Latest Odisha News

BREAKING NEWS

Browsing Category

କଟକ

Cuttack

କଟକ ସହରରେ ଲକଡାଉନ ପ୍ରଭାବ,ଦେଖନ୍ତୁ ଚିତ୍ରରେ

କଟକ: କରୋନା ପାଇଁ ସାରା ଦେଶରେ ଲକଡାଉନ । ଗାଁ ଠୁ ସହର ସବୁଆଡେ ଖାଁ ଖାଁ। ଅତ୍ୟାବଶକୀୟ ସାମଗ୍ରୀକୁ ଛାଡି ଆଉ ସମସ୍ତ ଦୋକାନ ବଜାର ବନ୍ଦ । ସବୁଆଡେ ଲୋକଶୂନ୍ୟ। ୨୪ ଘଣ୍ଟା ବ୍ୟସ୍ତବହୁଳ ରହୁଥିବା ଓଡ଼ିଶାର ପୁରାତନ ରାଜଧାନୀ କଟକ ସହରରେ ମଧ୍ୟ ସମାନ ଅବସ୍ଥା। ରାସ୍ତାଘାଟ ଜନଶୂନ୍ୟ।…

କଟକର ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସିତ ହେବେ କୋଭିଡ୍‌-୧୯ ରୋଗୀ

କଟକ: କଟକର ଅଶ୍ୱିନୀ ହସ୍ପିଟାଲରେ କୋଭିଡ୍‌-୧୯ ଚିକିତ୍ସା ଲାଗି ସମସ୍ତ ପ୍ରକାର ଆନୁଷଙ୍ଗିକ ଚିକିତ୍ସା ବ୍ୟବସ୍ଥା ରୋଗୀ ମାନଙ୍କ ଲାଗି ଖୁବଶିଘ୍ର ଉପଲବ୍ଧ ହେବ । ଏହି ରୋଗର ସଂକ୍ରମଣ ଲାଗି ଉପଯୁକ୍ତ ଚିକିତ୍ସା ରୋଗୀ କିପରି ପାଇପାରିବେ ସେଥିଲାଗି ବ୍ୟବସ୍ଥା ଚାଲିଛି । ଇତିମଧ୍ୟରେ…

ବରିଷ୍ଠ ଆଇନଜୀବୀ ରଜତ ରଥଙ୍କ ପରଲୋକ

କଟକ: ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ରଜତ କୁମାର ରଥଙ୍କ ପରଲୋକ ହୋଇଯାଇଛି । ଛାତିରେ ଯନ୍ତ୍ରଣା ଯୋଗୁଁ ତାଙ୍କୁ ପ୍ରଥମେ କଟକର ଏକ ଘରୋଇ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ନିଆଯାଇଥିଲା । ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା । ଶେଷଶଯ୍ୟା…

ଦାଦନ ଶ୍ରମିକଙ୍କ ଯତ୍ନ ନେବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ରାଜ୍ୟର ବିଭିନ୍ନ ସ୍ଥାନରେ ଅଟକି ରହିଥିବା ଦାଦନ ଶ୍ରମିକଙ୍କୁ ଖାଦ୍ୟ, ଆଶ୍ରୟ, ମେଡିକାଲ ସୁବିଧା ଯୋଗାଇ ଦେବାକୁ ସମସ୍ତ ଏସପି ଓ ଜିଲ୍ଲାପାଳଙ୍କୁ ଆଦେଶ ଦେବା ପାଇଁ ରବିବାର ଦିନ ଓଡିଶା ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଦାଦନ ଶ୍ରମିକଙ୍କ ପରିବହନ, ଆଶ୍ରୟ ଓ…

କୋଭିଡ-୧୯ ଲକଡାଉନ: କଟକରେ ୨ଟି ପର୍ଯ୍ୟାୟରେ ମାଲଗୋଦାମ ଚାଲିବ

କଟକ: କରୋନାଭାଇରସ ସଂକ୍ରମଣକୁ ରୋକିବାକୁ ନେଇ ସାମାଜିକ ଦୂରତାକୁ ପ୍ରଭାବଶାଳୀ କରିବା ପାଇଁ ମଙ୍ଗଳବାର ଦିନ ମାଲଗୋଦାମରେ ୨ଟି ପର୍ଯ୍ୟାୟରେ କାମ ଚାଲିବ । ଏନେଇ କଟକ ଚାମ୍ବର୍ସ ଅଫ କମର୍ସର ସାଧାରଣ ସମ୍ପାଦକ ପ୍ରଫୁଲ୍ଲ ଛାଟୋଇ ସୂଚନା ଦେଇଛନ୍ତି । ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ…

