Latest Odisha News

BREAKING NEWS

Browsing Category

କଟକ

Cuttack

ବୋମାମାଡ଼ କରି ଦୁର୍ବୃତ୍ତ ଲୁଟି ନେଲେ ଟଙ୍କା ଓ ସୁନା ଗହଣା

କଟକ: ବୋମାମାଡ଼ କରି ଦୁର୍ବୃତ୍ତ ଲୁଟି ନେଲେ ଟଙ୍କା ଓ ସୁନା ଗହଣା । ବିଳମ୍ବିତ ରାତିରେ ଡକାୟତ ଗ୍ୟାଙ୍ଗର ଉନ୍ମତ୍ତକାଣ୍ଡ । ଘର ଆଗରେ ବୋମାମାଡ଼ କରି ପ୍ରଥମେ ଲୋକଙ୍କୁ ଭୟଭୀତ କଲେ । ତାପରେ ଘରେ କଳାକନା ବୁଲାଇ ଦେଲେ ଲୁଟେରା । କଟକ ଜିଲ୍ଲା କାନପୁର ଥାନା ହରିପୁର ଗାଁରେ ଏଭଳି ଡକାୟତି…

‘ପୁରୀରେ ହାଜତ ମୃତ୍ୟୁ ନୁହେଁ’, ହାଇକୋର୍ଟରେ ସତ୍ୟପାଠ ଦେଲେ ସରକାର

କଟକ: ପୁରୀ ହାଜତ ମୃତ୍ୟୁ ମାମଲାରେ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ରାଜ୍ୟ ସରକାର । ସତ୍ୟପାଠରେ ଏହା ହାଜତ ମୃତ୍ୟୁ ନୁହେଁ ବୋଲି ଉଲ୍ଲେଖ କରାଯାଇଛି । ପୋଷ୍ଟମର୍ଟମ ରିପୋର୍ଟ ମଧ୍ୟ ଦାଖଲ କରିଛନ୍ତି ରାଜ୍ୟ ସରକାର । ମାମଲାର ଷ୍ଟାଟସ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି…

ଭକ୍ତଙ୍କୁ ଦର୍ଶନ ଦେଲେ ବାବା ଧବଳେଶ୍ୱର

ଆଠଗଡ଼: ସମସ୍ତଙ୍କ ପାଇଁ ଖୋଲିଲା କଟକ ଜିଲ୍ଲା ଆଠଗଡ଼ର ପ୍ରସିଦ୍ଧା ଧବଳେଶ୍ଵର ପୀଠ । ଆଜିଠୁ ଆରମ୍ଭ ହୋଇଛି ସର୍ବସାଧାରଣ ଦର୍ଶନ । ଦୀର୍ଘ 9 ମାସ ପରେ ବାବା ଧବଳେଶ୍ୱରୁଙ୍କୁ ଚର୍ମଚକ୍ଷୁରେ ଦେଖିଛନ୍ତି ଭକ୍ତ । ମନ୍ଦିର ପରିସରରେ ଭାବ ବିହ୍ୱଳ ହୋଇ ପଡ଼ିଛନ୍ତି ଶ୍ରଦ୍ଧାଳୁ । କରୋନା କଟକଣା…

ସ୍କୁଲ ଫି’ ହ୍ରାସ ପ୍ରସଙ୍ଗ: ରାଜ୍ୟ ସରକାରଙ୍କ ଏମଓୟୁକୁ ଗ୍ରହଣ କଲେ ହାଇକୋର୍ଟ

କଟକ: ସ୍କୁଲ ଫି ହ୍ରାସ ମାମଲାରେ ରାୟ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ । ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠ ସ୍କୁଲ ଫି ହ୍ରାସ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଏମଓୟୁକୁ ଗ୍ରହଣ କରିଛନ୍ତି । ଗତ ସେପ୍ଟେମ୍ବର ମାସ ୧୦ ତାରିଖରେ ରାଜ୍ୟ ସରକାରଙ୍କ ସହ ୧୪ଟି ସ୍କୁଲ କର୍ତ୍ତୃପକ୍ଷ ଓ ଅଭିଭାବକ ସଂଘ ଏମଓୟୁ…

ଖୁଣ୍ଟୁଣିରେ ପୋଲିସ ଉପରକୁ ବୋମାମାଡ

ଆଠଗଡ: ଖୁଣ୍ଟୁଣିରେ ପୋଲିସ ଉପରକୁ ବୋମାମାଡ । ଏଥିରେ ଜଣେ ହାବିଲଦାର ଆହତ ହୋଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏକ ସିମେଣ୍ଟ କମ୍ପାନୀରେ ବିଦ୍ୟୁତ ସଂଯୋଗ ଦିଆଯିବା ବେଳେ ଏହି ଘଟଣା ଘଟିଛି । ସୂଚନା ଅନୁଯାୟୀ, ଯେଉଁ ସବୁ ଜମି ଉପର ଦେଇ ବିଦ୍ୟୁତ…

