Latest Odisha News

BREAKING NEWS

Browsing Category

କଟକ

Cuttack

ତିନି ଦିନ ଭିତରେ କରୋନା କେସରେ ଗଞ୍ଜାମକୁ ଟପିଯିବ କଟକ

ଭୁବନେଶ୍ୱର: କରୋନାକୁ କାବୁ ପାଇଛି ଗଞ୍ଜାମ ଜିଲ୍ଲା । ଏବେ ପ୍ରତିଦିନ ଶହେରୁ କମ୍ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । କିନ୍ତୁ କଟକରେ ନିୟନ୍ତ୍ରଣକୁ ଆସୁନି ମହାମାରୀ । ସ୍ଥିତି ସଙ୍ଗୀନ । ଦୈନିକ ପାଖାପାଖି ୬ଶହ ପଜିଟିଭ୍ କେସ୍ ବାହାରୁଛି । ଦିନେ ଦୁଇ ଦିନ ଭିତରେ ଗଞ୍ଜାମକୁ ଟପିଯିବ କଟକ…

ମହାନଦୀକୁ ଡେଇଁଲେ ମହିଳା, ଉଦ୍ଧାର କଲେ ମତ୍ସ୍ୟଜୀବୀ

କଟକ: ପୁଣି ମହାନଦୀକୁ ଡେଇଁଲେ ଜଣେ ମହିଳା । ତାଙ୍କୁ ଉଦ୍ଧାର କରିଛନ୍ତି ମତ୍ସ୍ୟଜୀବୀ । ଏହି ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲାରେ । ବାଙ୍କି ନିକଟ ସୁବର୍ଣ୍ଣପୁର-ଜାତମୁଣ୍ଡିଆ ବ୍ରିଜ ଉପରୁ ନଦୀ ଗର୍ଭକୁ ଜଣେ ଯୁବତୀ ଡେଇଁଥିଲେ । ଖବର ପାଇ ପୋଲିସ ଡମପଡ଼ା ଅଗ୍ନିଶମ ବାହିନୀକୁ ଖବର…

କରୋନାକୁ କାବୁ ପାଉଛି ଗଞ୍ଜାମ, ସୁସ୍ଥ ହେଲେଣି ୯୦% ଆକ୍ରାନ୍ତ

ଗଞ୍ଜାମ: ରାଜ୍ୟରେ କରୋନାର ସଂକ୍ରମିତ ଜିଲ୍ଲା ଗଞ୍ଜାମ । ୧୮ ହଜାର ୬୯ ଜଣ ଆକ୍ରାନ୍ତ ହୋଇଛନ୍ତି । ଦ୍ରୁତଗତିରେ ବଢ଼ିଥିଲା ସଂକ୍ରମଣ । ସେହି ଅନୁପାତରେ ଆକ୍ରାନ୍ତ ସୁସ୍ଥ ବି ହୋଇଛନ୍ତି । ଏବେ ଗଞ୍ଜାମରେ ନିୟନ୍ତ୍ରଣକୁ ଆସୁଛି ବେକାବୁ କରୋନା । ଗଞ୍ଜାମରେ ୯୦% ଆକ୍ରାନ୍ତ ସୁସ୍ଥ ଗଞ୍ଜାମ…

କରୋନାର ନୂଆ ହଟସ୍ପଟ୍ ମୟୂରଭଞ୍ଜ

ଭୁବନେଶ୍ୱର: ରାଜ୍ୟରେ କରୋନାର ରେଟହଟ୍ ଜିଲ୍ଲା ଗଞ୍ଜାମରେ କମିଛି ସଂକ୍ରମିତଙ୍କ ସଂଖ୍ୟା । କିନ୍ତୁ ଖୋର୍ଦ୍ଧା ଓ କଟକରେ ମାଡ଼ି ଚାଲିଛି । ଏବେ ତାଲିକାରେ ଯୋଡ଼ିଛି ମୟୂରଭଞ୍ଜ । ରାଜ୍ୟରେ କରୋନାର ନୂଆ ହଟସ୍ପଟ ପାଲଟିଛି ମୟୂରଭଞ୍ଜ । ଗତ ୨୪ ଘଣ୍ଟାରେ ମୟୂରଭଞ୍ଜ ଜିଲ୍ଲାରୁ ୨୧୫ କରୋନା…

[ଭିଡ଼ିଓ] ପୋଲିସ କବ୍‌ଜାରେ କୁଖ୍ୟାତ ଲୁଟେରା ଗ୍ୟାଙ୍ଗ !

