Latest Odisha News

BREAKING NEWS

Browsing Category

କଟକ

Cuttack

କଟକ ଖଟବିନ୍ ସାହିର ବରି ଲେନ୍ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

କଟକ: ସହରରେ ପୁଣି ଏକ କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହୋଇଛି । ଖଟବିନ ସାହିର ବରି ଲେନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି କଟକ ମହାନଗର ନିଗମ । ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । କଣ୍ଟେନମେଣ୍ଟ ଜୋନ ଘୋଷିତ ଅଞ୍ଚଳର ଲୋକଙ୍କ ଯାଆସ ଉପରେ ଲାଗିଛି କଟକଣା ।…

ଆଜି ଦାୟିତ୍ୱ ନେବେ କଟକ ଡିସିପି ପ୍ରତୀକ ସିଂ

କଟକ: ଆଜି ଦାୟିତ୍ୱ ଗ୍ରହଣ କରିବେ କଟକର ନୂଆ ଡିସିପି ପ୍ରତୀକ ସିଂ । ବିଦାୟୀ ଡିସିପି ଅଖିଳେଶ୍ୱର ସିଂ ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିବେ । ପୂର୍ବରୁ କନ୍ଧମାଳ ଏସପି ଥିଲେ ପ୍ରତୀକ ସିଂ । ଜିଲ୍ଲାରେ ମାଓ ଦମନ କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ପ୍ରଦର୍ଶନ ରହିଛି । ୨୦୧୪ ବ୍ୟାଚ୍ ଆଇପିଏସ୍…

ଲକଡାଉନ୍ ଘୋଷିତ ଚାରି ଜିଲ୍ଲାରେ ୬୪% ଆକ୍ଟିଭ୍ କେସ୍

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ଅଧିକ ସଂକ୍ରମିତ ଚାରି ଜିଲ୍ଲା ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁରକୁ ଲକଡାଉନ୍ ଘୋଷଣା କରିଛନ୍ତି ସରକାର । ଏହାସହ ରାଉରକେଲା ମହାନଗର ନିଗମ ଅଞ୍ଚଳରେ ବି ୧୪ ଦିନିଆ ସଟଡାଉନ୍ ଲାଗୁ ହେବ । କାରଣ ସେସବୁ ଜିଲ୍ଲାରେ ସଂକ୍ରମିତ ଓ ଆକ୍ଟିଭ୍ କେସ୍ ଅଧିକ…

ରାଜ୍ୟର କରୋନା ହଟସ୍ପଟ୍ ୫ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ କରୋନା କେସ ବଢୁଛି । ଚିନ୍ତା ବଢ଼ାଇଛନ୍ତି ପାଞ୍ଚ ଜିଲ୍ଲାର ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଓ ସୁନ୍ଦରଗଡ଼ । ହଟସ୍ପଟ୍ ୫ ଜିଲ୍ଲାରୁ ପ୍ରତିଦିନ ଗଣ୍ଡା ଗଣ୍ଡା ପଜିଟିଭ୍ ବାହାରୁଛନ୍ତି । ମାଡ଼ି ମାଡ଼ି ଚାଲିଛି କରୋନା । ଜୁଲାଇରେ ଲମ୍ବା ଲମ୍ଫ ମାରୁଛି । ରାଜ୍ୟରେ…

‘ଦିଲ୍ ବେଚାରା’ର କଷ୍ଟ୍ୟୁମ ଡିଜାଇନ ତଥା ଓଡିଆ ବୋହୂ ସୁଶାନ୍ତଙ୍କୁ ନେଇ କଣ କହୁଛନ୍ତି ଆସନ୍ତୁ ଜାଣିବା

ଭୁବନେଶ୍ୱର : ସୁଶାନ୍ତ ସିଂ ରାଜପୁତଙ୍କ ଅଭିନୀତ ଶେଷ ଫିଲ୍ମ ‘ଦିଲ୍ ବେଚାରା’କୁ ତାଙ୍କର ଅନେକ ଫ୍ୟାନ ଏବେ ଅପେକ୍ଷା କରି ରହିଛନ୍ତି । କରୋନା କଟକଣା ପାଇଁ ଫିଲ୍ମଟି ଓଟିଟି ପ୍ଲାଟଫର୍ମରେ ରିଲିଜ ହେବ । ତେବେ ଏହି ଫିଲ୍ମରେ ଡ୍ରେସ ଡିଜାଇନ କରିଛନ୍ତି ଜଣେ ଓଡିଆ ବୋହୂ । ତାଙ୍କ ନାଁ ନିକିତା…