ଭକ୍ତଙ୍କ ପାଇଁ ଆଜିଠୁ ଖୋଲିଲା ମା’ କଟକ ଚଣ୍ଡୀଙ୍କ ମନ୍ଦିର ଦୁଆର

କଟକ: ଆଜିଠାରୁ କଟକର ଅଧିଷ୍ଠାତ୍ରୀ ଦେବୀ ମା’କଟକ ଚଣ୍ଡୀଙ୍କ ମନ୍ଦିର ଶ୍ରଦ୍ଧାଳୁଙ୍କ ପାଇଁ ଖୋଲାଯାଇଛି । ୯ ମାସ ପରେ ଭକ୍ତ ମାଆଙ୍କୁ ଦେଖି ଭାବବିହ୍ୱଳ ହୋଇଛନ୍ତି । ଦେବୀଙ୍କୁ ଦେଖି ଭକ୍ତ ନିଜକୁ ଭାବରେ ବୁଡ଼ାଇ ଦେଇଛନ୍ତି । କୋଭିଡ କଟକଣା ସହ ଦର୍ଶନ ପାଇଁ ଟୋକନ ବ୍ୟବସ୍ଥା ହୋଇଛି ।…

ଝୁଲନ୍ତା ଅବସ୍ଥାରେ ପୁରୁଷ ଓ ମହିଳାଙ୍କ ମୃତଦେହ ଉଦ୍ଧାର

କଟକ: ଜଣେ ପୁରୁଷ ଓ ମହିଳାଙ୍କ ମୃତଦେହ ଉଦ୍ଧାର । ଓଲଟପୁର ଥାନା ଅନ୍ତର୍ଗତ କଣ୍ଟାପଡ଼ା ସରସ୍ଵତୀ ଶିଶୁମନ୍ଦିର ପଛ ପଟରୁ ଝୁଲନ୍ତା ଅବସ୍ଥାରେ ଦୁଇ ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଛି । ସେମାନେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତକମାନେ ହେଲେ ବାଘୁଆ ଗାଁର ଲୋଚନ ଭୋଇ ଓ ଚିନା…

ଦର୍ଶନ ଦେଲେ ବାବା ଧବଳେଶ୍ୱର: ଆଜି ସେବାୟତଙ୍କ ପରିବାର, ୧୧ରୁ ସର୍ବସାଧାରଣ ଦର୍ଶନ

କଟକ: ୯ ମାସ ପରେ ଆଜିଠୁ ଖୋଲିଲା କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ମନ୍ଦିର । ଆଜି ସକାଳ ୬ଟାରୁ ମନ୍ଦିର କପାଟ ଖୋଲିଛି । ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଖୋଲା ରହିବ । କୋଭିଡ୍‌ କଟକଣା ଭିତରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । ଆଜିଠୁ ପୂଜକଙ୍କ ପରିବାର…

ମାହାଙ୍ଗା ଡବଲ ମର୍ଡର ଘଟଣା, ଆଉ ଜଣେ ଅଭିଯୁକ୍ତ ଗିରଫ

କଟକ: ମାହାଙ୍ଗା ଡବଲ ମର୍ଡର ଘଟଣା ଆଉ ଜଣେ ଅଭିଯୁକ୍ତ ଗିରଫ କରିଛି ଗ୍ରାମାଞ୍ଚଳ ପୋଲିସ । ଏଥି୍ ସହ ମୋଟ ଗିରଫଦାରୀ ସଂଖ୍ୟା ୭ରେ ପହଞ୍ଚିଛି । ଉଲ୍ଲେଖଯୋଗ୍ୟ, ଗତ ୨ତାରିଖ ରାତିରେ ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବାଇକରେ ଫେରୁଥିବା ବେଳେ…

ମାହାଙ୍ଗା ଡବଲ ମର୍ଡର ଘଟଣାରେ ହତ୍ୟାକାଣ୍ଡ ଭିଆଇଥିବା ସ୍ୱୀକାର କଲା ମୁଖ୍ୟ ଅଭିଯୁକ୍ତ

କଟକ: କଟକ ମାହାଙ୍ଗାରେ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ଅଭିଯୁକ୍ତ ପଞ୍ଚାନନ ସେଠୀ ହତ୍ୟା କରିଥିବା ସ୍ୱୀକାର କରିଛି । ଆଜି କୋର୍ଟ ଚାଲାଣ ବେଳେ ପଞ୍ଚାନନ କହିଛି ଯେ, କୁଳମଣି ଓ ତାଙ୍କ ପୁଅ ତାକୁ ଲଙ୍ଗଳା କରି ଆକ୍ରମଣ କରିଥିଲେ । ଏହି ରାଗରେ ସେ ଏହି…