କଟକ: କରୋନା କଟକଣାରେ ଅମାନିଆ ଲୁଟେରା । ଦିନରେ ହେଉ କି ରାତି । ଲୁଟେରାଙ୍କ ଦୌରାତ୍ମ୍ୟରେ ବିଚଳିତ ସାଧାରଣ ଜନତା । ଚାଉଳିଆଗଂଜରେ ଏକ ଚୋରି ମାମଲା ସାମ୍ନାକୁ ଆସିବା ପରେ ଗିରଫ ହୋଇଛନ୍ତି ୩ ଅଭିଯୁକ୍ତ । ଚାଉଳିଆଗଂଜର ଦିନବନ୍ଧୁ ସ୍ୱାଇଁ ନାମକ ଜଣେ ବ୍ୟକ୍ତି ଗତମାସ ୨୨ତାରିଖରେ ଘରୁ…

ସପ୍ତାହର ପ୍ରତି ବୁଧବାର ବନ୍ଦ ରହିବ କଟକ ମାଲଗୋଦାମ

କଟକ: ଏଣିକି ପ୍ରତି ବୁଧବାର ବନ୍ଦ ରହିବ କଟକ ମାଲଗୋଦାମ । ସଂପୃକ୍ତ ଅଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ଏହି ନିଷ୍ପତ୍ତି ନେଇଛି କଟକ ମହାନଗର ନିଗମ କର୍ତ୍ତୃପକ୍ଷ । ଏହାସହ ତିନିଟି ପର୍ଯ୍ୟାୟରେ ମାଲଗୋଦାମ ଖୋଲିବା ପାଇଁ ନିଷ୍ପତ୍ତି ନେଇଛି ସିଏମସି । ଅତ୍ୟାବଶ୍ୟକ ସାମଗ୍ରୀ…

ରୋଗୀ କରୋନା ପଜିିଟିଭ ପରେ ସାଲେପୁରରେ ଘରୋଇ ନର୍ସିଂ ହୋମ୍ ସିଲ୍

ସାଲେପୁର (କଟକ): ସାଲେପୁରରେ ଥିବା ଶ୍ରୀରାମ ନର୍ସିଂ ହୋମ୍ ସିଲ୍ । ଏଠାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିବା ଜଣେ ରୋଗୀଙ୍କ କୋଭିଡ୍ ରିପୋର୍ଟ ପଜିଟିଭ୍ ବାହାରିବା ପରେ ସିଲ୍ କରିଛି ପ୍ରଶାସନ । ଏହି ଘଟଣା ପରେ ନର୍ସିଂ ହୋମର ସମସ୍ତ ଡାକ୍ତର ଓ କର୍ମଚାରୀଙ୍କୁ ହୋମ୍ କ୍ୱାରେଣ୍ଟାଇନରେ…

ହ୍ୱାଟ୍ସଆପରେ ପୋଲିସରେ ଅଭିଯୋଗ କରିପାରିବେ କଟକବାସୀ

କଟକ: କରୋନା ମହାମାରୀ ବେଳେ ହ୍ୱାଟ୍ସଆପରେ ଅଭିଯୋଗ କରି ପାରିବେ କଟକ ସହରର ଲୋକ । ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିଛନ୍ତି କଟକ ଡିସିପି ପ୍ରତୀକ ସିଂ । ଜାରି କରିଛନ୍ତି ଅଫିସିଆଲ୍ ହ୍ୱାଟ୍ସଆପ୍ ନମ୍ୱର । ଏହି ନମ୍ୱରଟି ହେଲା ୮୭୬୩୦୬୮୧୬୭ । କରୋନା ବେଳେ କୌଣସି ସମସ୍ୟା କିମ୍ବା ଅସୁବଧା…

କର୍ମଚାରୀ କରୋନା ସଂକ୍ରମିତ ପରେ ନିଶ୍ଚିତକୋଇଲି ବ୍ଲକ ଅଫିସ ବନ୍ଦ

କଟକ: ତିନି ଦିନ ବନ୍ଦ ରହିବ କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ଅଫିସ । ୧୭ କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନେଇଛି ପ୍ରଶାସନ । ସୂଚନା ଦେଇଛନ୍ତି ନିଶ୍ଚିତକୋଇଲି ବିଡିଓ । ପଜିଟିଭ୍ ଚିହ୍ନଟ କର୍ମଚାରୀଙ୍କୁ ହୋମ୍ କ୍ୱାରେଣ୍ଟାଇନରେ ରହିବା ପାଇଁ କୁହାଯାଇଛି ।…

କଟକ ସହରରୁ ୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୩୧ ସୁସ୍ଥ

କଟକ: ଗତ ୨୪ ଘଣ୍ଟାରେ କଟକ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ଆଉ ୪୭ ଜଣ କରୋନା ଆକ୍ରାନ୍ତ । ସେମାନଙ୍କ ଭିତରେ କଟକ ମହାନଗର ନିଗମ ଅଞ୍ଚଳରୁ ଅଛନ୍ତି ୩୫ ନୂଆ ପଜିଟିଭ୍ । ୩୨ଟି କ୍ୱାରେଣ୍ଟାଇରୁ ଓ ୩ଟି ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି । ୩୨ କ୍ୱାରେଣ୍ଟାଇନ କେସରୁ ୨୬ଜଣ ହୋମ୍ ଓ ୩ ଜଣ ସରକାରୀ…