Latest Odisha News

BREAKING NEWS

Browsing Category

କଟକ

Cuttack

ଅସଲି ବ୍ରାଣ୍ଡରେ ନକଲି କାରବାର: କଟକରୁ ନକଲି ଘିଅ କାରଖାନା ଠାବ

କଟକ: ବ୍ରାଣ୍ଡ ଅସଲି । ଜିନିଷ ନକଲି । କଟକରୁ ପୁଣି ନକଲି ଘିଅ କାରଖାନା ଠାବ । ସଦର ଥାନା ଅନ୍ତର୍ଗତ ଗବଗସ୍ତରେ ଠାବ କଲା ମାଲଗୋଦାମ ଥାନା ପୋଲିସ । ନାମୀଦାମୀ ବ୍ରାଣ୍ଡର ବିପୁଳ ନକଲି ଘିଅ ଓ ପ୍ରସ୍ତୁତି ସାମଗ୍ରୀ ଜବତ କରାଯାଇଛି । ପାମୋଲିନ ତେଲ, ବିଭିନ୍ନ କମ୍ପାନୀ ଲୋଗୋ ସହ ଲକ୍ଷାଧିକ…

କଟକରେ ଫାଇନାନ୍ସ କମ୍ପାନୀରୁ ଲୁଟ୍ ଘଟଣାରେ ସମସ୍ତ ଅଭିଯୁକ୍ତ ଅଟକ

କଟକ: କମିଶନରେଟ ପୋଲିସକୁ ବଡ଼ ସଫଳତା । କଟକ ନୟାସଡକ ସ୍ଥିତ ଫାଇନାନ୍ସ କମ୍ପାନୀରୁ ଟଙ୍କା ଓ ସୁନା ଗହଣା ଲୁଟ୍ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ । ସମସ୍ତ ଅଭିଯୁକ୍ତଙ୍କୁ ପୋଲିସ ଅଟକ ରଖିଛି । ଟ୍ୱିଟ୍ କରି ସୂଚନା ଦେଇଛନ୍ତି ପୋଲିସ କମିଶନର ଡକ୍ଚର ସୁଧାଂଶୁ ଷଡଙ୍ଗୀ । ପୋଲିସ କମିଶନର…

ଅକ୍ସିଜେନ ପାଇପ୍‌ରେ ଲିକ୍ ଯୋଗୁଁ କଟକ SCBରେ ଓପନ ହାର୍ଟ ସର୍ଜରୀ ବନ୍ଦ

କଟକ: ଅକ୍ସିଜେନ ପାଇପ୍‌ରେ ଲିକ୍ ଯୋଗୁଁ କଟକ ବଡ଼ମେଡିକାଲର କାର୍ଡିଓଥୋରାସିସ ବିଭାଗରେ ଓପନ ହାର୍ଟ ସର୍ଜରୀ ବନ୍ଦ । ସ୍ଥିତି ସ୍ୱାଭାବିକ ହେବା ଯାଏ ଏସସିବିରେ ଓପନ୍ ହାର୍ଟ ସର୍ଜରୀ ବନ୍ଦ ରହିବ ବୋଲି ସୂଚନା ମିଳିଛି । ଆଇସିୟୁ ଏବଂ ଓଟିରେ ସର୍ଜରୀ ବନ୍ଦ ରହିବା ନେଇ ସୂଚନା ମିଳିଛି । ତେବେ…

ବସରୁ ଜବତ ହେଲା ଶହଶହ ପକ୍ଷୀ, ୨ ଅଟକ

କଟକ: ଘରୋଇ ବସରେ ଶତାଧିକ ପକ୍ଷୀ ଓ ଠେକୁଆ ଚୋରା ଚାଲାଣ ହେଉଥିବା ବେଳେ ଉଦ୍ଧାର କରିଛି ବାଦାମବାଡି ପୋଲିସ । ଏହି ଘଟଣାରେ ପୋଲିସ ଦୁଇ ଜଣଙ୍କୁ ଅଟକ ରଖିଛି । ପିପୁଲ ଫର ଆନିମଲ ସଂସ୍ଥା ପକ୍ଷରୁ ଏହି ପକ୍ଷୀ ଓ ଠେକୁଆଙ୍କୁ ଉଦ୍ଧାର ପରେ ଚିକିତ୍ସା ପାଇଁ ପଶୁ ଡାକ୍ତରଖାନା ନିଆଯାଇଛି। ଉଦ୍ଧାର…

ଧବଳେଶ୍ୱର ପୀଠ ମୁଖ୍ୟ ରାସ୍ତାରେ ଲାଗିଲା ୧୪୪ ଧାରା

ଆଠଗଡ଼: ଧବଳେଶ୍ୱର ପୀଠ ମୁଖ୍ୟ ରାସ୍ତାରେ ୧୪୪ ଧାରା ଜାରି । କାର୍ତ୍ତିକ ପୂର୍ଣ୍ଣିମା ଯାଏ କଟକଣା ଜାରି କଲା ପ୍ରଶାସନ । ପାଇକରାପୁର ଛକରୁ ମଞ୍ଚେଶ୍ୱର ଛକ ଯାଏ ୧୪୪ ଧାରା ଜାରି କରାଯାଇଛି । କାର୍ତ୍ତିକ ପୂର୍ଣ୍ଣିମା ଓ ବଡ଼ଓଷା ପାଇଁ ଧବଳେଶ୍ୱର ପୀଠରେ ଭକ୍ତଙ୍କ ସମାଗମ ହୋଇଥାଏ । ଏବର୍ଷ…

