Latest Odisha News

BREAKING NEWS

Browsing Category

କଟକ

Cuttack

SCB ମେଡିକାଲ ନର୍ସିଂ କଲେଜ ଅନ୍ୟାଦେଶ ଯାଏ ବନ୍ଦ

କଟକ: ଏସସିବି ମେଡିକାଲ ନର୍ସିଂ କଲେଜ ବନ୍ଦ । ଅନ୍ୟାଦେଶ ଯାଏ ବନ୍ଦ ରହିବ । କରୋନା ସଂକ୍ରମଣ ବୃଦ୍ଧି ଯୋଗୁଁ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ନିର୍ଦ୍ଦେଶରେ ବନ୍ଦ ରହିବ ନର୍ସିଂ କଲେଜ । ଆଜି ସଂଧ୍ୟା ୫ଟା ସୁଦ୍ଧା ହଷ୍ଟେଲ ଛାଡ଼ିବାକୁ ଅନ୍ତେବାସୀଙ୍କୁ…

କଟକ ମୁଖ୍ୟ ବନ ସଂରକ୍ଷକଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ରେଡ୍

କଟକ: ଭିଜିଲାନ୍ସ ଜାଲରେ କଟକ ସ୍ଥିତ ମୁଖ୍ୟ ବନ ସଂରକ୍ଷକଙ୍କ (କେନ୍ଦୁଲିଫ୍) କାର୍ଯ୍ୟାଳୟର ବରିଷ୍ଠ କିରାଣୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ 4ଟି ସ୍ଥାନରେ ଚଢ଼ାଉ ଚାଲିଛି । ତାଙ୍କ ନାଁ ଦିଲୀପ କୁମାର ଜେନା ।  ଭୁବନେଶ୍ୱର ଘାଟିକିଆରେ ଥିବା ଫରେଷ୍ଟ ଟ୍ରେନିଂ କଲେଜ…

କଟକରେ କୋଚିଂ ସେଣ୍ଟର ସିଲ୍ କଲା ସିଏମସି

କଟକ: କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ କଟକରେ କୋଚିଂ ସେଣ୍ଟର ସିଲ୍ । ଅରୁଣଦୋୟ ନଗରସ୍ଥିତ ମହିନ୍ଦ୍ରା କୋଚିଂ ସେଣ୍ଟରକୁ ସିଏମସି ସିଲ କରିଛି । କ୍ଳାସ ରୁମ୍‌ରେ ସାମାଜିକ ଦୂରତା ଗାଇଡଲାଇନର ଉଲ୍ଲଂଘନ ନେଇ ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ହୋଇଛି । କିଛି ଦିନ ତଳେ ସହରରେ ଆଉ ଏକ କୋଚିଂ…

ରୋଗୀଙ୍କ ଜୀବନ ସହିତ ଖେଳ, କଟକ ଅନ୍ନପୂର୍ଣ୍ଣା ନର୍ସିଂହୋମ୍ ସିଲ୍, ରୋଗୀ ଚାଲାଣ ଅଭିଯୋଗ

କଟକ: ଦଲାଲଙ୍କ ରୋଗୀ ଚାଲାଣ ଅଭିଯୋଗରେ କଟକ ମଙ୍ଗଳାବାଗ ଥାନା ପୋଲିସର କଡା କାର୍ଯ୍ୟାନୁଷ୍ଠାନ । ରୋଗୀଙ୍କ ଜୀବନ ସହିତ ଖେଳ ଖେଳି ଦଲାଲଙ୍କ ଏଭଳି ଅମାନବୀୟ କାରନାମାର ପର୍ଦ୍ଦାଫାସ କରିଛି ପୋଲିସ । କଟକ ବଡ ମେଡିକାଲରୁ ରୋଗୀଙ୍କୁ ଦଲାଲ ମାଧ୍ୟମରେ କଟକ ଅନ୍ନପୂର୍ଣ୍ଣା ନର୍ସିଂହୋମ୍କୁ…

କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ବର୍ଷା-ଅନୁଭବ

କଟକ: ଆଜି କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ବର୍ଷା-ଅନୁଭବ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଫ୍ୟାମିଲ କୋର୍ଟରେ ଉଭୟେ ହାଜର ହୋଇଛନ୍ତି । ଦିଲ୍ଲୀର ପଟିଆଲା ହାଉସ କୋର୍ଟ ବଦଳରେ କଟକ ପରିବାର ଅଦାଲତରେ ଓଲିଉଡର ଷ୍ଟାର ଦମ୍ପତ୍ତିଙ୍କ ଛାଡ଼ପତ୍ର ମାମଲାର ଶୁଣାଣି କରିବେ…

