Latest Odisha News

BREAKING NEWS

Browsing Category

କଟକ

Cuttack

୩୦ ଟଙ୍କିଆ ଚାନ୍ଦା ଆଦାୟକାରୀ ବି ପାଇଲାନି ଛାଡ

କଟକ: ଦାଦାବଟିକୁ ନା ଅଭିଯାନରେ କମିଶନରେଟ୍ ପୋଲିସର ପ୍ରଥମ ଶିକାର ହୋଇଥିଲା ରାଜା ଆଚାର୍ଯ୍ୟ ।ଗତକାଲି ସୁଦ୍ଧା ୧୪ ଜଣ ଗିରଫ ହୋଇସାରିଲେଣି । ହେଲେ ରାସ୍ତା କଡରେ ଗାଡିକୁ ଛିଡା କରି ଚାନ୍ଦା ଆଦାୟ କରୁଥିବା ଅସାମାଜିକ ବି ଏବେ ତ୍ରାହି ତ୍ରାହି ଛାଡିଲେଣି । ମାତ୍ର ୩୦ ଟଙ୍କା ବଟି ମାଗି…

ଦୈନିକ କରୋନା ପଜିଟିଭ୍ ଓ ଆକ୍ଟିଭ କେସରେ ଓଡ଼ିଶାର ଟପ୍ ୫ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ଧୀରେ ଧୀରେ କମୁଛି । ଏବେ ଦୈନିକ ୩ ହଜାରରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଖୋର୍ଦ୍ଧା ଓ କଟକରେ ପଜିଟିଭ୍ କେସ୍ ଦିନକୁ ଦିନ ଖସୁଥିବା ବେଳେ ଚିନ୍ତା ବଢ଼ାଇଛି ଅନୁଗୋଳ ଓ ମୟୂରଭଞ୍ଜ ଜିଲ୍ଲା । ସେହିପରି ସୁନ୍ଦରଗଡ଼ରେ ବି ବଢୁଛି ନୂଆ…

ବନ୍ଦ ଘରେ ନାବାଳିକାଙ୍କୁ ୨୨ଦିନ ଧରି ଗଣଦୁଷ୍କର୍ମ ଅଭିଯୋଗ

କଟକ: ପୁଣି ଲଜ୍ଜା । ବନ୍ଦ କୋଠରୀରେ ରଖି ଜଣେ ନାବାଳିକାକୁ ୨୨ ଦିନ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ । କଟକ ସହରର ଗତିରାଉତ ପାଟଣାରୁ ଏହି ଅଭିଯୋଗ ଆସିଛି । ଚାଇଲ୍ଡ ଲାଇନ ପକ୍ଷରୁ ଚାଉଳିଆଗଞ୍ଜ ଥାନାରେ ଏତଲା ଦିଆଯାଇଛି । ତନାଘନା ତଦନ୍ତ ଚଳାଇଛି ପୋଲିସ । ପୀଡ଼ିତାଙ୍କ ବୟାନ ରେକର୍ଡ…

କଟକରେ ଉନ୍ନତିକରଣ ପ୍ରକଳ୍ପର ତଦାରଖ କଲେ 5T ସଚିବ

କଟକ: ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ ଉନ୍ନତିକରଣ କାମର ସମୀକ୍ଷା କରିଛନ୍ତି 5T ସଚିବ ଭି. କେ. ପାଣ୍ଡିଆନ୍ । ଆଜି ଭୋରରୁ ସେ କଟକରେ ପହଞ୍ଚିଥିଲେ । କଟକରେ ଚାଲିଥିବା ସମ୍ପ୍ରସାରଣ ଓ ଉନ୍ନତିକରଣ ଅଗ୍ରଗତିର ତଦାରଖ କରିଥିଲେ 5T ସଚିବ । ଭେରରୁ ଛତ୍ରବଜାର ଗସ୍ତ କରିଥିଲେ ଭି. କେ.…

ଟ୍ୱିନସିଟିରେ ପ୍ରବଳ ବର୍ଷା: ଦିନ ୧୦ଟା ଯାଏଁ ଘରୁ ନ ବାହାରିବାକୁ ପରାମର୍ଶ

ଭୁବନେଶ୍ୱର: ଆସୁଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ଗତକାଲିଠାରୁ ବର୍ଷା ଲାଗି ରହିଛି । ଭୁବନେଶ୍ୱର ଓ କଟକରେ ବି ଗତକାଲି ରାତିରୁ ବର୍ଷୁଛି । ପାଣିପାଗ ବିଭାଗ ସତର୍କ କରାଇଛି, ଟ୍ୱିନସିଟିରେ ଆଜି ପ୍ରବଳ ବର୍ଷା ହେବ । ଆଜି ଦିନ ୧୦ଟା ଯାଏଁ ଏଦି ହୁଇ ସହରରେ ପ୍ରବଳ ବର୍ଷିବ । ଘଣ୍ଟାକୁ…

