Latest Odisha News

BREAKING NEWS

Browsing Category

କଟକ

Cuttack

ବିଶିଷ୍ଟ ଭେଷଜ ବିଶେଷଜ୍ଞ ଡାକ୍ତର ପ୍ରଭାତ କୁମାର ପାଢ଼ୀଙ୍କ ପରଲୋକ

କଟକ: ପରଲୋକରେ ବିଶିଷ୍ଟ ଭେଷଜ ବିଶେଷଜ୍ଞ ତଥା ଏସସିବି ମେଡିକାଲ କଲେଜ ଓ ହସପିଟାଲର ମେଡିସିନ ବିଭାଗର ପ୍ରଫେସର ଡାକ୍ତର ପ୍ରଭାତ କୁମାର ପାଢ଼ୀ । ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା । ଗତକାଲି ରାତିରେ କଟକ ବଜ୍ରକବାଟୀ ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ହଠାତ୍…

ପାଇଖାନାରୁ ଉଦ୍ଧାର ହେଲା ନାଗସାପ

କଟକ : ପାଇଖାନା ପ୍ୟାନ୍ ଭିତରେ ନାଗ । କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । କଟକ ଜିଲ୍ଲା ବାଙ୍କୀ ଅନ୍ତର୍ଗତ ଚର୍ଚ୍ଚିକା ଗାଁ ର ପ୍ରକାଶ ମିଶ୍ରଙ୍କ ପାଇଖାନା ଭିତରେ ଏକ ନାଗ ସାପ ଲୁଚି ରହିଥିବା ଦେଖିବାକୁ ମିଲିଥିଲା ।ସମୟ ସମୟରେ ଏହି ସାପଟି ବାହାରକୁ ଆସୁଥିଲା । ଆଉ ଏହାକୁ ଦେଖିବା ପାଇଁ…

ବ୍ୟସ୍ତବହୁଳ ବ୍ରିଜ୍ ତଳର ଦୂରାବସ୍ଥା

କଟକ : କଟକ ନୂଆବଜାରର ବ୍ୟସ୍ତବହୁଳ ବ୍ରିଜ୍ ତଳର ଦୃଶ୍ୟ । ଟିକିଏ ବର୍ଷା ହେଲେ ରାସ୍ତାଘାଟ ବଡବଡ ଗାତମାନ ସୃଷ୍ଟି ହେଉଛି । ଏହି ରାସ୍ତାର ଦୂରବସ୍ଥା କହିଲେ ନସରେ । ବାଇକ, କାର୍, ସାଇକେଲ ସମେତ ଅନ୍ୟ ବଡ ମାଲ୍ ବୋଝେଇ ଗାଡି ମଧ୍ୟ ଏହି ରାସ୍ତାରେ ଯାତାୟାତ କରୁଛନ୍ତି । ହେଲେ କମ୍ପାନୀର…

ଦଶହରା ମୂର୍ତ୍ତି ଉଚ୍ଚତା ପ୍ରସଙ୍ଗ, ହାଇକୋର୍ଟରେ ଦାଏର ହେଲା ରିଟ୍ ପିଟିସନ

କଟକ : ଦଶହରା ମୂର୍ତ୍ତି ଉଚ୍ଚତା ପ୍ରସଙ୍ଗ ।ଏନେଇ ହାଇକୋର୍ଟରେ ରିଟ୍ ପିଟିସନ ଦାଏର ହୋଇଛି । କଟକ ବାଲୁ ବଜାର ପୂଜା କମିଟି ପକ୍ଷରୁ ମାମଲା ଦାଏର କରାଯାଇଛି। ପରମ୍ପରାକୁ ଦୃଷ୍ଟିରେ ରଖି ପୂର୍ବପରି ମୂର୍ତ୍ତ ଉଚ୍ଚତା ବଜାୟ ରଖିବାକୁ ଅନୁମତି ଲୋଡିଛି ବାଲୁକା ବଜାର ପୂଜା କମିଟି । ହେଲେ…

ରାସ୍ତା ଉପରେ ଚାଲୁଛି ୪ ଫୁଟ୍ ପାଣି, ଯାତାୟତ ଠପ୍

କଟକ: ଲଗାଣ ବର୍ଷାରେ ରାଜ୍ୟରେ ସ୍ଥିତି ବେହାଲ୍ । ଚାରିଆଡେ ଖାଲି ପାଣି ଆଉ ପାଣି । ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ଚାଲୁଛି ବନ୍ୟା ପାଣି। ଆଠଗଡ଼ରେ ପୁରୁଣା କଟକ ସମ୍ବଲପୁର ରାସ୍ତାର ଆଠଗଡ-ଦହିସରା-ମାଧପୁରଠାରେ ରାସ୍ତା ଉପରେ ଲହଡି ମାରୁଛି ୪ ଫୁଟର ପାଣି । ଫଳରେ ଆଠଗଡ଼ ବ୍ଲକର ୨ଟି ଗାଁ…

