Latest Odisha News

BREAKING NEWS

Browsing Category

କଟକ

Cuttack

କାର୍ ଧକ୍କାରେ ଗଲା କନଷ୍ଟେବଳଙ୍କ ଜୀବନ

କଟକ: ମର୍ଣ୍ଣଂ ଓ୍ୱାକରେ ଯିବା ବେଳେ ଧକ୍କା ଦେଲା କାର୍ । ଦୁର୍ଘଟଣା ନେଲା କନଷ୍ଟେବଳଙ୍କ ଜୀବନ । କଟକ ଜିଲ୍ଲା ବାଙ୍କୀ ଥାନା କଇଁମୁଣ୍ଡି ଚାରିଘରିଆ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ମୃତକ ହେଲେ କଇଁମୁଣ୍ଡି ଫାଣ୍ଡିର କନେଷ୍ଟବଳ ରମେଶ ଚନ୍ଦ୍ର ପରିଡ଼ା । ମର୍ଣ୍ଣିଂ ଓ୍ୱାକରେ ଯିବା ବେଳେ…

ସ୍ମାର୍ଟ ମିରର, ଛାତ୍ରଙ୍କ ନୂଆ ଆବିଷ୍କାର

କଟକ : ଆଇନା ଆଗରେ ଠିଆ ହୋଇ ଆଇନାକୁ ନିର୍ଦ୍ଦେଶ ଦେଲେ ସବୁ ଖବର ମିଳିବ। ଏପରିକି ଫ୍ୟାନ୍,ଏୟାର୍ କଣ୍ଡିସନର୍ ଫ୍ୟାନ୍ ବଲବ ଜଳି ରଙ୍ଗ ମଧ୍ୟ ପରିବର୍ତ୍ତନ ହୋଇପାରିବ।  ଏହାସହ ଆଉ କେତେ କଣ ମାନିଯିବ ଏହି ଆଇନା...ଏପରି ଏକ ସ୍ମାର୍ଟ ମିରରର ନୂତନ ଭାବେ ଆବିଷ୍କାର କରିଛନ୍ତି କଟକ ଭୁବନାନନ୍ଦ…

କଟକ ଏସସିବିରେ ଆରମ୍ଭ ହେଲା ପ୍ରଥମ ଇକ୍‌ମୋ ଚିକିତ୍ସା

କଟକ: ଏସସିବି ମେଡିକାଲରେ ଆରମ୍ଭ ହେଲା ପ୍ରଥମ ଇକମୋ ଚିକିତ୍ସା । ନିଶ୍ଚିନ୍ତକୋଇଲି ଅଞ୍ଚଳର ଜଣେ ୫୨ ବର୍ଷୀୟ ମହିଳାଙ୍କୁ ମିଳିଲା ପ୍ରଥମ ଇକ୍‌ମୋ ସେବା ଆରମ୍ଭ ହୋଇଛି । ସେ କୋଭିଡରେ ଆକ୍ରାନ୍ତ ହୋଇ ଭେଣ୍ଟିଲେଟରରେ ରହି ଚିକିତ୍ସିତ ହେଉଥିଲେ । ଏବେ ତାଙ୍କର ରିପୋର୍ଟ ନେଗେଟିଭ୍ ଅଛି ।…

[ଭିଡିଓ] କଟକରୁ ଧରାପଡିଲା କୁଖ୍ୟାତ ଲୁଟେରା

କଟକ: ଲୁଟେରାଙ୍କ ଟାର୍ଗେଟରେ ଥିଲା ରାଜଧାନୀ ଭୁବନେଶ୍ୱର ଓ କଟକ ସହରର ଭିଆଇପି ଅଂଚଳ । ସମୟ ସୁଯୋଗ ଉଣ୍ଡି ମୋବାଇଲ ଛଡାଇ ଚମ୍ପଟ ମାରୁଥିଲା କୁଖ୍ୟାତ ମୋବାଇଲ ଲୁଟେରା ଆକାଶ ନାୟକ । ଶେଷରେ ଆକାଶ ନାୟକର ସାମ୍ରାଜ୍ୟରେ ଯବନିକା ପକାଇଛି କଟକ ପୋଲିସ । ମିଳିଥିବା ସୂଚନା ଅନୁଯାୟୀ ଅଶ୍ୱିନୀ…

ସମବାୟ ସମିତିରୁ କୋଟିଏ ଟଙ୍କାର ଋଣ ଜାଲିଆତି ମାମଲାରେ ୬ ଗିରଫ

କଟକ: ଆଠଗଡ଼ ଗୁରୁଡ଼ିଝାଟିଆ ସମବାୟ ସମିତି ଋଣ ଜାଲିଆତି ମାମଲାରେ ୬ ଜଣ ଗିରଫ । ଚାଷୀଙ୍କ ନାଁରେ କୋଟିଏରୁ ଅଧିକ ଟଙ୍କା ଋଣ କରି ହଡ଼ପ କରିଥିବା ଅଭିଯୋଗରେ ସେମାନଙ୍କୁ ଗିରଫ କରାଯାଇଛି । ଏହି ସୂଚନା ଦେଇଛନ୍ତି ଚୌଦ୍ୱାର ଏସ୍‌ଡିପିଓ ସତ୍ୟବ୍ରତ ଲେଙ୍କା । ଗିରଫ ଅଭିଯୁକ୍ତମାନେ ହେଲେ…