୧୨ ତାରିଖ ଯାଏ ସଟଡାଉନରେ ରହିବ କଟକ, ବଢ଼ିଲା ଅବଧି

କଟକ: ମହାନଗର ନିଗମ ଅଞ୍ଚଳରେ ଆଉ ଦୁଇ ଦିନ ବଢ଼ିଲା ସଟଡାଉନ । ଆସନ୍ତା ୧୦ ମଧ୍ୟରାତ୍ରି ଯାଏ ସମୟସୀମା ବଢ଼ାଇଛି ପ୍ରଶାସନ । କରୋନା ସ୍ଥିତି ବିଗିଡ଼ିବା ଆଶଙ୍କା କରି ଏଭଳି ପଦକ୍ଷେପ ନିଆଯାଇଛି । ଟ୍ୱିଟ୍ କରି ସିଏମସି ପକ୍ଷରୁ ଏହି ସୂଚନା ଦିଆଯାଇଛି । ୧୦ ତାରିଖ ଶୁକ୍ରବାର । ତାପରେ ଶନିବାର…

ରାଜ୍ୟର କରୋନା ହଟସ୍ପଟ ଜୋନରୁ କଟକ ଫେରିଲେ ୧୪ ଦିନ କ୍ୱାରେଣ୍ଟାଇନ୍

କଟକ: ମହାନଗର ନିଗମ ଅଞ୍ଚଳରେ କରୋନା କେସ୍ ବଢୁଛି । ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ବାହାର ଜିଲ୍ଲାରୁ ଆସୁଥିବା ଲୋକଙ୍କ ଉପରେ କଟକଣା ଜାରି କରିଛି ସିଏମସି । ଏଣିକି ରାଜ୍ୟର କରୋନା ହଟସ୍ପଟ୍ ଜିଲ୍ଲା ଓ ଅଞ୍ଚଳରୁ କଟକ ସହର ଫେରିଲେ ୧୪ ଦିନ କ୍ୱାରେଣ୍ଟାଇନରେ ରହିବେ । ଏନେଇ ସିଏମସି…

କଟକରେ କରୋନା ମୁକାବିଲା ପାଇଁ ୧୫ ଜଣିଆ ଏସପିଓ ଟିମ୍ ଗଠିତ

କଟକ: ମହାନଗର ନିଗମ ଅଞ୍ଚଳରେ ବଡୁଛି କରୋନା ସଂକ୍ରମଣ । କେମିତି ମୁକାବିଲା କରାଯିବ ଓ କରୋନା ଚେନ୍ ଭାଙ୍ଗିବାକୁ ଅଣ୍ଟା ଭିଡ଼ିଛି କଟକ ମହାନଗର ନିଗମ ଓ ସ୍ଥାନୀୟ ପ୍ରଶାସନ । ଆଜି ସିଏମସି କାର୍ଯ୍ୟଳୟରେ ଏକ ଜରୁରିକାଳୀନ ବୈଠକରେ କରୋନା ମୁକାବିଲା ନେଇ ଆଲୋଚନା ହୋଇଛି । ନିଷ୍ପତ୍ତି ହୋଇଛି,…

କଟକ ଜିଲ୍ଲାରେ ୧୨ ନୂଆ ଆକ୍ରାନ୍ତ; ଜାଣନ୍ତୁ ଜିଲ୍ଲାର କରୋନା ସ୍ଥିତି

କଟକ: ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଚାଲିଥିବା ବେଳେ ଗୁରୁବାର ଦିନ କଟକ ଜିଲ୍ଲାରେ ୧୨ଟି ନୂଆ କରୋନା ପଜିଟିଭ୍ କେସ୍ ଚିହ୍ନଟ ହୋଇଛି । ଏହାଫଳରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୨୦କୁ ବୃଦ୍ଧି ପାଇଛି । କଟକ ଜିଲ୍ଲା ପ୍ରଶାସନର ସୂଚନାନୁଯାୟୀ, ଏଥିମଧ୍ୟରୁ ୯ଜଣ…

ଡିଏସପିଙ୍କ ପରିବାରରେ ୪ କରୋନା ପଜିଟିଭ୍ ଚିହ୍ନଟ !

କଟକ: କଟକ ଜିଲ୍ଲାର ଆଠଗଡ଼ ସବ ଡିଭିଜନରେ ଜଣେ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଅଫ ପୋଲିସ (ଡିଏସପି)ଙ୍କ ପରିବାରର ୪ଜଣ ସଦସ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଭାବେ ଏହି ସବ ଡିଭିଜନରେ ଜଣେ ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ସମେତ ୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା…