Latest Odisha News

BREAKING NEWS

Browsing Category

କଟକ

Cuttack

ରାମଚନ୍ଦ୍ର ବେହେରା ପାଇଲେ ଚଳିତ ବର୍ଷର ସଚ୍ଚି ରାଉତରାୟ ସାରସ୍ୱତ ସମ୍ମାନ

କଟକ : ସାରଳା ସାହିତ୍ୟ ସଂସଦ ପକ୍ଷରୁ କଟକର ସାରଳା ଭବନଠାରେ କାବ୍ୟ ସରସ୍ୱତୀ ସଚ୍ଚି ରାଉତରାୟଙ୍କ ସ୍ମୃତି ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହରେ ଡ. ପ୍ରଭାକର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ପଦ୍ମଭୂଷଣ ରମାକାନ୍ତ ରଥ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏହି…

କଟକ ନେତାଜୀ ବସ୍ ଟର୍ମିନାଲ ପାଇଁ ଜମି ଅଧିଗ୍ରହଣ ଆରମ୍ଭ

କଟକ: କଟକରେ ପ୍ରସ୍ତାବିତ ନେତାଜୀ ବସ୍ ଟର୍ମିନାଲ ପାଇଁ ଆରମ୍ଭ ହେଲା ଜମି ଅଧିଗ୍ରହଣ କାମ । ପ୍ରଥମ ପର୍ଯ୍ୟାୟରେ ଉଚ୍ଛେଦ ହେଲା ବାଦାମବାଡ଼ି ବାଳିକା ହାଇସ୍କୁଲ । ପ୍ରୋକଲିନ୍ ଯୋଗେ ଘର ଭଙ୍ଗା ଯାଉଛି । ନିକଟରେ ଥିବା ସରକାରୀ ଜମିରୁ ମଧ୍ୟ ଉଚ୍ଛେଦ ହଟାଯାଉଛି । ସେହିପରି ଆସନ୍ତା ୩ ତାରିଖ…

କଟକରୁ ପୁଣି ନକଲି ଘିଅ କାରଖାନା ଠାବ, ମାଲିକ ଅଟକ

କଟକ: ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ । ଆଜି ସିଡିଏ ସେକ୍ଟର-୯ରେ ନକଲି ଘିଅ କାରଖାନା ଠାବ କରିଛି ପୋଲିସ୍ । ଏହି ଘଟଣାରେ କାରଖାନା ମାଲିକଙ୍କୁ ଅଟକ ରଖି ପଚରାଉଚରା କରୁଛି ମର୍କତନଗର ଥାନା ପୋଲିସ । ନକଲି ଘିଅର ନମୁନା ପରୀକ୍ଷା ପାଇଁ ପଠାଯାଇଛି । ଆଜି କୌଣସି ସୂତ୍ରରୁ ଖବର…

ଡକାୟତି ଯୋଜନା କରୁଥିବା ବେଳେ ୫ ଜଣକୁ ବାନ୍ଧିଲା ପୋଲିସ

କଟକ:ଡକାୟତି ଯୋଜନା ପଣ୍ଡ । ୫ ଜଣକୁ ବାନ୍ଧିଲା ପୋଲିସ। ଡକାୟତି ଯୋଜନା କରୁଥିବା ବେଳେ ବିଦ୍ୟାଧରପୁର ତେଲି ସାହି ଅଞ୍ଚଳରୁ ୫ ଜଣକୁ ଗିରଫ କରିଛି କଟକ ଚାଉଳିଆଗଞ୍ଜ ଥାନା ପୋଲିସ । ମାଛ ପରିବହନ କରୁଥିବା ଗାଡିକୁ ଡକାୟତି କରିବାକୁ ଯୋଜନା କରୁଥିଲେ ଡକାୟତ । ଡକାୟତଙ୍କ ନିକଟରୁ ଏକ…

କଟକ OMPରେ ବସ୍ତି ବାସିନ୍ଦାଙ୍କ ଥଇଥାନର ପ୍ରତିବାଦ, ଚାଉଳିଆଗଞ୍ଜ ବନ୍ଦ ଡାକରା

କଟକ: ଚାଉଳିଆଗଞ୍ଜ ଷଷ୍ଠ ବାଟାଲିୟନ ଅଫିସର କ୍ୱାର୍ଟର ଭଙ୍ଗା ହେବା ଘଟଣାର ପ୍ରତିବାଦ । ଚାଉଳିଆଗଞ୍ଜ ସୁରକ୍ଷା ମଞ୍ଚ ପକ୍ଷରୁ ଆଜି ଚାଉଳିଆଗଞ୍ଜ ବନ୍ଦ ଡାକରା ଦିଆଯାଇଛି । ପ୍ରଶାସନ ପକ୍ଷରୁ କ୍ୱାର୍ଟର ଭାଙ୍ଗି ଛତ୍ରବଜାର, କେନାଲ ବସ୍ତିବାସୀଙ୍କୁ ଥଇଥାନ କରିବା ପଇଁ ନିଷ୍ପତ୍ତି ନିଆଯାଇଛି ।…