ଭୁବନେଶ୍ୱର-କଟକ ଟ୍ୱିନସିଟିରେ ସବୁ ଘରୋଇ ଗାଡି ପାଇଁ ଲକ୍ ଡାଉନ ପାସ୍ ଜରୁରୀ

ଭୁବନେଶ୍ୱର: କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ଓଡିଶାର ୫ଟି ଜିଲ୍ଲା ସମେତ କେତେକ ସହରରେ ସରକାରଙ୍କ ପକ୍ଷରୁ ଲକ୍ ଡାଉନ ଘୋଷଣା ହୋଇଛି । କିନ୍ତୁ ଅଧିକାଂଶ ସ୍ଥାନରେ ଲୋକେ ଏହାକୁ ମାନୁ ନ ଥିବା ନଜରକୁ ଆସୁଥିବାରୁ କଟକ ଭୁବନେଶ୍ୱର କମିଶନରେଟ ପୋଲିସ ପକ୍ଷରୁ କେତେକ ନିୟମ କରାଯାଇଛି ।…

ଓଡିଶାରେ ଲକ୍‌ଡାଉନ ବେଳେ କଣ ସବୁ ଉପରେ ରହିବ କଟକଣା ଜାଣନ୍ତୁ

ଭୁବନେଶ୍ୱର: କରୋନା ଭୂତାଣୁ ସଂକ୍ରମଣର ସମ୍ଭାବ୍ୟ ବିପଦକୁୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ସକାଳ ୭ଟା ଠାରୁ ଆସନ୍ତା ୨୯ ତାରିଖ ରାତି ୯ ଟା ଯାଏଁ ରାଜ୍ୟର ୫ଟି ଜିଲ୍ଲା ଓ ଆଠଟି ପ୍ରମୁଖ ସହରରେ ସମ୍ପୂର୍ଣ୍ଣ ବନ୍ଦ ବା ଲକ୍‌ଡାଉନ ଘୋଷଣା କରିଛନ୍ତି । ତେବେ ଏହି ଆଠ…

କରୋନା ସତର୍କତା: ଟ୍ୱିନସିଟିରେ ବନ୍ଦ ରହିବ ସମସ୍ତ ପାର୍କ

ଭୁବନେଶ୍ୱର: କରୋନା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଜନଗହଳିକୁ କମ୍ କରିବା ପାଇଁ ଅନ୍ୟ ଆଦେଶ ପର୍ଯ୍ୟନ୍ତ ଭୁବନେଶ୍ୱରର ସମସ୍ତ ପାର୍କ ବନ୍ଦ ରହିବ । ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ଶନିବାର ଦିନ ସୂଚନା ଦେଇଛନ୍ତି । ଭୁବନେଶ୍ୱରରେ ମୋଟ୍ ୬୭ଟି ପାର୍କ ରହିଛି । ସେହିଭଳି…

ଟ୍ୱିନସିଟିରେ ବସ, ଟ୍ରକ ପାଇଁ ଲାଗୁ ହେବନି ଯୁଗ୍ମ-ଅଯୁଗ୍ମ ନିୟମ

ଭୁବନେଶ୍ୱର: ଭୁବନେଶ୍ୱର ଓ କଟକରେ ସାର୍ବଜନିକ ପରିବହନ ଯାନ ଟ୍ରକ ଓ ବସ ପାଇଁ ଯୁଗ୍ମ -ଅଯୁଗ୍ମ ନିୟମ ଲାଗୁ ହେବ ନାହିଁ ବୋଲି ଶନିବାର ଦିନ ପୋଲିସ କମିଶନରେଟ୍ ସ୍ପଷ୍ଟ କରିଛନ୍ତି । ଏହା ପୂର୍ବରୁ ଶୁକ୍ରବାର ଦିନ ପୋଲିସ ରାସ୍ତାରେ ଯାନବାହନ ଗୁଡିକର ସଂଖ୍ୟା କମ୍ କରି କରୋନାଭାଇରସ ସଂକ୍ରମଣକୁ…

କରୋନା ରୋକିବା ପାଇଁ କଟକରେ ଶନିବାରଠାରୁ ଯୁଗ୍ମ-ଅଯୁଗ୍ମ ବ୍ୟବସ୍ଥା ଆରମ୍ଭ

କଟକ: କରୋନା ମହାମାରୀର ଭୟାବହତାକୁ ରୋକିବା ପାଇଁ କଟକ ସହରରେ ମଧ୍ୟ ସର୍ବସାଧାରଣ ପରିବହନ ବ୍ୟବସ୍ଥାରେ ଯୁଗ୍ମ-ଅଯୁଗ୍ମ ବ୍ୟବସ୍ଥା ଶନିବାର ଠାରୁ ଲାଗୁ ହେବ । ବସ୍‌, ଅଟୋ, ଟାକ୍ସି ଓ ଟ୍ରକ୍ ଇତ୍ୟାଦି ର ଚଳାଚଳ ଉପରେ ଏହି ନୂଆ ନିୟମ ଲାଗୁ ହେବ ବୋଲି ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସ୍…