Latest Odisha News

BREAKING NEWS

Browsing Category

କଟକ

Cuttack

ରବିବାର ଖୋଲିବ ଓଡ଼ିଶାର ଅଗ୍ରଣୀ ମସଲା କମ୍ପାନୀ ରୁଚିର ଫୁଡ଼୍ ଆଉଟଲେଟ୍

କଟକ: ଆସନ୍ତା ରବିବାର କଟକରେ ଖୋଲିବ ଓଡ଼ିଶାର ଅଗ୍ରଣୀ ମସଲା କମ୍ପାନୀ ରୁଚିର ଫୁଡ୍ ଆଉଟଲେଟ୍। କଟକ ମହାନଦୀ ବିହାର ଅଞ୍ଚଳରେ ଖୋଲିବ। ଏହି ଫୁଡ଼୍ ଆଉଟଲେଟ୍ ରବିବାର ଉଦଘାଟିତ ହେବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରୁଚିର ପରିଚାଳନା ନିର୍ଦ୍ଦେଶକ ଶରତ କୁମାର ସାହୁ।…

[ ଭିଡ଼ିଓ] ଶିକାରୀ ପଞ୍ଝାରେ ନିରୀହ ପକ୍ଷୀ

ବାଙ୍କି: ଅବାଧରେ ଚାଲିଛି ପକ୍ଷୀ ଶିକାର । ଦିନକୁ ଦିନ ବିଭିନ୍ନ ପ୍ରଜାତିର ପକ୍ଷୀ ମାନଙ୍କ ସଂଖ୍ୟା ଲୋପ ପାଇଯାଉଥିବା ବେଳେ ଶିକାର କିନ୍ତୁ ବଢି ଚାଲିଛି । ତେବେ ଶିକାରୀ ମାନେ କିନ୍ତୁ ବେଶ୍ ସତର୍କତାର ସହ ବିଭିନ୍ନ ଉପାୟ ବାହାର କରି ପକ୍ଷୀ ଶିକାର କରିଚାଲିଛନ୍ତି । ବାଙ୍କିରେ ମଧ୍ୟ ଅବାଧରେ…

ମାଆ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତିରେ ଖଡି ଲାଗି

କଟକ: ପବିତ୍ର ମହାଳୟା ବା ଖଡିଲାଗି ଅମାବାସ୍ୟା ।  କଟକର ବିଭିନ୍ନ ପୂଜା ମଣ୍ଡପରେ ମାଆ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତିରେ ଖଡି ଲାଗି କରାଯାଇଛି । ଖାନନଗର ଖପୁରିଆ ଶିଳ୍ପାଞ୍ଚଳ ପୂଜା ମଣ୍ଗପ ସମେତ ଅନ୍ୟ ସ୍ଥାନରେ ମଧ୍ୟ ଖଡି ଚଢାଯାଇଛି ।  ଆଜି ମୂର୍ତ୍ତିରେ ଖଡିଲାଗି କରାଯାଇଥିବା ବେଳେ…

ପଚା ଅଣ୍ଡାରୁ କେକ୍‌, ଜବତ କଲା ସିଏମ୍‌ସି

କଟକ: ଲୋକଙ୍କ ଜୀବନ ସହିତ ଖେଳ । କଟକରୁ ୧୦ ପେଟି ପଚା ଅଣ୍ଡା ଜବତ କଲା କଟକ ମହାନଗର ନିଗମ । ଆଠଗଡ଼ରୁ କଟକ ସାଆନ୍ତ ସାହି ଚାଲାଣ ବେଳେ ପଚା ଅଣ୍ଡା ପେଟି ଜବତ ହୋଇଛି । ସାଆନ୍ତ ସାହି ବେକେରି ଫ୍ୟାକ୍ଟ୍ରିକୁ ଚାଲାଣ ବେଳେ ଜବତ କରିଛି ସିଏମସି । ପାଉଁରୁଟି, କେକ୍ ଭଳି ଖାଦ୍ୟ ସାମଗ୍ରୀ…

ବେଲଗାମ୍ ଧଳା ଜହର କାରବାର

କଟକ: ଥମୁନି ଧଳାଜହର କାରବାର । କଟକରୁ ପୁଣି ଜବତ ହେଲା ଧଳାଜହର । ୨୬ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ କରିଛି କଟକ ଦରଘାବଜାର ଥାନା ପୋଲିସ । ବ୍ରାଉନ୍‌ସୁଗାର ବିକ୍ରି କରିବା ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି ପୋଲିସ । ବ୍ରାଉନ୍‌ସୁଗାର କାରବାର ନେଇ ପୋଲିସକୁ ସୂଚନା ମିଳିଥିଲା । …

