Latest Odisha News

BREAKING NEWS

Browsing Category

କଟକ

Cuttack

କଟକରୁ ୨ କିଲୋ ସୁନା ଜବତ, ଜିଏସଟି ଫାଙ୍କି ବିକ୍ରି କରୁଥିଲେ

କଟକ: ପଞ୍ଜାବରୁ ସୁନା ଆଣି କଟକରେ ବେପାର କରୁଥିଲେ । ଜିଏସଟି ଫାଙ୍କି ବେଆଇନ ବିକ୍ରି କରିବା ବେଳେ ଧରିଲା ପୋଲିସ । କଟକରୁ ୨ କିଲୋ ୨୯ ଗ୍ରାମ୍ ସୁନା ଜବତ କରିଛି କମିଶନରେଟ ପୋଲିସ । ଏହି ସୂଚନା ଦେଇଛନ୍ତି କଟକ ଡିସିପି ପ୍ରତୀକ ସିଂହ । ଜବତ ସୁନାର ମୂଲ୍ୟ ୫୫ ଲକ୍ଷରୁ ଅଧିକ ଟଙ୍କା ହେବ ।…

ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନରେ ମାଗଣା MRI ଓ ସିଟି ସ୍କାନ ସେବା ଲୋକାର୍ପିତ

କଟକ: କର୍କଟ ରୋଗୀଙ୍କୁ ମିଳିବ ଉନ୍ନତମାନର ଚିକିତ୍ସା ସୁବିଧା। ଆଜି କଟକ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଗବେଷଣା ଅନୁଷ୍ଠାନରେ ଏମଆରଆଇ ଓ ସିଟି ସ୍କାନ ସେବା ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭର୍ଚୁଆଲ ମୋଡରେ ଏହାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଠାରେ…

କଟକ ଫ୍ୟାମିଲି କୋର୍ଟଙ୍କ ମଧ୍ୟସ୍ଥତା କେନ୍ଦ୍ରରେ ହାଜର ହେଲେ ବର୍ଷା-ଅନୁଭବ

କଟକ: ଘରୋଇ ହିଂସା ଓ ବିବାହ ବିଚ୍ଛେଦ ମାମଲାରେ ପୁଣି କଟକ ଫ୍ୟାମିଲି କୋର୍ଟଙ୍କ ମଧ୍ୟସ୍ଥତା କେନ୍ଦ୍ରରେ ହାଜର ହେଲେ ସାଂସଦ ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଉଭୟଙ୍କ ମଧ୍ୟରେ ଥିବା ବିବାଦର ସମାଧାନ ପାଇଁ ଉଦ୍ୟମ ଜାରି ରହିଛି । ଗତ ୯ ତାରିଖରେ ବି…

ରେଳ ଫାଟକରେ ଭିଡ

କଟକ : ରେଳ ଫାଟକରେ ନାହିଁ ନଥିବା ଭିଡ । କଟକ ପାରାଦୀପକୁ ଟ୍ରେନ୍ ଚଳାଚଳ କରୁଥିବା ବେଳେ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡୁଛି ଲୋକମାନଙ୍କୁ। କଟକ ଗୋଶାଳା ରେଳଫାଟକର ଦୃଶ୍ୟ । ନୂଆବଜାର ଛକରୁ ଗୋଶାଳା ଓ ନୂଆପଡା,ଖପୁରିଆ ଦେଇ ଜାତୀୟ ରାଜପଥର ପ୍ରେସ୍ ଛକକୁ ସଂଯୋଗ କରୁଥିବା ରାସ୍ତା ।…

କୋଭିଡ୍ ଟିକା ହେରଫେର୍ ସହ ଅନିୟମିତତା ଅଭିଯୋଗ

କଟକ : ସରକାରଙ୍କ ନିୟମର ଖୁଲମଖୁଲା ଉଲ୍ଲଘଂନ । ସକାଳରୁ ଅପରାହ୍ନ ଯାଏଁ ଟିକା କେନ୍ଦ୍ରରେ ଟିକା ଦେବା ପାଇଁ ନିୟମ କରିଛନ୍ତି ସରକାର । ମାତ୍ର କଟକର ତିନିଘରିଆ ଠାରେ ଥିବା ନୂଆବଜାର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରାତିରେ ଟିକା ଦିଆଯାଉଥିବାର ଦୃଶ୍ୟ ବର୍ତ୍ତମାନ ସାମ୍ନାକୁ ଆସିଛି। ରାତି…

