Latest Odisha News

BREAKING NEWS

Browsing Category

କଟକ

Cuttack

ବଢ଼ୁଛି ବିଭିନ୍ନ ନଦୀର ଜଳସ୍ତର

ଭୁବନେଶ୍ବର : ଲଘୁଚାପ ପ୍ରଭାବରେ ରବିବାର ଦିନତମାମ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଛି। ପୁରୀ, ଖୋର୍ଧା, ଜଗତ୍‌ସିଂହପୁର ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ଜନଜୀବନ ଅସ୍ତ‌ବ୍ୟସ୍ତ ହୋଇପଡ଼ିଛି । ପଶ୍ଚିମ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ‌ହେବାର ସମ୍ଭାବନା…

ଜଳମଗ୍ନ ସିଲଭର ସିଟିି

କଟକ: ରାସ୍ତାରେ ଲହଡି ମାଡୁଛି ପାଣି । କେଉଁଠି ଅଣ୍ଟାଏ ପାଣି ତ ଆଉ କେଉଁଠି ଗାଡି ମଧ୍ୟ ବୁଡିଗଲାଣି । ଗତକାଲିଠାରୁ ଆଜି ଦିନ ତମାମ ବର୍ଷା ଲାଗି ରହିଥିବାରୁ ସହରର ଚାରିଆଡେ ଜଳମଗ୍ନ ହୋଇଛି । ବର୍ଷା ଯୋଗୁଁ ସହରରେ ଜୀବନଯାପନ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଛି । ସହରରେ ୪୮୦ ମିଲିମିଟର…

ସରକାରଙ୍କ ପାର୍ବଣ କଟକଣା ବିରୋଧରେ କଟକରେ ବନ୍ଦ ଡାକରା

କଟକ: ପୂଜା ପାର୍ବଣରେ ସରକାରଙ୍କ କଟକଣାକୁ ବହୁ ପୂର୍ବରୁ ବିରୋଧ ହୋଇଆସୁଛି । ଖାସ କରି ମୂର୍ତ୍ତି ଉଚ୍ଚତାକୁ କେନ୍ଦ୍ର କରି କଟକରେ ବିବାଦ ଦେଖାଦେଇଛି । ସରକାରୀ କଟକଣାକୁ ବିରୋଧ କରି ଆସନ୍ତା ୧୩ ତାରିଖରେ କଟକ ବନ୍ଦ ପାଇଁ ବିଜେପି ଡାକରା ଦେଇଛି । ସରକାରଙ୍କ କଟକଣା ଅନୁଯାୟୀ ୪ ଫୁଟ୍…

ବହୁ ଚର୍ଚ୍ଚିତ ଦାରା ସେନାର ମୁଖ୍ୟ ମୁକେଶ ଜେନ ମାମଲା ,କଟକ ଗସ୍ତରେ ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ

କଟକ: ବହୁ ଚର୍ଚ୍ଚିତ ଦାରା ସେନା ମୁଖ୍ୟ ମୁକେଶ ଜେନ ମାମଲା । ଦାରା ସେନାର ମୁଖ୍ୟ ମୁକେଶ ଜେନଙ୍କ ବିରୋଧରେ ହୋଇଥିବା ମାମଲାର ଡିସଚାର୍ଜ ପାଇଁ କଟକ ଆସିଛନ୍ତି ସୁପ୍ରିମକୋର୍ଟ ବରିଷ୍ଠ ଆଇନଜୀବୀ ଏପି ସିଂହ । ଗତବର୍ଷ ରଥ ଯାତ୍ରାକୁ ନେଇ ଉପୁଜିଥିବା ବିବାଦ ସମୟରେ ମୁକେଶ ଜେନ  ଜଗନ୍ନାଥଙ୍କୁ…

କାର୍ ଧକ୍କାରେ ଗଲା କନଷ୍ଟେବଳଙ୍କ ଜୀବନ

କଟକ: ମର୍ଣ୍ଣଂ ଓ୍ୱାକରେ ଯିବା ବେଳେ ଧକ୍କା ଦେଲା କାର୍ । ଦୁର୍ଘଟଣା ନେଲା କନଷ୍ଟେବଳଙ୍କ ଜୀବନ । କଟକ ଜିଲ୍ଲା ବାଙ୍କୀ ଥାନା କଇଁମୁଣ୍ଡି ଚାରିଘରିଆ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ମୃତକ ହେଲେ କଇଁମୁଣ୍ଡି ଫାଣ୍ଡିର କନେଷ୍ଟବଳ ରମେଶ ଚନ୍ଦ୍ର ପରିଡ଼ା । ମର୍ଣ୍ଣିଂ ଓ୍ୱାକରେ ଯିବା ବେଳେ…