କାଲିଠାରୁ ୩ ମେଡିକାଲର ୫୫୦ ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ, ଷ୍ଟାଇପେଣ୍ଡ ବୃଦ୍ଧି ଦାବି

କଟକ : ଆସନ୍ତାକାଲିଠୁ ଏସସିବି ହାଉସ ସର୍ଜନଙ୍କ କାର୍ଯ୍ୟବନ୍ଦ ଧମକ । ଏହାସହ ରାଜ୍ୟର ୩ଟି ମେଡିକାଲ କଲେଜର ହାଉସ ସର୍ଜନ ଆରମ୍ଭ କରିବେ କାର୍ଯ୍ୟ ବନ୍ଦ ଆନ୍ଦୋଳନ। ଏସସିବି ମେଡିକାଲ କଲେଜ ସମେତ ସମ୍ବଲପୁର, ବୁର୍ଲା ଓ ବ୍ରହ୍ମପୁର ମେଡିକାଲ କଲେଜର ୫୫୦ ହାଉସ୍ ସର୍ଜନ କାର୍ଯ୍ୟବନ୍ଦ ଆନ୍ଦୋଳନରେ…

କଟକରେ ନେତାଜୀ ବସ୍‌ ଟର୍ମିନାଲକୁ ଦେଶରେ ମଡେଲ ଟର୍ମିନାଲ ଭାବରେ ଗଢାଯିବ: ମୁଖ୍ୟମନ୍ତ୍ରୀ

କଟକ: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ କଟକରେ ତାଙ୍କ ନାଁରେ ଅତ୍ୟାଧୁନିକ ବସ୍ ଟର୍ମିନାଲର ଶିଳାନ୍ୟାସ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖାନନଗରଠାରେ ପ୍ରସ୍ତାବିତ ବସ୍ ଟର୍ମିନାଲର ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ତାପୂର୍ବରୁ ମୁଖ୍ୟମନ୍ତ୍ରୀ ଓଡ଼ିଆ ବଜାର…

ନେତାଜୀଙ୍କ ନାଁରେ କଟକରେ ବସ ଟର୍ମିନାଲ, ସୁଭାଷ ବୋଷଙ୍କ ଜୟନ୍ତୀରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

କଟକ: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଆଜି ୧୨୫ତମ ଜୟନ୍ତୀ । ଏହି ଅବସରରେ କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଚଳଚଞ୍ଚଳ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଯାଇ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବେ । ଏହାସହ ତାଙ୍କ ଜୟନ୍ତୀ ଅବସରରେ କଟକରେ ନେତାଜୀଙ୍କ ନାଁରେ…

କୁଳମଣି ବରାଳଙ୍କ ବଳିଦାନ ବ୍ୟର୍ଥ ଯିବ ନାହିଁ: ଧର୍ମେନ୍ଦ୍ର ପ୍ରଧାନ

କଟକ: ମାହାଙ୍ଗାରେ ଦିବଙ୍ଗତ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏମାନଙ୍କ ବଳିଦାନ ବ୍ୟର୍ଥ ଯିବ ନାହିଁ ବୋଲି ଆଜି ଶ୍ରଦ୍ଧାଂଜଳି ସଭାରେ ଯୋଗ ଦେଇ ସେ କହିଛନ୍ତି । ସ୍ୱର୍ଗତ କୁଳମଣି ବରାଳ…

ନୟାଗଡ଼ ନାବାଳିକା ହତ୍ୟା ମାମଲା: ପୂର୍ଣ୍ଣାଙ୍ଗ ତଦନ୍ତ ରିପୋର୍ଟ ଦାଖଲ ପାଇଁ SITକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ବହୁଚର୍ଚ୍ଚିତ ନୟାଗଡ଼ ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା ଶୁଣାଣି ହୋଇଛି । ଆଜି ହାଇକୋର୍ଟରେ ମାମଲାର ଷ୍ଟାଟସ ରିପୋର୍ଟ ଦାଖଲ କଲାନି ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍- SIT । ଗତ ଡିସେମ୍ବର ୧୬ ତାରିଖରେ SIT ଦେଇଥିବା ଷ୍ଟାଟସ ରିପୋର୍ଟ ଖୋଲାଗଲା । ପୂର୍ଣ୍ଣାଙ୍ଗ ତଦନ୍ତ ରିପୋର୍ଟ…