ରାଜ୍ୟରେ ୧୫ଟି ଫାଷ୍ଟ ଟ୍ରାକ୍ ଓ ୨ଟି ସିଭିଲ୍ କୋର୍ଟ ଉଦଘାଟିତ

କଟକ: ରାଜ୍ୟରେ ଉଦଘାଟିତ ହେଇଛି ୧୫ଟି ଫାଷ୍ଟ ଟ୍ରାକ କୋର୍ଟ । ଭର୍ଚୁଆଲ୍ ମୋଡରେ ଏସବୁ ଉଦଘାଟନ କରିଛନ୍ତି ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍. ମୁରଲୀଧର । ଦୁଷ୍କର୍ମ ଓ ପକ୍ସୋ ମାମଲାଗୁଡ଼ିକର ଶୁଣାଣି ପାଇଁ ଏହି ସମସ୍ତ କୋର୍ଟ ଉଦ୍ଧିଷ୍ଟ । କଟକ, ବାଲେଶ୍ଵର, ଭଦ୍ରକ, ବଲାଙ୍ଗିର,…

ଏସଡ଼ିଜେଏମଙ୍କ ଅଦାଲତରେ ଅନୁଭବ

କଟକ : କଟକ ଏସଡ଼ିଜେଏମଙ୍କ ଅଦାଲତରେ ବର୍ଷାଙ୍କ ପକ୍ଷରୁ ରୁଜୁ ମାମଲାରେ ମଧ୍ୟସ୍ଥତା ପାଇଁ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ପହଁଚି ଥିଲେ କୋର୍ଟରେ । କିନ୍ତୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶୀନୀ ପହଁଚିନଥିଲେ ଅନ୍ୟପଟେ ଆଜି ଗଣ ମାଧ୍ୟମ ଜରିଆରେ ମାମଲାରେ ପୂର୍ଣ୍ଣଛେଦ ଆଣିବାକୁ ବର୍ଷାଙ୍କୁ…

ପୁରୀ ବ୍ୟତୀତ ଅନ୍ୟ ସ୍ଥାନରେ ରଥଯାତ୍ରାକୁ ନା, ପିଟିସନ୍ ଖାରଜ କଲେ ହାଇକୋର୍ଟ

କଟକ: ରାଜ୍ୟରେ କେବଳ ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ହେବ । ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇ ପାରିବ ନାହିଁ । ଅନ୍ୟ ସ୍ଥାନରେ ରଥଯାତ୍ରା ନେଇ ଦାୟର ପିଟିସନକୁ ଖାରଜ କରିଛନ୍ତି ଓଡ଼ିଶା ହାଇକୋର୍ଟ । ହସ୍ତକ୍ଷେପ କରିବାକୁ ମନା କରିଛନ୍ତି । କେନ୍ଦ୍ରାପଡ଼ା ବଳଦେବଜୀଉ ପୂଜକଙ୍କ…

କଟକ ଜିଲ୍ଲାର ଏହି ପଞ୍ଚାୟତରୁ ଦିନକରେ ୧୫୦ କରୋନା ପଜିଟିଭ୍

କଟକ: ଗୋଟିଏ ପଞ୍ଚାୟତରେ ଦିନକରୁ ଦେଢ଼ ଶହ ସଂକ୍ରମିତ । ଏକାଥରକେ ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ଜିଲ୍ଲା ପ୍ରଶାସନର ଚିନ୍ତା ବଢ଼ାଇଛି । କଟକ ଜିଲ୍ଲା ସିଠୋଳା ପଞ୍ଚାୟତରୁ ୧୫୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାପରେ ସିଠୋଳ ବଜାରକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ପ୍ରଶାସନ । କେବଳ…

ଦିଆସିଲି କାଠିରେ ଅଢେଇ ଇଞ୍ଚ ରଥ

କଟକ : ଦିଆସିଲିରେ କୁନି ରଥ ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି ଜଣେ ଛାତ୍ର । କଟକ ରାଜାବଗିଚା ସର୍ବୋଦୟପୁରରେ ରୁହନ୍ତି ଛାତ୍ର ସ୍ମୃତିରଞ୍ଜନ ମହାନ୍ତି । ସ୍ମୃତି ଅଢେଇ ଇଞ୍ଚର ରଥ ତିଆରି କରିବା ସହ ମହମବତୀରେ ଏକ ସୁନ୍ଦର ଆକର୍ଷଣୀୟ ଜଗନ୍ନାଥ ମୂର୍ତ୍ତି ତିଆରି କରିଛନ୍ତି । ଦିଆସିଲି…