ସ୍ମାର୍ଟ ମିରର, ଛାତ୍ରଙ୍କ ନୂଆ ଆବିଷ୍କାର

କଟକ : ଆଇନା ଆଗରେ ଠିଆ ହୋଇ ଆଇନାକୁ ନିର୍ଦ୍ଦେଶ ଦେଲେ ସବୁ ଖବର ମିଳିବ। ଏପରିକି ଫ୍ୟାନ୍,ଏୟାର୍ କଣ୍ଡିସନର୍ ଫ୍ୟାନ୍ ବଲବ ଜଳି ରଙ୍ଗ ମଧ୍ୟ ପରିବର୍ତ୍ତନ ହୋଇପାରିବ।  ଏହାସହ ଆଉ କେତେ କଣ ମାନିଯିବ ଏହି ଆଇନା...ଏପରି ଏକ ସ୍ମାର୍ଟ ମିରରର ନୂତନ ଭାବେ ଆବିଷ୍କାର କରିଛନ୍ତି କଟକ ଭୁବନାନନ୍ଦ…

କଟକ ଏସସିବିରେ ଆରମ୍ଭ ହେଲା ପ୍ରଥମ ଇକ୍‌ମୋ ଚିକିତ୍ସା

କଟକ: ଏସସିବି ମେଡିକାଲରେ ଆରମ୍ଭ ହେଲା ପ୍ରଥମ ଇକମୋ ଚିକିତ୍ସା । ନିଶ୍ଚିନ୍ତକୋଇଲି ଅଞ୍ଚଳର ଜଣେ ୫୨ ବର୍ଷୀୟ ମହିଳାଙ୍କୁ ମିଳିଲା ପ୍ରଥମ ଇକ୍‌ମୋ ସେବା ଆରମ୍ଭ ହୋଇଛି । ସେ କୋଭିଡରେ ଆକ୍ରାନ୍ତ ହୋଇ ଭେଣ୍ଟିଲେଟରରେ ରହି ଚିକିତ୍ସିତ ହେଉଥିଲେ । ଏବେ ତାଙ୍କର ରିପୋର୍ଟ ନେଗେଟିଭ୍ ଅଛି ।…

[ଭିଡିଓ] କଟକରୁ ଧରାପଡିଲା କୁଖ୍ୟାତ ଲୁଟେରା

କଟକ: ଲୁଟେରାଙ୍କ ଟାର୍ଗେଟରେ ଥିଲା ରାଜଧାନୀ ଭୁବନେଶ୍ୱର ଓ କଟକ ସହରର ଭିଆଇପି ଅଂଚଳ । ସମୟ ସୁଯୋଗ ଉଣ୍ଡି ମୋବାଇଲ ଛଡାଇ ଚମ୍ପଟ ମାରୁଥିଲା କୁଖ୍ୟାତ ମୋବାଇଲ ଲୁଟେରା ଆକାଶ ନାୟକ । ଶେଷରେ ଆକାଶ ନାୟକର ସାମ୍ରାଜ୍ୟରେ ଯବନିକା ପକାଇଛି କଟକ ପୋଲିସ । ମିଳିଥିବା ସୂଚନା ଅନୁଯାୟୀ ଅଶ୍ୱିନୀ…

ସମବାୟ ସମିତିରୁ କୋଟିଏ ଟଙ୍କାର ଋଣ ଜାଲିଆତି ମାମଲାରେ ୬ ଗିରଫ

କଟକ: ଆଠଗଡ଼ ଗୁରୁଡ଼ିଝାଟିଆ ସମବାୟ ସମିତି ଋଣ ଜାଲିଆତି ମାମଲାରେ ୬ ଜଣ ଗିରଫ । ଚାଷୀଙ୍କ ନାଁରେ କୋଟିଏରୁ ଅଧିକ ଟଙ୍କା ଋଣ କରି ହଡ଼ପ କରିଥିବା ଅଭିଯୋଗରେ ସେମାନଙ୍କୁ ଗିରଫ କରାଯାଇଛି । ଏହି ସୂଚନା ଦେଇଛନ୍ତି ଚୌଦ୍ୱାର ଏସ୍‌ଡିପିଓ ସତ୍ୟବ୍ରତ ଲେଙ୍କା । ଗିରଫ ଅଭିଯୁକ୍ତମାନେ ହେଲେ…

ଆଜି ହାଇକୋର୍ଟରେ ହାଜର ହେବେ ୪ ଜିଲ୍ଲାପାଳ

କଟକ: ଆଜି ହାଇକୋର୍ଟରେ ହାଜର ହେବେ ୪ ଜିଲ୍ଲାର ଜିଲ୍ଲାପାଳ । ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାପାଳ ହାଇକୋର୍ଟରେ ହାଜର ହେବେ । ଆର୍ଦ୍ରଭୂମି ସୁରକ୍ଷା ସମ୍ପର୍କିତ ମାମଲା ଉପରେ ମତ ରଖିବେ । ଏଥିସହ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ନେଇ କଣ ପଦକ୍ଷେପ ନେଇଛନ୍ତି ସେନେଇ…