କଟକରେ ଫାଇନାନ୍ସ କମ୍ପାନୀରୁ ବଡ଼ ଧରଣର ଡକାୟତି

କଟକ: କମିଶନରେଟ ପୋଲିସକୁ କଟକରେ ଅପରାଧୀଙ୍କ ଖୋଲା ଚ୍ୟାଲେଞ୍ଜ । ସ୍ପଷ୍ଟ ଦିବାଲୋକରେ ଏକ ଫାଇନାନ୍ସ କମ୍ପାନୀରୁ ବଡ଼ ଧରଣର ଡକାୟତି ହୋଇଛି ।  ନୟାସଡ଼କରେ ଥିବା IIFL ନାମକ ଏକ ଫାଇନାନ୍ସ କମ୍ପାନୀରୁ ଏହି ଲୁଟ୍ ହୋଇଛି । ଅଭିଯୋଗ ଅନୁସାରେ, ମାରଣାସ୍ତ୍ର ଦେଖାଇ ଦୁର୍ବୃତ୍ତମାନେ  ବହୁ ଟଙ୍କା,…

ମାତିଲେ ଲୁଟେରା, ଏଟିଏମ୍ ଭାଙ୍ଗି ଟଙ୍କା ଧରି ଛୁ

କଟକ: ମାତିଲେ ଏଟିଏମ୍ ଲୁଟେରା । ଟାଙ୍ଗୀ ଥାନା ଅନ୍ତର୍ଗତ ଡ୍ରିମ୍ସ କଲେଜ ନିକଟ ଏଟିଏମ ଭାଙ୍ଗି ଟଙ୍କା ଧରି ଚମ୍ପଟ ମାରିଛନ୍ତି ଲୁଟେରା । ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି । ଆଜି ସକାଳୁ ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ଡ୍ରିମ୍‌ସ ଫାଣ୍ଡିଠାରୁ କେଇ ମିଟର ଦୂରରେ ଥିବା…

କାରକୁ ଚାପି ଦେଲା ହାଇଓ୍ୱା, ୨ ଜଣ ଗୁରୁତର

କଟକ: ବାରଙ୍ଗ ନିକଟ ତ୍ରିଶୂଳିଆରେ ନେତାଜୀ ସୁଭାଷ ସେତୁ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାର୍ ଉପରେ ମାଡ଼ି ଗଲା ବାଲି ବୋଝେଇ ହାଇଓ୍ୱା । ଏଥିରେ କାରରେ ଥିବା ଡ୍ରାଇଭର ଅ ଅନ୍ୟ ଜଣେ ଆହତ ହୋଇଛନ୍ତି । କାର୍ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ରହିଛି । ତାଙ୍କୁ ଚିକିତ୍ସା ପାଇଁ କଟକ ବଡ଼…

କେନାଲରେ ବୁଡି ଛାତ୍ର ନିଖୋଜ

କଟକ: କଟକର ଏକ କେନାଲରେ ଗାଧୋଉଥିବା ବେଳେ ସୋମବାର ଦିନ ଜଣେ ଛାତ୍ର ବୁଡିଯାଇ ନିଖୋଜ ହୋଇଯାଇଛନ୍ତି । ସୂଚନା ଅନୁଯାୟୀ ଆଜି ଜଗତପୁର ନିକଟ ନନାକର ଗ୍ରାମର ୩ ଜଣ ଯୁବକ କେନ୍ଦ୍ରାପଡା କେନାଲରେ ଗାଧୋଉଥିବା ବେଳେ ଗଭୀର ପାଣିରେ ବୁଡି ଯାଇଥିଲେ । ସୌଭାଗ୍ୟବଶତଃ ସ୍ଥାନୀୟ ବାସିନ୍ଦା ୨ଜଣଙ୍କୁ…

କଟକରେ ଆଜିଠୁ ସେରୋ ସର୍ଭେ, ୨୫ ଓ୍ୱାର୍ଡରୁ ନମୁନା ସଂଗ୍ରହ

କଟକ: ଆଜିଠୁ କଟକ ସହରରେ ଆରମ୍ଭ ହେଉଛି ସେରୋ ସର୍ଭେ । କଟକ ମହାନଗର ନିଗମର ୨୫ଟି ୱାର୍ଡରେ ଏହି ସର୍ଭେ ଆସନ୍ତା ୫ ତାରିଖ ଯାଏ ଚାଲିବ । ଲୋକଙ୍କଠାରୁ ସଂଗ୍ରହ କରାଯିବ ରକ୍ତ ନମୁନା । ପ୍ରତି ୱାର୍ଡରୁ ୬୦ ଜଣ ଲେଖାଏଁ ଲୋକଙ୍କୁ ଚିହ୍ନଟ କରାଯିବ । ନାବାଳକ ଓ ଗର୍ଭବତୀଙ୍କୁ ଏଥିରେ ସାମିଲ…