ମଣ୍ଡପରେ ଦୁର୍ଗା ପୂଜା ପ୍ରସ୍ତୁତି

କଟକ : ପାଖେଇ ଆସୁଛି ଦଶହରା ।  ମାଆଙ୍କ ଆଗମନକୁ ନେଇ କଟକ ସହରରେ ଥିବା ପୂଜା ମଣ୍ଡପ ଗୁଡିକ ବେଶ୍ ଚଳଚଞ୍ଚଳ ହୋଇ ପଡିଛି । ସହରର ବିଭିନ୍ନ ପୂଜା ମଣ୍ଡପର ଇତିହାସ ସହ କିମ୍ବଦନ୍ତୀ ଯୋଡି ହୋଇଛି  । ଚୌଧୁରୀବଜାର ପୂଜା ପେଣ୍ଡାଲ୍ ରେ ୧୮୭୨ ମସିହାରେ ପୂଜା ଆରମ୍ଭ କରାଯାଇଥିଲା। ଆଉ ପରେ ୧୯୫୬ ରେ…

ବନ୍ଧୁକ ଡିଲରେ ଆଲବମ୍ ନିର୍ଦ୍ଦେଶକ

କଟକ: ବନ୍ଧୁକ ଡିଲରେ ଆଲବମ୍ ନିର୍ଦ୍ଦେଶକ । ବନ୍ଧୁକ ଡିଲ୍‌ ବେଳେ ଚଢ଼ାଉ କଲା ପୋଲିସ୍‌, ୩ ବନ୍ଧୁକ ସହ ୧୬ ରାଉଣ୍ଡ ଗୁଳି ଜବତ, ୪ ଅଭିଯୁକ୍ତ ଗିରଫ  । ବନ୍ଧୁକ ଡିଲ୍‌ ଚଲିଥିବା ବେଳେ ବାଦମବାଡ଼ି ପୋଲିସ୍‌ ଚଢ଼ାଉ କରିଛି । ଏହି ଡିଲ୍‌ କରୁଥିବା ୪ ଜଣଙ୍କୁ ପୋଲିସ୍‌ ଘଟଣା ସ୍ଥଳରୁ ଗିରଫ କରିଛି…

ହାଇକୋର୍ଟରେ ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା

କଟକ: କ୍ରାଇମବ୍ରାଞ୍ଚ୍ ତଦନ୍ତ ଉପରୁ ଭରଷା ତୁଟାଇଲେ ମୃତ ଏସିଏଫ୍ ସୌମ୍ୟରଞ୍ଜନଙ୍କ ପରିବାର । ସେହି ରହସ୍ୟଜନକ ମୃତ୍ୟୁ ମାମଲା ଉପରୁ ପର୍ଦ୍ଦା ଉଠାଇବା ଲାଗି ସୋମବାର ସୌମ୍ୟଙ୍କ ବାପା ହାଇକୋର୍ଟଙ୍କ ଆଶ୍ରୟ ନେଇଛନ୍ତି । ପୁରା ଘଟଣା କ୍ରମର ତଦନ୍ତ, ସିବିଆଇ କିମ୍ବା ହାଇକୋର୍ଟଙ୍କ ଦ୍ଵାରା ଗଠିତ…

ଶକ୍ତିପୀଠରେ ଷୋଡଷ ପୂଜା , ମାତଙ୍ଗୀ ବେଶରେ ମାଆ କଟକ ଚଣ୍ଡୀ

କଟକ: କଟକ ସହରରେ ଶକ୍ତିପୀଠରେ ଚାଲିଛି ଷୋଡଷ ଉପଚାର ପୂଜା । ଏହି ଅବସରରେ ସହରର ଅଧିଷ୍ଠାତ୍ରୀ ଦେବୀ ମାଆ କଟକ ଚଣ୍ଡୀ ମାତଙ୍ଗୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି । ମାଆଙ୍କର ଏହି ଦୁର୍ଲଭ ବେଶ ଦେଖିବାକୁ ମନ୍ଦିରରେ ଗହଳି ଲାଗି ରହିଥିଲା । ଷୋଡଷ ପୂଜା ଆରମ୍ଭରୁ ହିଁ ମାଆ ଙ୍କୁ ସ୍ୱତନ୍ତ୍ର…

ସୁନା ଦୋକାନରେ GST ରେଡ୍, ୧୨ଟି ସହରରେ ଚଢାଉ

ଭୁବନେଶ୍ବର: ସୁନା ଦୋକାନରେ GST ରେଡ୍, ୧୨ଟି ସହରରେ ଚାଲିଛି ଚଢାଉ । ସୁନା ଅଳଙ୍କାର ଦୋକାନଗୁଡିକରେ ସିଟି ଜିଏସଟି ବିଭାଗ ପକ୍ଷରୁ ବଡ ଧରଣର ଚଢାଉ ହୋଇଛି । ୧୨ଟି ସହରର ୧୭ଟି ଜୁଏଲାରୀ ଦୋକାନରେ ଏହି ଚଢ଼ାଉ ଜାରି ରହିଛି । ସୁନାର ଓଜନ, ମାନ ପରୀକ୍ଷା କରାଯାଉଛି । ଜିଏସଟି ଠକେଇ ହୋଇଛି…