Latest Odisha News

BREAKING NEWS

Browsing Category

କଟକ

Cuttack

ଏସଡ଼ିଜେଏମଙ୍କ ଅଦାଲତରେ ଅନୁଭବ

କଟକ : କଟକ ଏସଡ଼ିଜେଏମଙ୍କ ଅଦାଲତରେ ବର୍ଷାଙ୍କ ପକ୍ଷରୁ ରୁଜୁ ମାମଲାରେ ମଧ୍ୟସ୍ଥତା ପାଇଁ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ପହଁଚି ଥିଲେ କୋର୍ଟରେ । କିନ୍ତୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶୀନୀ ପହଁଚିନଥିଲେ ଅନ୍ୟପଟେ ଆଜି ଗଣ ମାଧ୍ୟମ ଜରିଆରେ ମାମଲାରେ ପୂର୍ଣ୍ଣଛେଦ ଆଣିବାକୁ ବର୍ଷାଙ୍କୁ…

ପୁରୀ ବ୍ୟତୀତ ଅନ୍ୟ ସ୍ଥାନରେ ରଥଯାତ୍ରାକୁ ନା, ପିଟିସନ୍ ଖାରଜ କଲେ ହାଇକୋର୍ଟ

କଟକ: ରାଜ୍ୟରେ କେବଳ ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ହେବ । ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇ ପାରିବ ନାହିଁ । ଅନ୍ୟ ସ୍ଥାନରେ ରଥଯାତ୍ରା ନେଇ ଦାୟର ପିଟିସନକୁ ଖାରଜ କରିଛନ୍ତି ଓଡ଼ିଶା ହାଇକୋର୍ଟ । ହସ୍ତକ୍ଷେପ କରିବାକୁ ମନା କରିଛନ୍ତି । କେନ୍ଦ୍ରାପଡ଼ା ବଳଦେବଜୀଉ ପୂଜକଙ୍କ…

କଟକ ଜିଲ୍ଲାର ଏହି ପଞ୍ଚାୟତରୁ ଦିନକରେ ୧୫୦ କରୋନା ପଜିଟିଭ୍

କଟକ: ଗୋଟିଏ ପଞ୍ଚାୟତରେ ଦିନକରୁ ଦେଢ଼ ଶହ ସଂକ୍ରମିତ । ଏକାଥରକେ ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ଜିଲ୍ଲା ପ୍ରଶାସନର ଚିନ୍ତା ବଢ଼ାଇଛି । କଟକ ଜିଲ୍ଲା ସିଠୋଳା ପଞ୍ଚାୟତରୁ ୧୫୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାପରେ ସିଠୋଳ ବଜାରକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ପ୍ରଶାସନ । କେବଳ…

ଦିଆସିଲି କାଠିରେ ଅଢେଇ ଇଞ୍ଚ ରଥ

କଟକ : ଦିଆସିଲିରେ କୁନି ରଥ ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି ଜଣେ ଛାତ୍ର । କଟକ ରାଜାବଗିଚା ସର୍ବୋଦୟପୁରରେ ରୁହନ୍ତି ଛାତ୍ର ସ୍ମୃତିରଞ୍ଜନ ମହାନ୍ତି । ସ୍ମୃତି ଅଢେଇ ଇଞ୍ଚର ରଥ ତିଆରି କରିବା ସହ ମହମବତୀରେ ଏକ ସୁନ୍ଦର ଆକର୍ଷଣୀୟ ଜଗନ୍ନାଥ ମୂର୍ତ୍ତି ତିଆରି କରିଛନ୍ତି । ଦିଆସିଲି…

କଟକରେ ଜଘନ୍ୟ ହତ୍ୟାକାଣ୍ଡ: ଯୁବକଙ୍କୁ ଗଳା କାଟି ହତ୍ୟା, ମହିଳା ଗୁରୁତର

କଟକ:  ଜଘନ୍ୟ ହତ୍ୟାକାଣ୍ଡ । ଫୁଟପାଥରେ ଶୋଇଥିବା ବେଳେ ଯୁବକଙ୍କୁ ଗଳା କାଟି ନିର୍ମମ ହତ୍ୟା । ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛି । କଟକ ମାଲଗୋଦାମ ଥାନା ଅନ୍ତର୍ଗତ କଲେଜ ଛକ ସିଡିଏ ମାର୍କେଟରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ଗୁରୁତର ମହିଳାଙ୍କୁ ଚିକିତ୍ସା ପାଇଁ କଟକ ବଡ଼…

