରୁଚି ଫ୍ରୋଜିଟର ନୂତନ ତଥା ରୁଚିର ସର୍ବବୃହତ ଫୁଡ଼୍ ଆଉଟଲେଟ୍। ଓଡ଼ିଶାର ଅଗ୍ରଣୀ ମସଲା ଏବଂ ଖାଦ୍ୟ ପ୍ରସ୍ତୁତକାରୀ ଉଦ୍ୟୋଗ ରୁଚି ଫୁଡ଼୍ ଲାଇନ୍ ଟିଭି ଦ୍ୱାରା ଏହା ପରିଚାଳିତ। ଏହାକୁ ଉଦଘାଟନ କରିଥିଲେ ଓଡ଼ିଆ ଚଳଚ୍ଚିତ୍ର ଜଗତର…

[ଭିଡ଼ିଓ] ମଣ୍ଡପରେ ମା’ଙ୍କ ଷଷ୍ଠୀ ପୂଜା

କଟକ : ଦୁର୍ଗା ପୂଜା ପାଇଁ ଉତ୍ସବମୁଖର ହୋଇଉଠିଛି ପରିବେଶ । ମାଆଙ୍କର ପୂଜା ବେଶ ଧୁମଧାମରେ ଚାଲିଥିବା ବେଳେ ମଣ୍ଡପରେ ଆରମ୍ଭ ହୋଇଯାଇଛି ଷଷ୍ଠୀ ପୂଜା ଏବେ କୋଭିଡ଼ କଟକଣା ଭିତରେ ମାଆଙ୍କର ସମସ୍ତ ନୀତିକ୍ରାନ୍ତି କରାଯାଉଛି । ଶାରଦୀୟ ଦୂର୍ଗାପୂଜାରେ ଆଜି ଦେବୀପୀଠଗୁଡ଼ିକରେ ମା’ଙ୍କ…

ଜାଗୃତିଙ୍କ ଫୋଟୋ ପୋଷ୍ଟ କରି ଟ୍ରୋଲ୍ ହେଲେ ଅନୁଭବ

ଭୁବନେଶ୍ବର: ପାରିବାରିକ ବିବାଦରେ ଛନ୍ଦି ହୋଇ ପଡ଼ିଥିବା ସାଂସଦ ତଥା ଓଲିଉଡ ଅଭିନେତା ଅନୁଭବ ମହାନ୍ତି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି । ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରି ଏବେ ଚର୍ଚ୍ଚାରେ ଅନୁଭବ । ଦୀର୍ଘ ଦିନ ପରେ ଅନୁଭବ ପୁଣି ଥରେ ବାନ୍ଧବୀ ଜାଗୃତିଙ୍କ ସହ ଫଟୋ ପୋଷ୍ଟ କରିଛନ୍ତି । ନିଜ…

ବିଧାୟକଙ୍କ ଘରୁ ଚୋରି

କଟକ: ବିଧାୟକଙ୍କ ଘରୁ ଚୋରି। କଟକ ଚୌଦ୍ୱାର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ ବା ବର୍ତ୍ତମାନର ଯୁବ ବିଧାୟକ ସୌଭିକ୍ ବିଶ୍ୱାଳଙ୍କ ମହାନଦୀ ବିହାରସ୍ଥିତ ବାସଭବନରୁ ଗତକାଲି ରାତିରେ ଲୁଟ୍ ହୋଇଛି। ପ୍ରଭାତ ବିଶ୍ୱାଳଙ୍କ ଏକ ଘରୁ ଲ୍ୟାପଟପ୍ ସହ ଏକ ମୋବାଇଲ ଲୁଟି ନେଇଛନ୍ତି କୌଣସି…

କଟକ ପୂଜାରେ ସୁରକ୍ଷା ବ୍ୟବସ୍ଥା ଉପରେ ନଜର

କଟକ: ପୂଜା ପାଇଁ କଟକ ସହରରେ ବ୍ୟାପକ ବ୍ୟବସ୍ଥା । ଦୁର୍ଗା ପୂଜା ଓ ନାଇଟ୍‌ କର୍ଫ୍ୟୁ ପାଇଁ କଟକ ସହରରେ ୩୨ ପ୍ଲାଟୁନ ପୋଲିସ ଫୋର୍ସ ମୁତହେବେ । ଏହା ସହ ସହରରେ ୧୦୦ ଜଣ ବରିଷ୍ଠ ଅଧିକାରୀ ମୁତୟନ ହେବେ ବୋଲି ଡିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି । ସେହିପରି ଡିସିପି ଆହୁରୀ ମଧ୍ୟ…

ତିନି ପ୍ରଥମ ଶ୍ରେଣୀ କର୍ମଚାରୀଙ୍କୁ ଗିରଫ କଲା ଭିଜିଲାନ୍ସ

କଟକ: ଗୋଟିଏ ଦିନରେ ତିନି ପ୍ରଥମ ଶ୍ରେଣୀ କର୍ମଚାରୀ ଗିରଫ।ସେମାନଙ୍କ ପାଖରୁ ଜବତ ହୋଇଛି ବିଡ଼ା ବିଡ଼ା ଟଙ୍କା। ମୋଟ୍ ୨୨ଲକ୍ଷ ୬୧ହଜାର ୪୩୦ଟଙ୍କା ଜବତ କରାଯାଇଥିବା ଜଣାପଡ଼ିଛି। ଗିରଫ ପରେ ସମସ୍ତ ତିନି ଅଧିକାରୀଙ୍କୁ କୋର୍ଟ ଚାଲାଣ କରାଯାଇଥିବା ସୂଚନା ଦେଇଛନ୍ତି ଭିଜିଲାନ୍ସ କଟକ ଡିଭିଜନ ଏସପି…

ଝିଅ ଚିକିତ୍ସା ପାଇଁ ସହାୟତା ଅପେକ୍ଷାରେ ପରିବାର. ..

କଟକ: ଗରିବ ଅସହାୟ ରୋଗୀ ମାନଙ୍କ ପାଇଁ କେତେ କଣ ସୁବିଧା କରାଯାଉଛି । ହେଲେ ବହୁ ସ୍ଥାନରେ ଅସହାୟ ହୋଇ ଚିକିତ୍ସା । ପାଇପାରୁନାହାନ୍ତି ବହୁ ଗରିବ ରୋଗୀ ମାନେ । ଏମିତି କିଛି ଦୟନୀୟ ଦୃଶ୍ୟ ଦେଖିବାକୁ ମିଳିଛି ଖୋଦ୍ କଟକରେ ।  ଜଣେ ଅସହାୟ ବାପର କରୁଣ କାହାଣୀ ଦେଖିବାକୁ ମିଳିଛି । ରୋଗ…

ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳଙ୍କ ଘରୁ ଲୁଟ୍

କଟକ: ବିଧାୟକ ସୌଭିକ ବିଶ୍ୱାଳଙ୍କ ଘରେ କଳାକନା ବୁଲାଇଲେ ଲୁଟେରା । ଚୌଦ୍ୱାର-କଟକ ବିଧାୟକଙ୍କ ଘରୁ ଚୋରି ଅଭିଯୋଗ । ଗତକାଲି ରାତିରେ ଲୁଟ୍ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ଖୋଳତାଡ କରୁଛି ଚାଉଳିଆଗଞ୍ଜ ଥାନା ପୋଲିସ । ବିଧାୟକଙ୍କ ଘରୁ ଲୁଟ୍ ଘଟଣା ଜଣା ପଡ଼ିବା ପରେ…