ଭାଉଜକୁ ଗଳା କାଟି ଦିଅର ହତ୍ୟା କରିଥିବା ଅଭିଯୋଗ

କଟକ: ଭାଉଜକୁ ଗଳା କାଟି ଦିଅର ହତ୍ୟା କରିଥିବା ଅଭିଯୋଗ । କଟକ ଚାଉଳିଆଗଞ୍ଜ ଥାନା ଅନ୍ତର୍ଗତ ଶିଖରପୁର ଅଞ୍ଚଳରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ଅଭିଯୁକ୍ତକୁ ଥାନାରେ ଅଟକ ରଖିଛି ପୋଲିସ । ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ପୋଲିସ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି ।…

ଉତ୍କଳ ଦିବସରେ ଆଜି କଟକରେ ଗାନ୍ଧିଜୀଙ୍କ ବ୍ରୋଞ୍ଚ ପ୍ରତିମୂର୍ତ୍ତି ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

କଟକ: ଉତ୍କଳ ଦିବସ ଅବସରରେ ଆଜି ଲୋକାର୍ପଣ ହେବ ଗାନ୍ଧିଜୀଙ୍କ ସର୍ବବୃହତ ବ୍ରୋଞ୍ଜ ପ୍ରତିମୂର୍ତ୍ତି । କଟକରେ ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ମହାତ୍ମା ଗାନ୍ଧୀଙ୍କ କଟକ ଗସ୍ତ ସମୟରେ କାଠଯୋଡି ନଦୀପଠାରେ କରିଥିବା ବୈଠକର ପ୍ରତିଛବିକୁ ବ୍ରୋଞ୍ଜର…

କଟକ ଚାଉଳିଆଗଞ୍ଜ ପୋଲିସକୁ ସଫଳତା, ବନ୍ଧୁକ ବେପାରୀ ସମେତ ୭ ଅଭିଯୁକ୍ତ ଗିରଫ, ସାମ୍ବାଦିକ ସମ୍ମିଳନୀରେ ସୂଚନା 

କଟକ: କଟକ ଚାଉଳିଆଗଞ୍ଜ ଥାନା ପୋଲିସକୁ ବଡ ସଫଳତା ମିଳିଛି । ବନ୍ଧୁକ ବେପାରୀ ସମେତ ୭ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତଙ୍କଠାରୁ ୭ଟି ବନ୍ଧୁକ ସହ ୬୫ ରାଉଣ୍ଡ ଗୁଳି ଜବତ କରାଯାଇଛି । ପୋଲିସର ସଫଳତା ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୋଲିସ କମିଶନର ।…

ଜଙ୍ଗଲରୁ ଦନ୍ତା ହାତୀର ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ଆଠଗଡ଼: ଜଙ୍ଗଲରୁ ପୁଣି ଦନ୍ତା ହାତୀର ମୃତଦେହ ଉଦ୍ଧାର । କଟକ ଜିଲ୍ଲା ଆଠଗଡ଼ ଖୁଣ୍ଟୁଣୀ ରେଞ୍ଜ ଅନ୍ତର୍ଗତ ରାଣୀ ବଣିଆ ସଂରକ୍ଷିତ ଜଙ୍ଗଲରୁ ମାଈ ହାତୀର ମୃତଦେହ ଉଦ୍ଧାର ହୋଇଛି । ଅନୁମାନ କରାଯାଉଛି ଗତ 15 ଦିନ ତଳେ ହାତୀର ମୃତ୍ୟୁ ହୋଇଛି । ମୃତ୍ୟୁର ସଠିକ କାରଣ ଜଣା ପଡିନି । ତେବେ…

ଆନ୍ଦୋଳନରୁ ଓହରିଲେ ଭୁବନାନନ୍ଦ ଇଞ୍ଜିନିୟରିଂ ସ୍କୁଲ ଛାତ୍ରଛାତ୍ରୀ

କଟକ: ଆନ୍ଦୋଳନରୁ ଓହରିଲେ ଭୁବନାନନ୍ଦ ଇଞ୍ଜିନିୟରିଂ ସ୍କୁଲର ଛାତ୍ରଛାତ୍ରୀ । ଅଫ୍‌ଲାଇନ୍‌ରେ ପରୀକ୍ଷା ଦେବାକୁ ସେମାନେ ହଲ୍‌ ଭିତରକୁ ପ୍ରବେଶ କରିଛନ୍ତି । ପୋଲିସ ଓ ସ୍କୁଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ହଟିଲେ । ପୂର୍ବରୁ ଅଫ୍‌ଲାଇନ ପରୀକ୍ଷାକୁ ବିରୋଧ ଓ ଅନ୍‌ଲାଇନ୍‌ରେ…