ଆଜି ହାଇକୋର୍ଟରେ ହାଜର ହେବେ ୪ ଜିଲ୍ଲାପାଳ

କଟକ: ଆଜି ହାଇକୋର୍ଟରେ ହାଜର ହେବେ ୪ ଜିଲ୍ଲାର ଜିଲ୍ଲାପାଳ । ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାପାଳ ହାଇକୋର୍ଟରେ ହାଜର ହେବେ । ଆର୍ଦ୍ରଭୂମି ସୁରକ୍ଷା ସମ୍ପର୍କିତ ମାମଲା ଉପରେ ମତ ରଖିବେ । ଏଥିସହ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ନେଇ କଣ ପଦକ୍ଷେପ ନେଇଛନ୍ତି ସେନେଇ…

ପୀଡିତାଙ୍କୁ ମିଳିଲା ନ୍ୟାୟ, ଜେଲରେ ବିବାହ ଉତ୍ସବ

କଟକ : ଶେଷରେ ପୀଡିତାଙ୍କୁ ମିଳିଛି ନ୍ୟାୟ । ବିବାହ କରିଛନ୍ତି ପ୍ରତାରଣାର ଶିକାର ପୀଡିତା । କଟକ ଚୌଦ୍ୱାର ସର୍କଲ ଜେଲରେ ହୋଇଛି ଏହି ବିବାହ ଉତ୍ସବ। ବିବାହ କରି ଅଭିଯୁକ୍ତ ଏବଂ ପୀଡିତାରୁ ପାଲଟିଛନ୍ତି ଉଭୟ ସ୍ୱାମୀ ସ୍ତ୍ରୀ। ସାଲେପୁର ଅଞ୍ଚଳର ଯୁବକ ଜଣକ ନିଶ୍ଚିନ୍ତ କୋଇଲିର ଜଣେ ଯୁବତୀଙ୍କ…

କଟକରୁ କୋଟିଏ ଟଙ୍କାର ବ୍ରାଉନସୁଗର ଜବତ, ୬ ବେପାରୀ ଗିରଫ

କଟକ: କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ । କଟକରୁ ଜବତ ହୋଇଛି ୧ କେଜି ୧୫୯ ଗ୍ରାମ ଧଳାଜହର । ଲାଲବାଗ ଥାନା ଓ ସ୍ପେଶାଲ ସ୍କ୍ୱାଡ୍ ମିଳିତ ଚଢ଼ାଉତେ ଏତେ ପରିମାଣର ବ୍ରାଉନସୁଗାର ଜବତ କରିଛନ୍ତି । ଏହି ଘଟଣାରେ ୬ ଜଣ ବେପାରୀଙ୍କୁ ବାନ୍ଧିଛି ପୋଲିସ । ଏହି ସୂଚନା ଦେଇଛନ୍ତି ପୋଲିସ କମିଶନର…

ଗୋଷ୍ଠୀ ସଂଘର୍ଷ ନେଲା ଜୀବନ: ମାଆ ମୃତ, ବାପା ଓ ପୁଅ ଗୁରୁତର

କଟକ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ କାଠଖୁଣ୍ଟ ଗାଁରେ ଗତକାଲି ବିଳମ୍ବିତ ରାତିରେ ଏହି ଗୋଷ୍ଠୀ ସଂଘର୍ଷ ହୋଇଛି । ମୃତକ ହେଲେ ଗାଁର ଶିବ ମହାଳିକଙ୍କ ପତ୍ନୀ…

ଭକ୍ତଙ୍କ ପାଇଁ ଖୋଲିଲା ବାବା ଧବଳେଶ୍ୱର ପୀଠ

କଟକ: ଭକ୍ତଙ୍କ ପାଇଁ ଖୋଲିଲା ବାବା ଧବଳେଶ୍ୱର ପୀଠ। ଆଜିଠୁ ଖୋଲିଲା କଟକ ଜିଲ୍ଲାର ଆଠଗଡ଼ର ପ୍ରସିଦ୍ଧ ଶୈବ ପୀଠ ଧବଳେଶ୍ୱର । ଆଜି ଭୋରରୁ ମନ୍ଦିର ଖୋଲାଯାଇ ସମସ୍ତ ନୀତିକାନ୍ତି କରାଯାଇଛି । ମଙ୍ଗଳ ଆଳତୀ ସରିବା ପରେ ସର୍ବସାଧାରଣ ଦର୍ଶନ ପାଇଁ ଦ୍ୱାର ଫିଟାଯାଇଛି । ତେବେ ମନ୍ଦିର ଭିତରକୁ…