ଘରୋଇ ହସ୍ପିଟାଲରେ ଟିକା କରଣ

କଟକ: ଚାଲିଛି କୋଭିଡ ଟିକା କରଣ । ପ୍ରଥମେ ସରକାରୀ ସ୍ତରରେ ଏହି ଟିକା ଦିଆଯାଉଥିଲା ବେଳେ ଟୀକାକେନ୍ଦ୍ରରେ ପ୍ରବଳ ଭିଡ ଲାଗି ରହୁଥିଲା। ସାମାଜିକ ଦୁରତା ମଧ୍ୟ ରହୁ ନଥିଲା। ଏପରି ହେବା ପରେ ଏହି କୋଭିଡ୍ ଟିକା କୁ ଲୋକମାନଙ୍କୁ ଦେବା ପାଇଁ ଘରୋଇ ହସ୍ପିଟାଲ କୁ ସାମିଲ କରିଛନ୍ତି ସରକାର।…

ଲକଡାଉନରେ ନିଅନ୍ତୁ କଟକର ଫେମସ୍ ଦହିବରା ଆଳୁଦମ୍ ମଜା, ଅନଲାଇରେ କରନ୍ତୁ ଅର୍ଡର

କଟକ: ଏବେ ରାଜ୍ୟରେ ଲକଡାଉନ୍ ଚାଲିଛି । ଉଠା ଦୋକାନୀଙ୍କ ପସରା ଆଉ ରାସ୍ତା କଡ଼ରେ ଦେଖିବାକୁ ମିଳୁନି । ଲକଡାଉନରେ ଦହିବରା ଆଲୁଦମଙ୍କୁ ଭାରି ମିସ୍ କରୁଛନ୍ତି କଟକିଆ । ଦୋକାନ ଆଗରେ ଠିଆ ହୋଇ ଦହିବରା ଆଲୁଦମ୍ ଖାଇବାର ମନା ଟିକେ ନିଆରା । ଯଦିଓ ଏହି ସୁବିଧା ଏବେ ନାହିଁ, କିନ୍ତୁ ଦହିବରା…

ଓଡ଼ିଶା ହାଇକୋର୍ଟରେ ଜୁଲାଇ ୨ ଯାଏ ଭିଡିଓ କନଫରେନ୍ସିଂରେ ମାମଲାର ଶୁଣାଣି

କଟକ: ଭିଡିଓ କନଫରେନ୍ସିଂରେ ଚାଲିବ ହାଇକୋର୍ଟରେ ଶୁଣାଣି । ରାଜ୍ୟରେ ଲକଡାଉନ ବୃଦ୍ଧି ପରେ ଆସନ୍ତା ସୋମବାରଠାରୁ ଜୁଲାଇ ୨ ତାରିଖ ଯାଏ ଭିଡିଓ କନଫରେନ୍ସିଂରେ ମାମଲାର ଶୁଣାଣି ହେବ । ପ୍ରତି କାର୍ୟ୍ୟ ଦିବସରେ ଗୋଟିଏ ଡିଭିଜନ ବେଞ୍ଚ ଓ ୬ଟି ସିଙ୍ଗଲ ବେଞ୍ଚ କାମ କରିବେ । ସକାଳ ସାଢ଼େ ୧୦ଟାରୁ…

କଟକରେ କୋଭିଡ୍ ଏନ୍‌ଫୋର୍ସମେଣ୍ଟ ସ୍କ୍ୱାର୍ଡ

କଟକ: ରାଜ୍ୟରେ କରୋନା ମହାମାରୀର ଚଡକ । ସେପଟେ ପ୍ରତିଦିନ କୋଭିଡ୍ ହସ୍ପିଟାଲରେ ରୋଗୀଙ୍କୁ ଅଣଦେଖା ହେଉଥିବା ଅଭିଯୋଗ ହେଉଛି । ତେବେ କଟକରେ କୋଭିଡ୍ ହସ୍ପିଟାଲରେ କିପରି ଚାଲିଛି କରୋନା ସଂକ୍ରମିତଙ୍କ ଚିକିତ୍ସା ? ଏହି ପ୍ରଶ୍ନ ଉତ୍ତର ପାଇବା ପାଇଁ କଟକରେ ଥିବା କୋଭିଡ ହସ୍ପିଟାଲରେ ଯାଂଚ…

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ସର୍ତ୍ତମୂଳକ ଜାମିନ ଦେଲେ ହାଇକୋର୍ଟ

କଟକ: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ । ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ଠକେଇ ମାମଲାରେ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ତିନିଟି ସର୍ତ୍ତ ରଖିଛନ୍ତି । ୫ ଲକ୍ଷ ଟଙ୍କାର ଜମା ଓ ୨ ଲକ୍ଷ ଲେଖାଏଁ ୨ ଜଣ…