କରୋନା ସଂକ୍ରମଣରେ ଗଞ୍ଜାମକୁ ଟପିଲା କଟକ, ୨୦ ହଜାର ଡେଇଁଲା ପଜିଟିଭ୍ କେସ୍

ଭୁବନେଶ୍ୱର: ଖୋର୍ଦ୍ଧା ପରେ ରାଜ୍ୟରେ ଦ୍ୱିତୀୟ ସର୍ବାଧିକ କରୋନା ସଂକ୍ରମିତ ଜିଲ୍ଲା କଟକ । ଗଞ୍ଜାମକୁ ପଛକୁ ଠେଲି ଦୁଇ ନମ୍ବରକୁ ଉଠିଛି । ଆଜି କଟକ ଜିଲ୍ଲାରେ ୨୦ ହଜାର ପାର କରିଛି ପଜିଟିଭ୍ କେସ୍ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୩୦ ଆକ୍ରାନ୍ତ । କଟକରେ ୨୦ ହଜାର ସଂକ୍ରମିତ କଟକ…

ତିନି ଦିନ ଭିତରେ କରୋନା କେସରେ ଗଞ୍ଜାମକୁ ଟପିଯିବ କଟକ

ଭୁବନେଶ୍ୱର: କରୋନାକୁ କାବୁ ପାଇଛି ଗଞ୍ଜାମ ଜିଲ୍ଲା । ଏବେ ପ୍ରତିଦିନ ଶହେରୁ କମ୍ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । କିନ୍ତୁ କଟକରେ ନିୟନ୍ତ୍ରଣକୁ ଆସୁନି ମହାମାରୀ । ସ୍ଥିତି ସଙ୍ଗୀନ । ଦୈନିକ ପାଖାପାଖି ୬ଶହ ପଜିଟିଭ୍ କେସ୍ ବାହାରୁଛି । ଦିନେ ଦୁଇ ଦିନ ଭିତରେ ଗଞ୍ଜାମକୁ ଟପିଯିବ କଟକ…

ମହାନଦୀକୁ ଡେଇଁଲେ ମହିଳା, ଉଦ୍ଧାର କଲେ ମତ୍ସ୍ୟଜୀବୀ

କଟକ: ପୁଣି ମହାନଦୀକୁ ଡେଇଁଲେ ଜଣେ ମହିଳା । ତାଙ୍କୁ ଉଦ୍ଧାର କରିଛନ୍ତି ମତ୍ସ୍ୟଜୀବୀ । ଏହି ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲାରେ । ବାଙ୍କି ନିକଟ ସୁବର୍ଣ୍ଣପୁର-ଜାତମୁଣ୍ଡିଆ ବ୍ରିଜ ଉପରୁ ନଦୀ ଗର୍ଭକୁ ଜଣେ ଯୁବତୀ ଡେଇଁଥିଲେ । ଖବର ପାଇ ପୋଲିସ ଡମପଡ଼ା ଅଗ୍ନିଶମ ବାହିନୀକୁ ଖବର…

କରୋନାକୁ କାବୁ ପାଉଛି ଗଞ୍ଜାମ, ସୁସ୍ଥ ହେଲେଣି ୯୦% ଆକ୍ରାନ୍ତ

ଗଞ୍ଜାମ: ରାଜ୍ୟରେ କରୋନାର ସଂକ୍ରମିତ ଜିଲ୍ଲା ଗଞ୍ଜାମ । ୧୮ ହଜାର ୬୯ ଜଣ ଆକ୍ରାନ୍ତ ହୋଇଛନ୍ତି । ଦ୍ରୁତଗତିରେ ବଢ଼ିଥିଲା ସଂକ୍ରମଣ । ସେହି ଅନୁପାତରେ ଆକ୍ରାନ୍ତ ସୁସ୍ଥ ବି ହୋଇଛନ୍ତି । ଏବେ ଗଞ୍ଜାମରେ ନିୟନ୍ତ୍ରଣକୁ ଆସୁଛି ବେକାବୁ କରୋନା । ଗଞ୍ଜାମରେ ୯୦% ଆକ୍ରାନ୍ତ ସୁସ୍ଥ ଗଞ୍ଜାମ…

କରୋନାର ନୂଆ ହଟସ୍ପଟ୍ ମୟୂରଭଞ୍ଜ

ଭୁବନେଶ୍ୱର: ରାଜ୍ୟରେ କରୋନାର ରେଟହଟ୍ ଜିଲ୍ଲା ଗଞ୍ଜାମରେ କମିଛି ସଂକ୍ରମିତଙ୍କ ସଂଖ୍ୟା । କିନ୍ତୁ ଖୋର୍ଦ୍ଧା ଓ କଟକରେ ମାଡ଼ି ଚାଲିଛି । ଏବେ ତାଲିକାରେ ଯୋଡ଼ିଛି ମୟୂରଭଞ୍ଜ । ରାଜ୍ୟରେ କରୋନାର ନୂଆ ହଟସ୍ପଟ ପାଲଟିଛି ମୟୂରଭଞ୍ଜ । ଗତ ୨୪ ଘଣ୍ଟାରେ ମୟୂରଭଞ୍ଜ ଜିଲ୍ଲାରୁ ୨୧୫ କରୋନା…