ଏସ୍‌ସିବିରେ ଛାତରୁ ଖସିଲା କଂକ୍ରିଟ୍ ଖଣ୍ଡ

କଟକ: କଟକ ବଡ଼ ଡାକ୍ତରଖାନାର ଛାତରୁ ଖସିଲା କଂକ୍ରିଟ୍ ଖଣ୍ଡ । ସର୍ଜରୀ ବିଭାଗ ଆଉଟଡୋରରେ ଛାତରୁ କଂକ୍ରିଟ୍‌ ଖଣ୍ଡ ଖସି ପଡ଼ିଥିଲା । କଂକ୍ରିଟ୍ ଖଣ୍ଡ ଖସିବା ଯୋଗୁ ଛାତରେ ଲାଗିଥିବା ସିଲିଂ ବି ଖସିଯାଇଥିଲା। ସେତେବେଳ ରୋଗୀମାନେ ଟିକେଟ୍ କାଟିବା ପାଇଁ ଆସିଥିଲେ। ତେବେ କାହାରି କିଛି କ୍ଷତି…

ବଢ଼ୁଛି ବିଭିନ୍ନ ନଦୀର ଜଳସ୍ତର

ଭୁବନେଶ୍ବର : ଲଘୁଚାପ ପ୍ରଭାବରେ ରବିବାର ଦିନତମାମ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଛି। ପୁରୀ, ଖୋର୍ଧା, ଜଗତ୍‌ସିଂହପୁର ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ଜନଜୀବନ ଅସ୍ତ‌ବ୍ୟସ୍ତ ହୋଇପଡ଼ିଛି । ପଶ୍ଚିମ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ‌ହେବାର ସମ୍ଭାବନା…

ଜଳମଗ୍ନ ସିଲଭର ସିଟିି

କଟକ: ରାସ୍ତାରେ ଲହଡି ମାଡୁଛି ପାଣି । କେଉଁଠି ଅଣ୍ଟାଏ ପାଣି ତ ଆଉ କେଉଁଠି ଗାଡି ମଧ୍ୟ ବୁଡିଗଲାଣି । ଗତକାଲିଠାରୁ ଆଜି ଦିନ ତମାମ ବର୍ଷା ଲାଗି ରହିଥିବାରୁ ସହରର ଚାରିଆଡେ ଜଳମଗ୍ନ ହୋଇଛି । ବର୍ଷା ଯୋଗୁଁ ସହରରେ ଜୀବନଯାପନ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଛି । ସହରରେ ୪୮୦ ମିଲିମିଟର…

ସରକାରଙ୍କ ପାର୍ବଣ କଟକଣା ବିରୋଧରେ କଟକରେ ବନ୍ଦ ଡାକରା

କଟକ: ପୂଜା ପାର୍ବଣରେ ସରକାରଙ୍କ କଟକଣାକୁ ବହୁ ପୂର୍ବରୁ ବିରୋଧ ହୋଇଆସୁଛି । ଖାସ କରି ମୂର୍ତ୍ତି ଉଚ୍ଚତାକୁ କେନ୍ଦ୍ର କରି କଟକରେ ବିବାଦ ଦେଖାଦେଇଛି । ସରକାରୀ କଟକଣାକୁ ବିରୋଧ କରି ଆସନ୍ତା ୧୩ ତାରିଖରେ କଟକ ବନ୍ଦ ପାଇଁ ବିଜେପି ଡାକରା ଦେଇଛି । ସରକାରଙ୍କ କଟକଣା ଅନୁଯାୟୀ ୪ ଫୁଟ୍…

ବହୁ ଚର୍ଚ୍ଚିତ ଦାରା ସେନାର ମୁଖ୍ୟ ମୁକେଶ ଜେନ ମାମଲା ,କଟକ ଗସ୍ତରେ ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ

କଟକ: ବହୁ ଚର୍ଚ୍ଚିତ ଦାରା ସେନା ମୁଖ୍ୟ ମୁକେଶ ଜେନ ମାମଲା । ଦାରା ସେନାର ମୁଖ୍ୟ ମୁକେଶ ଜେନଙ୍କ ବିରୋଧରେ ହୋଇଥିବା ମାମଲାର ଡିସଚାର୍ଜ ପାଇଁ କଟକ ଆସିଛନ୍ତି ସୁପ୍ରିମକୋର୍ଟ ବରିଷ୍ଠ ଆଇନଜୀବୀ ଏପି ସିଂହ । ଗତବର୍ଷ ରଥ ଯାତ୍ରାକୁ ନେଇ ଉପୁଜିଥିବା ବିବାଦ ସମୟରେ ମୁକେଶ ଜେନ  ଜଗନ୍ନାଥଙ୍କୁ…